Home Left

‘ତୁମ ବାପା ମଧ୍ୟ ଅଟକାଇ ପାରିବେ ନାହିଁ…’ – ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଖୋଲା ଚ୍ୟାଲେଞ୍ଜ କଲେ ମନ୍ତ୍ରୀଙ୍କ ଝିଅ? ଉଠିଲାଣି ଝଡ଼

ହାଇଦ୍ରାବାଦ,୨୦।୮: ତେଲଙ୍ଗାନା କଂଗ୍ରେସ ଭିତରେ ଚାଲିଥିବା ବିଦ୍ରୋହ ଏବେ ଖୋଲା ଖୋଲି ଦେଖାଯାଇଛି। ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡିଙ୍କ କ୍ୟାବିନେଟର ଜଣେ ବରିଷ୍ଠ ମନ୍ତ୍ରୀଙ୍କ ଝିଅ ସାର୍ବଜନୀନ ଭାବରେ ତାଙ୍କ ଉପରେ ବର୍ଷିଛନ୍ତି। ମନ୍ତ୍ରୀ କୋଣ୍ଡା ସୁରେଖାଙ୍କ ଝିଅ କୋଣ୍ଡା ସୁସ୍ମିତା ମୁଖ୍ୟମନ୍ତ୍ରୀଙ୍କୁ…

କ୍ଷୀର ଦେବା ବନ୍ଦକଲେ ମାଲିକ ଛାଡ଼ିଦେଉଛନ୍ତି ଗାଈ: ଫସଲ ଖାଇ କରୁଛନ୍ତି ନଷ୍ଟ

ଅମରପାଲି,୨୦ା୮(ପୀତାମ୍ବର ସାହୁ): ମାଲିକ ଗାଈ ପାଳନ କରି କ୍ଷୀର ବିକ୍ରି କରୁଛନ୍ତି। ଗାଈ କ୍ଷୀର ଦେଉଥିବା ପର୍ଯ୍ୟନ୍ତ ତାହାର ଯତ୍ନ ନେଉଛନ୍ତି। ହେଲେ କ୍ଷୀର ଦେବା ବନ୍ଦ କରିଦେଲେ ବୁଢ଼ୀ ଗାଈ, ବାଛୁରି ଓ ଅନ୍ୟ ଗୋରୁଙ୍କୁ ଖୋଲାରେ ଛାଡ଼ି ଦେଉଛନ୍ତି।…

ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ଚାଲିଆସିଲେ ହାତୀପଲ, ବନ କର୍ମଚାରୀ କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ…

ଆସାମର ହୋଜାଇ ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଯାହାକି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ରାଜଧାନୀ ଏକ୍ସପ୍ରେସ୍‌ ଯିବାକୁ ଥିବାବେଳେ ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ହାତୀପଲ ମାଡ଼ିଆସିଥିଲେ। ବନ ବିଭାଗ କର୍ମଚାରୀମାନେ ହାତୀଗୁଡ଼ିକୁ ଦେଖି ତୁରନ୍ତ ଟ୍ରେନ୍‌ର ଲୋକୋ ପାଇଲଟ୍‌…

ପ୍ରିନ୍ସିପାଲଙ୍କୁ ୨୭ ଥର ଛୁରା ମାଡ଼ କଲେ ଛାତ୍ର; ‘ବାବୁ’ ଶବ୍ଦ ଖୋଲିଲା…

ନାଲଗୋଣ୍ଡା,୨୦।୮: ତେଲଙ୍ଗାନା ନାଲଗୋଣ୍ଡା ଜିଲାର ଏକ ଘରୋଇ ସ୍କୁଲର ପ୍ରିନ୍ସିପାଲ ରୂପା ରେଡ୍ଡିଙ୍କୁ ତାଙ୍କ ଘରେ ହତ୍ୟା କରାଯିବାର ଏକ ସପ୍ତାହରୁ ଅଧିକ ସମୟ ପରେ, ପୋଲିସ ସେହି ସ୍କୁଲର ଦୁଇ ଜଣ ଦଶମ ଶ୍ରେଣୀ ଛାତ୍ରଙ୍କୁ ଗିରଫ କରିଛି। ଅଭିଯୋଗ…

ସୃଷ୍ଟି ହେଲା ଦୁର୍ଲଭ ରାଜଯୋଗ: କର୍କଟ ସମେତ ୫ ରାଶିଙ୍କ ଚମକିବ ଭାଗ୍ୟ, ଅଚାନକ ମିଳିବ ଖୁସିଖବର!

୨୦ ଅଗଷ୍ଟର ରାଶିଫଳ ଅନୁସାରେ, ଏହି ଦିନ ଚନ୍ଦ୍ରମା ଦିନ-ରାତି ବିଛା ରାଶିରେ ବିଶାଖା ପରେ ଅନୁରାଧା ନକ୍ଷତ୍ରରେ ଗୋଚର କରିବେ। ବିଛା ରାଶିରେ ଚନ୍ଦ୍ରମା ନୀଚସ୍ଥ ହୋଇଥିବା ସତ୍ତ୍ୱେ ଗୁରୁଙ୍କ ଶୁଭ ଦୃଷ୍ଟି ପଡ଼ୁଥିବାରୁ ଏହି ଦିନ ନୀଚଭଙ୍ଗ ରାଜଯୋଗ…

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ ରୁଟ ଦ୍ୱିତୀୟ ସ୍ଥାନକୁ ଉଠିଛନ୍ତି। ବାଂଲାଦେଶ ଦଳର ଦ୍ରୁତ ବୋଲର ହସନ ମହମୁଦ…

ଶ୍ରାବଣରେ ଶାହରୁଖ ଖାନ୍‌ଙ୍କ ଘରୁ ବାହାରିଲା ସାପ ଯୋଡ଼ି: ଜାଣନ୍ତୁ ଘରେ ସାପ ଆସିବା କେଉଁ ସଙ୍କେତ ଦିଏ…

ହିନ୍ଦୁ ଧର୍ମୀୟ ଶାସ୍ତ୍ରରେ ସାପକୁ ପୂଜନୀୟ ମନେ କରାଯାଏ। ଭଗବାନ ଶିବ ମଧ୍ୟ ନିଜ ବେକରେ ନାଗକୁ ଧାରଣ କରିଥିବାରୁ ନାଗଙ୍କୁ ନେଇ ଧାର୍ମିକ ମାନ୍ୟତା ରହିଛି। ବିଶେଷକରି ଶ୍ରାବଣ ମାସ ଏବଂ ନାଗପଞ୍ଚମୀରେ ସାପ ଦେଖିବାକୁ ନେଇ ବିଭିନ୍ନ ଧାର୍ମିକ…

ଇଣ୍ଡୋନେସିଆରେ ପୁଣି ୫.୭ ତୀବ୍ରତାର ଭୂମିକମ୍ପ

ଜାକର୍ତ୍ତା,୨୦।୮: ଇଣ୍ଡୋନେସିଆର ରୁଟେଙ୍ଗ ନିକଟରେ ୫.୭ ତୀବ୍ରତାର ଭୂମିକମ୍ପ ହୋଇଛି। USGS ଅନୁଯାୟୀ, ଏହାର କେନ୍ଦ୍ରସ୍ଥଳ ରୁଟେଙ୍ଗର ପ୍ରାୟ ୩୨ କିଲୋମିଟର ଉତ୍ତର-ଉତ୍ତରପୂର୍ବ (NNE) ରେ ୧୦ କିଲୋମିଟର ଗଭୀରତାରେ ଅବସ୍ଥିତ ଥିଲା। ବୁଧବାର ରାତିରେ (ପଶ୍ଚିମ ଇଣ୍ଡୋନେସିଆ ସମୟ) ପୂର୍ବ…

ଉସେନ ବୋଲ୍ଟଙ୍କୁ ପଛରେ ପକାଇଦେବ ରୋବୋ ‘ସୁପରମ୍ୟାନ୍‌’: ଡେଇଁପାରିବ ୨ ମିଟର

ବେଜିଂ,୨୦ା୮:ଚାଇନାର ପ୍ରସିଦ୍ଧ ରୋବୋଟିକ୍ସ ସଂସ୍ଥା ‘ୟୁନିଟ୍ରି ରୋବୋଟିକ୍ସ’ ଏକ ନୂଆ ହ୍ୟୁମାନଏଡ୍‌ (ମଣିଷ ଭଳି ଦିଶୁଥିବା) ରୋବୋ ପ୍ରସ୍ତୁତ କରିଛି, ଯାହା ମାନବୀୟ ଶାରୀରିକ ଦକ୍ଷତାର ସମସ୍ତ ସୀମାକୁ ଅତିକ୍ରମ କରିପାରିବ ବୋଲି ଦାବି କରାଯାଇଛି। ‘ସୁପରମ୍ୟାନ୍‌’ ନାମରେ ନାମିତ ଏହି…

GEN-Z ,ଆଲ୍ଫାଙ୍କ ମନ ଜିତିବାକୁ ମୋଦି ସରକାରଙ୍କ ମାଷ୍ଟରପ୍ଲାନ୍‌: କଲେ ଏମିତି କାମ, ଦେଶରେ ଚହଳ

ନୂଆଦିଲ୍ଲୀ,୨୦।୮: ଜନ୍ତର-ମନ୍ତରରେ ନିକଟରେ ହୋଇଥିବା ପ୍ରତିବାଦ ପରେ ଜେନ ଜି ଓ ଜେନ ଆଲ୍ଫା ପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏକ ବିଶେଷ ରଣନୀତି ଉପରେ କାମ କରୁଥିବା ଜଣାପଡ଼ିଛି। ଏଥିପାଇଁ ସରକାର ଦୁଇଟି ଦିଗ…

ଚିନି ଦର ବଢ଼ିବା ପରେ ସରକାର ନେଲେ ବଡ଼ ପଦକ୍ଷେପ, ସେପ୍ଟେମ୍ବର ୧ରୁ …

ନୂଆଦିଲ୍ଲୀ,୨୦।୮: ଭାରତ ବିଶ୍ୱରେ ଚିନିର ସବୁଠାରୁ ବଡ଼ ଉପଭୋକ୍ତା। ଅଗଷ୍ଟରୁ ନଭେମ୍ବର ମଧ୍ୟରେ ଗଣେଶ ଚତୁର୍ଥୀ, ଦଶହରା ଏବଂ ଦୀପାବଳି ଭଳି ପର୍ବପର୍ବାଣୀ ଯୋଗୁ ଚିନିର ଚାହିଦା ବଢ଼ିଯାଏ। ଚିନିର ବଢ଼ୁଥିବା ଦର ଏବଂ ପର୍ବପର୍ବାଣୀ ସମୟରେ ଚାହିଦା ବୃଦ୍ଧିକୁ ଦୃଷ୍ଟିରେ…

୩ ରାଶି ହୋଇଯାଆନ୍ତୁ ସତର୍କ, ମାଡିଆସୁଛି ସଙ୍କଟ! ରକ୍ଷାବନ୍ଧନରେ ଘଟୁଛି ଏଭଳି ଯାହା କେବେ…

ରକ୍ଷାବନ୍ଧନ ଦିନ ଅର୍ଥାତ୍‌ ୨୮ ଅଗଷ୍ଟରେ ଆଂଶିକ ଚନ୍ଦ୍ରଗ୍ରହଣ ହେବ। ଜ୍ୟୋତିଷଙ୍କ ମତାନୁସାରେ, ଏହି ଗ୍ରହଣର ପ୍ରଭାବ କିଛି ରାଶିର ବ୍ୟକ୍ତିଙ୍କ ଉପରେ ପଡ଼ିପାରେ। ବିଶେଷକରି ମେଷ, ସିଂହ ଓ କନ୍ୟା ରାଶିର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ମେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?