ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…
ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ ମ୍ୟାଚ୍ରେ ଯେଉଁ ଟିମ୍ ବିଜୟୀ ହେବ, ସେହି ଦଳ ସ୍ୱର୍ଣ୍ଣ ପଦକ ହାସଲ…
ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍
ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର ଦିଗପହଣ୍ଡି ପୋଲିସ ଏକ ହତ୍ୟା ଉଦ୍ୟମ ମାମଲାରେ ସମ୍ପୃକ୍ତ ଥିବା ଦର୍ଶାଇ ଗିରଫ…
ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା
ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ ବାଇକ୍ ଚଳାଇବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟିଥିବା ଜଣାପଡ଼ିଛି।…
ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ
ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ ଶ୍ବଶୁର ଘର ଲୋକଙ୍କ ଯୌତୁକ ନିର୍ଯ୍ୟାତନା କାରଣରୁ ମାନସିକ ଭାରସାମ୍ୟ ହରାଇ ଗତ…
୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ
ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ ଦାବି କରି ନିର୍ଯାତନା ଦେବା ସହ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…
ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!
ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍ରେ ପରାସ୍ତ କରି ସଲିମା ଟେଟେଙ୍କ ଭାରତୀୟ ଦଳ ୪୪ ବର୍ଷର ଦୀର୍ଘ ଅପେକ୍ଷା ପରେ ସ୍ୱର୍ଣ୍ଣ ପଦକ…
ପୁଣି ଘନେଇଲା ଯୁଦ୍ଧ: ମଧ୍ୟପ୍ରାଚ୍ୟକୁ ଯୁଦ୍ଧ ଜାହାଜ, ସୈନ୍ୟ ପଠାଇଲା ଆମେରିକା
ଓ୍ବାଶିଂଟନ,୨ା୧୦: ଆମେରିକା ସେନା ମଧ୍ୟପ୍ରାଚ୍ୟକୁ ତୃତୀୟ ଯୁଦ୍ଧବିମାନବାହୀ ଜାହାଜ ଏବଂ ପାଖାପାଖି ୧୦,୦୦୦ ସୈନ୍ୟ ପଠାଇଥିବା ଏହାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ନଭେମ୍ବର ୩ରେ ଆମେରିକାରେ ମଧ୍ୟବର୍ତ୍ତୀ ନିର୍ବାଚନ ପରେ ଇରାନ ଉପରେ ସାନି ଆକ୍ରମଣ ହେବ ବୋଲି ରାଷ୍ଟ୍ରପତି…
ଗୁଜରାଟ ୟୁସିସି ବିଲ୍କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ
ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର ହୋଇଯାଇଛି। ଗୁଜରାଟ ସରକାରଙ୍କ ପକ୍ଷରୁ ଏନେଇ ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇଛି। ସରକାରଙ୍କ…
ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍
ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ ହାଇ ଆଲର୍ଟ ଜାରି କରାଯାଇଛି। ଜିଲାରେ ଅତିରିକ୍ତ ସତର୍କତା ଓ ନିରାପତ୍ତା ବ୍ୟବସ୍ଥାକୁ…
ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ
ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି। ମେଗା ଇଭେଣ୍ଟ ବେଳେ ତାଙ୍କ ବିରୋଧରେ ଏକାଧିକ ଯୌନ ନିର୍ଯାତନା ଅଭିଯୋଗ ଆସିଥିଲା।…
ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…
ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି ହାତୀଙ୍କ ଏକ ପଲ ତୁମୁଡିବନ୍ଧ ବନାଞ୍ଚଳ ଅଧୀନ ଲଙ୍କାଗଡ଼ ଅଞ୍ଚଳକୁ ଆସି ବାରେଙ୍ଗିଲି…
ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା
ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଶୁକ୍ରବାର ଦିଗପହଣ୍ଡି ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ପବିତ୍ର ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଥିଲା…

