ଫଳକରେ ଓଡ଼ିଆ ବନାନ ତ୍ରୁଟି
ସୁନାବେଡ଼ା/ସେମିଳିଗୁଡା,୫ା୪ (କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। କିନ୍ତୁ ଏହାର ସୁଫଳ ମିଳୁ ନ ଥିବା କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଲାଗିଥିବା ଫଳକରୁ ଜଣାପଡୁଛି। ଏହି ଫଳକଗୁଡ଼ିକରେ ଓଡ଼ିଆ ବନାନରେ…
ଏତିକି ଟଙ୍କାରେ ମରୀଚି କୁଣ୍ଡ ପାଣି ନିଲାମ ନେଲେ ଜ୍ୟୋତ୍ସ୍ନା
ପୁରୁଣା ଭୁବନେଶ୍ୱର,୫ା୪(ସୁବାସ ଚନ୍ଦ୍ର ପ୍ରଧାନ):ରୁକୁଣା ରଥ ପ୍ରତିଷ୍ଠା ପାଇଁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ପାଣି ଆସିଥିଲା। ଶୁକ୍ରବାର ବିଳମ୍ବିତ ରାତିରେ ଏହି ପାଣି ନିଲାମ କରାଯାଇଛି। ଏହି ନିଲାମର ପ୍ରଥମ ଗରାପାଣିକୁ କଟକ ଦାମୋଦରପୁରର ଜ୍ୟୋତ୍ସ୍ନା ମହାରାଣା…
କଳାପଥର ଖାଦାନରେ ଟେଣ୍ଡର ଫିକ୍ସିଂ
ଯାଜପୁର,୫ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଳାପଥର, ବାଲି ଭଳି ଲଘୁ ଖଣିଜ ଖାଦାନ ଲିଜ୍ ନିମନ୍ତେ ବଡ଼ଧରଣର ଟେଣ୍ଡର ଫିକ୍ସିଂ ହୋଇଛି। ଅନେକ ଆବେଦନକାରୀ ସମ୍ପର୍କୀୟ ବିଡରଙ୍କୁ ଢାଲ କରି ଶାଗମାଛ ଦରରେ ଖାଦାନ ଅକ୍ତିଆର କରିଥିବାବେଳେ ସେମାନଙ୍କ ଉଦ୍ଦେଶ୍ୟ ସଫଳ…
ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା
ପୁରୁଣା ଭୁବନେଶ୍ୱର,୫ା୪(ସୁବାସ ଚନ୍ଦ୍ର ପ୍ରଧାନ): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଶନିବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରଥଖଳାରେ ଥିବା ରୁକୁଣା ରଥ ପ୍ରତିଷ୍ଠା କାର୍ଯ୍ୟ ମଧ୍ୟ ବିଧି…
ଘୋଷଣାରେ ସୀମିତ ନଦୀଭିତ୍ତିକ ବନ୍ଦର
ପାରାଦୀପ,୫ା୪(ଶରତ ରାଉତ): ଆଜି ହେଉଛି ବିଶ୍ୱ ନୌବାଣିଜ୍ୟ ଦିବସ। ନୌବାଣିଜ୍ୟ ଓଡ଼ିଶାର ପ୍ରାଚୀନ ପରମ୍ପରା ମଧ୍ୟରେ ଅନ୍ୟତମ ବୋଲି କୁହାଯାଏ। ପଣ୍ୟ କାରବାରରେ ବୃହତ୍ ବନ୍ଦର ମଧ୍ୟରେ ପାରାଦୀପ ବନ୍ଦର ଦେଶର ୧ ନଂ. ବନ୍ଦର ଭାବେ ସ୍ଥାନ ପାଇଛି। ଏହାସତ୍ତ୍ୱେ…
ଓଡ଼ିଶାରେ ୧୧ରୁ ‘ଆୟୁଷ୍ମାନ’
ଭୁବନେଶ୍ୱର, ୫।୪(ସୁନିତ୍ ମିଶ୍ର): ଆସନ୍ତା ୧୧ ତାରିଖରେ ଓଡ଼ିଶାରେ ଆୟୁଷ୍ମାନ୍-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା କାର୍ଯ୍ୟକାରୀ ହେବ। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଏହି ଯୋଜନାର ଶୁଭାରମ୍ଭ କରିବେ ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ…
ଜୟସ୍ବାଲଙ୍କୁ ରାହାନେ ଦଣ୍ଡିତ କରିବା ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୪ା୪: ସାଉଥ୍ ଜୋନ ବିପକ୍ଷ ୨୦୨୨ ଦୁଲୀପ ଟ୍ରଫି ଫାଇନାଲରେ ଶୃଙ୍ଖଳାଗତ କାରଣରୁ ଯଶସ୍ବୀ ଜୟସ୍ବାଲଙ୍କୁ ଓ୍ବେଷ୍ଟ ଜୋନ ଦଳର ଅଧିନାୟକ ଅଜିଙ୍କ୍ୟ ରାହାନେ ଦଣ୍ଡିତ କରିଥିଲେ। ଯୁବ ଭାରତୀୟ ବ୍ୟାଟର ମୁମ୍ବାଇ ଛାଡ଼ି ଆଗାମୀ ଘରୋଇ ସିଜନରେ ଗୋଆ ପାଇଁ…
କ୍ଷତିପୂରଣ ଦାବିରେ ୮ ଘଣ୍ଟା ଧରି ରାସ୍ତାରେ ବସିଛନ୍ତି ପରିବାର, ଥାନା ଘେରାଉ ପରେ ପୋଲିସକୁ ପଥର ମାଡ଼
ଥୁଆମୁଳ ରାମପୁର,୪।୪(ଦୁର୍ଗା କୀର୍ତ୍ତି): ଦୁର୍ଘଟଣାରେ ମୃତ୍ୟୁ ଘଟିବା ପରେ କ୍ଷତିପୂରଣ ଦାବିରେ ଥୁଆମୂଳ ରାମପୁର ଥାନା ଘେରିବା ସହ ରାସ୍ତା ଅବରୋଧ କରିଛନ୍ତି ପରିବାରଲୋକେ। ଶୁକ୍ରବାର ଅପରାହ୍ନ ୧ଟାରୁ ସା ୮ଟା ଯାଏ ଦୀର୍ଘ ୭ ରୁ ୮ ଘଣ୍ଟା ପର୍ଯ୍ୟନ୍ତ…
ଜୀବନ ଯୁଦ୍ଧରେ ହାରିଗଲେ ଆଉ ଜଣେ ଭେଟେରାନ ଅଭିନେତା
ମୁମ୍ବାଇ: ଆଜିର ଦିନ ଭାରତୀୟ ସିନେମା ଲାଗି ବହୁତ ଖରାପ ଥିଲା। ସକାଳେ ଭେଟେରାନ ମନୋଜ କୁମାରଙ୍କ ପରଲୋକ ଖବର ଆସିଥିବା ବେଳେ ପୁଣି ଜଣେ ଅଭିନେତାଙ୍କ ନିଧନ ଖବର ସାମ୍ନାକୁ ଆସିଛି। ସେ ହେଲେ ତାମିଲ ତଥା ମାଲାୟାଲାମ ସିନେମାର…
ଅଧିନାୟକ ହେବା ପରେ IPLରୁ ସନ୍ନ୍ୟାସ ନେବେ ଏମ୍ଏସ୍ ଧୋନୀ! ଚେନ୍ନାଇରେ ନେବେ ଅବସର…
ନୂଆଦିଲ୍ଲୀ,୪।୪: IPL ୨୦୨୫ରେ ଶନିବାର ୫ ଏପ୍ରିଲରେ ଚେନ୍ନାଇ ସୁପର କିଙ୍ଗ୍ସ ସେମାନଙ୍କର ହୋମ ଗ୍ରାଉଣ୍ଡ ଚେପକ୍ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ ସହିତ ମୁକାବିଲା କରିବ। ଲଗାତାର ଦୁଇଟି ମ୍ୟାଚ୍ ହାରିଥିବା ଚେନ୍ନାଇ ଦଳ ଦିଲ୍ଲୀ ବିପକ୍ଷରେ ବିଜୟ ହାସଲ କରିବାକୁ…
ଓଡ଼ିଆ ଭାଷାରେ ନାମଫଳକ …
ନୂଆପଡ଼ା,୪ା୪ (ମକାରୁ ବେମାଲ): ଓଡ଼ିଆ ପକ୍ଷ ପାଳନ ଅବସରରେ ଶୁକ୍ରବାର ଖରିଆର ରୋଡ୍ ଏନ୍ଏସି ଓ ଜିଲା ଶ୍ରମ ବିଭାଗ ମିଳିତ ଆନୁକୂଲ୍ୟରେ ଏକ ସଚେତନତା ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। ଜିଲା ଶ୍ରମ ଅଧିକାରୀ ରବୀନ୍ଦ୍ର ବାର୍ଲା ଓ ଏନ୍ଏସି…
ଗଛରେ ବାଇକ୍ ପିଟି ହୋଇ ଯୁବକ ମୃତ, ୨ ଗୁରୁତର
ଦିଗପହଣ୍ଡି,୪ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଘୋଡାହାଡ ଡ଼୍ୟାମ ମୁଖ୍ୟ ରାସ୍ତା ନନ୍ଦଗାଁ ଛକ ନିକଟରେ ଏକ ବାଇକ୍ ରାସ୍ତା ପାଶର୍ବରେ ଥିବା ଗଛକୁ ଧକ୍କା ଦେଇଥିଲା । ଏଥିରେ ହିଞ୍ଜିଳି ଥାନା ଶିକିରି ଗ୍ରାମର ଅନନ୍ତ ସାହୁଙ୍କ ମୃତ୍ୟୁ ହୋଇଛି। କଙ୍କୋରଡା…
Archives


