ଓ୍ବେଷ୍ଟ ଇଣ୍ଡିଜର ବିଜୟ ବିଗାଡିଦେଲା ଟିମ ଇଣ୍ଡିଆର ସମୀକରଣ, ସେମିଫାଇନାଲ ଯିବା କେତେ କଷ୍ଟକର ଜାଣନ୍ତୁ
ନୂଆଦିଲ୍ଲୀ,୨୪।୨: ୱେଷ୍ଟଇଣ୍ଡିଜ ICC T20 ବିଶ୍ୱକପ ୨୦୨୬ର ସୁପର ୮ମ୍ୟାଚରେ ଜିମ୍ବାୱେ ବିପକ୍ଷରେ ୧୦୭ ରନର ବିଶାଳ ବିଜୟ ସହିତ ଗ୍ରୁପ ୧ ସମୀକରଣକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଦେଇଛି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ ଭାରତୀୟ ଦଳର ଚିନ୍ତାକୁ…
ଧଉଳି ଲିଙ୍ଗିପୁର ନିକଟରେ ଥିବା ସୁପରମାର୍ଟରେ ଅଗ୍ନିକାଣ୍ଡ, ସୋମବାର ରାତିରୁ ଜଳୁଛି…
ଭୁବନେଶ୍ୱର,୨୪।୨: ସୁପର ମାର୍ଟ ଲାଗିଛି ନିଆଁ । ସୋମବାର ରାତିରୁ ନିଆଁ ଲାଗିଥିବା ବେଳେ ମଙ୍ଗଳବାର ସକାଳ ସୁଧା ମଧ୍ୟ ନିଆଁ ଲାଗିଥିବା ନେଇ ଦେଖାଯାଇଛି । ଏବେ ବି ଜଳୁଛି ଧଉଳି ଲିଙ୍ଗିପୁର ନିକଟରେ ଥିବା ସୁପରମାର୍ଟ । ଖବର…
ମରୀଚିକା ପାଲଟିଛି କଳାହାଣ୍ଡିରେ ଟେକ୍ସଟାଇଲ ପାର୍କ: ବନ୍ଦ ପଡିଛି କେସିଙ୍ଗା ଜିନିଂ ମିଲ
ଭବାନୀପାଟଣା, ୨୪ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଟେକ୍ସଟାଇଲ ପାର୍କ ଏବେ ମରୀଚିକା ପାଲଟିଛି। ସମଗ୍ର ଓଡିଶାରେ କଳାହାଣ୍ଡି ଜିଲା କପା ଉତ୍ପାଦନରେ ପ୍ରଥମ ସ୍ଥାନରେ ରହିଥିବାବେଳେ ରାଜନେତାମାନେ ବିଭିନ୍ନ ମଞ୍ଚରେ କଳାହାଣ୍ଡିରେ ଟେକ୍ସଟାଇଲ ପାର୍କ ସ୍ଥାପନ ହେବ ବୋଲି ପ୍ରତିଶ୍ରୁତି…
ପଶ୍ଚିମ ଓଡ଼ିଶାରେ ଝିପିଝିପି ବର୍ଷା ସାଙ୍ଗକୁ କୁଆପଥର ମାଡ଼, ଆଜି ଘଡ଼ଘଡ଼ି ସହ ବର୍ଷା ନେଇ ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୨୪।୨(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏଥିସହ ଗାଙ୍ଗେୟ ପଶ୍ଚିମବଙ୍ଗରୁ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶକୁ ଏକ ଟ୍ରଫ୍ ଲାଇନ୍ ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ଓଡ଼ିଶା ଦେଇ ଗତି କରୁଛି। ଏହା ପ୍ରଭାବରେ ସୋମବାର…
୨ ଦିନରେ ୨ କିଡ୍ନୀ ଆକ୍ରାନ୍ତଙ୍କ ମୃତ୍ୟୁ: ମୃତକଙ୍କୁ ମିଳୁନି ସରକାରୀ ସହାୟତା
ଅମରପାଲି, ୨୪ା୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍ନୀ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ଦୁଇଦିନ ମଧ୍ୟରେ ୨ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଗତ ୨୦ ତାରିଖ ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତ ଗୁଦୁଗୁଦା…
ମହାନଦୀ ଗର୍ଭରେ ଲୀନ ହେଉଛି ବାହାକୁଦ କାଜୁ ଜଙ୍ଗଲ
ମହାକାଳପଡ଼ା,୨୪ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ସାମୁଦ୍ରିକ ଢେଉ ଯୋଗୁ କାଜୁ ଜଙ୍ଗଲରୁ ୫ ଶହ ଗଛ ମହାନଦୀ ଗର୍ଭରେ ଲୀନ ହୋଇଗଲାଣି। ବ୍ଲକ୍ର ରାମନଗର ୩୫୪ ଏକରରେ ୧୦ ହଜାର ଗଛ, ପିତାପାଟ ୧୮୨ ଏକରରେ…
ଧାନ କିଣାବିକାରେ ଫଲ୍ସ ଏଣ୍ଟ୍ରି: ତଳିଆ କର୍ମଚାରୀ ବହିଷ୍କୃତ, ଖସିଗଲେ ବଡ଼ବଡ଼ିଆ
ବରଗଡ଼,୨୪।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକାରେ ଫଲ୍ସ ଏଣ୍ଟ୍ରିକୁ ନେଇ ଚର୍ଚ୍ଚା ଜୋର୍ ଧରିଛି। ବିକ୍ରି ପାଇଁ ମଣ୍ଡିକୁ ଆସିଥିବା ଧାନ ମାସମାସ ଧରି ମଣ୍ଡିରେ ପଡ଼ି ରହିଛି। ଅଥଚ ମଣ୍ଡିକୁ ନ ଆସି ବେପାରୀ(ମଧ୍ୟସ୍ଥ)ଙ୍କ ଜରିଆରେ ସିଧାସଳଖ ଯାଉଥିବା ଧାନ…
ଓ୍ବେଷ୍ଟଇଣ୍ଡିଜ୍ର ବୃହତ ବିଜୟ
ମୁମ୍ବାଇ,୨୩ା୨: ଶିମରନ ହେଟମେୟର ଓ ରବମାନ ପାଓ୍ବେଲଙ୍କ ବିସ୍ଫୋରକ ବ୍ୟାଟିଂ ଓ ପରେ ଗୁଦାକେଶ ମୋତିଙ୍କ ଜବରଦସ୍ତ ବୋଲିଂ ବଳରେ ଏଠାରେ ସୋମବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍ରେ ଓ୍ବେଷ୍ଟଇଣ୍ଡିଜ ୧୦୭ ରନର ବଡ଼ ବ୍ୟବଧାନରେ ଜିମ୍ବାଓ୍ବେକୁ ପରାସ୍ତ…
ଝାଡ଼ଖଣ୍ଡରେ ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ଯାଉଥିଲେ ୭ଜଣ
ରାଞ୍ଚି,୨୩।୨: ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚି ବିର୍ସାମୁଣ୍ଡା ବିମାନବନ୍ଦରରୁ ଉଡ଼ାଣ ଭରୁଥିବା ଏକ ଏୟାର ଆମ୍ବୁଲାନ୍ସ ବିମାନ ସୋମବାର ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଡ଼ାଣ ଭରିବାର କିଛି ସମୟ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି। ଆମ୍ବୁଲାନ୍ସରେ ୭ ଜଣ ବ୍ୟକ୍ତି ଥିଲେ। ଦୁର୍ଘଟଣାରେ…
ଖୋଲିଲା ହରିଶଙ୍କର ମନ୍ଦିର ହୁଣ୍ଡି
ଖପ୍ରାଖୋଲ, ୨୩।୨(ଅଭୟ ତ୍ରିପାଠୀ)-ବଲାଙ୍ଗୀର ଜିଲା ଖପ୍ରାଖୋଲର ପ୍ରମୁଖ ପୁଣ୍ୟ କ୍ଷେତ୍ର ହରିଶଙ୍କର ମନ୍ଦିରର ଦାନ ହୁଣ୍ଡି ମନ୍ଦିର ପ୍ରଶାସନ ପକ୍ଷରୁ ସୋମବାର ଖୋଲାଯାଇଛି। ମନ୍ଦିର ମଧ୍ୟରେ ଥିବା ଦାନହୁଣ୍ଡିକୁ କଡ଼ା ସୁରକ୍ଷା ମଧ୍ୟରେ ଦେବୋତ୍ତର ବିଭାଗ ତଥା ମନ୍ଦିର ପ୍ରଶାସନ ତରଫରୁ…
ବ୍ରାହ୍ମଣୀଗାଁ ଶ୍ରୀ ଶ୍ରୀ ମୁକ୍ତେଶର ମହାରୁଦ୍ରଙ୍କ ପ୍ରତିଷ୍ଠା ମହାସମାରୋହ ଉଦ୍ଯାପିତ : ମନ୍ଦିର ପ୍ରବେଶ, ରତ୍ନମୁଦ କାର୍ଯ୍ୟ ସମ୍ପନ୍ନ
ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୨୩ ।୨(ଅରୁଣ ସାହୁ/ମନୋରଞ୍ଜନ ରଣା ):ନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ ସୋମବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ଦିବସରେ ଦହିହାଣ୍ଡି ଭାଙ୍ଗିବା ଦୃଶ୍ୟ ସବୁଠାରୁ…
କୋକସରା-ଚିଲିଗୁଡା ରାସ୍ତାରେ ଟ୍ରକ୍ ପିଟିଲା ବାଇକ୍କୁ
କୋକସରା,୨୩।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥରେ କୋକସରା-ଚିଲିଗୁଡା ରାସ୍ତାରେ ସାମବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିଛି। ପାଇପ ବୋଝେଇ ଟ୍ରକ ଧକ୍କା ଦେବା ଫଳରେ ୨ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଛିଲିପାମଲା ଗ୍ରାମର ଚିନୁ…
Archives


