Home Left

ପ୍ରଦୀପ ଜେନାଙ୍କୁ ମିଳିଲା ବଡ଼ ପଦବୀ

ଭୁବନେଶ୍ୱର,୨୮।୩: ପୁଣି ଫେରିଲେ ବରିଷ୍ଠ ଆଇଏଏସ ତଥା ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା। ପ୍ରଦୀପଙ୍କୁ ମିଳିଛି ନୂଆ ଦାୟିତ୍ୱ। ରାଜ୍ୟ ସରକାର ପ୍ରଦୀପ ଜେନାଙ୍କୁ ଓଇଆରସିର ନୂଆ ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି । ଏହି ପଦବୀ ବରିଷ୍ଠ…

ଜାତୀୟ ସ୍କଚ ଆୱାର୍ଡ-୨୦୨୫ ପାଇବାକୁ ଗଞ୍ଜାମ ଜିଲା ମନୋନୀତ

ଛତ୍ରପୁର,୨୮ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଅଭିନବ ନିରୀକ୍ଷଣ କାର୍ଯ୍ୟକ୍ରମରେ ଗର୍ଭବତୀଙ୍କ ସୁରକ୍ଷା ଓ ଠିକ ସମୟରେ ସ୍ବାସ୍ଥ୍ୟସେବା ଯୋଗାଇଥିବାରୁ ଜାତୀୟ ସ୍କଚ ଆୱାର୍ଡ-୨୦୨୫ ପାଇବାକୁ ମନୋନୀତ ହୋଇଛି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ୨୯ ତାରିଖରେ ନୂଆଦିଲ୍ଲୀସ୍ଥିତ ଇଣ୍ଡିଆ ହାବିଟାଟ ସେଣ୍ଟରରେ…

ଟାସ୍କଫୋର୍ସ କମିଟି ବୈଠକ: ବାଲ୍ୟ ବିବାହ ରୋକିବା ଓ ଶିଶୁ ସୁରକ୍ଷାକୁ ଗୁରୁତ୍ୱ

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ଶିଶୁ ସୁରକ୍ଷା ୟୁନିଟ ଆନକୁଲ୍ୟରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ବାଲ୍ୟବିବାହ ରୋକିବା ପାଇଁ ଜିଲା ଟାସ୍କଫୋର୍ସ କମିଟିର ସମସ୍ତ ସଦସ୍ୟଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆୟୋଜନ ହୋଇଛି । “ଶିଶୁମାନଙ୍କ ପାଇଁ ଏକ ଦିବସ”…

ଗଞ୍ଜାମରେ ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ

ବୁଗୁଡ଼ା,୨୮।୩(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଳକ ଅଧୀନ ପୋଚାଲୁଣ୍ଡି ଏବଂ ଭାମଶ୍ୟାଳି ଗ୍ରାମରେ ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଯାତ୍ରାର ପ୍ରଥମ ଦିନରେ ଦଣ୍ଡ ଉଠୁଥିବା କାଳୀ ମନ୍ଦିରରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା ସହ ସମସ୍ତ କାର୍ଯ୍ୟ ଆରମ୍ଭ ହୋଇଥିଲା…

ବଡ଼ ଘୋଷଣା, ଏହିଦିନ ପ୍ରକାଶ ପାଇବ +୨ ରେଜଲ୍ଟ

ଭୁବନେଶ୍ୱର,୨୮।୩: ମେ’ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏନେଇ ବଡ଼ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଏପ୍ରିଲ ୨ରୁ ୧୪ ଯାଏଁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ହେବାବେଳେ ଏପ୍ରିଲ ୧୬ରୁ ୨୮…

ରାଜ୍ୟରେ ହିଟ୍‌ଓ୍ବେଭ୍‌ ଜାରି: ସବୁଠୁ ଉତ୍ତପ୍ତ ଝାରସୁଗୁଡ଼ା

ଭୁବନେଶ୍ୱର,୨୮ା୩: ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ତାପମାତ୍ରା ୪୨ ଡିଗ୍ରୀ ଟପିଛି। ଶୁକ୍ରବାର ଦିନ ସାଢ଼େ ୨ଟାରେ ଝାରସୁଗୁଡ଼ାରେ ତାପମାତ୍ର ୪୨ ଡିଗ୍ରୀ ସେଲ୍‌ସିୟସ୍‌ ଟପିଯାଇ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ହୋଇଛି। ସମ୍ବଲପୁରରେ ୪୧.୬…

IPL 2025: CSK ପାଇଁ ବିପଦ ସାଜିଲେଣି ଧୋନୀ?

ନୂଆଦିଲ୍ଲୀ,୨୮।୩: ଚେନ୍ନାଇ ସୁପର କିଙ୍ଗ୍ସର ପ୍ରଶଂସକଙ୍କ ପାଇଁ ଏମଏସ ଧୋନି କୌଣସି ଭଗବାନଙ୍କଠାରୁ କମ ନୁହଁନ୍ତି। ଧୋନିଙ୍କ ଯୋଗୁଁ ହିଁ ସାରା ବିଶ୍ୱର ପ୍ରଶଂସକ ଚେନ୍ନାଇ ସୁପର କିଙ୍ଗ୍ସକୁ ସଲାମ କରନ୍ତି। ତଥାପି, ପୂର୍ବତନ ସିଏସକେ ବ୍ୟାଟସମ୍ୟାନ ଅମ୍ବାତି ରାୟୁଡୁ ବିଶ୍ୱାସ…

Sikandar Advance Booking: ଆରମ୍ଭ ହେଲା ସଲମାନଙ୍କ ମୁଭି ‘ସିକନ୍ଦର’ର ଆଡଭାନ୍ସ ବୁକିଂ

ମୁମ୍ବାଇ: ବଲିଉଡ ଅଭିନେତା ସଲମାନ ଖାନଙ୍କ ଫିଲ୍ମ ‘ସିକନ୍ଦର’ ପାଇଁ ଦର୍ଶକେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମର ଟ୍ରେଲର ଦେଖିବା ପରେ, ପ୍ରଶଂସକମାନେ ଭାଇଜାନଙ୍କ ଫିଲ୍ମ ପାଇଁ ବହୁତ ଉତ୍ସାହିତ ଦେଖାଯାଉଛନ୍ତି। ତେବେ ସିକନ୍ଦର ରିଲିଜ ପାଇଁ ଆଉ…

ଢାବାରେ ଖାଉଥିବା ବେଳେ ଫୁଟିଲା ଗୁଳି

ରାଉରକେଲା,୨୮।୩: ସାମାନ୍ୟ କଥାକୁ ନେଇ ଇସ୍ପାତନଗରୀରେ ଫୁଟିଲା ଗୁଳି। ରାଉରକେଲା ରଘୁନାଥପଲ୍ଲୀ ଦେ’ ଗାଁର ଏକ ଢାବାରେ ଶୁକ୍ରବାର ଗୁଳିକାଣ୍ଡ ଘଟିଛି। ଗୁଳିକାଣ୍ଡରେ କାହାର କୌଣସି କ୍ଷତି ହୋଇ ନ ଥିବା ସୂଚନା ମିଳିଥିବା ବେଳେ ପୋଲିସ ୨ଜଣ ଯୁବକଙ୍କୁ ଥାନାରେ…

ପ୍ରେସମିଟ୍‌ କରି ବର୍ଷିଲେ ପଓ୍ବନ ଖେରା-ଭକ୍ତ, ଆନ୍ଦୋଳନ ପରେ ମୋହନଙ୍କୁ ବଡ଼ ଆଟାକ୍‌!

ଭୁବନେଶ୍‌ବର,୨୮।୩: ରାଜ୍ୟରେ ମହିଳାଙ୍କ ସୁରକ୍ଷା ଓ ନ୍ୟାୟ ଦାବି ପ୍ରସଙ୍ଗରେ ଗୁରୁବାର କଂଗ୍ରେସ ପକ୍ଷରୁ ଭୁବନେଶ୍ୱରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବହୁ ହଜାର କଂଗ୍ରେସ କର୍ମୀ ବିଧାନସଭା ଘେରାଉ କରିବାକୁ ଉଦ୍ୟମ କରିବାବେଳେ ଗାନ୍ଧୀମାର୍ଗ ରଣକ୍ଷେତ୍ର ପାଲଟିଥିଲା। ସ୍ଥିତି ନିୟନ୍ତ୍ରଣ ପାଇଁ…

ଲାଞ୍ଚ ମାମଲାରେ ଡାକ୍ତରଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ,୨୮।୩(ରାକେଶ କୁମାର ରାଉତ): ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ବିଚାରପତି ସମର ବିଳାସ ବେହେରା ଶୁକ୍ରବାର ଏକ ଲାଞ୍ଚ କାରବାର ମାମଲାରେ ଜଣେ ଡାକ୍ତରଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ଜରିମାନା…

ହାତୀଙ୍କୁ ଘେରିଯାଇ ଆକ୍ରମଣ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୮।୩: ସୋସିଆଲ ମଡ଼ିଆରେ ଭାଇରାଲ ହେଉଛି ଏକ ଭିଡିଓ। ଭିଡ଼ିଓରେ କିଛି ଯୁବକ ଜଙ୍ଗଲରେ ଏକ ହାତୀଙ୍କୁ ଘେରିଯାଇ ଆକ୍ରମଣ କରୁଛନ୍ତି। ଏପରିକି ଯୁବକମାନେ ହାତରେ ବାଡି ଧରି ହାତୀକୁ ମାଡ଼ ମାରିବା ସହ ବିରକ୍ତ କରାଉଛନ୍ତି। ହାତୀ ମଧ୍ୟ ଯୁବକଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri