Home Left

ବିଳମ୍ବରେ ଅଫିସ୍‌ ଆସିବା ମହଙ୍ଗା ପଡ଼ିଲା: ୧୫ କର୍ମଚାରୀଙ୍କ ଦିନକର ଦରମା ବନ୍ଦ

କଟକ,୩୧ା୫(କାର୍ତ୍ତିକ ସାହୁ):ବିଳମ୍ବରେ ଅଫିସ ଆସିବା ମହଙ୍ଗା ପଡ଼ିଲା। କଟକ ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ)ର ଅରୁଣୋଦୟ ନଗରସ୍ଥିତ କାର୍ଯ୍ୟାଳୟର ୧୫ଜଣ କର୍ମଚାରୀଙ୍କ ଗୋଟିଏ ଦିନର ଦରମା ବନ୍ଦ କରାଯାଇଛି। ସିଡିଏ ସଚିବ ଶ୍ୱେତ କୁମାର ଦାଶ ଶୁକ୍ରବାର ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା…

ଏଇ ଭାରତରେ

କେରଳର ଥାଟେକ୍କଡ ପକ୍ଷୀ ଅଭୟାରଣ୍ୟ ନିକଟରେ ବହିଯାଉଛି ପେରିୟାର ନଦୀ। ୨୦୦୯ରେ ଏହି ନଦୀରେ ଏକ ଡଙ୍ଗାବୁଡ଼ିଯିବା ଯୋଗୁ ୧୫ ଜଣ ପିଲାଙ୍କ ମୃତ୍ୟୁ ଘଟିଥିଲା ଏବଂ ଘଟଣା ଜଣେ ସ୍ଥାନୀୟ ଫର୍ନିଚର ଦୋକାନୀ ସାଜି ଭାଲାସେରୀଙ୍କୁ ପ୍ରଭାବିତ କରିଥିଲା ଏବଂ…

ପ୍ଲାଷ୍ଟିକ ପ୍ରଦୂଷଣ ବଳୟରେ ବିଶ୍ୱ

ଆମର ଚଳିତ ସଭ୍ୟତାର ପ୍ରଗତି ଓ ବିକାଶ ପଛରେ ଯେ, ପ୍ଲାଷ୍ଟିକର ପ୍ରମୁଖ ଭୂମିକା ରହିଛି ଏଥିରେ ଦ୍ବିମତ ନାହିଁ।ପ୍ଲାଷ୍ଟିକର ଅନେକ ଉପକାରୀ ଧର୍ମ ସତ୍ତ୍ୱେ ଏହାର ଏକ ବଡ଼ ପ୍ରତିକୂଳ ପ୍ରଭାବ ହେଉଛି ଏହା ଜୈବ ବିଘଟନଶୀଳ ନୁହେଁ; ଅର୍ଥାତ…

ମୁଁ ଜଣେ ଫେମିନିଷ୍ଟ

ଜଣେ ମଣିଷ ଓ ନାରୀ ଭାବେ ନିଜକୁ ଫେମିନିଷ୍ଟ ଏଇଥିପାଇଁ କହିବି ଯେ, ମୋତେ ମିଶେଇ ଅନ୍ୟ ଯେ କୌଣସି ନାରୀ, ସାଧାରଣ ଓ ଖୁସିର ଜୀବନଟିଏ ବଞ୍ଚିବାକୁ ହେଲେ ପୁରୁଷ ପରି ସମାନ ଅଧିକାର ଆବଶ୍ୟକ କରନ୍ତି। ପରିବାର ଓ…

ସ୍ବର ବଦଳୁଛି

ପହଲଗାମ୍‌ ଆକ୍ରମଣକୁ ନେଇ ପାକିସ୍ତାନ ଉପରେ ଭାରତ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରେ ଭାରତର ବୈଦେଶିକ ନୀତିର ବାର୍ତ୍ତା ସ୍ପଷ୍ଟ ଓ ପ୍ରଭାବଶାଳୀ ହୋଇନାହିଁ। ବିଶେଷକରି ଭାରତ ବିରୋଧରେ ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦ ସମ୍ପର୍କରେ ବିଶ୍ୱକୁ ଅବଗତ କରିବାରେ ବୈଦେଶିକ…

ରାଣୀ ଅହଲ୍ୟାବାଈ ହୋଲ୍‌କର: ମହିଳା ସଶକ୍ତୀକରଣ ଓ ଦୃଢ଼ ନେତୃତ୍ୱର ଏକ ପ୍ରତୀକ

ପୁରୁଷପ୍ରାଧାନ୍ୟ ସମାଜରେ ଯେଉଁ କେତେଜଣ ବୀରାଙ୍ଗନା ସାମାଜିକ ଶୃଙ୍ଖଳକୁ ଛିନ୍ନ କରି ନିଜର ଧୀଶକ୍ତି ଓ ସାମର୍ଥ୍ୟ ବଳରେ ଭାରତର ରାଜନୈତିକ ଇତିହାସରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିିଛନ୍ତି ସେମାନଙ୍କ ମଧ୍ୟରୁ ଅହଲ୍ୟାବାଈ ହୋଲ୍‌କର ଅନ୍ୟତମ। ଘଟଣାବହୁଳ ଅଷ୍ଟାଦଶ ଶତାବ୍ଦୀରେ ଇନ୍ଦୋରର…

ଖାଦ୍ୟ ପ୍ୟାକେଟରେ ‘୧୦୦%’ ଲେବଲ ମନା

ନୂଆଦିଲ୍ଲୀ,୩୧ା୫: ଭାରତର ସର୍ବୋଚ୍ଚ ଖାଦ୍ୟ ସୁରକ୍ଷା କର୍ତ୍ତୃପକ୍ଷ ଫୁଡ୍‌ ବିଜ୍‌ନେସ୍‌ ହାଉସ୍‌ଗୁଡ଼ିକ ଉପରେ କଠୋର ଆଭିମୁଖ୍ୟ ଦେଖାଇଛନ୍ତି। କମ୍ପାନୀଗୁଡ଼ିକ କୌଣସି ଖାଦ୍ୟ ପ୍ୟାକେଟ, ଲେବଲ୍‌ ଓ ବିଜ୍ଞାପନରେ ‘୧୦୦% ବିଶୁଦ୍ଧ’ ଦାବି କରିପାରିବେ ନାହିଁ ବୋଲି ଫୁଡ୍‌ ସିକ୍ୟୁରିଟି ଆଣ୍ଡ୍‌ ଷ୍ଟାଣ୍ଡାଡର୍‌ସ…

ଘର ବାରିପଟେ ଥିବା ବେଳେ ହେଲା ବଜ୍ରପାତ, ଚାଲିଗଲା ୭ ବର୍ଷର ଅମିତଙ୍କ ଜୀବନ

ପାରଳାଖେମୁଣ୍ଡି,୩୦।୫(ଗିରିଧାରୀ ପରିଚ୍ଛା): ବଜ୍ରପାତରେ ଚାଲିଗଲା ୭ବର୍ଷର ଶିଶୁର ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଗୁମ୍ମା ବ୍ଲକର ସେରଙ୍ଗ ପଞ୍ଚାୟତର କୁମୁଡିଆ ଗ୍ରାମରେ। ମୃତ ଶିଶୁ ଜଣଙ୍କ ହେଲେ ବଙ୍ଗୁରୁ ଗମାଙ୍ଗଙ୍କ ପୁଅ ଅମିତ ଗମାଙ୍ଗ(୭)। ସୂଚନା…

‘ସାକ୍ଷୀ ଦେଲେ ବାପାଙ୍କୁ ଜୀବନରୁ ମାରିଦେବୁ’; ବଳାତ୍କାର କରିଥିବା ଅଭିଯୁକ୍ତଙ୍କ ପରିବାରର ଧମକ ପରେ…

ଦିଗପହଣ୍ଡି,୩୦ା୫(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ଗତ ପ୍ରାୟ ୮ ମାସ ତଳେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିଲା। ଏନେଇ ଥାନାରେ ଅଭିଯୋଗ ପରେ ଅଭିଯୁକ୍ତ ଗିରଫ ହୋଇଥିଲେ। ଏହି ଘଟଣାରେ ଅଭିଯୁକ୍ତ ବୁଲୁ…

ଗଞ୍ଜାମ ଏନ୍‌ଏସିରୁ ମୂଳପୋଛ ହୋଇଯିବ ବିଜେଡି! ପଦ୍ମ ଆଡେ ଢଳୁଛନ୍ତି ଆଗଧାଡ଼ି ନେତା…

ଗଞ୍ଜାମ,୩୦।୫(ବିଦ୍ୟାଧର ସାହୁ): ଗତ ସାଧାରଣ ନିର୍ବାଚନରେ ବିଜେଡିର ପରାଜୟ ତଥା ଭାଜପା ସରକାରକୁ ଆସିବା ପରେ ଏନ୍‌ଏସି ବିଜେଡିରେ ରାଜନୈତିକ ସଙ୍କଟ ଦେଖା ଦେଇଛି l ଏହି ପରିପ୍ରେକ୍ଷୀରେ ବିଜେଡିର ଆଗଧାଡିର ନେତା ପଦ୍ମ ଆଡେ ଢଳୁଥିବା ଆଲୋଚନା ହେଉଛି। କିଛି…

ଆସୁଛି ବଡ଼ ବର୍ଷା: ଉପକୂଳ ଜିଲାରେ ବଜ୍ରପାତ ସହ ଝଡ଼ବର୍ଷା ଆଲର୍ଟ! ଆଜି ରାତିରେ…

ଭୁବନେଶ୍ୱର,୩୦।୫: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଓଡ଼ିଶାର କିଛି ଜଲାରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଥିବା ଆଲର୍ଟ ଅନୁସାରେ, ନିମ୍ନଲିଖିତ ଜିଲାମାନଙ୍କରେ ବିଶେଷ ସତର୍କତା ଜାରି କରାଯାଇଛି: ଆଜି ବାଲେଶ୍ୱର,…

ରୋହିତ ଓ କୋହଲିଙ୍କ ପରେ ଅବସର ନେବେ ଏହି ଭାରତୀୟ ଖେଳାଳି! ଦେଲେ ବଡ଼ ସଙ୍କେତ…

ନୂଆଦିଲ୍ଲୀ,୩୦।୫: ଭାରତୀୟ କ୍ରିକେଟ ଦଳର ତାରକା ଦ୍ରୁତ ବୋଲର ଜସପ୍ରୀତ ବୁମ୍ରା ଇଂଲଣ୍ଡ ବିପକ୍ଷରେ ଆଗାମୀ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପୂର୍ବରୁ ଏକ ଆବେଗପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ କ୍ରିକେଟ ଖେଳ ତାଙ୍କ ପାଇଁ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri