Home Left

ଦେଇଥିଲେ ପାଇ

ଦି ଜଣେ ଚାଷୀ ଗହମ ଅମଳ କରିବାକୁ ଚାହେଁ, ତେବେ ସେ ତା’ କ୍ଷେତରେ ଗହମ ବୁଣେ। ଯଦି ଧାନ ଅମଳ କରିବାକୁ ଚାହେଁ, ତେବେ ସେ ଧାନ ବୁଣେ। ଯଦି ସେ ଗହମ ବୁଣି ଧାନ ଅମଳ କରିବାକୁ ଆଶା…

ପାଟ୍ରୋଲିଂ ବେଳେ ପୋଲିସ ଗାଡ଼ିକୁ ଟେକାପଥର ମାଡ଼

ବାଙ୍କୀ,୨୬ା୫: କଟକ ଜିଲା ବାଙ୍କୀର ବୈଦେଶ୍ୱର ଥାନାର ପାଟ୍ରୋଲିଂ ଗାଡ଼ି ଉପରକୁ ଦୁର୍ବୃତ୍ତମାନେ ଟେକାପଥର ମାଡ଼ କରିଛନ୍ତି। କାଳିପୋଇ ପଞ୍ଚାୟତରୁ ଚଢ଼େଇବନ୍ଧ ଗାଁକୁ ପାଟ୍ରୋଲିଂ ପାଇଁ ଗଲା ବେଳେ ଏହି ଢେଲାମାଡ଼ ହୋଇଛି। ଫଳରେ ପୋଲିସ ଭ୍ୟାନ୍‌ର ପଛପଟ କାଚ ଭାଙ୍ଗି…

ଧନ୍ଦାମୂଳକ ଶିକ୍ଷାରେ ବାଧକ ବିଏଫ୍‌ସି କଟକଣା

ଜଗତ୍‌ସିଂହପୁର, ୨୬ା୫(ପ୍ରମୋଦ କୁମାର ନାୟକ): ରାଜ୍ୟରେ ୨୩୩ଟି ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରହିଛି। ସେଥିରୁ ୩ଟି ବିଭିନ୍ନ କାରଣରୁ ଖୋଲିପାରିନାହିଁ। ୧୮ଟିରେ ଗୋଟିଏ ଲେଖାଏ ଓ ଅବଶିଷ୍ଟ ୨୧୨ଟିରେ ୨ଟି ଟ୍ରେଡ୍‌ ବିଷୟ ରହିଛି। ଅର୍ଥାତ୍‌ କଳା, ବିଜ୍ଞାନ…

“ଦେଶ ଆମେରିକାକୁ ବିକ୍ରି କରୁଛନ୍ତି”: ଶେଖ ହାସିନାଙ୍କ ମହମ୍ମଦ ୟୁନୁସଙ୍କ ବିରୁଦ୍ଧରେ ବଡ଼ ଅଭିଯୋଗ

ଢାକା,୨୫ା୫: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଦେଶର ଅନ୍ତରୀଣ ସରକାରର ମୁଖ୍ୟ ମୁହାମ୍ମଦ ୟୁନୁସଙ୍କ ବିରୁଦ୍ଧରେ ଗୁରୁତର ଅଭିଯୋଗ ଆଣି କହିଛନ୍ତି ଯେ ସେ ଦେଶକୁ “ଆମେରିକାକୁ ବିକ୍ରି କରୁଛନ୍ତି।” ସେ ତାଙ୍କର ଆୱାମୀ ଲୀଗ ପାର୍ଟି ଉପରେ ନିକଟରେ…

୪ ଲକ୍ଷ ଟଙ୍କାର ଗଞ୍ଜେଇ ଛାଡ଼ି ମାଫିଆ ଚମ୍ପଟ

ମୋହନା,୨୫ା୫(ମନ୍ମଥ ମିଶ୍ର): ସୁଲୁବା ନୂଆସାହି ଓ ବାଘମାରି ଗାଁ ରାସ୍ତାରୁ ୪୧ କିଲୋରୁ ଊଦ୍ଧର୍‌ବ ଗଞ୍ଜେଇ ଜବତଳ ହୋଇଥିବାବେଳେ ଗଞ୍ଜେଇ ମାଫିଆ ଫେରାର ହୋଇଯାଇଛନ୍ତି। ଗଜପତି ଜିଲା ଚନ୍ଦ୍ରଗିରି ଫାଣ୍ଡି ପୋଲିସ ବିଶେଷ ସୂତ୍ରରୁ ସୂଚନା ପାଇ ଚୋରା ଚାଲାଣକୁ ନେଇ…

ସାମାନ୍ୟ ବର୍ଷାରେ ସହର ସ୍ଥିତି ବେହାଲ୍‌: ଆଗକୁ ସ୍ଥିତି ଅସମ୍ଭାଳ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଡ୍ରେନେଜ୍‌ ଅବ୍ୟବସ୍ଥା ନିତିଦିନିଆଁ ଘଟଣାରେ ପରିଣତ ହୋଇଯାଇଛି। ପ୍ରତିବର୍ଷ ଅବ୍ୟବସ୍ଥିତ ଡ୍ରେନେଜ୍‌ ବ୍ୟବସ୍ଥା ଯୋଗୁ ସହର ଜଳାର୍ଣ୍ଣବ ହୋଇ ପଡ଼ିଥାଏ। ଏହାର ପ୍ରତିକାର ଦିଗରେ ସ୍ଥାନୀୟ ଜନ ପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀ ଆଖି ବୁଜି…

ଅପହୃତା ନାବାଳିକା ୨ ବର୍ଷ ପରେ କୋଏମ୍ବାଟୁରରୁ ଉଦ୍ଧାର, ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୫ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଅପହୃତା ନାବାଳିକାଙ୍କୁ ୨ ବର୍ଷ ପରେ ପାଟପୁର ପୋଲିସ ତାମିଲନାଡୁ କୋଏମ୍ବାଟୁରରୁ ଉଦ୍ଧାର କରିବାରେ ସମର୍ଥ ହୋଇଛନ୍ତି। ନାବାଳିକାଙ୍କୁ ଅପହରଣ କରିଥିବା ଅଭିଯୁକ୍ତ ଜଣକ ହେଲେ ଯାଜପୁର…

ସାଇକେଲରେ ଯିବା ବେଳେ ଖୁବ୍‌ ଜୋର୍‌ରେ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

କୋଟପାଡ଼,୨୫ା୫(ରାଜକିଶୋର ରାଓ): କୋରାପୁଟ ଜିଲା କୋଟପାଡ଼ ବ୍ଲକ ଏସ.ବି ନୂଆଗାଁ ପଞ୍ଚୟତ ଅଞ୍ଚଳରେ କିଛିଦିନ ହେବ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି। ରବିବାର ସନ୍ଧ୍ୟାରେ ଏସବି ନୂଆଗାଁ ପଞ୍ଚୟତରେ ଘଡ଼ଘଡ଼ି ସହ ବିଜୁଳି ମାରିବାରୁ ପଞ୍ଚୟତର କୁମାହାଣ୍ଡି ଗ୍ରାମର…

କିଡ୍‌ନୀ ନଷ୍ଟରୁ ସ୍ବାମୀଙ୍କ ମୃତ୍ୟୁ ପରେ ମମତାଙ୍କ କାନ୍ଧରେ ୨ ସନ୍ତାନଙ୍କ ବୋଝ

କର୍ଲାମୁଣ୍ଡା,୨୫ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତର ଧରାଖମନ ଗାଁରେ କିଡ୍‌ନୀ ଜନିତ ସମସ୍ୟା ଯୋଗୁ ୧୪ରୁ ଊଦ୍ଧର୍‌ବ ବ୍ୟକ୍ତି ମୃତ୍ୟୁବରଣ କରିସାରିଥିବାବେଳେ ଏବେ ବି ୧୯ରୁ ଊଦ୍ଧର୍‌ବ ମହିଳା ପୁରୁଷ ମୃତ୍ୟୁ ସହ ସଂଗ୍ରାମ କରୁଥିବା…

IPL 2025: ଶେଷ ମ୍ୟାଚରେ ବଡ଼ ବିଜୟ ସହିତ ବିଦାୟ ନେଲା ଚେନ୍ନାଇ, ଆଗାମୀ ସିଜିନରେ ଦୃଢ଼ ପ୍ରତ୍ୟାବର୍ତ୍ତନର ଆଶା

ଅହମଦାବାଦ,୨୫ା୫: ଚେନ୍ନାଇ ସୁପର କିଙ୍ଗ୍ସ (CSK) ଆଇପିଏଲ୍ ୨୦୨୫ ଅଭିଯାନକୁ ଏକ ଜୋରଦାର ବିଜୟ ସହିତ ଶେଷ କରିଛି। ଗୁଜରାଟ ଟାଇଟାନ୍ସ (GT)କୁ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ୮୩ ରନରେ ପରାସ୍ତ କରି। ଏହି ଜୋରଦାର ବିଜୟ ସତ୍ତ୍ୱେ, ୫…

ATMରୁ ବାହାରୁଛି କାଗଜ ସିଲ୍‌ ଲଗା ନୋଟ୍‌, ଟଙ୍କା ଉଠାଇ…

ଗଞ୍ଜାମ,୨୫ା୫(ବିଦ୍ୟାଧର ସାହୁ): ହୁମ୍ମା ଷ୍ଟେଟ୍‌ ବ୍ୟାଙ୍କ ସମ୍ମୁଖରେ ଥିବା ATMରୁ ବାହାରୁଛି କାଗଜ ସିଲ୍‌ ଲଗା ଯାଇଥିବା ନୋଟ୍‌। ଗତ ଶୁକ୍ରବାର ବାଲିବଗଡ଼ ଗ୍ରାମର ରଜନୀ କାନ୍ତ ସ୍ବାଇଁ ଏଟିଏମ୍‌ରୁ ଟଙ୍କା ବାହାର କରିଥିଲେ। ୫୦୦ ଟଙ୍କିଆ ନୋଟ୍‌ଗୁଡ଼ିକରେ କାଗଜ ସିଲ୍‌…

ଓଟିଇଟି ପରୀକ୍ଷା ପ୍ରତ୍ୟାହାର ନେଇ ବିଧାୟକଙ୍କୁ ଦାବିପତ୍ର

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଓଟିଇଟି ପରୀକ୍ଷା ପ୍ରତ୍ୟାହାର ଦାବି ନେଇ ଭଞ୍ଜନଗର ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ରବିବାର ମୁଖ୍ୟମନ୍ତ୍ରୀ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ଏକ ଦାବିପତ୍ର ପ୍ରଦାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri