ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ
ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ ଜବତ କରି ପୋଲିସ ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…
ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି
କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପରୀକ୍ଷାକୁ ବାତିଲ କରିବା ସହ ଘଟଣାର ଆଇନଗତ ତଦନ୍ତ ପାଇଁ ପଦକ୍ଷେପ…
ଧରାପଡ଼ିଲେ ନକଲି ଏମ୍ଭିଆଇ
ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ ଚକାପାଦ ଗ୍ରାମ ତୋଟାସାହିର ଧର୍ମେନ୍ଦ୍ର କୁମାର ବେହେରା ଓରଫ ନିଖିଲ କୁମାର ପଟ୍ଟନାୟକ…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା
ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର ସନ୍ଧ୍ୟା ୫ଟା ୩୦ ମିନିଟ୍ ସମୟରେ ଏହି ଲଘୁଚାପ କ୍ଷେତ୍ରଟି ସକ୍ରିୟ ହୋଇଛି।…
ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ
ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍ ଉଦ୍ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି। ୧୫ ଦିନ ଧରି ହେବାକୁ ଥିବା ଏହି ମହାଦେଶୀୟ କ୍ରୀଡ଼ା ମହୋତ୍ସବରେ ୪୫ଟି…
ଡେଭିିସ କପ୍ରେ ଭାରତକୁ ହରାଇଲା କୋରିଆ
ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ ଭାରତକୁ ୩-୧ରେ ହରାଇ ଦେଇଛି। ଦକ୍ଷିଣେଶ୍ୱର ସୁରେଶ ଓ ଏନ୍. ଶ୍ରୀରାମ ବାଲାଜୀ…
ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍
ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର ଲିକ୍୍ହେବା ଘଟଣା ସାମ୍ନାକୁ ଆସିଛି। ଏହା ପରେ ଶନିବାର ହେବାକୁ ଥିବା ପରୀକ୍ଷାକୁ…
ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!
ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର ଜଳଧାରଣ କ୍ଷମତା ଶୀର୍ଷରେ ପହଞ୍ଚି ସାରିଥିବାରୁ ବନ୍ୟା ନିୟନ୍ତ୍ରଣ ଓ ଜଳାଶୟର ସୁରକ୍ଷା…
ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍’
ମୁମ୍ବାଇ: ବଲିଉଡ୍ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍ ଏବଂ ରଣବୀର୍ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍ ଦମ୍ପତିଙ୍କ କୋଳକୁ ଏକ କନ୍ୟାରତ୍ନ ଆସିଛନ୍ତି। ନିଜର ଦ୍ୱିତୀୟ ସନ୍ତାନର ଆଗମନ ନେଇ ଦୀପିକା ଓ…
ଦିଗପହଣ୍ଡି ରେ ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ
ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ ହୋଇଛି । ପ୍ରତି ବର୍ଷ ଭଳି ମା’ ଙ୍କ ମନ୍ଦିର ବେଢ଼ାରେ ପୂଜାର୍ଚ୍ଚନା…
ଅବ୍ୟବସ୍ଥାରେ ରିଷିଡ଼ା ବସ୍ଷ୍ଟାଣ୍ଡ
ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ ପାଣି ଜମି ରହୁଛି। ଡ୍ରେନେଜ ବ୍ୟବସ୍ଥାର ଅଭାବ ଏବଂ ରାସ୍ତା ମରାମତି ଅଭାବରୁ…
ଭିଡିଓ କଲ୍ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…
ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର ପ୍ରଖର ସ୍ରୋତରେ ଭାସିଯାଇ ନିଖୋଜ ଥିବା ମହିଳାଙ୍କ ମୃତଦେହ ୪୩ ଘଣ୍ଟା ପରେ…

