ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମରକ୍ଷା ତାଲିମ
ଭଞ୍ଜନଗର,୧୯ା୮(ବାବୁଲା ପ୍ରଧାନ): ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ ଏମପାଓ୍ବାର୍ ସେଲ’ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ଆତ୍ମରକ୍ଷା ତାଲିମ ଶିବିର ବୁଧବାର ଉଦଘାଟିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଦିଲ୍ଲୀପ ପ୍ରଧାନଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ +୩ ଛାତ୍ରୀମାନଙ୍କ…
‘ଅପରେଶନ ସିନ୍ଦୂର’ ଡକ୍ୟୁମେଣ୍ଟାରୀ: ହଜିଲା ପାକିସ୍ତାନର ନିଦ, ରାତି ୨ଟାରେ ଜାରି କଲା ବିବୃତ୍ତି
ଇସଲାମାବାଦ,୧୯।୮: ’ଅପରେଶନ ସିନ୍ଦୂର’ ଉପରେ ଆଧାରିତ ଡକ୍ୟୁମେଣ୍ଟାରୀକୁ ନେଇ ପାକିସ୍ତାନ ଉତ୍ତେଜିତ ହୋଇ ଉଠିଛି। ପାକିସ୍ତାନ ସେନାର ମିଡିଆ ୱିଙ୍ଗର ମୁଖପାତ୍ର ଲେଫ୍ଟନାଣ୍ଟ ଜେନେରାଲ ଅହମ୍ମଦ ସରିଫ ଡକ୍ୟୁମେଣ୍ଟାରୀ ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ଉପସ୍ଥାପିତ ତଥ୍ୟକୁ ବିରୋଧ କରି ଅଭିଯୋଗ…
ସାବଧାନ ଆସୁଛି ନିୟମ! ସରକାରୀ ଚାକିରିଆଙ୍କ କଟିବ ୨୦% ଦରମା
ନୂଆଦିଲ୍ଲୀ, ୧୯।୮: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ସୋମବାର କହିଛନ୍ତି ଯେ, ଆଇନଗତ ଭାବେ ବିବାହ ବିଚ୍ଛେଦ (ଡିଭୋର୍ସ) ନନେଇ ପ୍ରଥମ ସ୍ତ୍ରୀଙ୍କୁ ଛାଡ଼ି ଅନ୍ୟ ବିବାହ କରୁଥିବା ସରକାରୀ କର୍ମଚାରୀଙ୍କ ବିରୋଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…
ବିଧାନସଭାରେ ଗୀତ ଗାଇଲେ ମହିଳା ବିଧାୟକ; ହସିଲେ ମୁଖ୍ୟମନ୍ତ୍ରୀ, କହିଲେ….
ଚେନ୍ନାଇ, ୧୯।୮: ତାମିଲନାଡୁରେ ଅଭିନେତାରୁ ରାଜନେତା ହୋଇଥିବା ସି. ଜୋସେଫ ବିଜୟଙ୍କ ସରକାର ବିଧାୟକମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ସମସ୍ତ ବିଧାୟକଙ୍କୁ କାର୍ ମିଳିବା ନେଇ ଘୋଷଣା କରାଯାଇଛି । ଏହାପରେ ବୁଧବାର ବିଧାନସଭା ଅଧିବେଶନରେ TVK ବିଧାୟକ…
୧୦ଟି ୱିକେଟ ନେବା ସତ୍ତ୍ୱେ ମାନବ ସୁଥରଙ୍କୁ କାହିଁକି ମିଳିଲା ନାହିଁ ‘ପ୍ଲେୟାର ଅଫ ଦି ମ୍ୟାଚ’ ପୁରସ୍କାର? ଜାଣନ୍ତୁ…
ନୂଆଦିଲ୍ଲୀ,୧୯।୮: ଗାଲେରେ ଶ୍ରୀଲଙ୍କା ବିପକ୍ଷରେ ପ୍ରଥମ ଟେଷ୍ଟରେ ଭାରତୀୟ ସ୍ପିନ ଅଲରାଉଣ୍ଡର ମାନବ ସୁଥର ୧୦ ୱିକେଟ ନେଇଥିଲେ। ସେ ପ୍ରଥମ ଇନିଂସରେ ୪ ଜଣ ଏବଂ ଦ୍ୱିତୀୟ ଇନିଂସରେ ୬ ଜଣ ଶ୍ରୀଲଙ୍କା ବ୍ୟାଟ୍ସମ୍ୟାନଙ୍କୁ ଆଉଟ କରିଥିଲେ। କିନ୍ତୁ, ଏହି…
ଅଯୋଧ୍ୟା ପ୍ରସାଦ ନାଁରେ ମିଠା ବିକ୍ରି, ଆମାଜନ୍କୁ ଏତେ ଲକ୍ଷର ଜୋରିମାନା
ନୂଆଦିଲ୍ଲୀ, ୧୯।୮: ଶ୍ରୀରାମ ମନ୍ଦିର ଅଯୋଧ୍ୟା ପ୍ରସାଦ ନାଁରେ ସାଧାରଣ ମିଠା ବିକ୍ରି କରିବା ଆମାଜନ୍କୁ ମହଙ୍ଗା ପଡ଼ିଛି । କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA) ଆମାଜନ୍ ସେଲର ସର୍ଭିସେସ୍ ପ୍ରାଇଭେଟ୍ ଲିମିଟେଡ୍ ଉପରେ ୧ ଲକ୍ଷ ଜୋରିମାନା ଲଗାଇଛି…
ଇମ୍ରାନ ଖାନ ନଅ ମାସ ପରେ ପ୍ରଥମ ଥର ପାଇଁ ପତ୍ନୀ ବୁଶରା ବିବି- ଭଉଣୀଙ୍କୁ ଭେଟିଲେ
ଇସଲାମାବାଦ,୧୯।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ପାକିସ୍ତାନ ତେହରିକ-ଏ-ଇନସାଫ (PTI)ର ପ୍ରତିଷ୍ଠାତା ଇମ୍ରାନ ଖାନ ରାୱଲପିଣ୍ଡିର ଆଡିଆଲା ଜେଲରେ ନଅ ମାସ ମଧ୍ୟରେ ପ୍ରଥମ ଥର ପାଇଁ ତାଙ୍କ ପତ୍ନୀ ବୁଶରା ବିବି ଏବଂ ତାଙ୍କ ଭଉଣୀଙ୍କୁ ଭେଟିଛନ୍ତି। ସୁପ୍ରିମକୋର୍ଟ ଇମ୍ରାନ…
ଅପରେସନ୍ ପରେ ପେଟ ଭିତରେ ରହିଗଲା ଗ୍ଲୋଭସ୍-ନାପକିନ୍! ୧୯ ବର୍ଷୀୟା ମା’ଙ୍କ ଅବସ୍ଥା….
ମୁମ୍ବାଇ,୧୯ା୮: ମହାରାଷ୍ଟ୍ରର ବୀଡ୍ରୁ ସରକାରୀ ହସ୍ପିଟାଲର ଚିକିତ୍ସା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ୧୯ ବର୍ଷୀୟା ସନ୍ଧ୍ୟା ସୂରଜ ଗାଏକୱାଡ୍ ଅଗଷ୍ଟ ୧ ତାରିଖରେ ବୀଡ୍ ଜିଲା ହସ୍ପିଟାଲରେ ସିଜେରିଆନରେ ଶିଶୁକୁ ଜନ୍ମ ଦେଇଥିଲେ। ଅପରେସନ୍ର ଚାରି ଦିନ…
କେମିତି ଅପହରଣ ହୋଇଥିଲେ ବ୍ୟବସାୟୀ ଗୁଣ୍ଡା ସାହୁ, ପୋଲିସ କ୍ରାଇମ୍ ଭିଡିଓ ଜାରି କରି…
ବଲାଙ୍ଗୀର,୧୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ଘଟଣା ସମ୍ପର୍କିତ କ୍ରାଇମ ଭିଡିଓ ଜାରି କରିଛି ବଲାଙ୍ଗୀର ପୋଲିସ। କିଭଳି ଭାବେ ସାହୁଙ୍କୁ ବଲାଙ୍ଗୀରରୁ ଅପହରଣ କରି ଭୁବନେଶ୍ବରର ଏକ ହୋଟେଲରେ ତାଙ୍କୁ କିଭଳି ବନ୍ଦୀ…
ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ
ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ ସାପ କାମୁଡ଼ି ଦେଇଛି। ସେ ହେଲେ ଗ୍ରୀନବାଡ଼ି ପଞ୍ଚାୟତ ସିକାପାଟା ଗ୍ରାମର ମିଲନ…
ବୋହୂ-ପୁଅ ସାବଧାନ! ବୃଦ୍ଧ ମା’-ବାପାଙ୍କୁ ହଇରାଣ କଲେ ହେବେ ସମ୍ପତ୍ତିରୁ ବେଦଖଲ, ସୁପ୍ରିମକୋର୍ଟଙ୍କ ବଡ଼ ରାୟ
ନୂଆଦିଲ୍ଲୀ, ୧୯।୮: ବରିଷ୍ଠ ନାଗରିକଙ୍କ ଅଧିକାର ଓ ସୁରକ୍ଷାକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ବୃଦ୍ଧଙ୍କ ଭରଣପୋଷଣ, ସୁରକ୍ଷା ଓ ସମ୍ମାନ ପାଇଁ ଆବଶ୍ୟକ ହେଲେ, ତାଙ୍କ ସମ୍ପତ୍ତିରୁ ବୋହୂ-ପୁଅ କିମ୍ବା ଅନ୍ୟ ସମ୍ପର୍କୀୟଙ୍କୁ ବେଦଖଲ କରିବାକୁ…
ଡିସେମ୍ବର ପର୍ଯ୍ୟନ୍ତ ଏହି ୩ ରାଶି ଉପରେ ରାହୁ-କେତୁଙ୍କ ନଜର, ହୋଇପାରେ ବଡ଼ କ୍ଷତି!
ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ବୋଲି ମନେ କରାଯାଏ। ଯଦିଓ ଏମାନଙ୍କୁ ଛାୟା ଗ୍ରହ କୁହାଯାଏ, ତଥାପି ଜାତକଙ୍କ ଜୀବନରେ ଏହାର ପ୍ରଭାବ ଭିନ୍ନ ଭିନ୍ନ ରୂପରେ ଦେଖାଯାଇପାରେ। କେତୁଙ୍କୁ ଆଧ୍ୟାତ୍ମିକତା ଏବଂ ବୈରାଗ୍ୟର କାରକ…

