ମ୍ୟାନମାର ଭୂକମ୍ପର ଭୟଙ୍କର ସ୍ଥିତି, ମସଜିଦ ଭୁଶୁଡ଼ି ୨୦ ମୃତ
ନାଇପିଦ,୨୮।୩: ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ମ୍ୟାନମାରରେ ଦୁଇଥର ନୁହେଁ ଚାରିଥର ଭୂମିକମ୍ପ ହୋଇଛି। ପ୍ରାରମ୍ଭରେ ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୭.୨ ମାପ କରାଯାଇଥିଲା। ଏହି ଭୂମିକମ୍ପ ଶୁକ୍ରବାର (ମାର୍ଚ୍ଚ ୨୮) ରାତି ୧୧:୫୦:୫୨ ରେ ଘଟିଥିଲା। ଏହାର…
ସମ୍ବଲପୁରରେ ମୁତୟନ ହେବେ ବିଏସ୍ଏଫ ଫୋର୍ସ
ସମ୍ବଲପୁର,୨୮।୩: ସମ୍ବଲପୁରରେ ରାମନବମୀ ଏବଂ ହନୁମାନ ଜୟନ୍ତୀ ପାଇଁ ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ରାମନବମୀ ଏବଂ ହନୁମାନ ଜୟନ୍ତୀରେ ସୁରକ୍ଷାକୁ ଦୃଷ୍ଟିରେ ସମ୍ବଲପୁରରେ କେନ୍ଦ୍ରୀୟ ଫୋର୍ସ ମୁତୟନ କରାଯିବ ବୋଲି ଶୁକ୍ରବାର ସମ୍ବଲପୁର ଏସ୍ପି ମୁକେଶ ଭାମୁ ସୂଚନା…
ପଡୋଶୀ ଆନ୍ଧ୍ରପ୍ରଦେଶରେ ବ୍ୟାପିଲା ବାର୍ଡ଼ ଫ୍ଲୁ, ଓଡିଶା ପାଇଁ ସତର୍କ ଘଣ୍ଟି
ଭୁବନେଶ୍ୱର,୨୮ା୩: ପଡୋଶୀ ଆନ୍ଧ୍ରପ୍ରଦେଶରେ ଆଠଟି ସ୍ଥାନରେ ବାର୍ଡ଼ ଫ୍ଲୁର ପ୍ରକୋପ ଦେଖାଦେଇଛି। ଶୁକ୍ରବାର ବିଶ୍ୱ ପଶୁ ସ୍ୱାସ୍ଥ୍ୟ ସଂଗଠନ କହିଛି ଯେ, ଫାର୍ମ ଏବଂ କୁକୁଡ଼ାରେ H5N1 ଲକ୍ଷଣ ଚହ୍ନଟ କରାଯାଇଛି। ପ୍ୟାରିସ-ଭିତ୍ତିକ ସଂଗଠନ ଏକ ରିପୋର୍ଟରେ କହିଛି ଯେ ଆଭିଆନ୍…
ଜଳସଙ୍କଟଙ୍କୁ ନେଇ ବିଧାନସଭାରେ ଉଦ୍ବେଗ ପ୍ରକାଶ କଲେ ବିଧାୟକ
ଗଜପତି,୨୭।୩(ଗିରିଧାରୀ ପରିଛା):ଜିଲାରେ ଦିନକୁ ଦିନ ତାପମାତ୍ରା ବଢ଼ୁଥିବା ବେଳେ ଚଳିତ ବର୍ଷ ଗ୍ରୀଷ୍ମ ଆରମ୍ଭରୁ ଗଜପତି ଜିଲା ଜଳସଙ୍କଟ ଦେଖିବାକୁ ମିଳିଛି। ଜିଲାରେ ବିଗତ ବର୍ଷ ଅଗଷ୍ଟ ମାସଠାରୁ ବର୍ଷା ଗାୟବ ହୋଇଯାଇଛି। ଜିଲାର ଜଳ ଉତ୍ସଗୁଡିକ ଶୁଷ୍କ ହୋଇଯାଇଥିବା ବେଳେ…
୨୦୨୪ ପରଠାରୁ ST, SC ଲୋକଙ୍କ ଉପରେ ୨୪୮୩ଟି ଅତ୍ୟାଚାର ଜନିତ ମାମଲା ରୁଜୁ
ଭୁବନେଶ୍ୱର,୨୮ା୩: ଜୁନ୍ ୨୦୨୪ ପରଠାରୁ ଓଡ଼ିଶାର ବିଭିନ୍ନ ଥାନାରେ ଅନୁସୂଚିତ ଜନଜାତି (ଏସ୍ ଟି) ଏବଂ ଅନୁସୂଚିତ ଜାତି (ଏସ୍ ସି) ଲୋକଙ୍କ ଉପରେ ଅତ୍ୟାଚାର ଜଡିତ ମୋଟ ୨,୪୮୩ଟି ମାମଲା ପଞ୍ଜିକୃତ ହୋଇଛି। ଶୁକ୍ରବାର ଏସଟି ଏବଂ ଅନୁସୂଚିତ ଜାତି…
ଭିଜିଲାନ୍ସ ଜାଲରେ ତହସିଲ କିରାଣି, ଜାରି ରହିଛି ଚଢ଼ାଉ
ବଇଣ୍ଡା,୨୮ା୩(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ କାର୍ଯାଳୟରେ ଶୁକ୍ରବାର ଅନୁଗୋଳ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି। ଲାଞ୍ଚ ନେଉଥିବା ବେଳେ ଆଠମଲ୍ଲିକ ତହସିଲ ଅଫିସର କିରାଣି ସତ୍ୟପ୍ରିୟ ନାୟକଙ୍କୁ ଗିରଫ କରାଯାଇଛି। ଘଟଣାରୁ ଜଣାପଡିଛି ଯେ, କେନ୍ଦୁପାଟି ଗ୍ରାମର ଚରଣ…
୧୦,୦୦୦ ଶିକ୍ଷକଙ୍କୁ ଦିଆଯିବ ନିଯୁକ୍ତି: ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ଘୋଷଣା
ଭୁବନେଶ୍ୱର,୨୮ା୩: ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏକ ପଦକ୍ଷେପ ସ୍ୱରୂପ, ଓଡିଶାର ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ ଶୁକ୍ରବାର ଘୋଷଣା କରିଛନ୍ତି ଯେ ରାଜ୍ୟ ସରକାର ଖୁବ୍ ଶୀଘ୍ର ୧୦,୦୦୦ ଅଧିକ ଶିକ୍ଷକଙ୍କୁ ନିଯୁକ୍ତି ଦେବେ।…
ଥାଇଲାଣ୍ଡରେ ଭୟଙ୍କର ଭୂମିକମ୍ପ: ୪୩ ଲୋକ ନିଖୋଜ, କୋଠା ଭୁଶୁଡିବା ଭିଡିଓ ଭାଇରାଲ
ବ୍ୟାଙ୍କକ,୨୮।୩: ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକ୍ରେ ଶୁକ୍ରବାର ୭.୭ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଫଳରେ କୋଠାଗୁଡ଼ିକ ଭୁଶୁଡି ପଡ଼ିଛି। ୪୩ ଜଣ ଲୋକ ନିଖୋଜ ଅଛନ୍ତି। ପ୍ରାରମ୍ଭିକ ରିପୋର୍ଟ ଅନୁସାରେ, ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ଏବଂ ଜର୍ମାନୀର GFZ…
ଶକ୍ତିଶାଳୀ ଭୂମିକମ୍ପ ପରେ ମିଆଁମାର ବିଶାଳ ହସ୍ପିଟାଲରେ ଭୟାଭୟ ପରିସ୍ଥିତି
ନୂଆଦିଲ୍ଲୀ,୨୮ା୩: ମିଆଁମାର ରାଜଧାନୀ ନେପିଡାରେ ଥିବା ଏକ ୧୦୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ଶୁକ୍ରବାର ଘଟିଥିବା ୭.୭ ତୀବ୍ରତାର ଭୂମିକମ୍ପ ହେବା ପରେ ଏଠାରେ ଭୟଙ୍କର ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଥିବା ଶତାଧିକ ରୋଗୀମାନେ ପ୍ରଭାବିତ ହୋଇଥିବା କୁହାଯାଉଛି। ହସ୍ପିଟାଲରେ…
୪ରେ ସାଧୁସନ୍ଥ ସମାବେଶ: ଯୋଗଦେବେ ପ୍ରମୁଖ ମଠ ଆଶ୍ରମ ମହନ୍ତ
କଟକ ସଦର,୨୮ା୩(ସୁଶାନ୍ତ କୁମାର ଜେନା)- ୪୨ ମୌଜା ଥାନା ଅନ୍ତର୍ଗତ ବ୍ରହ୍ମପୁରସ୍ଥିତ ଥାନପତି ମନ୍ଦିର ପ୍ରାଙ୍ଗଣରେ ଆସନ୍ତା ୪ ତାରିଖରେ ସାଧୁସନ୍ଥ ସମାବେଶ ଅନୁଷ୍ଠିତ ହେବ। ସନାତନି ସେନା ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରମୁଖ ମଠ ଓ ଆଶ୍ରମର ମହନ୍ତ,…
ପଡୋଶୀ ଦେଶରେ ଭୟଙ୍କର ଭୂମିକମ୍ପ: ସାହାଯ୍ୟର ହାତ ବଢ଼ିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ହୋଇଥିବା ଭୟଙ୍କର ଭୂମିକମ୍ପ ଉପରେ ଚିନ୍ତା ପ୍ରକାଶ କରିଛନ୍ତି ଏବଂ କହିଛନ୍ତି ଯେ ଭାରତ ଦୁଇ ଦେଶକୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରିବାକୁ ପ୍ରସ୍ତୁତ ଅଛି। ଭୂମିକମ୍ପ ଥାଇଲ୍ୟାଣ୍ଡର…
ହଜି ଯାଉଥିବା ପାରମ୍ପରିକ ଖାଦ୍ୟ, ବାଦ୍ୟଯନ୍ତ୍ରର ପୁନରୁଦ୍ଧାର ପାଇଁ ପ୍ରୟାସ
ଦାରିଙ୍ଗବାଡ଼ି,୨୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଜାଗୃତି କାର୍ଯ୍ୟାଳୟ ପରିସର ମଧ୍ୟରେ ଜନଜାତି ସମ୍ମିଳନୀ-୨୦୨୫ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଦୀପ ମଲିକ ମଞ୍ଚ ପରିଚାଳନା କରିଥିବାବେଳେ ବସନ୍ତ ମହାନ୍ତି, ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟ, ପୂର୍ବତନ ବ୍ଲକ…
Archives


