Home Left

ରୁଆ-ବିହୁଡ଼ା ପୂର୍ବରୁ ମାଟି ମା’ଙ୍କ ଅନୁମତି ନେବାର ନିଆରା ପରମ୍ପରା: ଗାଁ ଗାଁରେ ଉତ୍ସାହ

ବୀରମହାରାଜପୁର, ୧୯।୮ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ। ଏଠାକାର ଚାଷୀଙ୍କ ଜୀବନ ଓ ଲୋକସଂସ୍କୃତି ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ ରହିଛି ବିଭିନ୍ନ କୃଷିଭିତ୍ତିକ ପର୍ବପର୍ବାଣୀ। ସେଥିମଧ୍ୟରୁ କାଦୋପୂଜା ଅନ୍ୟତମ। ଚାଷ କାମର ରୁଆ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ସମସ୍ତ ବିଧାୟକଙ୍କୁ ମିଳିବ ନୂଆ କାର୍‌ ସହ…

ଚେନ୍ନାଇ,୧୯ା୮: ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ବୁଧବାର ବିଧାନସଭାରେ ବିଧାୟକ ଏବଂ ଜନସାଧାରଣଙ୍କ ସମ୍ପର୍କରେ ଅନେକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସମସ୍ତ ବିଧାୟକ ସରକାରୀ ଗାଡ଼ି ଏବଂ ଜନଅଭିଯୋଗର ସମାଧାନ କରିବା, ସରକାରୀ ଯୋଜନା ତଦାରଖ…

Video: ଦୁଇ ପତ୍ନୀଙ୍କ କଳହ ମଧ୍ୟରେ ବେହୋସ ହେଲେ ଫୁଟବଲ ପ୍ରଶିକ୍ଷକ, ଚେତା ଫେରିବା ପରେ ପ୍ରଥମ ପତ୍ନୀଙ୍କ ସହ କଲେ ଏମିତି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୯।୮: ପ୍ରାୟତଃ, ଦୁଇଜଣଙ୍କ ମଧ୍ୟରେ ବିବାଦର ମଧ୍ୟସ୍ଥତା କରିବାକୁ ଚେଷ୍ଟା କରୁଥିବା ବ୍ୟକ୍ତି କ୍ରସଫାୟାରରେ ଫସି ଯାଆନ୍ତି; କିନ୍ତୁ, ଯେତେବେଳେ ବିବାଦ ଜଣେ ପୁରୁଷଙ୍କ ଦୁଇ ସ୍ତ୍ରୀଙ୍କ ମଧ୍ୟରେ ହୁଏ, ନାଟକ ଏକ ସମ୍ପୂର୍ଣ୍ଣ ନୂଆ ମୋଡରେ ପହଞ୍ଚିଥାଏ। ଯଦିଓ ଏହା…

NDAରେ ସାମିଲ ହେବେ ଅଭିଜିତ ଦୀପକେ! ଅଫର୍‌ ମିଳିବା ପରେ ଦେଲେ ବଡ଼ ଜବାବ

ନୂଆଦିଲ୍ଲୀ, ୧୯।୮: କେନ୍ଦ୍ର ସରକାରର ମନ୍ତ୍ରୀ ଏବଂ ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆ (ଅଠାୱଲେ)ର ମୁଖ୍ୟ ରାମଦାସ ଅଠାୱଲେ ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (NDA)ରେ ସାମିଲ ହେବାକୁ ପ୍ରସ୍ତାବ ଦେଇଥିଲେ। ଏହି…

କେବେ ବିବାହ କରିବେ ବାବା ବାଗେଶ୍ୱର? କେମିତି ଚାହାନ୍ତି ଜୀବନସାଥୀ, ନିଜେ କଲେ ଖୁଲାସା

ନୂଆଦିଲ୍ଲୀ, ୧୯।୮: ମଧ୍ୟପ୍ରଦେଶର ଛତରପୁରସ୍ଥିତ ବାଗେଶ୍ୱର ଧାମର ମହନ୍ତ ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ ନିକଟରେ ଦେଇଥିବା ସାକ୍ଷାତକାରରେ ନିଜ ଜୀବନ ସହ ଜଡ଼ିତ ଅନେକ କଥା ଉପରେ ଆଲୋଚନା କରିଛନ୍ତି। ଏହି ସମୟରେ ସେ ନିଜ ବିବାହ ଏବଂ ପସନ୍ଦର…

ସକାଳୁ ଆଖି ଖୋଲିବା ମାତ୍ରେ ଦେଖୁଛନ୍ତି କି ମୋବାଇଲ? ପଡ଼ିପାରେ ଭାରି! ଜାଣନ୍ତୁ କ’ଣ କହୁଛି ଜ୍ୟୋତିଷ

ସକାଳୁ ଆଖି ଖୋଲିବା ମାତ୍ରେ ଆପଣ ମୋବାଇଲ ଉଠାଇଲେ। ସାମ୍ନାରେ ଏମିତି ଏକ ମେସେଜ ଥିଲା, ଯାହା ଆପଣଙ୍କୁ ଠିକ ଲାଗିଲା ନାହିଁ। ଅଧିକ ଚିନ୍ତା ନକରି ତୁରନ୍ତ ତାହାର ଉତ୍ତର ଦେଇଦେଲେ। କିନ୍ତୁ କିଛି ସମୟ ପରେ ଅନୁଭବ କଲେ…

ନକଲି ଜାତି ଓ ଜମିପଟ୍ଟା ପ୍ରମାଣପତ୍ର ମାମଲା: ତଦନ୍ତ ଆରମ୍ଭ କଲା ଯୁଗ୍ମ କମିଟି

ମହାକାଳପଡ଼ା,୧୯ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ବୃଦ୍ଧି ପାଉଛି ନକଲି ଜାତି ଓ ଜମି ପଟ୍ଟା ପ୍ରମାଣପତ୍ର। କେତେଜଣ ମଧ୍ୟସ୍ଥ ସରକାରୀ ଅଧିକାରୀଙ୍କୁ ମୋଟାଅଙ୍କର ଅର୍ଥ ଦେଇ ପ୍ରମାଣପତ୍ର ହାସଲ କରୁଛନ୍ତି। ଜମିବାଡ଼ି କିଣାବିକା ସମୟରେ…

ଋଷିକୂଲ୍ୟା ନଦୀରୁ ଆର୍ମି ଡ୍ରେସ ପିନ୍ଧା ମହିଳାଙ୍କ ମୃତଦେହ ଉଦ୍ଧାର: ବଢୁଛି ସନ୍ଦେହ

ଗଞ୍ଜାମ,୧୯।୮(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ତଥା ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚଯାତ ପୁରୁଣାବନ୍ଧ ଗ୍ରାମ ଗଙ୍ଗାଦେବୀ ମନ୍ଦିର ନିକଟସ୍ଥ ଋଷିକୂଲ୍ୟା ନଦୀରେ ବୁଧବାର ସକାଳେ ଜଣେ ମହିଳାଙ୍କ ମୃତ ଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖି ଗଞ୍ଜାମ ଥାନାକୁ ଖବର…

ଆଶ୍ଳେଷା ନକ୍ଷତ୍ରରେ ପ୍ରବେଶ କଲେ ଦେବଗୁରୁ ବୃହସ୍ପତି: ଏହି ୪ ରାଶିଙ୍କ ଭାଗ୍ୟ ହେବ ଉଜ୍ଜ୍ୱଳ, ହେବେ ମାଲାମାଲ

ଗୁରୁ ଗ୍ରହ ବୁଧଙ୍କ ନକ୍ଷତ୍ରରେ ରହିବା ଯୋଗୁ କ୍ୟାରିୟର, ଚାକିରି, ବ୍ୟବସାୟ ଏବଂ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିପାରେ। ଜ୍ୟୋତିଷ ଅନୁସାରେ ଗୁରୁ ଗ୍ରହଙ୍କୁ ଜ୍ଞାନ ଏବଂ ଧନ-ଧାନ୍ୟର କାରକ ବୋଲି ମନେ କରାଯାଏ। ସେହିପରି ବୁଧ ଗ୍ରହଙ୍କୁ ବୁଦ୍ଧି ଏବଂ…

ଓଲା, ଉବର-ରାପିଡୋ ଭଳି ଆପ୍‌ ଆଧାରିତ ଯାତ୍ରୀ ସେବା ପାଇଁ ନୂଆ ନିୟମ: ସେପ୍ଟେମ୍ବର ୧ରୁ ହେବ ଲାଗୁ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୯।୮: ଓଲା-ଉବର, ରାପିଡୋ ସମେତ ଆପ୍‌ ଆଧାରିତ ଯାତ୍ରୀ ସେବା ଦେଉଥିବା ଗାଡ଼ିଗୁଡ଼ିକ ଉପରେ ଏବେ ପରିବହନ ବିଭାଗର ନିୟମ କଡ଼ା ହେବାକୁ ଯାଉଛି। ଆପ୍‌ ଆଧାରିତ ଯାତ୍ରୀ ସେବା ପାଇଁ ପରିବହନ ବିଭାଗ ନୂଆ ନିୟମାବଳୀ ପ୍ରସ୍ତୁତ କରିଛି।…

ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ପରଲୋକ: ସମଗ୍ର ଜିଲାରେ ଶୋକର ଛାୟା

ଭବାନୀପାଟଣା, ୧୯।୮ (ଉତ୍ତମ କୁମାର ଦାଶ/ ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ବିଳମ୍ବିତ ରାତିରେ ନିଜ ବାସଭବନରେ ହୃଦ୍‌ଘାତରେ ପରଲୋକ ଘଟିଛି। ଗତ କିଛି ଦିନ ତଳେ ଛାତିରେ ଯନ୍ତ୍ରଣା ଅନୁଭବ…

ସ୍ଥାୟୀ ନୂଆ ଡିଜିପି କିଏ ହେବେ: ଧରୁଛି ଜାତୀୟସ୍ତର ରଙ୍ଗ

ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ):ଓଡ଼ିଶାର ସ୍ଥାୟୀ ନୂଆ ଡିଜିପି କିଏ ହେବେ ତାହା କିଛିଦିନ ହେବ ସୁପ୍ରିମକୋର୍ଟଙ୍କ ଚୂଡ଼ାନ୍ତ ରାୟ ଉପରେ ନିର୍ଭରକରୁଛି। ମଙ୍ଗଳବାର ଉଚ୍ଚ ନ୍ୟାୟାଳୟରେ ଏ ବିଷୟରେ ଶୁଣାଣି ହୋଇଛି। କୋର୍ଟରେ ଏ ବିଷୟରେ ଦୀର୍ଘ ସମୟ ଆଲୋଚନା ହେବାପରେ ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?