Home Left

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁଯାୟୀ ଟୁସୁଳା ଗ୍ରାମର ଟିକେଶ୍ୱର ନାୟକ(୪୦) ସବୁଦିନ ଭଳି ରାତିରେ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୨ ଓ ୨୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଡାଏରୀ ଫାର୍ମ ମାଲିକଙ୍କୁ ଆକ୍ରମଣ ଓ ଲୁଟ୍‌ କରିଥିବା ଘଟଣାରେ ପୋଲିସ…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର କରୁଥିଲେ। ୨୦୨୪ରେ ଯେତେବେଳେ ସରକାର ପରିବର୍ତ୍ତନ ହେଲା, ସେତେବେଳକୁ ୫୦ ହଜାର କୋଟି…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ୨୬ ବର୍ଷୀୟ ସନୀ କୁମାର ଓରଫ୍ ରାହୁଲ।…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ । ଭାଇ, ତା’ର ଭଉଣୀକୁ ରକ୍ଷା…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା କରିଛି । ‘ନିଶାନ-ଏ-କାଇଦ-ଏ-ଆଜମ’ ସମ୍ମାନ ଦେବାକୁ ଘୋଷଣା କରିଛି । ଅଗଷ୍ଟ ୧୪ରେ…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ (ରାଉଣ୍ଡ-୨)କୁ ସ୍ଥାନ ପକ୍କା କରିଛି। ନେଦରଲ୍ୟାଣ୍ଡର ଆମଷ୍ଟେଲଭିନ୍‌ରେ ଖେଳାଯାଇଥିବା ଏହି ପୁଲ୍ ଡି…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ ଚଢାଉ କରାଯାଇଥିଲା । ତେବେ ପ୍ରାୟ ୮ ହଜାର ୮୦୦ ଲିଟର ମଦ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ ପରିସର, ଧାର୍ମିକ ସ୍ଥଳୀ, ପର୍ଯ୍ୟଟନସ୍ଥଳୀ ଓ ଅନ୍ୟାନ୍ୟ ଜନସମାଗମ ସ୍ଥଳରେ ମଦ୍ୟପାନ ଓ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ ବାପି କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସଜା ଶୁଣାଇଛନ୍ତି କୋର୍ଟ ।ଜରିମାନା…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ ମତଭେଦ ଥିବା ଏବଂ ଛାଡପତ୍ର ହୋଇପାରେ ବୋଲି ଖବର ସାମ୍ନାକୁ ଆସିଥିଲା। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?