ବେଆଇନ ମଦ କାରବାର ବିରୋଧରେ ଜନ ଆନ୍ଦୋଳନ: ୪ ମଦ ଦୋକାନ ସିଲ କଲା ପୋଲିସ
ଦିଗପହଣ୍ଡି/ସାନଖେମୁଣ୍ଡି,୨।୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମର ମେଡ଼ିକାଲ ଛକ, ବଜାର ଛକ ସମେତ ଗାଁ’ର ଗଳିକନ୍ଦିରେ ବେଆଇନ ଭାବେ ମଦ ବିକ୍ରି ପ୍ରତିବାଦରେ ଜନ ଆନ୍ଦୋଳନ ମୁଣ୍ଡ ଟେକିଛି। ଏନେଇ ଗାଁ’ରେ ଚାପା ଉତ୍ତେଜନା…
ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପରେ ତାଲା: ତେଜିଲା ଚାଷୀ ଅସନ୍ତୋଷ, ଆନ୍ଦୋଳନ ଚେତାବନୀ
ବରଗଡ଼, ୨।୪(ପ୍ରେମାନନ୍ଦ ଖମାରୀ) – ଅଣଜଳସେଚିତ ଅଞ୍ଚଳର ଚାଷଜମିକୁ ପାଣି ମଡାଇବା ପାଇଁ ପାର୍ବତୀ ଗିରି ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଥିଲା। ମାତ୍ର ଜିଲାର ଅମ୍ବାଭାନା ବ୍ଲକ ଅଞ୍ଚଳରେ ରହିଥିବା ଏହି ପ୍ରକଳ୍ପର ପମ୍ପ ହାଉସ ଗୁଡିକରେ ମଙ୍ଗଳବାରଠାରୁ ତାଲା…
ଦେଶବ୍ୟାପୀ UPI ଡାଉନ୍: ପେମେଣ୍ଟ କରିବାକୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ୟୁଜର
ନୂଆଦିଲ୍ଲୀ,୨।୪: UPI ସର୍ଭର ଡାଉନ ହେବାରୁ ଦେଶବ୍ୟାପୀ ଅନଲାଇନ୍ ପେମେଣ୍ଟ କରିବାରେ ୟୁଜରମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗୁଗୁଲ୍ ପେ, ପେଟିଏମ୍ ଏବଂ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଭଳି ପ୍ରମୁଖ ପ୍ଲାଟଫର୍ମ ସମସ୍ୟା ଦେଇ ଗତି କରୁଛନ୍ତି। ରିପୋର୍ଟ…
ସିଏଜିଙ୍କ ହାତରେ ଖଣି ଦୁର୍ନୀତି: ସରକାରଙ୍କ ବିପୁଳ ପରିମାଣର ରାଜସ୍ବ ହାନି
ଭୁବନେଶ୍ୱର,୨ା୪(ରବିନାରାୟଣ ଜେନା): ରାଜ୍ୟରେ ଗତ ୨୨ ବର୍ଷରେ ଖଣିଜ ଅଞ୍ଚଳରେ ଲିଜ୍ଧାରୀମାନେ କିଭଳି ମନଇଚ୍ଛା ଖଣିଜ ପଦାର୍ଥ ଉତ୍ତୋଳନ କରିଛନ୍ତି ତା’ର ଦସ୍ତାବିଜ୍ ରାଜ୍ୟ ମହାଲେଖାକାରଙ୍କ ହାତରେ ଲାଗିଛି। ଏଥିପାଇଁ ସୁପ୍ରିମ୍କୋର୍ଟଙ୍କ ହସ୍ତକ୍ଷେପ ପରେ ଦୁଇଟି ପର୍ଯ୍ୟାୟରେ ଖଣି ଲିଜ୍ଧାରୀମାନେ ପ୍ରାୟ…
୧୦ ଫୁଟ ତଳକୁ ଖସିପଡ଼ିଲା କାର୍: ବାଇକ୍ ଶୋ’ରୁମ୍ ମ୍ୟାନେଜରଙ୍କ ମୃତ୍ୟୁ,ଡ୍ରାଇଭର ଗୁରୁତର
ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ୧୬ ନମ୍ବର ଜାତୀୟ ରାଜପଥ ସୁକନ୍ୟା ଢାବା ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ୧୦ ଫୁଟ ତଳକୁ କାର ଖସିପଡ଼ିବା ଯୋଗୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର…
ନକଲିକୁ ଧରିଲା ଅସଲି ପୋଲିସ: ହୋମଗାର୍ଡ ଚାକିରି ଦେବାକୁ କହି ୩୦ରୁ ୪୦ ଆଶାୟୀଙ୍କୁ ଠକେଇ
କଟକ,୨।୪: କମିଶନରେଟ୍ ପୋଲିସର କଟକ ପୋଲିସ ବିଭାଗରେ ବିଭିନ୍ନ ପ୍ରକାରର ପଦବୀରେ ନିଯୁକ୍ତି ଦେବା ବାହାନାରେ ଚାକିରି ଆଶାୟୀମାନଙ୍କୁ ଠକୁଥିବା ଜଣେ ନକଲି ପୋଲିସ ଇନସପେକ୍ଟରଙ୍କୁ ଗିରଫ କରିଛି। ଗିରଫ ନକଲି ପୋଲିସ ଇନସପେକ୍ଟର କଟକ ଜିଲାର ତିଗିରିଆ ଥାନା ଅନ୍ତର୍ଗତ…
୭୭ତମ ଭୁବନେଶ୍ୱର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ, ଦୁଇଦିନ ଉତ୍କଳ ମଣ୍ଡପରେ ସମାରୋହ
ଭୁବନେଶ୍ୱର,୨।୪: ଚଳିତ ବର୍ଷ ରାଜଧାନୀ ଭୁବନେଶ୍ୱରର ୭୭ ତମ ପ୍ରତିଷ୍ଠା ଦିବସ ପାଳନ କରାଯିବା ଉପଲକ୍ଷେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ବୁଧବାର ପୂର୍ବାହ୍ନରେ ଲୋକସେବା…
କେବେବି ପିଅନ୍ତୁ ନାହିଁ ଥଣ୍ଡା ପାଣି
ଏବେ ତ ଗ୍ରୀଷ୍ମଋତୁ। ଲସି, ସର୍ବତ ବ୍ୟତୀତ ଥଣ୍ଡା ପାଣିର ଚାହିଦା କିଛି କମ ନୁହେଁ। କେତେକେ ଅତ୍ୟଧିକ ଥଣ୍ଡା ପାଣି ପିଇବାକୁ ପସନ୍ଦ କରିଥାଆନ୍ତି। ହେଲେ ଏହା ଅଭ୍ୟାସରେ ପରିଣତ ହୋଇଗଲେ ତାହା ଶରୀର ପାଇଁ କ୍ଷତିକାରକ ସାବ୍ୟସ୍ତ ହୋଇଥାଏ।…
ବସ୍ କୁ ପିଟିଲା ଟ୍ରକ୍: ୧୩ ଯାତ୍ରୀ ଆହାତ, ଦୁଇ ଗୁରୁତର
ନୀଳଗିରି, ୨।୪(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବରରୁ ଉଦଳା ପୋଢାଡ଼ିହା ଯାଉଥିବା ମାମା ନାମକ ଘରେଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାର ସାମ୍ନା କରିଛି। ନୀଳଗିରି ସେରଗଡ ଝରଣାଘାଟି ୧୯ ନଂ ରାଜ୍ୟ ରାଜପଥର ନୀଳଗିରି ଭାଲୁକାଶୁଣି ଛକ ଠାରୁ ଅଳ୍ପଦୂର ଦେବଯାନୀ ଛକ…
Jasprit Bumrah IPL 2025: ମୁମ୍ବାଇ ଇଣ୍ଡିଆନ୍ସକୁ ଲାଗିବ ବଡ଼ ଝଟକା! ଫିଟ ହେବା ପରେ ବି ଖେଳିବେ ନାହିଁ ବୁମରା?
ନୂଆଦିଲ୍ଲୀ,୨।୪: ଜସପ୍ରିତ ବୁମରା ଆଘାତ ଯୋଗୁଁ ପଡ଼ିଆ ବାହାରେ ଅଛନ୍ତି। ସେ ଚଳିତ ବର୍ଷ ଜାନୁଆରୀରେ ତାଙ୍କର ଶେଷ ମ୍ୟାଚ ଖେଳିଥିଲେ। ଭାରତର ଅଷ୍ଟ୍ରେଲିଆ ଗସ୍ତ ପରେ ବୁମରା ଏପର୍ଯ୍ୟନ୍ତ ପଡ଼ିଆକୁ ଫେରିପାରିନାହାଁନ୍ତି। ଏହି ସମୟରେ ଆଉ ଏକ ଖବର ମିଳିଛି।…
ମହିଳାଙ୍କର ଏହି ଯୋଜନାର ଡେଡ୍ଲାଇନକୁ ବଢାଇଲେ ସରକାର?
ନୂଆଦିଲ୍ଲୀ,୨।୪: ମହିଳା ସଶକ୍ତିକରଣକୁ ପ୍ରୋତ୍ସାହିତ କରିବା ପାଇଁ ସରକାରଙ୍କ ଦ୍ୱାରା ସୃଷ୍ଟି କରାଯାଇଥିବା ସରକାରୀ ଯୋଜନା ‘ମହିଳା ସମ୍ମାନ ସଞ୍ଚୟ ପ୍ରମାଣପତ୍ର’କୁ 31 ମାର୍ଚ୍ଚ, 2025 ଠାରୁ ଆନୁଷ୍ଠାନିକ ଭାବରେ ବନ୍ଦ କରିଦିଆଯାଇଛି। ଏହାର ଅର୍ଥ ହେଉଛି ଏହି ଯୋଜନା ଅଧୀନରେ…
BJDରେ ବଡ଼ ହଲଚଲ
ଭୁବନେଶ୍ୱର, ୨।୪: କେନ୍ଦ୍ର ସରକାରଙ୍କ ଦ୍ୱାରା ସଂସଦରେ ଉପସ୍ଥାପିତ ହେବାକୁ ଥିବା ଓ୍ବକଫ (ସଂଶୋଧନ) ବିଲ ୨୦୨୪କୁ ବିଜୁ ଜନତା ଦଳ (ବିଜେଡି) ବିରୋଧ କରିବ ବୋଲି ଘୋଷଣା କରିଛି। ଏହି ବିଲ ଆଜି ଲୋକ ସଭାରେ ଉପସ୍ଥାପନ ପାଇଁ ରହିଛି,…
Archives


