ବର୍ଡରରେ ଭାରତ-ବାଂଲାଦେଶ ଉତ୍ତେଜନା: ସେନା କଲା ବଡ଼ ଖୁଲାସା
ଢାକା,୨୯।୫: ଭାରତ ସରକାର ଦେଶରେ ରହୁଥିବା ଅବୈଧ ବାଂଲାଦେଶୀମାନଙ୍କୁ ଫେରାଇବା ପାଇଁ ଏକ ଅଭିଯାନ ଆରମ୍ଭ କରିଛନ୍ତି। ବାଂଲାଦେଶ ସରକାର ଦୀର୍ଘ ଦିନ ଧରି ନିଜ ନାଗରିକଙ୍କୁ ଭାରତରେ ଅବୈଧ ଭାବରେ ରହୁଛନ୍ତି ବୋଲି ଅସ୍ବୀକାର କରିଆସୁଛନ୍ତି। କିନ୍ତୁ ବର୍ତ୍ତମାନ ବାଂଲାଦେଶ…
ସିବିଏସ୍ଇ ପରୀକ୍ଷା ଫଳାଫଳ ବିବାଦ:୩୦ରେ ପଦ୍ମପୁର ବନ୍ଦ ଡାକରା
ପଦ୍ମପୁର, ୨୯।୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ଉପଖଣ୍ଡର ୬ଟି ବିଦ୍ୟାଳୟର ସିବିଏସ୍ଇ ପରୀକ୍ଷା ଫଳ ନେଇ ଅଭିଭାବକ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି । ଏନେଇ ଅଭିଭାବକମାନେ ଏକ ବୈଠକ କରି ଆସନ୍ତା ୩୦ରେ ପଦ୍ମପୁର ଉପଖଣ୍ଡ ବନ୍ଦ…
ପାକିସ୍ତାନରେ ହିନ୍ଦୁ ମହିଳାଙ୍କୁ ଅପହରଣ, ଜୋର ଜବରଦସ୍ତ କରି…
ଇସଲାମବାଦ,୨୯।୫: ପାକିସ୍ତାନରେ ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟର ଜଣେ ମହିଳାଙ୍କୁ ଅପହରଣ କରାଯାଇ ବଳପୂର୍ବକ ଇସଲାମ ଧର୍ମ ଗ୍ରହଣ କରି ଜଣେ ମୁସଲିମ ପୁରୁଷଙ୍କ ସହ ବିବାହ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ମହିଳାଙ୍କ ପରିବାର ଏହା ଦାବି କରିଛନ୍ତି। ଅପହୃତ ମହିଳାଙ୍କ…
ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଅଘଟଣ: ଟଳିପଡ଼ିଲେ ଜଣେ ପ୍ରାର୍ଥୀ, ୭ ଗୁରୁତର…
ଗଜପତି,୨୯।୫(ଗିରିଧାରୀ ପରିଚ୍ଛା): ଗଜପତିରେ ହୋମଗାର୍ଡ ପଦବୀ ଲାଗି ଚାଲିଥିବା ଶାରୀରିକ ପରୀକ୍ଷା ସମୟରେ ଅଘଟଣ। ଏଥିରେ ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି।…
ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା: ୪ଜିଲାରେ ବଡ଼ ବର୍ଷା ଆଲର୍ଟ
ଭୁବନେଶ୍ୱର,୨୯।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଓଡ଼ିଶାରେ ପାଣିପାଗକୁ ପ୍ରଭାବିତ କରୁଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ପାରାଦୀପରୁ ୧୨୦କିମି ଦୂରରେ ଅଛି ଅବପାତ। ଘନୀଭୂତ ହେଇ ଗଭୀର ଅବପାତରେ ପରିଣତ…
ଡେପୁଟେଶନରେ ଯିବେ ଭିନିଲ୍ କ୍ରିଷ୍ଣା
ଭୁବନେଶ୍ୱର, ୨୯ା୫(ସୁନିତ୍ ମିଶ୍ର): ୨୦୦୫ ବ୍ୟାଚ୍ର ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ଆର୍. ଭିନିଲ୍ କ୍ରିଷ୍ଣା କେନ୍ଦ୍ରୀୟ ଡେପୁଟେଶନରେ ଯିବେ। ତାଙ୍କୁ କେନ୍ଦ୍ରରେ କ୍ରୀଡ଼ା ମନ୍ତ୍ରଣାଳୟର ଯୁଗ୍ମ ସଚିବ ଭାବେ ଦାୟିତ୍ୱ ମିଳିଛି। ଯେବେଠାରୁ ସେ ଦାୟିତ୍ୱ ଗ୍ରହଣ କରିବେ ସେବେଠୁ…
ସରକାର ବଢ଼ାଇଲେ ମନ୍ତ୍ରୀ, ଅଫିସରଙ୍କ ଗାଡ଼ି ଖର୍ଚ୍ଚ
ଭୁବନେଶ୍ୱର,୨୯ା୫ (ସୁନିତ୍ ମିଶ୍ର): ରାଜ୍ୟ ସରକାର ବିଭିନ୍ନ ଅଫିସର ଏବଂ ମନ୍ତ୍ରୀମାନଙ୍କ ମାସିକ ଗାଡ଼ିଭଡ଼ା ବାବଦକୁ ବରାଦ ରହିଥିବା ଅର୍ଥରାଶିରେ ବୃଦ୍ଧି କରିଛନ୍ତି। ୨୦୧୯ ମସିହାରେ ଅର୍ଥ ବିଭାଗ ପକ୍ଷରୁ ଯେଉଁ ଗାଡ଼ି ଭଡ଼ା ରାଶି ବରାଦ ରହିଥିଲା ବୁଧବାର ଏଥିରେ…
ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ଅଧ୍ୟାପକରୁ କଏଦୀ ନଂ. ୫୮୮୨
ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ଭଇଁସା କଲେଜର ପୂର୍ବତନ ଇଂରାଜୀ ଅଧ୍ୟାପକ ତଥା ପାର୍ସଲ ବୋମା ବିସ୍ଫୋରଣ ଘଟଣାର ଏକମାତ୍ର ଅଭିଯୁକ୍ତ ପୁଞ୍ଜିଲାଲ ମେହରଙ୍କୁ ଏଡିଜେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଦୋଷୀ…
ବଡ଼ ଖବର: ଡୋନାଲ୍ଡ ଟ୍ରମ୍ପଙ୍କ ସରକାରରୁ ଇସ୍ତଫା ଦେଲେ ଏଲନ ମସ୍କ
ଓ୍ବାଶିଂଟନ୍,୨୯।୫: ବିଶ୍ୱର ଅଗ୍ରଣୀ ବ୍ୟବସାୟୀ ଏବଂ ଟେସଲାର ମୁଖ୍ୟ କାର୍ଯ୍ୟନିର୍ବାହୀ ଏଲନ ମସ୍କ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାରରୁ ଇସ୍ତଫା ଦେଇଛନ୍ତି। ସେ ଟ୍ରମ୍ପ ପ୍ରଶାସନରେ ସ୍ବତନ୍ତ୍ର ଉପଦେଷ୍ଟା ଭାବେ କାର୍ଯ୍ୟ କରୁଥିଲେ ଏବଂ ସରକାରୀ ଖର୍ଚ୍ଚ ହ୍ରାସ କରିବା…
ସିବିଏସଇ ପରୀକ୍ଷା ପରିଚାଳନାରେ ଅନିୟମିତତା: ୨ଅଧ୍ୟକ୍ଷଙ୍କ ସମେତ ୫ନିଲମ୍ବିତ, ୩୩ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ
ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡର ୨ସିବିଏସଇ ପରୀକ୍ଷାକେନ୍ଦ୍ରରେ ପରୀକ୍ଷା ପରିଚାଳନାରେ ଅନିୟମିତତା ହୋଇଥିବା ଦର୍ଶାଇ ୨ଓଡିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷଙ୍କ ସମେତ ୫ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି। ଏହା ସହିତ ଅନ୍ୟ ୩୩ଶିକ୍ଷୟିତ୍ରୀ, ଶିକ୍ଷକ ମାନଙ୍କୁ କାରଣ ଦର୍ଶାଅ…
ସାବିତ୍ରୀର ଦିନକ ପରେ…ସ୍ବାମୀଙ୍କୁ ପ୍ରଥମେ ଟାଙ୍ଗିଆରେ ହାଣିଲେ, ବଞ୍ଚିଥିବେ ଭାବି ଇଟାରେ ମୁଣ୍ଡକୁ ଛେଚିଲେ ସ୍ତ୍ରୀ
କବିସୂର୍ଯ୍ୟନଗର,୨୮ା୫( କୃପାସିନ୍ଧୁ ସ୍ବାଇଁ)- ବେଗୁନିଆପଡା ଥାନା ଅନ୍ତର୍ଗତ ଗୋପାଳପୁର ଗ୍ରାମରେ ଘଟିଛି ଏକ ହତ୍ୟାକାଣ୍ଡ। ସ୍ବାମୀଙ୍କୁ ଟାଙ୍ଗିଆରେ ହାଣିବା ପରେ ଇଟାରେ ମୁଣ୍ଡକୁ ଛେଚି ମାରିଛନ୍ତି ସ୍ତ୍ରୀ। ଧରା ନ ପଡ଼ିବାକୁ ସେ ମଙ୍ଗଳବାରରୁ ସ୍ବାମୀଙ୍କ ମୃତଦେହ ଘର ଭିତରେ ଲୁଚାଇ…
ଅଣ୍ଡା ନୁହେଁ ଚିକେନ ଖାଇବୁ…ଛତ୍ରପୁର ଉପକାରାଗାରରେ କଏଦୀଙ୍କ ଅନଶନ ପରେ…
ଛତ୍ରପୁର,୨୮ା୫(ଦିଲୀପ ସାମଲ): ଛତ୍ରପୁର ଉପ କାରାଗାରରେ କଏଦୀମାନଙ୍କୁ ନିମ୍ନମାନର ଖାଦ୍ୟ ଦିଆଯାଉଛି, ତେଣୁ ସେମାନେ ଅନଶନ କରିବେ ବୋଲି ଏକ ଅଡିଓ କ୍ଲିପ୍ ଭାଇରାଲ ହୋଇଥିଲା। ଏ ନେଇ ଜେଲ ଅଧୀକ୍ଷିକା କେ. ଅବନ୍ତୀ ସିଂଙ୍କୁ ପଚାରିବାରୁ ସେ କହିଛନ୍ତି, ବୁଧବାର…
Archives


