Home Left

ବିବାହର ‘ଏକ୍ସପାଏରୀ ଓ ନବୀକରଣ ତାରିଖ’ ରହିବା ଦରକାର: କାଜୋଲ୍‌

ମୁମ୍ବାଇ: ‘ଟୁ ମଚ୍ ୱିଥ୍ କାଜୋଲ୍ ଆଣ୍ଡ୍ ଟ୍ୱିଙ୍କଲ୍’ ଶୋ’ର ଫାଇନାଲ୍ ଏପିସୋଡ୍ ମୁକ୍ତିଲାଭ ପୂର୍ବରୁ ଆଲୋଚନା ସୃଷ୍ଟି କରିଛି। ଏହି ଫାଇନାଲ୍ ଏପିସୋଡ୍‌ରେ ଅତିଥି ଭାବରେ ଭିକି କୌଶଲ୍ ଓ କ୍ରିତି ସାନନ୍ ଯୋଗ ଦେଇଛନ୍ତି। ଏହି ଶୋ’ର ଏକ…

ଫେସ୍‌ବୁକ୍‌ରେ ରାୟଗଡ଼ା ଜିଲାପାଳଙ୍କ ନାଁରେ ନକଲି ଆକାଉଣ୍ଟ,ପୋଲିସକୁ ସୂଚନା ଦେଲେ…

ରାୟଗଡ଼ା,୧୨।୧୧(ଆଶିଷ ରଞ୍ଜନ ପଣ୍ଡା): ସାଇବର ଅପରାଧୀମାନେ ରାୟଗଡ଼ା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନାଁରେ ଏକ ନକଲି ଫେସ୍‌ବୁକ ଆକାଉଣ୍ଟ ଖୋଲି ଜିଲାର ଜନସାଧାରଣଙ୍କୁ ଭୁଆଁ ବୁଲାଉଛନ୍ତି। ରାୟଗଡ଼ା ସହରର ଜଣେ ଯୁବକ ଅଂଶୁମାନ ପଟ୍ଟନାୟକ ଏ ନେଇ ସୂଚନା ଦେଇଛନ୍ତି। ଅଂଶୁମାନଙ୍କ…

ଖାଇବା ଦେବାରେ ବିଳମ୍ବ ହେଲା ବୋଲି ବାପାଙ୍କ ବେକରେ ଛିଡ଼ା ହୋଇ ପଡ଼ିଲେ ପୁଅ, ଚାଲିଗଲା ଜୀବନ

କେନ୍ଦୁଝର,୧୨।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ଅନ୍ତର୍ଗତ ଠାକୁରପାଟଣା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଖାଇବାକୁ ନେଇ ଏକମାତ୍ର ପୁଅ ମାଡରେ ବାପାଙ୍କ ମୃତ୍ୟୁ ଘଟିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ମୃତ ବାପାଙ୍କ ନାମ…

ନିର୍ମାଣ କାର୍ଯ୍ୟରେ ତ୍ରୁଟି, ଦୁର୍ଘଟଣା ସ୍ପଟ୍‌ ପାଲଟିଛି ପୋଲ

ଖଜୁରୀପଡ଼ା,୧୨ା୧୧(ବିଦୁର ବେହେରା): ସରକାର ରାସ୍ତା, ପୋଲ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । କିନ୍ତୁ ଦାୟିତ୍ୱରେ ଥିବା ବିଭାଗର ଅବହେଳା ଏବଂ ଠିକାଦାର ଓ ଯନ୍ତ୍ରୀଙ୍କ ପୋଲ ନିର୍ମାଣ କାର୍ଯ୍ୟ ତ୍ରୁଟି ଯୋଗୁ ଏବେ ପୋଲ ଦୁର୍ଘଟଣାର…

ଚିକିତ୍ସା ପାଇଁ ନିଖୋଜ ଥିଲେ ବୃଦ୍ଧ, ୧୫ ଦିନ ପରେ ମିଳିଲା ମୃତଦେହ

ବାଲିଗୁଡ଼ା,୧୨ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଧିନସ୍ଥ ଗୁଟିଙ୍ଗିଆ ପଞ୍ଚାୟତର ତରାପିଡ଼ା ଗ୍ରାମର ୬୭ ବର୍ଷୀୟ ବୃଦ୍ଧ ଦିବାକର ଦିଗାଳ ନିଖୋଜ ହେବାର ୧୫ ଦିନ ପରେ ନିକଟସ୍ଥ ଖଡ଼ଗ ନଦୀରୁ ଗଳିତ ମୃତଦେହ…

ବୋମା ଆକ୍ରମଣକାରୀଙ୍କ ଦ୍ୱିତୀୟ କାର୍ ଖୋଜୁଛି ପୋଲିସ୍, ଲାଲ୍ ରଙ୍ଗର ଏହି କାର୍‌ ଉପରେ ନଜର

ନୂଆଦିଲ୍ଲୀ,୧୨।୧୨: ଦିଲ୍ଲୀ ଲାଲ୍ କିଲ୍ଲା ବିସ୍ଫୋରଣ ମାମଲାରେ ପୋଲିସ୍ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପାଇବା ପରେ ଦିଲ୍ଲୀ, ହରିଆଣା ଏବଂ ଉତ୍ତର ପ୍ରଦେଶରେ ବ୍ୟାପକ ଖୋଜାଖୋଜି ଆରମ୍ଭ କରିଛି। ଅନୁସନ୍ଧାନକାରୀମାନେ ବିଶ୍ୱାସ କରୁଛନ୍ତି ଯେ, ଏହି ଆକ୍ରମଣରେ ଅଭିଯୁକ୍ତମାନେ ବ୍ୟବହାର କରିଥିବା…

ବିବାହ ମଞ୍ଚରେ ବରକୁ ଛୁରାମାଡ଼: ଆକ୍ରମଣକାରୀଙ୍କୁ ୨ କିମି ପର୍ଯ୍ୟନ୍ତ ଗୋଡ଼ାଇଲା ଡ୍ରୋନ୍ କ୍ୟାମେରା

ନୂଆଦିଲ୍ଲୀ,୧୨।୧୨: ମହାରାଷ୍ଟ୍ରର ଅମରାବତୀରେ ଏକ ବିବାହ ଉତ୍ସବ ସମୟରେ ବରକୁ ମଞ୍ଚ ଉପରେ ଛୁରାମାଡ଼ କରାଯିବା ପରେ ପରିବେଶ ଏକ ଅପରାଧ ସ୍ଥଳରେ ପରିଣତ ହୋଇଛି। କ୍ୟାମେରାମ୍ୟାନ୍‌ଙ୍କ ଦ୍ୱାରା ଉତ୍ସବର ଭିଡିଓ ରେକର୍ଡିଂ ପାଇଁ ବ୍ୟବହୃତ ଏକ ଡ୍ରୋନ୍ କ୍ୟାମେରା କେବଳ…

ମହିଳାଙ୍କୁ ପନିକିରେ ହାଣିଲେ ପଡ଼ୋଶୀ

ପୁରୁଷୋତ୍ତମପୁର,୧୨ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବେଢ଼ ଦେଉଳପଲ୍ଲୀ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ସମ୍ବନ୍ଧୀୟ ପୂର୍ବ ଶତ୍ରୁତାକୁ ନେଇ ମଙ୍ଗଳବାର ରାତିରେ କୁନି ମହାନ୍ତି ନାମକ ମହିଳାଙ୍କୁ ତାଙ୍କ ପଡ଼ୋଶୀ ପନିକିରେ ହାଣି ପକାଇଛନ୍ତି।…

ରେକର୍ଡପତ୍ରର ସ୍ବଚ୍ଛତାକୁ ନେଇ ଖୁସି ପ୍ରକଟ କଲେ ଜିଲାପାଳ

ପୁରୁଷୋତ୍ତମପୁର,୧୨ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତିଭାସନ ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟକୁ ବୁଧବାର ଆସି ବିଭିନ୍ନ ରେକର୍ଡପତ୍ର ଯାଞ୍ଚ କରିଛନ୍ତି। ତହସିଲଦାର ବିନୋଦ କୁମାର ବେହେରା ଓ ଅତିରିକ୍ତ ତହସିଲଦାର ସଙ୍ଗୀତା ସେଠୀଙ୍କ ସହ ବିଭିନ୍ନ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିବା ସହ…

ଗୋବିନ୍ଦା ହସ୍ପିଟାଲରେ ଭର୍ତ୍ତି ହେବାବେଳେ ପାଖରେ ନ ଥିଲେ ସ୍ତ୍ରୀ, ଜଣାପଡିଲା ଅସଳ କଥା

ମୁମ୍ବାଇ: ଅଭିନେତା ଗୋବିନ୍ଦାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ଅଛି। ବର୍ତ୍ତମାନ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମଙ୍ଗଳବାର ମଧ୍ୟରାତ୍ରିରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସେ ଚେତାଶୂନ୍ୟ ହୋଇଯାଇଥିଲେ। କିନ୍ତୁ ଏହି ସମୟରେ ଗୋବିନ୍ଦାଙ୍କ ପରିବାର ତାଙ୍କ ସହିତ ନ ଥିଲେ। ହିନ୍ଦୁସ୍ତାନ ଟାଇମ୍ସ…

ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା: ଏହିଠାରେ ହେବ ନୂଆପଡ଼ା ଉପନିର୍ବାଚନର ଭୋଟ୍‌ ଗଣତି

ନୂଆପଡ଼ା,୧୨ା୧୧(ମକାରୁ ବେମାଲ): ମଙ୍ଗଳବାର ଶେଷ ହୋଇଛି ନୂଆପଡ଼ା ଉପନିର୍ବାଚନ। ଆସନ୍ତା ୧୪ ତାରିଖରେ ହେବ ଭୋଟ୍‌ ଗଣତି। ଏନେଇ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ନୂଆପଡ଼ା ନ୍ୟାଶନାଲ କଲେଜରେ ଏହି ଭୋଟ ଗଣତି ହେବ। ସକାଳ ୮ଟାରେ ପୋଷ୍ଟାଲ ଗଣତି…

ବାଣ କାରିଗରଙ୍କ ଘରେ ଭୟଙ୍କର ବିସ୍ଫୋରଣ: ମହିଳା ଗୁରୁତର ହୋଇ…

ନିଶ୍ଚିନ୍ତକୋଇଲି,୧୨ା୧୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ନତକାଇ ଗ୍ରାମରେ ବାଣ ବିସ୍ଫୋରଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ନତକାଇ ଗ୍ରାମର ଜଣାଶୁଣା ବାଣ କାରିଗର ଭାଗ୍ୟଧର ମଳିକଙ୍କ ଘରେ ବୁଧବାର ମଧ୍ୟାହ୍ନରେ ଆକସ୍ମିକ ଭାବେ ବାଣ ବିସ୍ଫୋରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?