ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି
ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି। ୨୦୨୧ରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ବୋଲି ଶୁଣିବାକୁ…
ବାଃରେ ପାକିସ୍ତାନ! ନସୀମ ଶାହଙ୍କୁ ଏକ କଠୋର ଦଣ୍ଡ ଦେବାକୁ ପ୍ରସ୍ତୁତ ଦେଶ
ଇସଲାମାବାଦ,୨୯।୩: ପାକିସ୍ତାନରେ, କେବେବି କ’ଣ ଘଟିବ ତାହା କେହି ପୂର୍ବାନୁମାନ କରିପାରିବେ ନାହିଁ। ଦେଶଟି ଅଜବ ନିଷ୍ପତ୍ତି ନେବା ଏବଂ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାରେ ଲିପ୍ତ ହେବା ପାଇଁ ପ୍ରସିଦ୍ଧ। ଏବେ, ଏହା ପୁଣି ଥରେ ସମାନ କିଛି କରିବାକୁ ଯାଉଛି…
ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି
ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିଜେଡି ପକ୍ଷରୁ ବଲାଙ୍ଗୀର ଏସ୍ପିଙ୍କୁ ଦାବିପତ୍ର ଦିଆଯାଇଛି। ବିଧାୟକ ଜୈନଙ୍କ ଏଭଳି…
ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…
ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର ରିଚାର୍ଜ କରନ୍ତି, ହେଲେ ଆପଣ କେବେ ଲକ୍ଷ୍ୟ କରିଛନ୍ତି କି, ୨୮ଦିନର ଗଣନା…
ଫର୍ମ ପୂରଣ କରିବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…
ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ କରିଥିଲେ। ମୃତ ଛାତ୍ରୀଙ୍କ ପରିବାର ଲୋକଙ୍କୁ ସରକାରୀ ସହାୟତା ପ୍ରଦାନ ପାଇଁ ଗ୍ରାମବାସୀ…
ମନ୍ କି ବାତ୍ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…
ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ ଉଦାହରଣ ସାଜିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ପ୍ରତିଷ୍ଠିତ ‘ମନ କି ବାତ୍’…
ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ
ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ ଶିକାରୀକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲେ କପ୍ତିପଦା ଥାନା…
ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…
ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ। ଭାରତୀୟ ରିଜର୍ଭ ବ୍ୟାଙ୍କ ଠକେଇ ରୋକିବା ପାଇଁ ନୂଆ ନିୟମ ଲାଗୁ କରିବାକୁ…
ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…
ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି ସ୍ଥାନୀୟ ବିଧାୟକ ନବୀନ ଜୈନ। ନବୀନ ଏକାଧିକ ସ୍ଥାନରେ ଫାଙ୍କା ଗୁଳିଚାଳନା କରିବାର…
ବିଧାୟିକାଙ୍କ ସ୍ବାମୀଙ୍କ ନାମରେ ସଙ୍ଗୀନ ଅଭିଯୋଗ: ତହସିଲଦାରଙ୍କୁ…
ନର୍ଲା,୨୯।୩(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ। ନର୍ଲା ତହସିଲଦାର ବିଭୁ ପ୍ରସାଦ ସିଂଙ୍କୁ ଫୋନ କଲ୍ ମାଧ୍ୟମରେ ହତ୍ୟା ଧମକ…
ବିୟର ବୋତଲ ପର୍ଯ୍ୟନ୍ତ ପହଞ୍ଚିଲାଣି ଯୁଦ୍ଧର ନିଆଁ, ଦେବାକୁ ପଡ଼ିପାରେ ଅଧିକ ଦେୟ
ନୂଆଦିଲ୍ଲୀ,୨୯।୩: ଗ୍ରୀଷ୍ମ ଋତୁ ଆସିଗଲାଣି। ସାଧାରଣତଃ ଗରମ ଋତୁରେ ବିୟରର ବ୍ୟବହାର ବୃଦ୍ଧି ପାଏ। ତଥାପି, ଏଥର, ଭାରତୀୟ ବିୟର ପ୍ରେମୀମାନଙ୍କୁ ଏହି ଋତୁରେ ସେମାନଙ୍କର ତୃଷା ମେଣ୍ଟାଇବା ପାଇଁ ନିଜ ପକେଟକୁ ଆହୁରି ଓଜନଦାର କରିବାକୁ ପଡ଼ିପାରେ। ମଧ୍ୟପ୍ରାଚ୍ୟରେ ଆମେରିକା…
ମୃତ୍ୟୁ ଖବର ପାଇ ତବଲା ବାଦକଙ୍କ ଘରେ ପହଞ୍ଚିଲେ ଭାଜପା ଜିଲା ସଭାପତି
ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ମାଷ୍ଟର ଲକ୍ଷ୍ମଣ କୁମାର ତରାଇଙ୍କ ବିୟୋଗ ଘଟିଛି । ଖବର ପାଇ ଭାଜପା ଜିଲା ସଭାପତି ସରୋଜ ସାବତ ମୃତ ତବଲା ବାଦକ ଲକ୍ଷ୍ମଣ ମାଷ୍ଟରଙ୍କ ପରିବାର…
Archives


