ମାଟି, ବିହନ ଓ ପରିବେଶ
ବର୍ତ୍ତମାନ ସାରା ଦେଶରେ କୃଷି ସମ୍ବନ୍ଧରେ ତିନୋଟି ବିଷୟରେ ଆଲୋଚନା କରିବା ବେଶ୍ ଗୁରୁତ୍ୱପୂର୍ଣ୍ଣ। ପ୍ରଥମ କଥା ହେଲା ମାଟି। ମାଟି ଦିନକୁ ଦିନ ଅଧିକ ପ୍ରଦୂଷିତ ହେବା ସହିତ ଏହାର ଗୁଣବତ୍ତା ନଷ୍ଟ ହେବାରେ ଲାଗିଛି। ସେହିଭଳି ବିହନକୁ ନେଇ…
ରାମନବମୀ ଶୋଭାଯାତ୍ରାରେ ହିଂସା
କୋଲକାତା,୭।୪: କୋଲକାତାର ପାର୍କ ସର୍କସ ସେଭେନ୍ ପଏଣ୍ଟ ଅଞ୍ଚଳରେ ରବିବାର ରାମନବମୀ ଶୋଭାଯାତ୍ରା ବେଳେ ହିଂସାକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଆକ୍ରମଣ କରିବାରୁ ଅନେକ ଶ୍ରଦ୍ଧାଳୁ ଆହତ ହେବା ସହ କେତେକ ଗାଡ଼ି ଭାଙ୍ଗିରୁଜି ଯାଇଛି। ଭାଜପା ପଶ୍ଚିମବଙ୍ଗ ଶାଖା ପକ୍ଷରୁ ଆକ୍ରମଣ…
ଗ୍ୟାରେଣ୍ଟି ମାଗିଲେ ଷ୍ଟାଲିନ୍, ତାମିଲ ପାଠ ପଢ଼ାଇଲେ ମୋଦି
ରାମେଶ୍ୱରମ୍,୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀଲଙ୍କାରୁ ରବିବାର ତାମିଲନାଡୁକୁ ଫେରି ରାମେଶ୍ୱରମ୍ରେ ପମ୍ବନ ବ୍ରିଜ୍ର ଲୋକାର୍ପଣ ସହ ଅନ୍ୟ କେତେକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରୁଥିବାବେଳେ ରାଜ୍ୟର ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ୍ଙ୍କୁ ଏହି କାର୍ଯ୍ୟକ୍ରମରେ ଦେଖିବାକୁ ମିଳି ନ ଥିଲା।…
କୋଟିଆ ସରକାରୀ ଜମିରେ ପ୍ରକଳ୍ପ କରି ଲାଭ ଉଠାଉଛି ଆନ୍ଧ୍ର
ପଟ୍ଟାଙ୍ଗି,୭ା୪(ଶରତ କୁମାର ଧଳ): ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଗ୍ରାମଗୁଡ଼ିକରେ ରହିଥିବା ସରକାରୀ ଜମିର ସୁରକ୍ଷା ରାଜସ୍ବ ବିଭାଗର ଦାୟିତ୍ୱ। କିନ୍ତୁ ବିଭାଗୀୟ ଅଧିକାରୀଙ୍କ ଦାୟିତ୍ୱହୀନତା ଯୋଗୁ ସରକାରୀ ଜମିରେ ଆନ୍ଧ୍ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକରି ସୀମାନ୍ତବାସୀଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରୁଥିବା ଅଭିଯୋଗ…
ମାନସୀ ‘ଇଣ୍ଡିଆନ୍ ଆଇଡଲ ୧୫’ ବିଜେତା
ମୁମ୍ବାଇ, ୭।୪: ଲୋକପ୍ରିୟ ସଙ୍ଗୀତ ରିୟଲିଟି ଶୋ’ ‘ଇଣ୍ଡିଆନ୍ ଆଇଡଲ ୧୫’ର ବିଜେତା ହୋଇଛନ୍ତି କୋଲକାତାର ମାନସୀ ଘୋଷ (୨୪)। ରବିବାର ଅନୁଷ୍ଠିତ ହୋଇଥିବା ଶୋ’ର ଗ୍ରାଣ୍ଡ ଫିନାଲେ ସମାରୋହରେ ଶୁଭ୍ରଜିତ ଚକ୍ରବର୍ତ୍ତୀ ପ୍ରଥମ ରନର-ଅପ୍ ଓ ସ୍ନେହା ଶଙ୍କର ଦ୍ୱିତୀୟ…
ରାମନବମୀରେ ସମ୍ବଲପୁରରେ ବିଶାଳ ଶୋଭାଯାତ୍ରା
ସମ୍ବଲପୁର,୬।୪(ଭବାନୀ ଶଙ୍କର ଭୋଇ): ହନୁମାନ ଜୟନ୍ତୀ ସମନ୍ବୟ ସମିତି ପକ୍ଷରୁ ରବିବାର ସମ୍ବଲପୁରରେ ବିଶାଳ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ସମନ୍ବ୍ବୟ ସମିତି ପକ୍ଷରୁ ହନୁମାନ ଜୟନ୍ତୀର କିଛିଦିନ ପୂର୍ବରୁ ବାଇକ ଶୋଭାଯାତ୍ରା ଆୟୋଜନ କରାଯାଇଥାଏ। ତେବେ ଚଳିତ ବର୍ଷ…
ଐତିହାସିକ ଶ୍ରୀରାମନବମୀ ମହୋତ୍ସବ: ଶୋଭାଯାତ୍ରାରେ ୧୫୦ ପ୍ରଜ୍ଞାପନ ମେଢ଼ ସାମିଲ
ଭଦ୍ରକ,୬।୪(ସନାତନ ରାଉତ): ଭଦ୍ରକର ଐତିହାସିକ ଶ୍ରୀରାମ ନବମୀ ମହୋତ୍ସବ ପାଇଁ ରବିବାର ଭଦ୍ରକ ସହରର ପରିବେଶ ଗେରୁଆମୟ ହୋଇଥିବା ବେଳେ ଜୟ ଶ୍ରୀରାମ ଧ୍ୱନିରେ ପ୍ରକମ୍ପିତ ହୋଇଛି। ଅପରାହ୍ନ ୫ ଟାରେ ଆରମ୍ଭ ହୋଇଥିବା ନଗର ସଂକୀର୍ତ୍ତନରେ ଜିଲା ଓ ଜିଲା…
୨୦୨୬ ଫେବୃଆରୀରେ ସରିବ ସମଲେଶ୍ୱରୀ ପ୍ରକଳ୍ପ: ମନ୍ତ୍ରୀ
ସମ୍ବଲପୁର,୬ା୪(ପ୍ରମୋଦ ବହିଦାର): ସମ୍ବଲପୁର ସମଲେଶ୍ୱରୀ ପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟ କାମ ୨୦୨୬ ଫେବୃଆରୀ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ ହେବ। ୨୦୨୫ ଅଗଷ୍ଟ ସୁଦ୍ଧା ଏହାର ଲୋକାର୍ପଣ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ମାତ୍ର ଜମି ଅଧିଗ୍ରହଣ ସମସ୍ୟା ପାଇଁ ସମ୍ପୂର୍ଣ୍ଣ ହେବା ବିଳମ୍ବ…
ବାଇକ୍ ଉପରେ ମାଡ଼ିଗଲା ହାଇଓ୍ବା: ଚାଲିଗଲା ୨ ଜୀବନ, ଜଣେ ଗୁରୁତର
ସୋନପୁର,୬।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଖାରୀ-ବଲାଡି ରାସ୍ତାରେ ରବିବାର ଏକ ସର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ବଲାଡି ପୋଲ ନିକଟରେ ବାଇକ୍କୁ ଏକ ହାଇଓ୍ବା ଧକ୍କା ଦେବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ…
ଆକର୍ଷଣ ସାଜିଲା ତେର ଦଣ୍ଡ ମିଳନ: ସାମିଲ ହେଲେ ହଜାର ହଜାର ଶ୍ରଦ୍ଧାଳୁ
ବାଲିଗୁଡ଼ା,୬ା୪ (ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୬ତମ ବାର୍ଷିକ ତେର ଦଣ୍ଡ ମିଳନ ରବିବାର ଉଦ୍ଯାପିତ ହୋଇଯାଇଛି। ଏହାକୁ ଦେଖିବା ଲାଗି ଆଖପାଖ ଅଞ୍ଚଳରୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ଏହି ଅବସରରେ…
WhatsApp ଆଣିଲା ନୂଆ ଫିଚର: ଏଣିକି ୟୁଜର ଷ୍ଟାଟସ୍ ଅପଡେଟ୍ରେ ଗୀତ ରଖିପାରିବେ
ନୂଆଦିଲ୍ଲୀ,୬।୪: ମେଟା-ମାଲିକାନାଧୀନ ପ୍ଲାଟଫର୍ମ ହ୍ୱାଟସଆପ୍ ଏକ ନୂତନ ଫିଚର ଆଣିଛି ଯାହା ୟୁଜରମାନଙ୍କୁ ସେମାନଙ୍କର ଷ୍ଟାଟସ୍ ଅପଡେଟରେ ଗୀତ ଯୋଡ଼ିବାକୁ ଅନୁମତି ଦେବ। ଏହି ଫିଚର, ଯାହା ପୂର୍ବରୁ ଇନଷ୍ଟାଗ୍ରାମ୍ ଏବଂ ଫେସବୁକ୍ ଭଳି ଅନ୍ୟ ପ୍ଲାଟଫର୍ମରେ ଉପଲବ୍ଧ ଥିଲା, ଏବେ…
ବସରୁ ସୁନା ହାର ଚୋରି: ଧରାପଡ଼ିଲେ ଅଭିଯୁକ୍ତ
ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଜଣେ ଲୁଟେରାଙ୍କୁ ରବିବାର ଗିରଫ କରିଛି। ସେ ହେଲେ ଗାମୁଣ୍ଡି ଗ୍ରାମର ଅବଳ କୁମାର ଜେନା। ପୋଲିସ ଗିରଫ ଅବଳଙ୍କୁ ଭଞ୍ଜନଗର କୋର୍ଟ ଚାଲାଣ କରିଛି। ମିଳିଥିବା ସୂଚନା ମୁତାବକ, ଗୁଣ୍ଡିରିବାଡ଼ିର ସୁଶାନ୍ତ…
Archives


