Home Left

ପୁରୁଷ ବନ୍ଧୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିଲେ… ଯୁବତୀଙ୍କୁ ପୀଡ଼ିତା ମନେକରିବା ଭୁଲ୍‌

ନୂଆଦିଲ୍ଲୀ,୩ା୪: ଶାରୀରିକ ସମ୍ପର୍କ ସ୍ଥାପନ ପରେ ଯୋଡ଼ିଙ୍କ ମଧ୍ୟରେ ବ୍ରେକ୍‌ଅପ୍‌ ହୋଇଗଲେ ମହିଳାମାନେ ବଳାତ୍କାର ଅଭିଯୋଗ ଆଣୁଥିବା ଧାରାକୁ ଦେଖି ବୁଧବାର ସୁପ୍ରିମକୋର୍ଟ ଚିନ୍ତାବ୍ୟକ୍ତ କରିଛନ୍ତି। ନିଜ ବିରୋଧରେ ବଳାତ୍କାର ମାମଲା ଖାରଜ ସକାଶେ ଜଣେ ପୁରୁଷଙ୍କ ପକ୍ଷରୁ ଦାଖଲ ଆବେଦନର…

ବରିଷ୍ଠ ପ୍ରଶାସନିକ ଅଧିକାରୀ ଧରିତ୍ରୀ ପଢିବାକୁ ରୁଚି ରଖନ୍ତି

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ତତ୍କାଳ ବିଡ଼ିଓ ତଥା ଫୁଲବାଣୀ ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର ଧରିତ୍ରୀ ଖବର କାଗଜ ପଢିବାକୁ ଅଧିକା ରୁଚି ରଖନ୍ତି। ସେ ହାତରେ ଧରିତ୍ରୀ ଖବର କାଗଜ ଧରି ପୋଷ୍ଟ…

ବିଧାନସଭାରେ ରାତିତମାମ ବିତର୍କ, ଅନିର୍ଦ୍ଦିଷ୍ଟ କାଳ ଯାଏଁ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି

ଭୁବନେଶ୍ୱର ୩।୪: ଶେଷ ହେଲା ସପ୍ତଦଶ ବିଧାନସଭା ଅଧିବେଶନ । ଅନିର୍ଦ୍ଧିଷ୍ଟ କାଳ ପାଇଁ ଗୃହକୁ ମୂଲତବୀ ଘୋଷଣା କଲେ ବାଚସ୍ପତି ।  ଆଗକୁ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ନଥିବାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା ଲାଗି ପ୍ରସ୍ତାବ ଆଣିଥିଲେ…

ଦୁର୍ଗମ ଅଞ୍ଚଳରେ ବିକାଶ କୁ ପ୍ରାଥମିକତା, ଉନ୍ନୟନ ମୂଳକ କାର୍ଯ୍ୟ ତଦାରଖ କରିଲେ ବିଡ଼ିଓ

ରାଇକିଆ,୩।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବିଡିଓ ସବ୍ୟସାଚୀ ସାହୁ ବ୍ଲକର ବିଭିନ୍ନ ଅପହଞ୍ଚ ଇଲାକାରେ ପହଞ୍ଚି ଉନ୍ନୟନ କାର୍ଯ୍ୟ ତଦାରଖ କରୁଛନ୍ତି । ବିଶେଷ କରି କରଡ଼ା, ଇନ୍ଦ୍ରଗଡ଼, ରଣବା ଭଳି ଦୁର୍ଗମ ପଞ୍ଚାୟତର ଆଭ୍ୟନ୍ତରୀଣ ଅଞ୍ଚଳରେ ସଧାରଣ ସୁବିଧା…

ବଜାର ଚାହିଦାକୁ ଦେଖି ବ୍ୟବସାୟ କରିବା ଉଚିତ

କେନ୍ଦୁଝର ଜିଲା ବଡ଼ବିଲଠାରେ ଏସେନ୍‌ ହିରୋର ନିର୍ଦ୍ଦେଶକ ପ୍ରଦୀପ କୁମାର ଥାକରଙ୍କ ଜନ୍ମ। ସେଠାରେ ସ୍କୁଲ ପଢ଼ା ସାରିବା ପରେ ଭୁବନେଶ୍ୱର ବିଜେବି କଲେଜରୁ ବାଣିଜ୍ୟରେ ସମ୍ମାନ ସହ ସ୍ନାତକ ଉତ୍ତୀର୍ଣ୍ଣ ହୋଇଥିଲେ। ଫାଇନାନ୍ସ ମ୍ୟାନେଜମେଣ୍ଟରେ ଡିଗ୍ରୀ ହାସଲ ପରେ ଚାକିରି…

ଭଡ଼ାଘରେ ଚାଲିଛି ୨୯୩ ଅଙ୍ଗନଓ୍ବାଡି କେନ୍ଦ୍ର

ବାରିପଦା,୩ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଚଳିତ ଶିକ୍ଷା ବର୍ଷଠାରୁ ରାଜ୍ୟରେ ଜାତୀୟ ଶିକ୍ଷାନୀତି-୨୦୨୦ ଆରମ୍ଭ ହୋଇଛି। ଭିତ୍ତିିଭୂମି ଓ ଶିକ୍ଷାଦାନରେ ବ୍ୟାପକ ପରିବର୍ତ୍ତନ କରାଯାଇ ଶିଶୁମାନଙ୍କୁ ବିଦ୍ୟାଳୟ ମୁହଁା କରିବା ପାଇଁ ସ୍କୁଲ ପ୍ରବେଶ ଉତ୍ସବ ଓ ଖଡ଼ିଛୁଅଁା ଭଳି କାର୍ଯ୍ୟକ୍ରମ ସରକାର ହାତକୁ…

୫ଯାଏ କାଳବୈଶାଖୀ, ଏହିସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩ା୪(ଅନୁରାଧା ମହାରଣା): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ କାଳବୈଶାଖୀ ପ୍ରଭାବ ମଧ୍ୟ ଦେଖିବାକୁ ମିଳୁଛି। ବିଜୁଳି, ଘଡ଼ଘଡ଼ି, ପବନ ସହ ହାଲୁକା ବର୍ଷା ଆରମ୍ଭ ହୋଇଛି। ବୁଧବାର ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, ରାୟଗଡା, କୋରାପୁଟ ଏବଂ କନ୍ଧମାଳ ଜିଲାର…

ବିଧାନସଭାରେ ରାତିତମାମ ବିତର୍କ, ଭୋର ୪ଟା ୨୯ ମିନିଟରେ ପାରିତ ହେଲା ଓଡ଼ିଶା ବିଶ୍ବବିଦ୍ୟାଳୟ (ସଂଶୋଧନ) ବିଲ୍‌ ୨୦୨୪

ଓଡ଼ିଶା ବିଶ୍ବବିଦ୍ୟାଳୟ (ସଂଶୋଧନ) ବିଲ୍‌ ୨୦୨୪ ଉପରେ ବିଧାନସଭାରେ ବୁଧବାର ଅପରାହ୍ନ ୪ଟାରୁ ଆରମ୍ଭ ହୋଇଥିବା ଆଲୋଚନା ରାତିତମାମ ଜାରି ରହିଥିଲା। ରାତି ୨ଟାରେ ରିପୋର୍ଟ ପ୍ରସ୍ତୁତି ସୁଦ୍ଧା ବିଲ୍‌ ଉପରେ ବିରୋଧୀ ଆଣିଥିବା ସଂଶୋଧନ ପ୍ରସ୍ତାବ ଉପରେ ବିତର୍କ ଚାଲିଥିଲା।…

୮୬୪.୪୫ କୋଟିର ଖଣିଜ ରାଜସ୍ବ ବାଟମାରଣା

ରାଜ୍ୟରେ ଗତ ୨୨ ବର୍ଷରେ ଖଣି ଅଞ୍ଚଳରେ ଲିଜ୍‌ଧାରୀମାନେ ମନଇଚ୍ଛା ଖଣିଜ ପଦାର୍ଥ ଉତ୍ତୋଳନ କରିଛନ୍ତି। ଭାରତର ମହାଲେଖା ନିୟନ୍ତ୍ରକ (ସିଏଜି) ତାଙ୍କ ରିପୋର୍ଟରେ ରାଜ୍ୟର ଖଣିଜ ଦୁର୍ନୀତି ସମ୍ପର୍କରେ ସବିଶେଷ ତଥ୍ୟ ଉପସ୍ଥାପନ କରିଛନ୍ତି। ବେଆଇନ ଉତ୍ତୋଳନ ପାଇଁ ସୁପ୍ରିମ୍‌କୋର୍ଟ…

ମନୁଷ୍ୟ ଚନ୍ଦ୍ରପୃଷ୍ଠରେ କାହିଁକି ହୋଇଯାଏ ମୁକ-କାଲ? ଜାଣନ୍ତୁ ଏହା ପଛର ବିଜ୍ଞାନ…

‘ଚନ୍ଦ୍ର’ ହେଉଛି ଗୋଟିଏ ମାତ୍ର ଉପଗ୍ରହ ଯାହା ଉପରେ ମନୁଷ୍ୟ ପାଦ ରଖିଛି। ହେଲେ ଅନେକ ସମୟରେ ପ୍ରଶ୍ନ ଉଠେ ଯେ କାହିଁକି ଚନ୍ଦ୍ରପୃଷ୍ଠରେ ଲୋକେ କଥାବାର୍ତ୍ତା କରିପାରନ୍ତି ନାହିଁ। ବୈଜ୍ଞାନିକଙ୍କ ମତରେ ପୃଥିବୀପୃଷ୍ଠରେ ବାୟୁମଣ୍ଡଳ ଥିବା ଯୋଗୁ ମଣିଷ ଅନ୍ୟର…

ଶୀର୍ଷରେ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ନଂ. ୩କୁ ଖସିଲେ ମିଷ୍ଟ୍ରୀ ସ୍ପିନର ଚକ୍ରବର୍ତ୍ତୀ

ଦୁବାଇ,୨ା୪: ଭାରତର ମିଷ୍ଟ୍ରୀ ସ୍ପିନର ବରୁନ ଚକ୍ରବର୍ତ୍ତୀ ଆଇସିସି ପୁରୁଷ ଟି୨୦ ବୋଲିଂ ର଼୍ୟାଙ୍କିଙ୍ଗ୍ସରେ ଗୋଟିଏ ସ୍ଥାନ ତଳକୁ ଖସି ୩ୟ ସ୍ଥାନରେ ରହିଛନ୍ତି। ଅନ୍ୟପକ୍ଷରେ ହାର୍ଦ୍ଦିକ ପାଣ୍ଡ୍ୟା ଅଲ୍‌ରାଉଣ୍ଡରଙ୍କ ତାଲିକାରେ ପୂର୍ବଭଳି ଶୀର୍ଷରେ ରହିଛନ୍ତି। ଏ ନେଇ ଆଇସିସିର ସଦ୍ୟ…

ଗୁଜରାଟରେ ବାୟୁସେନା ଲଢୁଆ ବିମାନ ଦୁର୍ଘଟଣଗ୍ରସ୍ଥ, ସମଗ୍ର ଅଞ୍ଚଳରେ ଖେଳିଗଲା ନିଆଁ

ଜାମନଗର,୨।୪: ଗୁଜରାଟ ଜାମନଗରରେ ବାୟୁସେନା ଲଢୁଆ ବିମାନ ଜାଗୁଆର ଦୁର୍ଘଟଣଗ୍ରସ୍ଥ ହୋଇଛି। ରକ୍ଷା ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏହି ଦୁର୍ଘଟଣା ସୁବରଡ଼ା ଗାଁ’ରେ ନିକଟରେ ଘଟିଛି। ଯେଉଁଠାରେ ଜାଗୁଆର ବିମାନ ଛିନଛତ୍ର ହୋଇ ସମଗ୍ର ଅଂଚଳରେ ପଡିଛି ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri