Home Left

ଏସିଆ କପ ଟ୍ରଫି ବିବାଦ: ମୋହସିନ ନକଭିଙ୍କ ଦ୍ୱୈତ ଭୂମିକା ଉପରେ ବିସିସିଆଇର ଆପତ୍ତି, ମାମଲାକୁ ICC କୁ ନିଆଯିବ

ନୂଆଦିଲ୍ଲୀ,୭।୧୧: ଏସିଆ କପ ୨୦୨୫ ଶେଷ ହେବାର ପ୍ରାୟ ଛଅ ସପ୍ତାହ ବିତିଗଲାଣି, କିନ୍ତୁ ଭାରତୀୟ ଦଳ ଏପର୍ଯ୍ୟନ୍ତ ଟ୍ରଫି ପାଇନାହିଁ। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଭାରତ ୨୮ ସେପ୍ଟେମ୍ବରରେ ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଫାଇନାଲରେ ପାକିସ୍ତାନକୁ ପାଞ୍ଚ ୱିକେଟରେ ପରାସ୍ତ…

ମା’ ହେଲେ କାଟ୍ରିନା କୈଫ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ମୁମ୍ବାଇ: ଚାରି ବର୍ଷର ବିବାହ ପରେ ବଲିଉଡ ଅଭିନେତ୍ରୀ କାଟ୍ରିନା କୈଫ ଏବଂ ଭିକି କୌଶଲ ମା’ବାପା ହୋଇଛନ୍ତି। ଏହି ଦମ୍ପତି ସେମାନଙ୍କର ପ୍ରଥମ ସନ୍ତାନକୁ ସ୍ବାଗତ କରିଛନ୍ତି। କାଟ୍ରିନା ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। କାଟ୍ରିନା ଏବଂ ଭିକି…

ବିସିସିଆଇ, ଅଗରକରଙ୍କ ଉପରେ ବର୍ଷିଲେ ମହମ୍ମଦ ଶାମିଙ୍କ କୋଚ୍‌, କହୁ କହୁ କହିଦେଲେ…

ନୂଆଦିଲ୍ଲୀ, ୭।୧୧: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ମହମ୍ମଦ ଶାମିଙ୍କୁ ଟିମ ଇଣ୍ଡିଆରୁ ବାଦ ଦିଆଯିବା ପ୍ରସଙ୍ଗ ଜୋର ଧରିଛି। ୨୦୨୫/୨୬ ରଣଜୀ ଟ୍ରଫିର ପ୍ରଥମ ତିନୋଟି ମ୍ୟାଚରେ ୧୫ ଉଇକେଟ୍‌ ନେବା ସତ୍ତ୍ୱେ, ଦକ୍ଷିଣ ଆଫ୍ରିକା ବିପକ୍ଷ…

ଛାଡ଼ଖାଇ ପାଇଁ ଆମିଷ ବଜାରରେ ପ୍ରବଳ ଭିଡ଼, ଦାମ୍‌ ରହିଛି…

ଗଞ୍ଜାମ,୭ା୧୧(ବିଦ୍ୟାଧର ସାହୁ): ସରିଲା ପବିତ୍ର କାର୍ତ୍ତିକ ମାସ। ଗତକାଲି ଗୁରୁବାର ଥିବାରୁ ଆଜି ଅର୍ଥାତ୍‌ ଶୁକ୍ରବାର ଛାଡ଼ଖାଇ ପାଳନ କରିଛନ୍ତି ଗଞ୍ଜାମ ସହରବାସୀ। ଏଥିପାଇଁ ସହର ଶେଷ ସାନ ବଜାର ମାଛ ମାର୍କେଟରେ ପ୍ରବଳ ଭିଡ଼ ଜମିଥିବା ଦେଖିବାକୁ ମିଳିଛି। ଛାଡ଼ଖାଇ…

ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି

ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଗାଡ଼ିରେ ବସିଥିବା ୧୭ ଜଣ ଗୁରୁତର…

୩ ବାର୍‌ହାଙ୍କ ମୃତଦେହ ଜବତ, ୧୧ ଶିକାରୀଙ୍କୁ ଗିରଫ କଲା ବନ ବିଭାଗ

ଦେବଗଡ଼,୭ା୧୧(ଶଶାଙ୍କ ଶେଖର ଝାଙ୍କର): ବନ ବିଭାଗ ପକ୍ଷରୁ ରାତ୍ର କାଳୀନ ପାଟ୍ରୋଲିଂ ଚାଲିଥିବାବେଳେ ଦେବଗଡ଼ ବନଖଣ୍ଡ ତଥା ଦେବଗଡ଼ ବନାଞ୍ଚଳ ଓ ଦେବଗଡ଼ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ସୁନାମୁଣ୍ଡା ଖସଡ଼ା ଜଙ୍ଗଲରୁ ୩ଟି ଜଙ୍ଗଲୀ ବାର୍‌ହାଙ୍କର ମୃତଦେହ ଜବତ କରାଯାଇଛି। ସେହିପରି…

ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ

ପୁରୀ,୭ା୧୧: ଶ୍ରୀମନ୍ଦିରକୁ ପୁଣି ଚଷମାରେ ହିଡେନ୍‌ କ୍ୟାମେରା ନେଇ ଜଣେ ଶ୍ରଦ୍ଧାଳୁ ପ୍ରବେଶ କରିଛନ୍ତି। ସଂପୃକ୍ତ ଶ୍ରଦ୍ଧାଳୁଙ୍କୁ ଜଗମୋହନ ମନ୍ଦିର ପାଖରେ ଧରିଛନ୍ତି ଜେଟିପି। ଶ୍ରଦ୍ଧାଳୁ ଜଣଙ୍କ ଅହମ୍ମଦାବାଦର ଭରତ ପାଣ୍ଡିଆ ବୋଲି ସୂଚନାରୁ ଜଣାପଡ଼ିଛି। ଶ୍ରଦ୍ଧାଳୁ ଜଣଙ୍କୁ ଅଟକ ରଖି…

ଦ୍ରୁତଗତିରେ ଆସୁଥିଲା ବସ୍‌, ଚକାତଳେ ଫସିଗଲେ ସ୍କୁଟି ଚାଳକ

ଭଞ୍ଜନଗର,୭ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସ୍‌ଷ୍ଟାଣ୍ଡଠାରୁ ମାତ୍ର ୫୦ ମିଟର ଦୂରରେ ଥିବା ବେଲଗୁଣ୍ଠା ରୋଡ୍‌ ଛକରେ ଶୁକ୍ରବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ସ୍କୁଟି ଚାଳକ ସାମାନ୍ୟ ଆହତ ହୋଇଛନ୍ତି। କିନ୍ତୁ ଉକ୍ତ ଗୋଲେଇ ଛକଟି…

ଛାଡ଼ଖାଇରେ ବେପାର ମାନ୍ଦା, ଆନ୍ଧ୍ର ମାଛକୁ ନାପସନ୍ଦ କରୁଛନ୍ତି ଲୋକେ, ବ୍ୟବସାୟୀ ନିରାଶ

ଦାରିଙ୍ଗବାଡ଼ି,୭ା୧୧(ଅରୁଣ ସାହୁ): ସରିଲା କାର୍ତ୍ତିକ ବ୍ରତ। ଏହା ପରେ ଛାଡ଼ଖାଇ ପାଳନ କରାଯାଏ। ଯାହା ମାସ ତମାମ ଖାଇବା ଛାଡ଼ିଥିବ ତାକୁ ଛାଡ଼ଖାଇ ଦିନ ଖାଇବ ତେବେ ଏହି କ୍ରମରେ ଅଧିକାଂଶ ଶ୍ରଦ୍ଧାଳୁ ଆମିଷ ଏବଂ ପିଆଜ, ରସୁଣ ଛାଡ଼ିଥାନ୍ତି। ତେବେ…

ନିଶ୍ଚେତକ ଡାକ୍ତର ନାହାନ୍ତି, ଅସ୍ତ୍ରୋପଚାର ବନ୍ଦ

ସୋନପୁର,୭।୧୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ନିଶ୍ଚେତକ ଡାକ୍ତର ନାହାନ୍ତି। ଫଳରେ ରୋଗୀ ସାଧାରଣ ଅସ୍ତ୍ରୋପଚାର ପାଇଁ ଘରୋଇ ନର୍ସିଂହୋମକୁ ଯାଇ ଅଯଥାରେ ଖର୍ଚ୍ଚାନ୍ତ ହେଉଛନ୍ତି। ଡାକ୍ତରଖାନାରେ ରୋଗୀ ଚିକିତ୍ସା କେବଳ ବର୍ହିଃ ବିଭାଗ(ଓପିଡି) ସେବାରେ ସୀମିତ ରହିଛି। ସାଧାରଣରେ…

ଧାନ ଅମଳ ଆରମ୍ଭରୁ ଅଡୁଆ

ବରଗଡ଼,୭।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନ ଅମଳ କାର୍ଯ୍ୟ ଜୋର୍‌ ଧରିଲାଣି। ଜିଲାର ସବୁ ଅଞ୍ଚଳରେ ଚାଷୀମାନେ ଧାନ ଅମଳ କରୁଛନ୍ତି। ଅନ୍ୟପଟେ ଏପର୍ଯ୍ୟନ୍ତ ଜିଲାରେ ମଣ୍ଡି ଖୋଲିବା ତ ଦୂରର କଥା ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି (ଡିଏଲପିସି)…

ବିଦ୍ୟୁତ୍‌ ଫାଶ ଲଗାଇ ଜଙ୍ଗଲୀ ଜନ୍ତୁ ଶିକାର ଉଦ୍ୟମ, ଶିକାରୀଙ୍କୁ ଗିରଫ କଲା ବନ ବିଭାଗ

ଦେଗଗଡ଼,୭ା୧୧(ଶଶାଙ୍କ ଶେଖର ଝାଙ୍କର): ଜିଆଇ ତାର ଯୋଗେ ବିଦ୍ୟୁତ ଫାଶ ଲଗାଇ ଜଙ୍ଗଲୀ ଜନ୍ତୁ ଶିକାର ଉଦ୍ୟମ ବେଳେ ବନ ବିଭାଗ ଚଢ଼ାଉ କରି ଜଣେ ଶିକାରୀଙ୍କୁ ଗିରଫ କରିଛି। ଦେବଗଡ଼ ବନଖଣ୍ଡ ଅଧିକାରିଣୀ ରଶ୍ମି ଜୀଙ୍କ ନିର୍ଦ୍ଦେଶ କ୍ରମେ ବାରକୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?