Home Left

ମହାନଦୀରେ ମାଛ ଧରୁଥିବାବେଳେ ଭାସିଗଲେ ୬ ମତ୍ସ୍ୟଜୀବୀ: ୫ ଜଣ ଉଦ୍ଧାର, ଜଣେ ନିଖୋଜ

ମହାକାଳପଡ଼ା,୧ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ବନ୍ତନାଶି-ମହାନଦୀ ମୁହାଣ ମାଉଥଠାରେ ମଙ୍ଗଳବାର ଅପରାହ୍ନରେ ୬ ଜଣ ସାଥୀ ଭଉଁରୀ ଜାଲ ପକାଇ ମାଛ ଧରୁଥିଲେ। ହଠାତ ସାମୁଦ୍ରିକ ଜୁଆର ଅନ୍ତସ୍ରୋତରେ…

ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପିଲେ ଦୁର୍ବୃତ୍ତ

ବଡ଼ଗାଁ,୧ା୪(ଅଶୋକ ଷଡ଼ଙ୍ଗୀ): ବଡ଼ଗାଁ ଥାନା ଅଞ୍ଚଳରେ ମଙ୍ଗଳବାର ଦୁର୍ବୃତ୍ତମାନେ ଜଣେ ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପି ନେଇଛନ୍ତି। ତୁଡାଲଗା ମଙ୍ଗଳ ମନ୍ଦିରରେ ଚାଲିଥିବା ନବରାତ୍ର ପୂଜାରେ ଭୋଗ ତିଆରି ଲାଗି କୁତ୍ରା ଥାନା ଅନ୍ତର୍ଗତ ପଞ୍ଚରା ଗ୍ରାମର ଦନାର୍ଦ୍ଧନ ପୁରୋହିତ…

୨୫୦୦କୋଟି ଟଙ୍କାରେ Drishti IASକୁ ବିକ୍ରି କରିବେ ବିକାଶ ଦିବ୍ୟକୀର୍ତ୍ତି, ଜାଣନ୍ତୁ କାହାକୁ…

ନୂଆଦିଲ୍ଲୀ,୧।୪: ଭାରତୀୟ ଶିକ୍ଷା ଏବଂ ପ୍ରେରଣା ଜଗତରେ ଏକ ବଡ଼ ନାମ ଅର୍ଜନ କରିଥିବା ବିକାଶ ଦିବ୍ୟକୀର୍ତ୍ତି ଏବେ ତାଙ୍କର ସମ୍ପୂର୍ଣ୍ଣ ବ୍ୟବସାୟକୁ ବିକ୍ରି କରିବାକୁ ଯାଉଛନ୍ତି। ଅନ୍ୟ ଏକ ଏଡଟେକ କମ୍ପାନୀର ପ୍ରତିଷ୍ଠାତା ତାଙ୍କ ବ୍ୟବସାୟ କିଣିବା ପାଇଁ ବିଶେଷ…

ରାମନବମୀ ପାଇଁ ମୁତୟନ ହେବେ ୨୬ ପ୍ଲାଟୁନ୍‌ ଫୋର୍ସ: ସ୍ଥିତି ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜି

ଭଦ୍ରକ,୧।୪(ସନାତନ ରାଉତ): ଭଦ୍ରକରେ ରାମନବମୀ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମଙ୍ଗଳବାର ଅପରାହ୍ନ ୫ଟାରେ ଏସ୍‌ପିଙ୍କ ଅଫିସ୍‌ରେ ସ୍ଥିତି ସମୀକ୍ଷା କରିଛନ୍ତି। ଭଦ୍ରକ ଓ ବାଲେଶ୍ୱର ଜିଲାରେ ରାମନବମୀ ପାଳନରେ ଶାନ୍ତିଶୃଙ୍ଖଳା ନେଇ ସ୍ଥିତି ସମୀକ୍ଷା…

ଭାରତର ଶତ୍ରୁ ଦେଶକୁ ଝଟ୍‌କା ଦେଲା ଚାଇନା, କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୪: ଠିକ ଗୋଟିଏ ଦିନ ପୂର୍ବରୁ, ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମୁଖ୍ୟ ୟୁନୁସ, ସି ଜିନପିଙ୍ଗଙ୍କ ଗଡ଼କୁ ଯାଇଥିଲେ ଏବଂ ଭାରତକୁ ଜ୍ଞାନ ପ୍ରଦାନ କରୁଥିଲେ। କିନ୍ତୁ ଏବେ ଏହା କୁହାଯାଇପାରେ ଯେ ତାଙ୍କର ସମସ୍ତ ଜ୍ଞାନ ବ୍ୟର୍ଥ ଯାଇଛି କାରଣ…

୬ମାସ ହେଲା କାମ କରୁନି ବିଏସ୍‌ଏନ୍‌ଏଲ୍‌ ନେଟ୍‌ୱର୍କ, ପଦକ୍ଷେପ ନ ନେଲେ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ

ଲାଞ୍ଜିଗଡ, ୧ା୪ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପାହାଡପଦର ପଞ୍ଚାୟତ ବୋରପଦର ଗାଁଠାରେ ଦୀର୍ଘ ୬ମାସ ହେଲା ବିଏସ୍‌ଏନ୍‌ଏଲ୍‌ ନେଟ୍‌ୱର୍କ କାମ କରୁନାହିଁ। ଫଳରେ ବହୁସଂଖ୍ୟାରେ ଉପଭୋକ୍ତା ସେବାରୁ ବଞ୍ଚତ୍ତ ହୋଇ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ…

ଏମିତି ବି ମୃତ୍ୟୁ ଆସେ, ପ୍ରବଚନ ଦେଉଥିବା ବେଳେ ଟଳିପଡ଼ିଲେ

ସାବରଙ୍ଗ/ବାସୁଦେବପୁର,୧।୪ (କାଳିପଦ ରାୟ/ନାରାୟଣ ପ୍ରସାଦ ବାରିକ): ଏମିତି ବି ମୃତ୍ୟୁ ଆସେ। ପ୍ରବଚନ ଦେଉଥିବା ବେଳେ ଟଳିପଡ଼ିଲେ ପ୍ରବଚକ। ସୋମବାର ରାତିରେ ଭଦ୍ରକ ଜିଲା ସାବରଙ୍ଗ ଥାନା ଅଧୀନ ସାହାଡ଼ା ଗ୍ରାମରେ ଏଭଳି ଦୁଃଖଦ ଘଟଣା ଘଟିଛି। ମୃତକ ହେଲେ ବାସୁଦେବପୁର…

ଆଜିଠୁ ଲାଗୁ ହେଲା ନୂଆ ପେନସନ ନିୟମ, ଏମାନଙ୍କୁ ମିଳିବନି ଲାଭ

ନୂଆଦିଲ୍ଲୀ,୧।୪: ଯଦି ଆପଣ ସରକାରୀ ଚାକିରି କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଉପଯୋଗୀ, କାରଣ କେନ୍ଦ୍ର ସରକାରଙ୍କ ୟୁନିଫାଏଡ ପେନସନ ଯୋଜନା (UPS) ୧ ଏପ୍ରିଲରୁ ଲାଗୁ ହୋଇଛି। କିନ୍ତୁ ପ୍ରଶ୍ନ ହେଉଛି ଏହି ପେନସନର ଲାଭ କିଏ…

କାହା ସ୍ବାର୍ଥରେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ? ନିର୍ମାଣର ୬ବର୍ଷ ପରେ ମଧ୍ୟ ଆସିଲା ନାହିଁ ଲୋକଙ୍କ କାମରେ

ଥୁଆମୂଳ ରାମପୁର,୧।୪(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାରଙ୍କ ଜଳସେଚନ ପ୍ରକଳ୍ପ ଦ୍ବାରା କୃଷିର ଉନ୍ନତି ଆଣିବା ପାଇଁ କୋଟି କୋଟି ଟଙ୍କା ବ୍ୟୟବରାଦରେ ବିଭିନ୍ନ ସ୍ଥାନରେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଜରିଆରେ ପ୍ରକଳ୍ପ ଗୁଡିକ ର୍ନିମାଣ କରାଯାଉଛି। କିନ୍ତୁ କିଛି ସ୍ଥାନରେ ଅର୍ଦ୍ଧ…

୨୦୨୮ରେ ଟ୍ରମ୍ପ-ଓବାମାଙ୍କ ମଧ୍ୟରେ ହେବ ମହାମୁକାବିଲା? ଆମେରିକା ରାଜନୀତିରେ ହଇଚଇ

ଓ୍ବାଶିଂଟନ୍‌,୧।୪: ନିକଟରେ ଆମେରିକୀୟ ରାଜନୀତିରେ ଏକ ନୂଆ ବିତର୍କ ଆରମ୍ଭ ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ବାରାକ ଓବାମା 2028 ରେ ମୁହାଁମୁହିଁ ହେବେ କି? ଏହି ଆଲୋଚନା ଆହୁରି ଗତି ପାଇଲା ଯେତେବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ହ୍ବାଇଟ ହାଉସରେ…

ଖେମୁଣ୍ଡି ଚିତ୍ରକଳା ବିଦ୍ୟାଳୟ ଉଦଘାଟିତ

ଦିଗପହଣ୍ଡି,୧।୪(ଅଶେଷ ନାଥ ମିଶ୍ର): ପବିତ୍ର ଉତ୍କଳ ଦିବସ ଅବସରରେ ମଙ୍ଗଳବାର ଦିଗପହଣ୍ଡି ଠାରେ ଖେମୁଣ୍ଡି ଚିତ୍ରକଳା ବିଦ୍ୟାଳୟ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଛି। ସ୍ଥାନୀୟ କୋର୍ଟ ସାହି ସ୍ଥିତ ଏକ ଅସ୍ଥାୟୀ କୋଠାରେ ଅନୁଷ୍ଠାନ ପକ୍ଷରୁ ଆୟୋଜିତ ଉଦଘାଟନୀ ସଭାରେ ବିଦ୍ୟାଳୟ…

ହ୍ବାଟସଆପ୍‌ ଷ୍ଟାଟସ୍‌ରେ ଗୀତ ରଖିବାକୁ ଚାହୁଁଛନ୍ତି କି? ଏମିତି କରନ୍ତୁ ଷ୍ଟେପ୍‌ ବାଏ ଷ୍ଟେପ୍‌

ଯଦି ଆପଣ ଇନଷ୍ଟାଗ୍ରାମ ପରି ହ୍ବାଟସଆପରେ ଗୀତର ଷ୍ଟାଟସ ରଖିବାକୁ ଚାହୁଁଛନ୍ତି, ତେବେ ଆପଣାନ୍ତୁ ଏହି ଟ୍ରିକ୍‌। ହ୍ବାଟସଆପ ତାର ବ୍ୟବହାରକାରୀଙ୍କ ପାଇଁ ଏକ ନୂତନ ଫିଚର ଲଞ୍ଚ କରିଛି। ଯେଉଁଥିରେ ଆପଣ ଆପଣଙ୍କର ପସନ୍ଦର ଯେକୌଣସି ଗୀତକୁ ଷ୍ଟାଟସରେ ରଖିପାରିବେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri