Home Left

T20 World Cupରୁ ବାହାରିଯିବ ପାକିସ୍ତାନ! ଜାଣନ୍ତୁ ଗ୍ରୁପ-୨ ସେମିଫାଇନାଲରେ ପହଞ୍ଚିବାର ସମୀକରଣ

ନୂଆଦିଲ୍ଲୀ,୨୪।୨: ପାକିସ୍ତାନ କ୍ରିକେଟ ଦଳର ସୁପର ୮ର ପ୍ରଥମ ମ୍ୟାଚ ବର୍ଷା ଯୋଗୁ ରଦ୍ଦ ହୋଇଯାଇଥିଲା, ଯାହା ସଲମାନ ଅଲି ଆଗା ଏବଂ ଦଳକୁ ଗୋଟିଏ ପଏଣ୍ଟରେ ସନ୍ତୁଷ୍ଟ ହେବାକୁ ପଡିଥିଲା। ମଙ୍ଗଳବାର ସେମାନେ ଇଂଲଣ୍ଡ ସହିତ ମୁକାବିଲା କରୁଛନ୍ତି, ଯିଏ…

ନାଲ୍‌କୋ ସପକ୍ଷବାଦୀଙ୍କୁ କ୍ଷତିଗ୍ରସ୍ତ ଗ୍ରାମବାସୀଙ୍କ ଚେତାବନୀ: କମ୍ପାନୀ ବିପକ୍ଷବାଦୀଙ୍କ ବୈଠକ

ପଟ୍ଟାଙ୍ଗି,୨୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ମାଳିପୁଟ ପଞ୍ଚାୟତ ମାଲକାରବନ୍ଧ ଗ୍ରାମ ନିକଟରେ ବିପକ୍ଷବାଦୀ ଏକତ୍ର ହୋଇ ସୋମବାର ଏକ ବୈଠକ କରିଛନ୍ତି। ଏଥିରେ ନାଲ୍‌କୋ ପାଇଁ ସହଯୋଗ କରୁଥିବା ବ୍ୟକ୍ତିମାନେ ନିଜର ଫାଇଦା ଲାଗି ବିନାଶ…

ଜମି ପାଖ ପୋଖରୀରୁ ମିଳିଲା ମୃତଦେହ ଉଦ୍ଧାର: ସନ୍ଦେହଜନକ ମୃତ୍ୟୁକୁ ନେଇ ବଢିଲା ଚର୍ଚ୍ଚା

ବଲାଙ୍ଗୀର,୪।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ ମିରିଦ୍ଧାପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତୁଲଣ୍ଡି ଗ୍ରାମ ଜଗନ୍ନାଥ ମନ୍ଦିର ପାଖ ଜମିରେ ଥିବା ଏକ ପୋଖରୀରୁ ଭାସୁଥିବା ଏକ ମୃତଦେହକୁ ଉଦ୍ଧାର କରିଛି ପୋଲିସ । ସୂଚନା ଅନୁଯାୟୀ ଆଜି…

ଲୁଚିଛପି ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ କରୁଥିଲେ: ଦେଖିଦେଲେ ଗ୍ରାମବାସୀ

ପଟ୍ଟାଙ୍ଗି,୨୪ା୨(ଶରତ କୁମାର ଧଳ):  କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ମାଳିପୁଟ ପଞ୍ଚାୟତ ପୁରୁଣାପଦର ଗ୍ରାମ ନିକଟରେ ଲୁକ୍କାୟିତ ଭାବେ ରାସ୍ତା ନିର୍ମାଣ କରିବାକୁ ଆସିଥିବା ଠିକାଦାର କମ୍ପାନୀକୁ ଗ୍ରାମବାସୀ ସୋମବାର ଫେରାଇ ଦେଇଥିବା ଜଣାପଡ଼ିଛି। ଏହା ପରେ ନାଲ୍‌କୋ କମ୍ପାନୀର…

ପ୍ରଣବଙ୍କ ଫାର୍ମ ହାଉସରେ ବୁଲିଲା ବୁଲଡୋଜର: ଜବରଦଖଲ ଉଚ୍ଛେଦ ଜାରି

ଧର୍ମଶାଳା,୨୪।୨(ଶିବ ପ୍ରସାଦ ମହାନ୍ତି): ପୂର୍ବତନ ବିଜେଡି ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ମଙ୍ଗଳବାର ବୁଲଡୋଜର ବୁଳିଛି। ପ୍ରଶାସନ ପକ୍ଷରୁ ପ୍ରଣବଙ୍କ ଫାର୍ମ ହାଉସରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ଫାର୍ମ ହାଉସ ପାଚେରି ସହ କିଛି ଘରକୁ ଉଚ୍ଛେଦ…

ମଝିରେ ପରିବର୍ତ୍ତନ ହେବ ୨୦୨୬ ଟି-୨୦ ବିଶ୍ୱକପ ସୂଚୀ! ସେମିଫାଇନାଲ ମ୍ୟାଚକୁ ନେଇ ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୨୪।୨: ICC T20 ବିଶ୍ୱକପ ୨୦୨୬ର ସେମିଫାଇନାଲ ଶ୍ରୀଲଙ୍କା ଘରୋଇ ଗ୍ରାଉଣ୍ଡ କଲମ୍ବୋରେ ଖେଳିପାରେ, କିନ୍ତୁ ଏହା କେଉଁ ଦଳ ଯୋଗ୍ୟତା ଅର୍ଜନ କରେ ଏବଂ ସେମାନେ କାହା ସହିତ ମୁକାବିଲା କରନ୍ତି ତାହା ଉପରେ ନିର୍ଭର କରିବ। ESPNcricinfo ଅନୁଯାୟୀ,…

ଛତିଶଗଡ଼ ଗୃହମନ୍ତ୍ରୀଙ୍କୁ ମାଓବାଦୀ ଲେଖିଲେ ଚିଠି, ଏହି ଦିନ କରିବୁ ଆତ୍ମସମର୍ପଣ…

ରାୟପୁର,୨୪।୨: ଛତିଶଗଡ଼ ଗୃହମନ୍ତ୍ରୀ ବିଜୟ ଶର୍ମାଙ୍କୁ ଓଡ଼ିଶାର କେତେକ ମାଓବାଦୀ ସଂଗଠନ ଚିଠି ଲେଖିଛନ୍ତି। ଚିଠିରେ ମାଓବାଦୀମାନେ ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ଚାହୁଁଥିବା ଉଲ୍ଲେଖ କରିଛନ୍ତି। ଆତ୍ମସମର୍ପଣ ପାଇଁ ଚାହୁଁଥିବା ମାଓବାଦୀ ସଂଗଠନ ବିବିଏମ୍‌ ପକ୍ଷରୁ ଏହି ସୂଚନା ଦିଆଯାଇଛି।…

ରାଜ୍ୟ ସଭା ନିର୍ବାଚନ: କୋରାପୁଟକୁ ଗୋଟେ ଯାଇପାରେ

ରାୟଗଡ଼ା,୨୪।୨(ଆଶିଷ ରଞ୍ଜନ ପଣ୍ଡା): ଡ଼ିଶାର ୪ ଜଣ ରାଜ୍ୟ ସଭା ସଦସ୍ୟ ମମତା ମହନ୍ତ, ନିରଞ୍ଜନ ବିଶି, ମୁଜିବୁଲ୍ଲା ଖାନ୍‌ ଏବଂ ସୁଜିତ୍‌ କୁମାରଙ୍କ କାର୍ଯ୍ୟକାଳ ଏପ୍ରିଲ ୨ ତାରିଖରେ ଶେଷ ହେବ। ଏହି ୪ ଆସନ ଲାଗି ଆସନ୍ତା ମାର୍ଚ୍ଚ…

ଚତୁର୍ଥୀ ରାତିରେ ସ୍ତ୍ରୀଙ୍କଠାରୁ ଏମିତି କଥା ଶୁଣି ସ୍ବାମୀଙ୍କ ଉଡିଗଲା ହୋସ୍‌, ସାରା ଗାଁରେ ବ୍ୟାପିଗଲା ଏହି ଖବର

ଲକ୍ଷ୍ନୌ,୨୪।୨: ଉତ୍ତର ପ୍ରଦେଶର ହମିରପୁର ଜିଲାର ଗୋହାଣ୍ଡ ସହରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ସୋମବାର ସକାଳେ ଗୋହାଣ୍ଡ ସହର ଛାଡି ରାଠରେ ପହଞ୍ଚିଥିବା କନ୍ୟା ମିଥିଲେଶ କୁମାରୀ ତାଙ୍କ ସ୍ବାମୀ ଧରମ ସିଂହଙ୍କ ସହ ରହିବାକୁ ମନା କରିଦେଇଥିଲେ।…

ଗୃହ ବାହାରେ କହିଲେ, ରେକର୍ଡରୁ କାଟିଦେଲେ: ସାଂଘାତିକ ଅଭିଯୋଗ ଆଣିଲେ ବିଧାୟକ

ଭୁବନେଶ୍ୱର, ୨୪।୨(ସୁନିତ୍‌ ମିଶ୍ର):ବିଧାନସଭା ବଜେଟ ଅଧିବେଶର ଷଷ୍ଠ ଦିନ ଗୃହ କାର୍ଯ୍ୟ ବନ୍ଦ ହେବା ପରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ବାହାରକୁ ବାହାରି ସରକାରଙ୍କ ଉପରେ ବର୍ଷିଛନ୍ତି। ସେ ଅଭିଯୋଗ କରି କହିଛନ୍ତି, ସରକାରୀ ଦଳ ଜାଣିଶୁଣି…

ଭୟଭୀତ କରି ଶାରୀରିକ ସମ୍ପର୍କ ରଖୁଥିଲେ ଗ୍ରାମର ୪ ଯୁବକ, ଚିକିତ୍ସା ପରେ ଜଣାପଡିଲା ଯୁବତୀ ଗର୍ଭବତୀ

ଭୁବନ, ୨୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଧଳପଡା ଗ୍ରାମର ଜଣେ ୨୧ ବର୍ଷିଆ ଯୁବତୀଙ୍କୁ ୪ ଜଣ ଗଣବଳାତ୍କାର କରିଥିବା ଯୁବତୀଜଣଙ୍କ ରବିବାର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇ ଭୁବନ ଥାନା ପୋଲିସ କେସ୍‌…

ପିଲାଙ୍କୁ ମୋବାଇଲଠାରୁ ଦୂରେଇ ରଖିବାକୁ ପ୍ରସ୍ତୁତ ହେଲେଣି ସରକାର, ଲାଗୁ ହେବ ନୂଆ ନିୟମ!

ପାଟନା,୨୪।୨: ପିଲାମାନଙ୍କର ବର୍ଦ୍ଧିତ ସ୍କ୍ରିନ ଟାଇମ ଏବଂ ସୋସିଆଲ ମିଡିଆ ପ୍ଲାଟଫର୍ମରେ ସଂସ୍ପର୍ଶର ପ୍ରତିକୂଳ ପ୍ରଭାବକୁ ନିୟନ୍ତ୍ରଣ କରିବା ପାଇଁ ବିହାର ସରକାର ଏକ ନୀତି ପ୍ରସ୍ତୁତ କରୁଛନ୍ତି। ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ସୋମବାର (୨୩ ଫେବୃଆରୀ, ୨୦୨୬) ବିଧାନସଭାରେ ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri