ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିଗିଡ଼ିଲା ସ୍ବାସ୍ଥ୍ୟାବସ୍ଥା, ନିଆଗଲା ହସ୍ପିଟାଲ
ନୂଆଦିଲ୍ଲୀ,୭।୬: ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଅସୁସ୍ଥ। ସିମଲାରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହୋଇଥିବା ଜଣାପଡ଼ିଛି। ଏହାପରେ ତାଙ୍କୁ ଶନିବାର ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ଏବଂ ହସ୍ପିଟାଲ (IGMC) କୁ ନିଆଯାଇଥିଲା। ସେଠାରେ ତାଙ୍କର…
ଶୁଖିଲାଣି ଚେନାବ ଜଳ, ଛଟପଟ ହୋଇ ପୁଣିଥରେ ‘ଓ୍ବାଟର ଓ୍ବାର’ର ଧମକ ଦେଲା ପାକିସ୍ତାନ
ଇସଲାମାବାଦ,୭।୬: ଏବେ ପାକିସ୍ତାନରେ ଏକ ନୂଆ ଚିନ୍ତା ଆହୁରି ଘନୀଭୂତ ହେବାରେ ଲାଗିଛି, ଯାହାକୁ ଅପରେଶନ ସିନ୍ଦୁର ଦ୍ୱାରା ପ୍ରଭାବିତ କରାଯାଇଛ। ତାହା ହେଲା ନଦୀଗୁଡ଼ିକରେ ଜଳ ପ୍ରବାହ ଶୁଖିଯିବା। ବିଶେଷକରି ଚେନାବ ନଦୀର ଜଳସ୍ତର ହ୍ରାସ ପାଇବା ଇସଲାମାବାଦର ନିଦ…
ପିଠା ମହକରେ ବାସିଲା ବ୍ଲକ: ପ୍ରଥମ ବିଜେତାଙ୍କୁ ମିଳିଲା…
ଗଞ୍ଜାମ,୭।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁଭଦ୍ରା ଶକ୍ତି ପକ୍ଷରୁ ପାରମ୍ପରିକ ପିଠା ପ୍ରତିଯୋଗିତା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ଭାବେ ବ୍ଲକ ଅଧକ୍ଷା ଶର୍ମିଷ୍ଠା ପ୍ରଧାନ, ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀ, ସିଡିପିଓ ଶଲିଳା ପ୍ରଧାନ, ସହକାରୀ ଯନ୍ତ୍ରୀ ଦିଗାମ୍ବର…
ମଝି ଆକାଶରେ ଆମେରିକା ଯୁଦ୍ଧ ବିମାନକୁ ଧ୍ୱଂସ କରିଦେଲା ପାକିସ୍ତାନୀ ବାୟୁ ସେନା? ଦାବିକୁ ନେଇ ବଡ଼ ଖୁଲାସା!
ନୂଆଦିଲ୍ଲୀ,୭।୬: ଲାଇଟହାଉସ ଜର୍ନାଲିଜମକୁ ସୋସିଆଲ ମିଡିଆ ପ୍ଲାଟଫର୍ମରେ ବହୁଳ ଭାବେ ଶେୟାର କରାଯାଉଥିବା ଏକ ଭିଡିଓ ହସ୍ତଗତ ହୋଇଛି। ଭିଡିଓ ସହ ଏହା ଦାବି କରାଯାଉଛି ଯେ ପାକିସ୍ତାନୀ ବାୟୁ ସେନା ନ୍ୟୁ ମେକ୍ସିକୋର ଅଲ୍ବୁକର୍କ ଇଣ୍ଟରନ୍ୟାଶନାଲ ଅର୍ଥାତ ଚାଇନା ଜେଏଫ୍-୧୭…
ଚାଲାଣ ହେଉଥିଲା ଖଇର କାଠ: ମାଡ଼ି ବସିଲା ବନବିଭାଗ
ଲାଠୋର,୭।୬(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଉଁରାଖମନ ଛକ ନିକଟରୁ ଲାଠୋର ବନବିଭାଗ ଚୋରା ଚାଲାଣ ହେଉଥିବା ଖଇର କାଠ ସହ ଏକ ପିକଅପ ଭ୍ୟାନ୍ ଜବତ କରିଛି । ଏପରି କି ଡ୍ରାଇଭରଙ୍କୁ ଗିରଫ କରି କୋର୍ଟ ଚାଲାଣ…
ବହୁମୁଖୀ ସମବାୟ ସମିତିକୁ ମିଳିଛି ବଡ଼ ସଫଳତା: ଅଞ୍ଚଳର ଜୈବିକ ଅମଳ ସାମଗ୍ରୀର କାରବାର ହେବ ସହଜ
ଦାରିଙ୍ଗବାଡି,୭।୬ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ରହିଥିବା ବୃହଦାକାର ବହୁମୁଖୀ ସମବାୟ ସମିତିକୁ ମିଳିଛି ବଡ଼ ସଫଳତା। ଏବେ କେବଳ ରାଜ୍ୟ ନୁହଁ ରାଜ୍ୟ ବାହାରେ ତଥା ରାଷ୍ଟ୍ରୀୟ କୋପରେଟିଭ ଅର୍ଗାନିକ ଲିମିଟେଡ ସହ ଅନୁବନ୍ଧିତ ହୋଇପାରିଛି ।…
୪ ଦିନ ହେଲା ଭଡ଼ା ନେଇ ରହିଥିଲେ: ବନ୍ଦ ଘରୁ ମିଳିଲା ଯୁବତୀ-ଯୁବକଙ୍କ ମୃତଦେହ, ସମ୍ପର୍କୀୟ କହିଲେ…
ସାଲେପୁର,୭।୬: କଟକ ଜିଲା ମାହାଙ୍ଗା ଥାନା ଖନ୍ଦୋଳ ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ବନ୍ଦ ଘରୁ ଯୁବତୀ-ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ମିଳିଥିବା ସୂଚନା ମୁତାବକ, ଗାଁର କ୍ଷୀରୋଦ ଲେଙ୍କାଙ୍କ ଘରେ ଗତ…
ହେଡ୍ଫୋନ୍ ଦେଇ ଟ୍ରାକ୍ରେ ଯାଉଥିଲେ ଯୁବକ: ସେପଟୁ ଆଲିଲା ଟ୍ରେନ୍, ପରେ…
ବାଲେଶ୍ୱର,୭।୬: ଟ୍ରାକ ଉପରେ ହେଡ୍ଫୋନ ଦେଇ କଥା ହେଉଥିବା ବେଳେ ମାଡ଼ିଗଲା ଟ୍ରେନ୍। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ରେଳ ଷ୍ଟେସନ ନିକଟରେ। ତେବେ ଏଯାବତ୍ ଉକ୍ତ ଯୁବକଙ୍କ ପରିଚୟ ମିଳିପାରି ନାହିଁ। ଖବରପାଇ ସହଦେବଖୁଣ୍ଟା ପୋଲିସ, RPF…
ବିମାନ ଉଡାଇବାକୁ ମନାକଲେ ପାଇଲଟ, ୪୫ ମିନିଟ ପର୍ଯ୍ୟନ୍ତ ଫସି ରହିଲେ ଉପ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୭।୬: ଜଳଗାଓଁ ବିମାନବନ୍ଦରରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସହିତ ଏମିତି ଏକ ଘଟଣା ଘଟିଛି, ଯାହା ସେ ହୁଏତ କଳ୍ପନା ମଧ୍ୟ କରିନଥିଲେ। ସୂଚନାଯୋଗ୍ୟ, ଏକ ଗସ୍ତ ସମୟରେ, ଏକନାଥ ଶିନ୍ଦେଙ୍କ ବିମାନର ପାଇଲଟ ଉଡ଼ାଣ ଦେବାକୁ ମନା କରିଦେଇଥିଲେ।…
୯୦ ବର୍ଷରେ ଡେବ୍ୟୁ କରିବେ ଆମିରଙ୍କ ମାଆ
ମୁମ୍ବାଇ,୭।୬: ଅଭିନେତା ଆମିର ଖାନ ଆଜିକାଲି ତାଙ୍କ ଆଗାମୀ ଫିଲ୍ମ ସିତାରେ ଜମିନ ପର ପାଇଁ ଖବରରେ ଅଛନ୍ତି। ଏହି ଫିଲ୍ମ କେବଳ ଏହାର ବିଶେଷ କାହାଣୀ ପାଇଁ ନୁହେଁ ବରଂ ଉତ୍କୃଷ୍ଟ କ୍ୟାମିଓ ପାଇଁ ମଧ୍ୟ ଲଗାତାର ଖବରରେ ରହିଛି।…
ରାହୁଲଙ୍କ ଅଭିଯୋଗକୁ ନେଇ ଆସିଲା ECIଙ୍କ ଜବାବ
ନୂଆଦିଲ୍ଲୀ,୭।୬: ରାହୁଲ ଗାନ୍ଧୀ ପୁଣି ଥରେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରସଙ୍ଗ ଉଠାଇଛନ୍ତି ଏବଂ ଏହି ସମୟରେ ନିର୍ବାଚନରେ ଜାଲିଆତି ହୋଇଥିବା ଅଭିଯୋଗ କରିଛନ୍ତି। ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ର ନିର୍ବାଚନରେ ମ୍ୟାଚ ଫିକ୍ସିଂ ହୋଇଥିବା…
ପିଏମ୍ କିଷାନ ମାନଧନ ଯୋଜନା କ’ଣ? କୃଷକଙ୍କୁ ପ୍ରତି ବର୍ଷ ମିଳିବ ୩୬ ହଜାର ଟଙ୍କା, ସବିଶେଷ ଜାଣନ୍ତୁ …
ନୂଆଦିଲ୍ଲୀ,୭।୬: କେନ୍ଦ୍ର ସରକାର କୃଷକମାନଙ୍କ ଆର୍ଥିକ ସ୍ଥିତି ସୁଦୃଢ଼ କରିବା ଲାଗି ଅନେକ ସ୍ବତନ୍ତ୍ର ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏଥିରୁ ଗୋଟିଏ ହେଲା ପିଏମ୍ କିଷାନ ମାନଧନ ନିଧି ଯୋଜନା। ଏହି ଯୋଜନାରେ କୃଷକମାନଙ୍କୁ ପ୍ରତି ବର୍ଷ ୩୬୦୦୦ ଟଙ୍କା ଯାଏ…
Archives


