ବିକାଶ ଅପହଞ୍ଚ: ଆସିଲାନି ଆମ୍ବୁଲାନ୍ସ ଭରା ବନ୍ୟାପାଣିରେ ଭାରରେ ବୁହାହେଲେ ରୋଗୀ
ବରୀ,୧୯ା୮(ମହେନ୍ଦ୍ର ସ୍ବାଇଁ): ଦେଶ ସ୍ବାଧୀନ ହେବାର ୮୦ ବର୍ଷ ବିତିଯାଇଥିଲେ ସୁଦ୍ଧା ଯାଜପୁର ଜିଲା ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିବିଲ ପଞ୍ଚାୟତର ଢିଅସାହି ଗ୍ରାମରେ ବିକାଶର ଏକ ଲଜ୍ଜାଜନକ ଚିତ୍ର ଦେଖିବାକୁ ମିଳିଛି। ରାସ୍ତାରେ ବନ୍ୟା ସ୍ରୋତ ଯୋଗୁ ଆମ୍ବୁଲାନ୍ସ…
ହକି ବିଶ୍ୱକପ ମଇଦାନରେ ଭୟଙ୍କର ଦୁର୍ଘଟଣା, ଭାରତୀୟ ଖେଳାଳି ଲହୁଲୁହାଣ
ନୂଆଦିଲ୍ଲୀ, ୧୯।୮: ଭାରତୀୟ ମହିଳା ହକି ଟିମ ମଙ୍ଗଳବାର ଏକ ଐତିହାସିକ ବିଜୟ ହାସଲ କରିଛି। ନେଦରଲାଣ୍ଡ୍ସର ଆମଷ୍ଟେଲଭନ୍ରେ ଖେଳାଯାଇଥିବା ମ୍ୟାଚରେ ଭାରତୀୟ ଟିମ ଦକ୍ଷିଣ ଆଫ୍ରିକାକୁ ୬-୧ ଗୋଲ୍ରେ ପରାସ୍ତ କରିଛି। ବିଶ୍ୱକପ ଇତିହାସରେ ଏହା ଭାରତୀୟ ମହିଳା ଟିମର…
ପ୍ରଥମେ ଦେଲେ ଆଦେଶ, ଏବେ ୟୁ-ଟର୍ନ ନେଲେ ମୁଖ୍ୟମନ୍ତ୍ରୀ ବିଜୟ: ଛାତ୍ରଙ୍କୁ ନେଇ…
ଚେନ୍ନାଇ, ୧୯।୮: ତାମିଲନାଡୁରେ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନେତୃତ୍ୱାଧୀନ ସରକାର ଛାତ୍ରୀଛାତ୍ର ଓ ଯୁବପିଢ଼ିଙ୍କୁ ରାଜନୈତିକ ପ୍ରଦର୍ଶନରୁ ଦୂରେଇ ରଖିବା ନେଇ ଜାରି କରିଥିବା ବିବାଦୀୟ ନିର୍ଦ୍ଦେଶକୁ ପ୍ରତ୍ୟାହାର କରିନେଇଛି। ସରକାରଙ୍କ ଏହି ନିଷ୍ପତ୍ତି ପରେ ଉକ୍ତ ଆଦେଶକୁ ନେଇ ଉଠିଥିବା ରାଜନୈତିକ…
ଗାଲେ ଟେଷ୍ଟକୁ ୧୬୫ ରନରେ ଜିତିଲା ଭାରତ; ୧୦ ୱିକେଟ ନେଇ ଇତିହାସ ରଚିଲେ ମାନବ ସୁଥାର
ନୂଆଦିଲ୍ଲୀ,୧୯।୮: ଗାଲେ ଟେଷ୍ଟରେ ଭାରତ ଶ୍ରୀଲଙ୍କାକୁ ୧୬୫ ରନରେ ପରାସ୍ତ କରିଛି। ଚତୁର୍ଥ ଇନିଂସରେ ୩୭୨ ରନର ଟାର୍ଗେଟ ପିଛା କରି ଶ୍ରୀଲଙ୍କା କେବଳ ୨୦୬ ରନ କରିପାରିଥିଲା। ମାନବ ସୁଥାର ତାଙ୍କ କ୍ୟାରିୟରର ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ୧୦ ୱିକେଟ…
ଗୋବିନ୍ଦାଙ୍କ ସହ ଛାଡପତ୍ର ନିଶ୍ଚିତ? ପୁଅ ସହିତ ଫ୍ୟାମିଲି କୋର୍ଟରେ ପହଞ୍ଚିଲେ ସୁନିତା ଆହୁଜା
ମୁମ୍ବାଇ,୧୯।୮: ଗତ ବର୍ଷ, ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଛାଡପତ୍ର ନେଇ ଖୁବ୍ ଗୁଜବ ଉଠିଥିଲା। ଯଦିଓ ଗଣେଶ ପୂଜା ସମୟରେ ଏମାନେ ଏକାଠି ଏହି ଗୁଜବଗୁଡ଼ିକୁ ଦୂର କରିଦେଇଥିଲେ, କିନ୍ତୁ ଏବେ ଏହା ଦେଖାଯାଉଛି ଯେ…
ଭିନ୍ନକ୍ଷମ କ୍ରିକେଟ ଦଳକୁ ସମ୍ମାନିତ କଲା ଲଣ୍ଡନର ଓଡ଼ିଆ ରେସ୍ତୋରାଁ ‘ଚିଲିକା’
ବାଲିପାଟଣା, ୧୯।୮(ଅଭିମନ୍ୟୁ ନାୟକ ): ଭାରତୀୟ ଭିନ୍ନକ୍ଷମ କ୍ରିକେଟ ଖେଳାଳିଙ୍କ ସାହସ, ଦୃଢ଼ତା ଓ ସଫଳତାକୁ ସମ୍ମାନ ଜଣାଇ ଦକ୍ଷିଣ-ପୂର୍ୱ ଲଣ୍ଡନରେ ଥିବା ଓଡ଼ିଆ ରେସ୍ତୋରାଁ ‘ଚିଲିକା’ ପକ୍ଷରୁ ଏକ ସ୍ୱତନ୍ତ୍ର ସମ୍ମାନ ସମାରୋହ ଆୟୋଜିତ ହୋଇଯାଇଛି। ଆଗାମୀ ଅନ୍ତର୍ଜାତୀୟ ମ୍ୟାଚ…
ବିବାଦ ମଧ୍ୟରେ ଭାରତ ଆସିବେ ବାଂଲାଦେଶ ପ୍ରଧାନମନ୍ତ୍ରୀ, ନିଜର ମତ ସ୍ପଷ୍ଟ କଲା ଭାରତ
ନୂଆଦିଲ୍ଲୀ/ଢାକା,୧୯।୮: ଭାରତ ଏବଂ ବାଂଲାଦେଶ ମଧ୍ୟରେ ସମ୍ପର୍କରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଭାରତୀୟ ହାଇକମିଶନର ଦିନେଶ ତ୍ରିବେଦୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ତାରିକ ରହମାନଙ୍କ ପ୍ରସ୍ତାବିତ ଭାରତ ଗସ୍ତକୁ ଏକ ସ୍ମରଣୀୟ ଗସ୍ତ କରିବାକୁ ଚାହାଁନ୍ତି। ସେ…
ହୀରାକୁଦରେ ପଶିଲା ୩ ଲକ୍ଷରୁ ଅଧିକ ଘନଫୁଟ ବନ୍ୟାଜଳ
ସମ୍ବଲପୁର,୧୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ବୁଧବାର ପୂର୍ବାହ୍ନରେ ପୁଣିଥରେ ୨ଟି ସ୍ଲୁଇସ ଗେଟ୍ ଖୋଲାଯାଇଛି। ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମପାର୍ଶ୍ୱର ୧୧ ଓ…
ତାମିଲନାଡୁରେ ୬ ଦାଦନ ଶ୍ରମିକ ଅଟକ ଅଭିଯୋଗ: ଉଦ୍ଧାର ପାଇଁ ନିବେଦନ
ପାଟଣା,୧୯ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତ ଖଲିଆରୀପାଟ ନୂଆଗାଁ ଗ୍ରାମର ୬ଜଣ ଶ୍ରମିକ ତାମିଲନାଡୁର ଚେନ୍ନାଇସ୍ଥିତ ଏକ ଟାୟାର କାରଖାନାରେ ଦାଦନ ଖଟିବାକୁ ଯାଇ ପ୍ରାୟ ଅଢ଼େଇ ମାସ ହେବ ଅଟକି ରହିଥିବା ଅଭିଯୋଗ ହୋଇଛି। ଏନେଇ…
୩ ରାଜ୍ୟରେ ବଢିଲା ପେଟ୍ରୋଲ ଦର, ଜାରି ହେଲା ନୂଆ ରେଟ୍…
ନୂଆଦିଲ୍ଲୀ, ୧୯।୮: ଦେଶବ୍ୟାପୀ ପେଟ୍ରୋଲ-ଡିଜେଲ ଦର କମିବାର କୌଣସି ଆଶା ଦେଖାଯାଉନାହିଁ। ଆନ୍ତର୍ଜାତୀୟ ବଜାରରେ କ୍ରୁଡ୍ ଅଏଲ୍ (କଚ୍ଚା ତେଲ) ଦର ପୁଣି ଥରେ ବୃଦ୍ଧି ପାଇଛି ଏବଂ ବ୍ରେଣ୍ଟ କ୍ରୁଡ୍ ବ୍ୟାରେଲ ପିଛା ୯୧ ଡଲାର ଟପିଯାଇଛି। ଏଭଳି ସ୍ଥିତିରେ…
ତାମିଲନାଡୁ ସରକାରଙ୍କ କଡ଼ା ନିର୍ଦ୍ଦେଶ: CJP ଆନ୍ଦୋଳନରେ ସାମିଲ ହୋଇପାରିବେନି ଛାତ୍ରୀଛାତ୍ର
ଚେନ୍ନାଇ,୧୯ା୮: ତାମିଲନାଡୁ ସରକାର ବୁଧବାର ଏକ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି। CJP ଆନ୍ଦୋଳନରେ କୌଣସି ଛାତ୍ରୀଛାତ୍ର ସାମିଲ ହୋଇପାରିବେନି ବୋଲି ସରକାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ପୋଲିସ ଓ ଶିକ୍ଷା ବିଭାଗକୁ କଲେଜିଏଟ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶ ରହିଛି।…
ଦାରିଙ୍ଗବାଡି-କୋଟଗଡ଼ ରାସ୍ତା ଅବସ୍ଥା ଶୋଚନୀୟ: ଯାତ୍ରୀବାହୀ ବସ ଚଳାଚଳ ବନ୍ଦ
ଦାରିଙ୍ଗବାଡି, ୧୯।୮ (ଅରୁଣ ସାହୁ):କନ୍ଧମାଳ ଜିଲାରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଜିଲା ପ୍ରଭାବିତ ହୋଇଛି। ଏହି ପ୍ରରିପ୍ରେକ୍ଷୀରେ ଦାରିଙ୍ଗବାଡି ଅଞ୍ଚଳରେ ମଧ୍ୟ ବର୍ଷାର ପ୍ରଭାବ ଲାଗି ରହିଛି। ଫଳରେ ଏକାଧିକ ଗାଁକୁ ରହିଥିବା ପଞ୍ଚାୟତ ରାସ୍ତା ସମେତ ପ୍ରଧାନମନ୍ତ୍ରୀ ସଡ଼କ…

