Home Left

୩ ରାଶି ହୋଇଯାଆନ୍ତୁ ସତର୍କ, ମାଡିଆସୁଛି ସଙ୍କଟ! ରକ୍ଷାବନ୍ଧନରେ ଘଟୁଛି ଏଭଳି ଯାହା କେବେ…

ରକ୍ଷାବନ୍ଧନ ଦିନ ଅର୍ଥାତ୍‌ ୨୮ ଅଗଷ୍ଟରେ ଆଂଶିକ ଚନ୍ଦ୍ରଗ୍ରହଣ ହେବ। ଜ୍ୟୋତିଷଙ୍କ ମତାନୁସାରେ, ଏହି ଗ୍ରହଣର ପ୍ରଭାବ କିଛି ରାଶିର ବ୍ୟକ୍ତିଙ୍କ ଉପରେ ପଡ଼ିପାରେ। ବିଶେଷକରି ମେଷ, ସିଂହ ଓ କନ୍ୟା ରାଶିର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ମେଷ…

ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା

ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ କିରୋସିନ ଢାଳି ନିଆଁ ଲଗାଇ ଜଳିଯାଇଥିଲେ। ତାଙ୍କୁ ଆଇଜିଏଚ୍‌ରେ ଚିକିତ୍ସା ପାଇଁ ଭର୍ତ୍ତି…

ଲୋକ ସଭା ଆସନକୁ ନେଇ ବଡ଼ ଗେମ୍‌ ଖେଳିବ କଂଗ୍ରେସ! ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ଏକ ପ୍ରସ୍ତାବ ପାସ କରୁଛି

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ବୁଧବାର ଦାବି କରିଥିଲା ଯେ ଆଗାମୀ ୨୫ ବର୍ଷ ପାଇଁ ୫୪୩ ଲୋକ ସଭା ଆସନର ବର୍ତ୍ତମାନର ସଂଖ୍ୟା ବଜାୟ ରଖାଯାଉ। ଦଳ ଏହା ମଧ୍ୟ କହିଛି ଯେ 2029 ଲୋକ ସଭା ନିର୍ବାଚନରୁ ମହିଳାଙ୍କ ପାଇଁ 33…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର କଡ଼ା ନିଷେଧାଦେଶ ରହିଛି। ହେଲେ ସମ୍ବଲପୁର ଜିଲାରେ ଏହାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଛି।…

ହେଲିକପ୍ଟର ଦୁର୍ଘଟଣା: ଗୁଇନ୍ଦା ସଂସ୍ଥା ମୁଖ୍ୟଙ୍କ ସମେତ ୭ ମୃତ, ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକ

ନାଇରୋବି,୨୦।୮: କେନ୍ଦ୍ରୀୟ କେନିଆରେ ବୁଧବାର ଏକ ସଫାରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯାହା ଫଳରେ ଏଥିରେ ଥିବା ସମସ୍ତ ସାତ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକଙ୍କ ସହିତ ଇକ୍ୱେଡରର ଗୁପ୍ତଚର ମୁଖ୍ୟ ମିଶେଲ ସେନ୍ସି-କଣ୍ଟୁଗି ଏବଂ…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଫଳରେ ବରଗଡ଼ ଜିଲାରେ ପଞ୍ଜୀକରଣ ପ୍ରକ୍ରିୟା ବିଗତବର୍ଷ ତୁଳନାରେ ଧିମେଇ ଯାଇଛି।…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ ଦୁଃଖ ପ୍ରକାଶ କରିଛନ୍ତି ଯେ ସେମାନେ (ଇରାନ ନେତାମାନେ) ଏହି ସୁଯୋଗର ଫାଇଦା…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ ବିଦ୍ୟୁତ୍‌ ଉପଭୋକ୍ତା ଅଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ସ୍ମାର୍ଟ ମିଟର ଲଗାଇବାକୁ ନେଇ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ ପ୍ରସ୍ତାବ ପାରିତ କରିଛି। କଂଗ୍ରେସ କହିଛି ଯେ ‘ବନ୍ଦେ ମାତରମ’ ସେମାନଙ୍କ ପାଇଁ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ କରି ସେଗୁଡ଼ିକୁ ତୁରନ୍ତ ଭାଙ୍ଗିବା ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହାର ମୁଖ୍ୟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁଯାୟୀ ଟୁସୁଳା ଗ୍ରାମର ଟିକେଶ୍ୱର ନାୟକ(୪୦) ସବୁଦିନ ଭଳି ରାତିରେ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୨ ଓ ୨୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?