Home Left

ପଞ୍ଚାୟତ ନିର୍ବାଚନକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: ଆଗୁଆ…

ଭୁବନେଶ୍ୱର,୨୫।୨ (ରବିନାରାୟଣ ଜେନା):ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଅବଧି ପୂର୍ବରୁ ହେବନାହିଁ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସ୍ପଷ୍ଟ କରିଛନ୍ତି। ମଙ୍ଗଳବାର ବିଧାନସଭାରେ ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି, ୨୦୨୭ ଫେବୃଆରୀ ପୂର୍ବରୁ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବା ନେଇ ସରକାରଙ୍କ ପକ୍ଷରୁ…

ଆମେରିକୀୟ ଯୁଦ୍ଧ ଜାହାଜରେ ଟଏଲେଟ୍‌ ଓ୍ବାର୍‌

ଓ୍ବାଶିଂଟନ୍‌ ,୨୫ା୨: ଇରାନ ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ବିଶାଳ ସେନା ମୁତୟନ କରିଛି। ଆଣବିକ ଶକ୍ତି ସମ୍ପନ୍ନ ଯୁଦ୍ଧ ଜାହାଜ ଆବ୍ରାହମ ଲିଙ୍କନ୍‌ ସମେତ ବିଶ୍ୱର ସର୍ବବୃହତ୍‌ ଯୁଦ୍ଧ ଜାହାଜ ୟୁଏସ୍‌ଏସ୍‌ ଗେରାଲ୍ଡ ଆର୍‌ ଫୋର୍ଡ ମଧ୍ୟ…

ତହଉର ରାଣାଙ୍କ ନାଗରିକତ୍ୱ ରଦ୍ଦ କରିବ କାନାଡା

ଓଟାଓ୍ବା,୨୫ା୨: ୨୦୦୮ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ମୁଖ୍ୟ ଭୂମିକା ନେଇଥିବା ଅଭିଯୁକ୍ତ ପାକିସ୍ତାନଜନ୍ମିତ ବ୍ୟବସାୟୀ ତହଉର ହୁସେନ୍‌ ରାଣାଙ୍କ ନାଗରିକତ୍ୱ ରଦ୍ଦ କରିବା ପାଇଁ କାନାଡା ସରକାର ପଦକ୍ଷେପ ଆରମ୍ଭ କରିଛନ୍ତି। କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନି ଭାରତ ଗସ୍ତରେ ଆସିବାକୁ…

ହେକ୍ସାଗନ୍‌ ମେଣ୍ଟରେ ଭାରତ ସାମିଲ ନେଇ ନେତାନ୍ୟାହୁ ଆଶାବାଦୀ

ତେଲ୍‌ ଆଭିଭ୍‌,୨୫ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଇସ୍ରାଏଲ ଗସ୍ତରେ ଯିବେ। ତାଙ୍କର ଗସ୍ତ ପୂର୍ବରୁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ମୋଦିଙ୍କୁ ତାଙ୍କର ଜଣେ ଅନ୍ତରଙ୍ଗ ବନ୍ଧୁ ବୋଲି କହିବା ସହିତ ଭାରତକୁ ଏକ ବିଶ୍ୱଶକ୍ତି ଭାବେ ଅଭିହିତ କରିଛନ୍ତି।…

ପୁରୁଷବନ୍ଧୁ ଆଗରେ ଯୁବତୀଙ୍କୁ ଗଣବଳାତ୍କାର, ଜବରଦସ୍ତ ପୀଡ଼ିତାଙ୍କଠାରୁ ନେଇଗଲେ ୧୦,୦୦୦ ଟଙ୍କା

ଗୁଆହାଟୀ,୨୫ା୨: ଆସାମର ସିଲ୍‌ଚରରେ ଜଣେ ୨୮ ବର୍ଷୀୟା ଯୁବତୀଙ୍କୁ ତାଙ୍କ ପୁରୁଷ ବନ୍ଧୁଙ୍କ ସମ୍ମୁଖରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତମାନେ ପୀଡ଼ିତାଙ୍କଠାରୁ ଜବରଦସ୍ତ ୧୦,୦୦୦ ଟଙ୍କା ନେଇଯାଇଛନ୍ତି। ଗତ ୧୯ ତାରିଖ ସନ୍ଧ୍ୟାରେ ଏହି ଘଟଣା ଘଟିଥିବାବେଳେ ସିଲ୍‌ଚର ସଦର…

ବିଦେଶୀ ସାମଗ୍ରୀ ଉପରେ ଲାଗୁ ହେଲା ୧୦% ଶୁଳ୍କ

ଓ୍ବାଶିଂଟନ୍‌ ,୨୫ା୨: ଆମେରିକାର ଟାରିଫ୍‌କୁ ନେଇ ଏବେ ସାରା ବିଶ୍ୱରେ ଦ୍ୱନ୍ଦ୍ୱ ଲାଗି ରହିଛି। ଆମେରିକା ସୁପ୍ରିମକୋର୍ଟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଟାରିଫ୍‌ ନୀତିକୁ ଅବୈଧ ଘୋଷଣା କରିବା ପରେ ଟ୍ରମ୍ପ୍‌ ବାରମ୍ବାର ତାଙ୍କର ଆଭିମୁଖ୍ୟରେ ପରିବର୍ତ୍ତନ କରିଚାଲିଥିବାରୁ କେଉଁ ଦେଶ…

ଜୋର୍‌ ଧରିଲା ଜୀରାନଦୀରେ ବ୍ୟାରେଜ୍‌ ନିର୍ମାଣ ଦାବି: ଏକଜୁଟ୍‌ ହେଲେ କୃଷକ ସଂଗଠନ

ବରଗଡ଼,୨୫।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ପ୍ରବାହିତ ହେଉଥିବା ଜୀରାନଦୀରେ ବ୍ୟାରେଜ ନିର୍ମାଣ ଦାବି ଜୋର୍‌ ଧରି ବସିଛି। ଏହି ଦାବି ନେଇ ମଙ୍ଗଳବାର ଜିଲାର ବୀର ସୁରେନ୍ଦ୍ର ସାଏ କୃଷକ ସଙ୍ଗଠନ ସମେତ ସୋହେଲା, ଭଟଲି, ବରଗଡ଼ ବ୍ଲକର ଚାଷୀବୃନ୍ଦ ମୁଖ୍ୟମନ୍ତ୍ରୀଙ୍କ…

ପାରାଦୀପ ବେଳାଭୂମିରେ ବିଶାଳ ମୃତ ତିମି ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ

ପାରାଦୀପ, ୨୫।୨(ଶରତ ରାଉତ): ପାରାଦୀପ ଷଣ୍ଢକୁଦ ବସ୍ତି ପାଖ ସମୁଦ୍ର କୂଳରେ ମଙ୍ଗଳବାର ଏକ ବିଶାଳକାୟ ମୃତ ତିମି ମାଛ ପଡିଥିବା ଦେଖିବାକୁ ମିଳିଛି । ୨୫ ଫୁଟ ଲମ୍ବ ବିଶିଷ୍ଟ ଉକ୍ତ ମାଛ ଅର୍ଦ୍ଧାଧିକ ଶରୀର ସଢି ଯାଇଛି। ଉକ୍ତ…

ବଢୁଛି ଭାଜପାର ଶକ୍ତି: ଦଳରେ ମିଶିଲେ ଏନ୍‌ଏସି ଅଧ୍ୟକ୍ଷ, କାଉନ୍‌ସିଲର

ନୂଆପଡ଼ା,୨୫ା୨(ମକାରୁ ବେମାଲ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମଙ୍ଗଳବାର ଦିନିକିଆ ନୂଆପଡ଼ା ଜିଲା ଗସ୍ତରେ ଆସି ଜିଲା କାର୍ଯ୍ୟାଳୟଠାରେ ପଣ୍ଡିତ ଦୀନ୍‌ଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଶିବିରରେ ଯୋଗଦେଇଥିଲେ। ଏହି ଅବସରରେ ଏକ ମିଶ୍ରଣ ପର୍ବ ଆୟୋଜନ କରାଯାଇଥିଲା। ଜିଲା ଭାଜପା…

ବଢୁଛି ଚାଷୀଙ୍କ ଦୁର୍ଦ୍ଦଶା: ବିକ୍ରି ହେଉନି ଧାନ, ମଣ୍ଡିରୁ ହେଉଛି ଚୋରି

ବରଗଡ଼,୨୪।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଏଠାରେ ଅଧିକ ଧାନ ଉପତ୍ାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ତେବେ ଧାନଚାଷ କରୁଥିବା ଚାଷୀଙ୍କ ଦୁର୍ଦ୍ଦଶା ଏଠାରେ ଥମି ନାହିଁ। ମଣ୍ଡିରେ ଧାନ ଉଠୁ ନ ଥିବା ସାଧାରଣରେ ପରିଣତ…

ସମ୍ପର୍କୀୟଙ୍କୁ ମରଣାନ୍ତକ ଆକ୍ରମଣ, ହତ୍ୟା ଧମକ: ଅଭିଯୁକ୍ତ ଯୁବକ ଗିରଫ

ଦେବଗଡ,୨୫।୨(ଶଶାଙ୍କ ଶେଖର ଝାଙ୍କର): ସମ୍ପର୍କୀୟଙ୍କୁ ମରଣାନ୍ତକ ଆକ୍ରମଣ ସହିତ ହତ୍ୟା ଧମକ ଅଭିଯୋଗରେ କୁଣ୍ଢେଇଗୋଳା ଥାନା ପୋଲିସ କୋରଡପୋଶି ଗ୍ରାମର ଜଣେ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରିଛି । ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ୨୨…

ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା: ଆସନ୍ତା ୩ଦିନ ମଧ୍ୟରେ…

ଭୁବନେଶ୍ୱର,୨୫ା୨(ବନ୍ଦନା ସେଠୀ): ଓଡ଼ିଶାର ଉତ୍ତର-ଉପକୂଳ ଏବଂ ଏହାର ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ୧.୫କି.ମି. ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ରାଜଧାନୀ ଭୁବନେଶ୍ୱରରେ ଅପରାହ୍ନ ୫ଟାରୁ ୬ଟା ପର୍ଯ୍ୟନ୍ତ ଘଣ୍ଟାଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri