SIR ପ୍ରକ୍ରିୟାକୁ ନେଇ ଉଠିଥିବା ପ୍ରଶ୍ନର ଉତ୍ତର ରଖିଲା ନିର୍ବାଚନ ଆୟୋଗ: କହିଲେ, ସମସ୍ତଙ୍କ ସହମତି କ୍ରମେ…
ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କ ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା’ (SIR) ସମ୍ପର୍କରେ ‘ଇଣ୍ଡିଆନ ଏକ୍ସପ୍ରେସ’ର ଏକ ରିପୋର୍ଟ ପ୍ରକାଶ ପାଇବା ପରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି। ଏହି ସମୟରେ, ନିର୍ବାଚନ ଆୟୋଗର ସୂତ୍ରରୁ ଦାବି କରାଯାଇଛି ଯେ SIR ସମେତ…
ପେଟ୍ରୋଲ ଚିନ୍ତା ଦୂର! ଅକ୍ଟୋବରରେ ଆସିବ ୧୦୦%…ଗଡକରୀଙ୍କ ବଡ଼ ଘୋଷଣାକୁ ଦେଶରେ ଚହଳ
ନୂଆଦିଲ୍ଲୀ,୨୩।୯: E20 ପେଟ୍ରୋଲକୁ ନେଇ ଦେଶରେ ବିତର୍କ ଚାଲିଥିବା ବେଳେ ଇଥାନଲ ଇନ୍ଧନକୁ ନେଇ ପୁଣିଥରେ ସରକାରଙ୍କ ପକ୍ଷ ରଖିଛନ୍ତି କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀ। ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ E20 ପେଟ୍ରୋଲକୁ…
ପାଣିଘେରରେ ଛତ୍ରପୁର ପୌରପରିଷଦର ୩ ଅଞ୍ଚଳ
ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଗଭୀର ଅବପାତଜନିତ ବର୍ଷା ଲାଗିରହିଥିବା ବେଳେ ଛତ୍ରପୁର ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ଆସ୍ତେ ଆସ୍ତେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଛତ୍ରପୁର ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ…
ଉପକୂଳ ଆଡ଼କୁ ମାଡିଆସୁଛି ଗଭୀର ଅବପାତ: IMDର ବଡ଼ ସୂଚନା, ଆଜି ରାତି ସୁଦ୍ଧା…
ଭୁବନେଶ୍ୱର,୨୩।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଡିପ ଡିପ୍ରେସନରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ ଏହି ପାଣିପାଗ ପ୍ରଣାଳୀ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି। ୨୩ ସେପ୍ଟେମ୍ବର ରାତି ସୁଦ୍ଧା କଳିଙ୍ଗପଟ୍ଟଣମ ନିକଟରେ ଉତ୍ତର ଆନ୍ଧ୍ରପ୍ରଦେଶ…
ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…
ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ ଗଭୀର ଅବପାତ ପ୍ରଭାବରେ ସମୁଦ୍ର ଅଶାନ୍ତ ହୋଇପଡ଼ିଛି। ଏହା ସାଙ୍ଗକୁ ମଙ୍ଗଳବାର ସକାଳ…
ଆଜି ‘ନୋ UPI ଡେ’: QR କୋଡ୍ରେ କଳା କପଡ଼ା ବାନ୍ଧିଲେ ବ୍ୟବସାୟୀ; ପକେଟ୍ରେ ରଖନ୍ତୁ ନଗଦ
ନୂଆଦିଲ୍ଲୀ,୨୩।୯: UPI ପେମେଣ୍ଟକୁ ନେଇ ପ୍ରସ୍ତାବିତ ନୂଆ ନିୟମ ବିରୋଧରେ ମଧ୍ୟପ୍ରଦେଶର ବ୍ୟବସାୟୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆଜି ରାଜ୍ୟର ବିଭିନ୍ନ ବଡ଼ ସହରରେ ‘ନୋ UPI ଡେ’ ପାଳନ କରିବାକୁ ବ୍ୟବସାୟୀ ସଂଗଠନଗୁଡ଼ିକ ପ୍ରସ୍ତୁତ ହୋଇଛନ୍ତି। ଇନ୍ଦୋର, ଭୋପାଳ, ଜବଲପୁର ଓ…
ମାତ୍ର ଗୋଟିଏ ବଲ୍ ବଦଳାଇଦେଲା ଦେଲା ମ୍ୟାଚ୍ର ଫଳାଫଳ: ଭାରତ ସପକ୍ଷରେ ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଉଠିଲା ପ୍ରଶ୍ନ
ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର T20 ମ୍ୟାଚ୍ର ଶେଷ ଓଭରରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିକୁ ନେଇ ଚର୍ଚ୍ଚା ଜୋର ଧରିଛି। ମ୍ୟାଚ୍ର ଫଳାଫଳ ଶେଷ ବଲ ପର୍ଯ୍ୟନ୍ତ ଝୁଲି ରହିଥିବା ବେଳେ ଶେଷ ଓଭରରେ ଲଗାତାର ଦୁଇଟି…
LPG ଦର ନେଇ ନୂଆ ଖବର: ୬୦୦ ଟଙ୍କା ଯାଏ କମିଲା ଗ୍ୟାସ ଦାମ, ଜାଣନ୍ତୁ କାରଣ…
ନୂଆଦିଲ୍ଲୀ,୨୩।୯: କମର୍ସିଆଲ LPG ସିଲିଣ୍ଡରକୁ ନେଇ ଏବେ ବଜାରରେ ଏକ ଭିନ୍ନ ଚିତ୍ର ସାମ୍ନାକୁ ଆସିଛି। କିଛି ଅଞ୍ଚଳରେ ସରକାରୀ ଦରଠାରୁ ଯଥେଷ୍ଟ କମ ମୂଲ୍ୟରେ ୧୯ କିଲୋର କମର୍ସିଆଲ LPG ସିଲିଣ୍ଡର ବିକ୍ରି ହେଉଛି। ଉତ୍ତରପ୍ରଦେଶର କୁଶୀନଗର ଜିଲାର କିଛି…
କନ୍ୟା ରାଶିରେ ସୃଷ୍ଟି ହେଲା ମହାପୁରୁଷ ରାଜଯୋଗ: ମକର ସମେତ ୩ ରାଶିଙ୍କର ଲାଗିଲା ଲଟେରୀ, ବ୍ୟାଙ୍କ ବାଲାନ୍ସରେ ଅଚାନକ ବୃଦ୍ଧି
ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଭଦ୍ର ମହାପୁରୁଷ ଯୋଗକୁ ଏକ ଶୁଭ ରାଜଯୋଗ ଭାବେ ବିବେଚନା କରାଯାଏ। ବୁଧ ନିଜ ରାଶି ମିଥୁନ କିମ୍ବା କନ୍ୟାରେ ରହି କୁଣ୍ଡଳୀର କେନ୍ଦ୍ର ଭାବ ଅର୍ଥାତ୍ ପ୍ରଥମ, ଚତୁର୍ଥ, ସପ୍ତମ କିମ୍ବା ଦଶମ ଭାବରେ ଅବସ୍ଥିତ…
ବଡ଼ ଘୋଷଣା କଲା କଂଗ୍ରେସ: ଏହି ଦିନ ଓଡ଼ିଶା ଡାକରା, ଜାଣନ୍ତୁ କ’ଣ ବନ୍ଦ, କ’ଣ ରହିବ ଖୋଲା
ଭୁବନେଶ୍ୱର,୨୩।୯: ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ ପାଳନ ସହ ୭ ଦିନିଆ ‘ଇକୋନୋମିକ ବ୍ଲକେଡ’ କରିବାକୁ ଦଳ ଘୋଷଣା କରିଛି।…
ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ
ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍ରେ ଏକ ବଡ଼ ଇତିହାସ ରଚିଛି। ଭାରତ T20I କ୍ରିକେଟ୍ରେ ୨୦୦ଟି ମ୍ୟାଚ ଜିତିଥିବା ବିଶ୍ୱର ପ୍ରଥମ ଦଳ…
ବନ୍ଦେ ମାତରମ୍ ଗାଇବାକୁ ମନା କରୁଥିବା ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରା ନ ଯାଉ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୩ା୯: ବନ୍ଦେ ମାତରମ୍ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରାଯିବା ଉଚିତ ନୁହେଁ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ କହିଛନ୍ତି। ବିବେକ ଆଧାରରେ ଜାତୀୟ ସଙ୍ଗୀତ ଗାନ କରିବାକୁ ମନା କରିଥିବା ପିଲାମାନଙ୍କୁ ସୁରକ୍ଷା…

