AIକୁ ନେଇ ବଡ଼ ଭବିଷ୍ୟବାଣୀ କରିଦେଲେ ବାବା ଭେଙ୍ଗା, ଘିବିଲି…
ବାବା ଭେଙ୍ଗା ଅନେକ ଜିନିଷ ଉପରେ ଭବିଷ୍ୟବାଣୀ କରିଛନ୍ତି। ସେ ୧୯୧୧ରେ ଜନ୍ମଗ୍ରହଣ କରିଥିଲେ ଏବଂ ୧୯୯୬ ମସିହାରେ ମୃତ୍ୟୁବରଣ କରିଥିଲେ। କିନ୍ତୁ ତାଙ୍କ ମୃତ୍ୟୁ ପୂର୍ବରୁ ବାବା ଭାଙ୍ଗା ଅନେକ କଥା କହିଥିଲେ ଯାହା ଆଜିର ସମୟରେ ସତ୍ୟ ମନେହୁଏ।…
India-China Relation: ଖୁସି ହେବ ଚାଇନା, ଭାରତ କଲା ଏମିତି କାମ ଯାହା ଚାଇନା କେବେ ଭାବି ନ ଥିବ
ନୂଆଦିଲ୍ଲୀ,୨।୪: ଭାରତର ବନ୍ଧୁତା ଯେତେ ସୁନ୍ଦର, ଏହାର ଶତ୍ରୁତା ମଧ୍ୟ ସେତିକି ବିପଦପୂର୍ଣ୍ଣ। ଗଲୱାନରେ ଚାଇନା ଏହାକୁ ବୁଝିପାରିଛି। ୨୦୨୦ ମସିହାରେ, ଭାରତ ଗଲୱାନ ଉପତ୍ୟକାରେ ପିଏଲଏ ସୈନିକଙ୍କ ଦୁଃସାହସର ଉପଯୁକ୍ତ ଜବାବ ଦେଇଥିଲା। ଡ୍ରାଗନର ସୈନିକମାନଙ୍କ ମୃତଦେହ ଏଣେତେଣେ ପଡ଼ି…
ଯୁବକବି ସୁନୀଲଙ୍କୁ ‘ସ୍ରୋତସିନୀ ଯୁବ ସାହିତ୍ୟ ସମ୍ମାନ’
ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ସ୍ରୋତସିନୀ ସାହିତ୍ୟ ସଂସଦର ଦିତୀୟ ବାର୍ଷିକ ଉତ୍ସବ ସ୍ଥାନୀୟ ଶଙ୍କର ଭବନ (ବ୍ରହ୍ମପୁର)ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବାର୍ଷିକ ଉତ୍ସବରେ ନବରସ କାର୍ଯ୍ୟକ୍ରମ, ସମ୍ବର୍ଦ୍ଧନା ସଭା ଏବଂ କବିତା ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ୧୦୦ରୁ ଉର୍ଦ୍ଧ୍ୱ…
INDIA ମେଣ୍ଟର ବୈଠକରେ କ’ଣ ହେଲା ଯୋଜନା, କେମିତି ସରକାରଙ୍କୁ ବ୍ୟାକଫୁଟକୁ ଆଣିବେ ବିରୋଧୀ, ଏମପି କହିଲେ…
ନୂଆଦିଲ୍ଲୀ,୨।୪: ସାରା ଦେଶରେ ଆଲୋଚନାର ବିଷୟ ଥିବା ୱାକଫ (ସଂଶୋଧନ) ବିଲ ବୁଧବାର (୨ ଏପ୍ରିଲ) ଲୋକ ସଭାରେ ଆଲୋଚନା ଏବଂ ପାସ ପାଇଁ ଉପସ୍ଥାପିତ ହେବ, ଯାହା ପାଇଁ ସମଗ୍ର ବିରୋଧୀ ଏକତ୍ରିତ ହୋଇଛନ୍ତି। ୱାକଫ (ସଂଶୋଧନ) ବିଲ ସମ୍ପର୍କରେ…
ବଡ଼ ଘୋଷଣା କଲେ ଟ୍ରମ୍ପ, ଭାରତକୁ କରିଦେଲେ ଚ୍ୟାଲେଞ୍ଜ!
ଓ୍ବାଶିଂଟନ୍,୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଜି ଅର୍ଥାତ ୨ ଏପ୍ରିଲରେ ହ୍ବାଇଟ ହାଉସର ରୋଜ ଗାର୍ଡେନରେ ପାରସ୍ପରିକ ଶୁଳ୍କ ଘୋଷଣା କରିବାକୁ ଯାଉଛନ୍ତି। ତାଙ୍କର ଘୋଷଣାକୁ ନେଇ ଅନେକ ଦେଶରେ ଉତ୍ତେଜନାର ବାତାବରଣ ରହିଛି। ଟ୍ରମ୍ପଙ୍କ ଘୋଷଣା ସହିତ ଅନେକ…
+୨ ପରୀକ୍ଷା ଖାତା ମୂଲ୍ୟାଙ୍କନ ଆରମ୍ଭ
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ): ରାଜ୍ୟରେ ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ ବୁଧବାରଠାରୁ ଆରମ୍ଭ ହୋଇଛି। ରାଜ୍ୟ ସରକାର ଚଳିତ ବର୍ଷ ମାଟ୍ରିକ, ଯୁକ୍ତ ୨ ଏବଂ ଯୁକ୍ତ ୩ ପରୀକ୍ଷା ଫଳ ନିର୍ଦ୍ଧାରିତ ସମୟରେ ପ୍ରକାଶିତ କରିବା ପାଇଁ ପଦକ୍ଷେପ ନେଇଛନ୍ତି।…
କାମରେ ଆସୁନି ଗୋଷ୍ଠୀ ଶୌଚାଳୟ: ଲକ୍ଷାଧିକ ଟଙ୍କା ଖର୍ଚ୍ଚକୁ ନେଇ ଉଠିଲା ପ୍ରଶ୍ନ
ଦାରିଙ୍ଗବାଡି,୨ /୪ (ଅରୁଣ ସାହୁ): ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ସରକାର କୋଟି କୋଟି ଟଙ୍କା ଅନୁଦାନ ଦେଉଛନ୍ତି। ଏଥିପାଇଁ ପଞ୍ଚାୟତ ସମିତି ଏବଂ ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ଜନହିତରେ ଶୁଦ୍ଧ ପିଇବାପାଣିର ବ୍ୟବସ୍ଥା ସହ ଗୋଷ୍ଠୀ ଶୌଚାଳୟ, ବିଶ୍ରାମଗାର ଆଦି…
୧୩ ଦିନିଆ ଗଞ୍ଜାମ ମା’ ଦକ୍ଷିଣ କାଳୀଙ୍କ ଦଣ୍ଡଯାତ୍ରା ଶୁଭାରମ୍ଭ
ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ପ୍ରସିଦ୍ଧ ଶ୍ରୀ ଶ୍ରୀ ମା’ ଦକ୍ଷିଣ ଦଣ୍ଡକାଳୀଙ୍କ ୧୩ ଦିନବ୍ୟାପି ଦଣ୍ଡ ଯାତ୍ରା ବୁଧବାର ଶୁଭାରମ୍ଭ ହୋଇଛି l ଦାମୋଦରପୁର କଲେଜ ରୋଡ଼ସ୍ଥିତ ମା’ଙ୍କ ମନ୍ଦିରରୁ ବାହାରି ରାମେଶ୍ୱର ମନ୍ଦିରକୁ ଯାଇ ବାବା ରାମେଶ୍ୱରଙ୍କୁ ଆବାହନ…
ସକାଳୁ ସକାଳୁ ଥରିଲା ପାକିସ୍ତାନ: ଲୋକେ ଭୟଭୀତ
ଇସଲାମାବାଦ୍,୨।୪: ଭାରତର ପଡ଼ୋଶୀ ଦେଶ ପାକିସ୍ତାନରେ ମଙ୍ଗଳବାର ସକାଳୁ ଭୂମିକମ୍ପ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର୍ ସିସମୋଲୋଜି ଅନୁଯାୟୀ, ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୪.୩ ମାପ କରାଯାଇଥିଲା। ଏପର୍ଯ୍ୟନ୍ତ କୌଣସି ପ୍ରକାରର କ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିନାହିଁ।…
କୃଷକ କଲ୍ୟାଣ ଟ୍ରଷ୍ଟ ତରଫରୁ ୨ ଲକ୍ଷ ଟଙ୍କା ଜୀବନ ବୀମା ରାଶି ପ୍ରଦାନ
ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର): କୃଷକ କଲ୍ୟାଣ ଟ୍ରଷ୍ଟ ଦେବଗଡ଼ ତରଫରୁ ପୂର୍ବନିର୍ଦ୍ଧାରିତ ଅନୁଯାୟୀ ଜିଲାର ସମସ୍ତ ପଞ୍ଜୀକୃତ ଚାଷୀ ମୋଟ ୧୮,୭୭୬ ଜଣଙ୍କ ପାଇଁ ଟ୍ରଷ୍ଟର ସଭାପତି ପ୍ରଭାସ ଚନ୍ଦ୍ର ମିଶ୍ରଙ୍କ ପ୍ରତ୍ୟକ୍ଷ ଅନୁଦାନରେ ଚାଷୀମାନଙ୍କ ଜୀବନ ବୀମା ପାଇଁ ପ୍ରଦାନ…
ଭାଜପାର ରାଜ୍ୟ ପରିଷଦ ସଦସ୍ୟ ଭାବେ ୫ଜଣ ନିର୍ବାଚିତ: ସଂଗଠନକୁ ଆହୁରି ଶକ୍ତିଶାଳୀ କରିବାକୁ ଦେଲେ ପ୍ରତିଶ୍ରୁତି
ଦାରିଙ୍ଗବାଡି,୨।୪(ଅରୁଣ ସାହୁ)/(ପ୍ରଦୀପ ବେହେରା): ଭାଜପାର ରାଜ୍ୟ ପରିଷଦ ସଦସ୍ୟ ଭାବେ ଜିଲ୍ଲାରୁ ୫ଜଣ ନିର୍ବାଚିତ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ଜିଉଦୟଗିରି ନିର୍ବାଚନମଣ୍ଡଳୀରୁ ଦୁଇଜଣ ପରିଷଦ ସଦସ୍ୟ ନିର୍ବାଚିତ ହୋଇଛନ୍ତି ସେମାନଙ୍କ ମଧ୍ୟରେ ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗାର ସୁକାନ୍ତ କୁମାର ସାହୁ ଏବଂ…
ରାଜ୍ୟସ୍ତରୀୟ ଅସ୍ମିତା ହକି ପ୍ରତିଯୋଗିତାରେ ଦେବଗଡ ଦଳର ସଫଳତା: ଖେଳାଳିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର):ରାଉରକେଲାସ୍ଥିତ ବୀର୍ସା ମୁଣ୍ଡା ହକି ଷ୍ଟାଡିୟମ ଠାରେ ଗତ ୨୬ରୁ ୩୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ରାଜ୍ୟ ସ୍ତରୀୟ ଅସ୍ମିତା ହକି ପ୍ରତିଯୋଗୀତାରେ କୃତିତ୍ୱ ଅର୍ଜନ କରିଥିବା ଦେବଗଡ ଜିଲାର ସବ-ଜୁନିଅର ବାଳିକା ହକି ଦଳକୁ ଜିଲା ବିଜେଡି…
Archives


