Home Left

ଜୁନାଗଡ଼ ସହରରେ ମିଳୁଛି ନକଲି ବିଦେଶୀ ମଦ: ଗିରଫ ୨ ଅଭିଯୁକ୍ତ ନା ମାଷ୍ଟର ମାଇଣ୍ଡ କିଏ

ଭବାନୀପାଟଣା,୨୪।୨(ଉତ୍ତମ କୁମାର ଦାଶ): ସାବଧାନ ଜୁନାଗଡ଼ ସହରରେ ମିଳୁଛି ନକଲି ମଦ। ମଙ୍ଗଳବାର ସକାଳୁ ଅବକାରୀ ବିଭାଗ ଚଢ଼ାଉ ସମୟରେ ବାହାରିଛି ଏହି ନକଲି ଦେଶୀ ମଦ। ଏହି ଘଟଣାରେ ଅବକାରୀ ବିଭାଗ ଜୁନାଗଡ଼ ସହର ୱାର୍ଡ ନଂ ୪ ର…

ବ୍ରାହ୍ମଣୀଗାଁ ଅଞ୍ଚଳରେ ପ୍ରଥମ କାଳବୈଶାଖୀ: ଅଧାରେ ଅଟକିଲା ବାଳି ବଦ୍ଧ, ସାଂସ୍କୃତିକ କାର୍ଯ୍ୟକ୍ରମରେ ବାଧକ ସାଜିଲା ବର୍ଷା

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ ୨୩ |୨(ଅରୁଣ ସାହୁ/ମନୋରଞ୍ଜନ ରଣା ): ଶୀତ ଦିନ ପରେ ଧୀରେଧୀରେ ପାଗରେ ପରିବର୍ତ୍ତନ ସହ ଦିନରେ ପ୍ରଚଣ୍ଡ ଖରା ଅନୁଭୂତ ହେଉଥିଲା ମଙ୍ଗଳବାର ପ୍ରଥମ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି | ମଧ୍ୟାହ୍ନରେ ହଟାତ ପାଣିପାଗରେ ପରିବର୍ତ୍ତନ ମେଘୁଆ…

ଦକ୍ଷିଣ ଆଫ୍ରିକା ଯିବ ଅଷ୍ଟ୍ରେଲିଆ ଦଳ

ମେଲବୋର୍ନ,୨୪ା୨: ଅଷ୍ଟ୍ରେଲିଆ ପୁରୁଷ କ୍ରିକେଟ ଦଳ ସେପ୍ଟେମ୍ବର ଓ ଅକ୍ଟୋବରରେ ଦକ୍ଷିଣ ଆଫ୍ରିକା ଟୁର୍‌ରେ ଯିବ। ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୩ଟି ଟେଷ୍ଟ ଏବଂ ସମାନ ସଂଖ୍ୟକ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ ଖେଳିବ। ଗତ ଜୁନ୍‌ରେ ଲଡର୍‌ସଠାରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଦକ୍ଷିଣ…

ମହିଳା ସୁରକ୍ଷା ଆଇନ, ବାଲ୍ୟବିବାହ, ଶିଶୁ ଶ୍ରମିକ ଆଇନକୁ ଗୁରୁତ୍ୱ 

ଦାରିଙ୍ଗବାଡି,୨୪।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସାରିଙ୍ଗିଇର୍ପି ଠାରେ ରହିଥିବା ପାଳକ ସଙ୍ଘର ସଭାଗୃହଠାରେ ମଙ୍ଗଳବାର ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ ଜିଲା ସମାଜ କଲ୍ୟାଣ ଅଧିକାରୀ ସ୍ନେହଳତା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ଆସିଲା ମହିଳା ଟି୨୦ ବିଶ୍ୱକପ୍‌ କାର୍ଯ୍ୟସୂଚୀ: ଜୁନ ୧୪ରେ ପୁଣି ଭାରତ-ପାକିସ୍ତାନ ମ୍ୟାଚ୍‌

ନୂଆଦିଲ୍ଲୀ,୨୪ା୨: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମଙ୍ଗଳବାର ଆଗାମୀ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଲାଗି ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରିଛି। ଜୁନ ୧୨ରୁ ଜୁଲାଇ ୫ ତାରିଖ ପର୍ଯ୍ୟନ୍ତ ଇଂଲଣ୍ଡରେ ହେବାକୁ ଥିବା ଏହି ସଂସ୍କରଣରେ ୧୨ଟି ଦଳ ଭାଗ…

ପ୍ରାଇଭେଟ କର୍ମଚାରୀଙ୍କ ମଉଜ, ଏତେ ବଢିକି ଆସିବ ଦରମା…

ନୂଆଦିଲ୍ଲୀ,୨୪।୨: ଘରୋଇ କର୍ମଚାରୀଙ୍କ ପାଇଁ ଖୁସି ଖବର। ଭାରତରେ ଦରମା ବୃଦ୍ଧି 2026 ରେ 9.1% ହେବ ବୋଲି ଆକଳନ କରାଯାଇଛି, ଯାହା 2025 ରେ ରେକର୍ଡ ହୋଇଥିବା 8.9% ବୃଦ୍ଧି ତୁଳନାରେ ଟିକିଏ ଅଧିକ। ଏହି ସୂଚନା Aon India…

ବାହାଘରର ୧୦ ଦିନ ପରେ ବାପ ଘରକୁ ବୁଲିବାକୁ ଆସିଥିଲେ , ୩ ଲକ୍ଷ ଟଙ୍କାର ସୁନା ନେଇ ପ୍ରେମିକ ସାଙ୍ଗରେ ଫେରାର

ବଲାଙ୍ଗୀର,୨୪।୨(ସୁନିଲ କୁମାର ମହାନ୍ତି): ବାହାଘରର ୧୦ ଦିନ ପରେ ପ୍ରେମିକ ସହ ନବବଧୂ ଫେରାର। ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ । ବାହାଘରର ୧୦ ଦିନ ପରେ ବାପ ଘରକୁ ବୁଲିବାକୁ ଆସିଥିଲେ। ସେଠାରେ ସେ ପୂର୍ବତନ…

ଭିନ୍ନକ୍ଷମ ଯୁବତୀ ୬ ମାସର ଗର୍ଭବତୀ

କୁଆଁରମୁଣ୍ଡା,୨୪ା୨(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳରେ ଜଣେ ଗାଈ ଚରାଳି ଭିନ୍ନକ୍ଷମ ୧୯ ବର୍ଷୀୟା ଯୁବତୀ ୬ ମାସର ଗର୍ଭବତୀ ହେବା ଅଭିଯୋଗରେ ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ରାମଚନ୍ଦ୍ର ରାଉତ(୫୫)।…

ବିରୋଧୀଦଳ ନେତାଙ୍କ ଉପରେ ବର୍ଷିଲେ ଟଙ୍କଧର: କହିଲେ ନୂଆପଡ଼ାରୁ ମିଳିଲା ଜବାବ

ଭୁବନେଶ୍ୱର,୨୪।୨: ବିରୋଧୀଦଳ ନେତାଙ୍କୁ ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଖୋଲା ଆହ୍ବାନ ଦେଇଛନ୍ତି। ଗୃହକୁ ଖୋଲା ବିତର୍କ ପାଇଁ ଆସନ୍ତୁ ବୋଲି ଟଙ୍କଧର ଆହ୍ବାନ ଦେଇଛନ୍ତି। ବିଜେଡି ଶାସନରେ ଚାଷୀ ଆତ୍ମହତ୍ୟା ହେଇଛି ନା ନାହିଁ କୁହନ୍ତୁ ବୋଲି ସେ କହିଛନ୍ତି। ବିରୋଧୀଦଳ…

ଟୁଇନ୍‌ ସିଟିରେ ଘଡ଼ଘଡ଼ି ସହ ବର୍ଷା : ୩ ଘଣ୍ଟିଆ ୱାର୍ନିଂ

ଭୁବନେଶ୍ୱର,୨୪।୨: ଟୁଇନ୍‌ ସିଟିରେ ଘଡ଼ଘଡ଼ି ସହ ବର୍ଷା ନେଇ ୩ ଘଣ୍ଟିଆ ୱାର୍ନିଂ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଜାରି କରିଛନ୍ତିି। ଅନ୍ୟପକ୍ଷେ ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ ଜିଲାକୁ ମଧ୍ୟ ୱାନିଂ କରାଯାଇଛି। ଗଜପତି, ରାୟଗଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର…

୨୦୨୬ ଟି-୨୦ ବିଶ୍ୱକପରୁ ବାଦ୍‌ ପଡ଼ିଲା ଭାରତ! ୱେଷ୍ଟଇଣ୍ଡିଜର ରେକର୍ଡ ବିଜୟ କୋଟି କୋଟି ଭାରତୀୟଙ୍କୁ ଦେଲା ଝଟକା

ନୂଆଦିଲ୍ଲୀ,୨୪।୨: ଭାରତ କ’ଣ ୨୦୨୬ ଟି୨୦ ବିଶ୍ୱକପରୁ ବାହାର ହୋଇଯାଇଛି କି? ଟିମ ଇଣ୍ଡିଆ କ’ଣ ଏବେ ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପହଞ୍ଚିପାରିବ ନାହିଁ? ଭାରତ କିପରି ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲରେ ପହଞ୍ଚିପାରିବ? ଜିମ୍ବାୱେ ବିପକ୍ଷରେ ୱେଷ୍ଟଇଣ୍ଡିଜର ରେକର୍ଡ…

ବଦଳିଲା କେରଳର ନାଁ: ଜାଣନ୍ତୁ କେରଳମ୍‌ ଶଦ୍ଦର ଅର୍ଥ

ନୂଆଦିଲ୍ଲୀ,୨୪।୨: କେରଳ ରାଜ୍ୟର ନାମକୁ କେରଳମ୍‌ରେ ପରିବର୍ତ୍ତନ କରିବାର ପ୍ରସ୍ତାବ ପୁଣି ଥରେ ଚର୍ଚ୍ଚାରେ ଆସିଛି। କେରଳ ବିଧାନସଭା ପୂର୍ୱରୁ ଦୁଇଥର ସର୍ୱସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିଛି ଯେ ରାଜ୍ୟର ନାମ ମାଲାୟଲମରେ ଯେପରି ଲେଖାଯାଏ ସେହିପରି ସମ୍ୱିଧାନରେ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri