ଏମ୍ଏଲ୍ଏଙ୍କୁ ଅଣଦେଖା
ଭାରତୀୟ ଜନତା ପାର୍ଟି (ଭାଜପା) ଉଭୟ କେନ୍ଦ୍ର ଓ ଦିଲ୍ଲୀରେ କ୍ଷମତାରେ ଥିବାରୁ ଅମଲାତାନ୍ତ୍ରିକ ପ୍ରକ୍ରିୟା ସରଳରେ ଏବଂ ପ୍ରଭାବୀ ଭାବେ କାର୍ଯ୍ୟ କରିବ ବୋଲି ମନେକରାଯାଉଥ୍ତ୍ଲା। କିନ୍ତୁ ଏବେ ଏଭଳି ହେଉନାହିଁ। ନିକଟରେ ଦିଲ୍ଲୀ ବିଧାନସଭା ବାଚସ୍ପତି ବିଜେନ୍ଦ୍ର ଗୁପ୍ତା…
ଆବାସିକ ଅଞ୍ଚଳରେ ସିଏନ୍ଜି ଷ୍ଟେଶନ ନିର୍ମାଣକୁ ଝଟକା
ଭୁବନେଶ୍ୱର, ୨୯ା୩ (ବନ୍ଦନା ସେଠୀ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅନ୍ତର୍ଗତ କାନନବିହାର ଫେଜ୍-୧ସ୍ଥିତ ଆବାସିକ ଅଞ୍ଚଳରେ ଗେଲ୍ ଇଣ୍ଡିଆ ପକ୍ଷରୁ ନିର୍ମାଣ ହେଉଥିବା ସିଏନ୍ଜି ଷ୍ଟେଶନ ନିର୍ମାଣକୁ ଝଟକା ଲାଗିଛି। କୌଣସି ଅନୁମତି ନ ନେଇ ଜନବସତି ଅଞ୍ଚଳରେ ସିଏନ୍ଜି…
ଓଡ଼ିଶାରେ ୫୦ ବର୍ଷ ଯାଏ ରହିବ ଭାଜପା ସରକାର: ଭବିଷ୍ୟବାଣୀ କଲେ ହିମନ୍ତ
ଭୁବନେଶ୍ୱର, ୨୯ା୩(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁକ୍ରବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍ନବିସ୍, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏବଂ ଛତିଶଗଡ଼ ବିଧାନସଭାର ବାଚସ୍ପତି ରମଣ ସିଂ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଫଡ୍ନବିସ୍ ଲୋକ ସେବା…
ଆଜି ଭୁବନେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ
ପୁରୁଣା ଭୁବନେଶ୍ବର,୨୯ା୩(ସୁବାସ ଚନ୍ଦ୍ର ପ୍ରଧାନ): ୨୦୨୫-୨୬ବର୍ଷ ପାଇଁ ବାର୍ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେବ। ଏହିକ୍ରମରେ ଭୁବନେଶ୍ୱର ବାର୍ ଆସୋସିଏଶନର ନିର୍ବାଚନ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଭୋଟିଂ ହେବ। ରାତି…
୧୨ ଦଫା ଦାବି ନେଇ ଗର୍ଜିଲା ରେଙ୍ଗାଳି ବାସଚ୍ୟୁତ ସୁରକ୍ଷା ସମିତି
ଦେବଗଡ,୨୯।୩(ଶଶାଙ୍କ ଶେଖର ଝାଙ୍କର):ରେଙ୍ଗାଳି ବାସଚ୍ୟୁତ ସୁରକ୍ଷା ସମିତି, ଦେବଗଡ, ପାଳଲହଡା ପକ୍ଷରୁ ଏକ ବିକ୍ଷୋଭ ଶୋଭାଯାତ୍ରା ଅନୁଷ୍ଠିତ ହେବାସହ ମାନ୍ୟବର ମୂଖ୍ୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦେବଗଡ ଜିଲାପାଳଙ୍କୁ ୧୨ ଦଫା ଦାବି ସମ୍ବଳିତ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ରେଙ୍ଗାଳି ବାସଚ୍ୟୁତ…
ରାସ୍ତା ପ୍ରଶସ୍ତୀକରଣ ନାଁରେ ଗଛକଟା
ଦେଓଗାଁ,୨୯ା୩(କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଭୂତିଆରବାହାଲ ଛକରୁ ଦେଷଣ୍ଡ ଭାୟା ଟିକ୍ରାପଡା ପୂର୍ତ୍ତ ବିଭାଗ ରାସ୍ତାର ଉଭୟ ପାର୍ଶ୍ୱରେ ରହିଥିବା ବହୁ ପୁରାତନ ଗଛକୁ ରାସ୍ତା ପ୍ରଶସ୍ତିକରଣ ନାଁରେ କାଟି ଦିଆଯାଉଥିବା ଦେଖିବାକୁ ମିଳିଛି। ଗତ…
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ସବୁ ଜିଲାରେ ଖୋଲିବ ମିଶନ ଶକ୍ତି ଭବନ
ଭୁବନେଶ୍ୱର,୨୯ା୩(ସୁନିତ୍ ମିଶ୍ର):ପୂର୍ବ ସରକାରଗୁଡ଼ିକ ମହିଳାଙ୍କୁ ନିରୀହ ଭାବି ଭୁଅଁା ବୁଲାଉଥିଲେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ବିଭାଗର ଖର୍ଚ୍ଚଦାବି ଆଲୋଚନା ପରେ ଗୃହରେ ଉତ୍ତର ରଖି ପ୍ରଭାତୀ କହିଛନ୍ତି,ସୁଭଦ୍ରା…
ନାବାଳିକା ବଳାତ୍କାର ମାମଲାରେ ଫରେଷ୍ଟର ଗିରଫ
ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା )- ଜଣେ ୧୨ ବର୍ଷୀୟ ନାବାଳିକା ବଳାତ୍କାର ମାମଲାରେ ପଦ୍ମପୁର ଥାନା ପୋଲିସ ଜଣେ କାର୍ଯ୍ୟରତ ଫରେଷ୍ଟରଙ୍କୁ ଗିରଫ କରିଛି। ଗିରଫ ଫରେଷ୍ଟର ଜଣକ ହେଲେ ନରସିଂହ ଶତପଥୀ(୫୯)। ଘଟଣାରୁ ପ୍ରକାଶ ଯେ, ନରସିଂହ ପାତ୍ର ଗୁଡ଼ାରୀ…
କଂଗ୍ରେସ ବିକ୍ଷୋଭ ଘଟଣା:୩ ମାମଲା ରୁଜୁ କଲା ପୋଲିସ
ଭୁବନେଶ୍ୱର,୨୮।୩(ସତ୍ୟଜିତ୍ ରାଉତ): ମହିଳାଙ୍କ ସୁରକ୍ଷା ଓ ନ୍ୟାୟ ଦାବି ପ୍ରସଙ୍ଗରେ କଂଗ୍ରେସ ପକ୍ଷରୁ ବିଧାନସଭା ପରିସରରେ ପ୍ରତିବାଦ, ବିଧାନସଭା ଘେରାଉ ଉଦ୍ୟମ ସହ ଗାନ୍ଧୀମାର୍ଗରେ ବିକ୍ଷୋଭ ପ୍ରଦର୍ଶନ ଘଟଣାରେ କମିଶନରେଟ୍ ପୋଲିସ ଶୁକ୍ରବାର ୩ ଆପରାଧିକ ମାମଲା ରୁଜୁ କରିଛି। କ୍ୟାପିଟାଲ…
ଓଡ଼ିଶାରେ ୫୦ ବର୍ଷ ଯାଏଁ ରହିବ ଭାଜପା ସରକାର: ହିମନ୍ତ
ଭୁବନେଶ୍ୱର, ୨୮ା୩(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁକ୍ରବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍ନବିସ୍, ଛତିଶଗଡ଼ ରାଜ୍ୟପାଳ ରମଣ ସିଂ ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଲୋକ ସେବା ଭବନରେ ମୋହନ…
ପ୍ରଥମେ ପ୍ରେମିକା, ପରେ ନିଜକୁ ଗୁଳି ମାରି ଟଳିପଡ଼ିଲେ ପ୍ରେମିକ; ଖେଳିଗଲା ଚାଞ୍ଚଲ୍ୟ
ପାଟନା,୨୮।୩: ବିହାରର ପାଟନାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ପ୍ରେମିକ ପ୍ରଥମେ ତାଙ୍କ ପ୍ରେମିକାଙ୍କୁ ଗୁଳି କରିବା ପରେ ନିଜକୁ ଗୁଳି କରିଛନ୍ତି। ଗୁଳି ବାଜିବାରୁ ଉଭୟଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଏହି ଘଟଣା ସମଗ୍ର ଅଞ୍ଚଳରେ…
ପୁଣି ଲଘୁଚାପ, ଏସବୁ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୭ା୩ (ଅନୁରାଧା ମହାରଣା)- ପାଣିପାଗକୁ ନେଇ ପୁଣି ବଡ଼ ଖବର । ପୁଣି ମିଳିବ ଆଶ୍ବସ୍ତି । ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଏପ୍ରିଲ୨ରୁ ୪ ତାରିଖ ବିଭିନ୍ନ ଜିଲାରେ କାଳବୈଶାଖୀର ସମ୍ଭାବନା ରହିଛି। ଏପ୍ରିଲ…
Archives


