Home Left

ସହଜରେ ପାକିସ୍ତାନକୁ ଛାଡ଼ିବନି ଭାରତ, FATFର ଓ୍ବାଚ୍‌ ଲିଷ୍ଟରେ ରଖିବା ପାଇଁ ଦେବ ବଳିଷ୍ଠ ପ୍ରମାଣ 

ନୂଆଦିଲ୍ଲୀ,୨୩।୫: ଅପରେଶନ ସିନ୍ଦୂର ଅଧୀନରେ ପାକିସ୍ତାନରେ ଥିବା ଆତଙ୍କବାଦୀ ଆଡ୍ଡାଗୁଡ଼ିକୁ ଏକ ଧ୍ୱସ୍ତ କରିଥିଲା ଭାରତ।  ଏବେ ପୁଣି ନିଜର କବଜାକୁ ଆହୁରି କଠୋର କରିବାକୁ ଯାଉଛି। ଫାଇନାନ୍ସିଆଲ ଆକ୍ସନ ଟାସ୍କ ଫୋର୍ସ (FATF)ର ପରବର୍ତ୍ତୀ ବୈଠକରେ ପାକିସ୍ତାନକୁ ପୁଣି ଥରେ…

ମରଣଯନ୍ତା ପାଲଟିଛି ସିଙ୍ଗାରି ଘାଟି ରାସ୍ତା

ଥୁଆମୂଳ ରାମପୁର, ୨୩ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କଲମପୁର-ଥୁଆମୂଳ ରାମପୁର ମୁଖ୍ୟରାସ୍ତାର ସିଙ୍ଗାରି ଘାଟି ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ଥୁଆମୂଳ ରାମପୁର ବ୍ଲକବାସୀଙ୍କ ପାଇଁ ଜୀବନରେଖା ସାଜିଥିବା ଏହି ରାସ୍ତା ବର୍ତ୍ତମାନ ମରଣଯନ୍ତା ପାଲଟିଛି। ରାସ୍ତାର ଉନ୍ନତୀକରଣ ତଥା…

ମଝି ରାସ୍ତାରେ ଓଲଟିଲା କାର୍‌

ଖଜୁରିପଡ଼ା,୨୩ା୫ (ବିଦୁର ବେହେରା): ଖଜୁରିପଡ଼ା ଥାନା ଅନ୍ତର୍ଗତ ସମ୍ବରଡେଗାରେ ଏକ କାର୍‌ (ଓଡି୦୨ଏଓ୍ବାଇ ୬୮୩୩) ଭାରସାମ୍ୟ ହରାଇ ଓଲଟି ପଡ଼ିଛି। କାର୍‌ଟି ଗୁରୁବାର ରାତିରେ ଫୁଲବାଣୀ ଆଡୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ସକାଳେ ଅଞ୍ଚଳବାସୀ ଦେଖି ପୋଲିସକୁ ଖବର ଦେବା ପରେ…

ରାତି ହେଉ ହେଉ ପାକ୍‌ ବିରୋଧରେ ବଡ଼ ଆକ୍ସନ ନେଲା ଭାରତ, କାନ୍ଦିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୩।୫: ଏପ୍ରିଲ 2025 ରେ ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ ହେବା ପରେ, ଭାରତ ପଶ୍ଚିମ ନଦୀଗୁଡ଼ିକର ଜଳର ସର୍ବାଧିକ ବ୍ୟବହାର କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛି। ଏବେ ସରକାର ଜମ୍ମୁ ଏବଂ କଶ୍ମୀରର ପ୍ରମୁଖ ଜଳସେଚନ ପ୍ରକଳ୍ପ…

ଆସୁଛି ବଡ଼ ଲଘୁଚାପ: ୨୪ଘଣ୍ଟା ଭିତରେ ମାଡ଼ି ଆସୁଛି ଝଡବର୍ଷା, ୮ଜିଲାରେ…

ଭୁବନେଶ୍ୱର,୨୩।୫: ଆସୁଛି ବଡ଼ ଲଘୁଚାପ। ୨୭ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଦେଲା ପାଣିପାଗ ବିଭାଗ । ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା…

ଚଞ୍ଚକତା କରି  ହାତେଇ ନେଇଥିଲେ ରାଶନ କାର୍ଡ, ଆଉ ଏବେ…

ଖଜୁରିପଡ଼ା,୨୩ା୫ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ରେ ଅନେକ ଅଯୋଗ୍ୟ ହିତାଧିକାରୀ ଚଞ୍ଚକତା କରି  ରାଶନ କାର୍ଡ ହାତେଇ ନେଇଥିଲେ। ଯାହାକୁ ନେଇ ଖବର ପ୍ରକାଶ ପାଇବା ପରେ ବ୍ଲକ୍‌ ପ୍ରଶାସନ ତତ୍ପର ହୋଇ ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରି ସେମାନଙ୍କର ରାଶନ…

ଇଣ୍ଡିଗୋ ବିମାନକୁ ଛାଡ଼ି ନ ଥିଲା ପାକିସ୍ତାନ, ଏବେ ମୋଦି ନେଲେ ବଡ଼ ଆକ୍ସନ !

ନୂଆଦିଲ୍ଲୀ,୨୩।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ଉତ୍ତେଜନା ପରେ ଅନେକ କଟକଣା ଲାଗୁ କରାଯାଇଛି। ଏବେ ପାକିସ୍ତାନୀ ବିମାନର ଏଣ୍ଟ୍ରିକୁ ୨୦୨୫ ଜୁନ ୨୩ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ନିର୍ଦ୍ଦେଶକ୍ରମେ, NOTAMକୁ…

ମଝି ଆକାଶରେ ୨୦୦ଲୋକଙ୍କୁ ମାରିଦେଇଥାନ୍ତା ପାକିସ୍ତାନ, ଏବେ ଭାରତ ଦେବ କଡ଼ା ଜବାବ!

ନୂଆଦିଲ୍ଲୀ,୨୩।୫: ମେ ୨୧ ତାରିଖରେ ଦିଲ୍ଲୀରୁ ଶ୍ରୀନଗର ଯାଉଥିବା ଏକ ଇଣ୍ଡିଗୋ ବିମାନ ଏକ ଭୟଙ୍କର ଘଟଣାରୁ ଅଳ୍ପକେ ରକ୍ଷା ପାଇଥିଲା। ପାଇଲଟ ଲାହୋର ATC ସହିତ ଯୋଗାଯୋଗ କରି ଜରୁରୀକାଳୀନ ଅବତରଣ ପାଇଁ ଅନୁମତି ମାଗିଥିଲେ। କିନ୍ତୁ, ପାକିସ୍ତାନ ଇଣ୍ଡିଗୋ…

ବାଲୁକା କଳାରେ ଆତଙ୍କବାଦ ବନ୍ଦ ବାର୍ତ୍ତା

କର୍ଲାମୁଣ୍ଡା,୨୩ା୫(ପ୍ରଦୀପ କୁମାର ସାହୁ): ସମାଜର ଶୋଷକ ଗୋଷ୍ଠୀ ସୁରକ୍ଷିତ ଥିବାବେଳେ ପହଲଗାମ ହିଂସା ଭଳି ଘଟଣାରେ ଦେଶର ନିରୀହ ଜନତା ଆତଙ୍କବାଦର ଶିକାର ହେଉଛନ୍ତି। ଏହି ଆତଙ୍କବାଦକୁ ଏକ ପାଶବିକ ପ୍ରକୃତି ଭାବରେ ବାଲୁକା କଳା ମାଧ୍ୟମରେ ଚିତ୍ରଣ କରିଛନ୍ତି କଳାହାଣ୍ଡି…

ହଠାତ ଅଧିନାୟକ ବଦଳାଇଲା RCB, ଏବେ ଏହି ଖେଳାଳି…

ନୂଆଦିଲ୍ଲୀ,୨୩।୫: IPL ୨୦୨୫ର ୬୫ତମ ମ୍ୟାଚ୍‌ରେ RCB ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। କିନ୍ତୁ ବଡ଼ ଖବର ଥିଲା ଯେ ଦଳ ଏହାର ଅଧିନାୟକ ପରିବର୍ତ୍ତନ କରିଛି। ରଜତ ପାଟିିଦାରଙ୍କ ସ୍ଥାନରେ ଜିତେଶ ଶର୍ମାଙ୍କୁ ଅଧିନାୟକ କରାଯାଇଛି।…

ଘାରିଲା ରାତାରାତି ବଡ଼ଲୋକ ହେବାର ସ୍ବପ୍ନ : ବନ୍ଧାହେଲେ ୪ ଜଣ

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ): ଗୋଟିଏ ପଟେ ବେକାରି ସମସ୍ୟା ବଢୁଛି। ଅନ୍ୟ ପଟେ ଅପରାଧ ମଧ୍ୟ ବଢୁଛି। ଏହିଭଳି ପରିସ୍ଥିତିରେ କିଛି ଲୋକ ବେନିୟମ ଭାବେ କମ ପରିଶ୍ରମ କରି ରାତାରାତି ବଡ଼ଲୋକ ହେବାର ସ୍ବପ୍ନ ଦେଖୁଛନ୍ତି, ପରେ ତାଙ୍କୁ ଅଧିକ ଲାଭ…

ବଡ଼ ଖବର: ଆଣ୍ଡାମାନ ସାଗର ଉପରେ ଆକାଶମାର୍ଗ ବନ୍ଦ, NOTAM  ଜାରି; ହେବ କି…

ନୂଆଦିଲ୍ଲୀ,୨୩।୫: ଭାରତ ଆଣ୍ଡାମାନ ସାଗରର ଏକ ର୍ନିଦ୍ଦିଷ୍ଟ ଅଞ୍ଚଳରେ ଆକାଶ ମାର୍ଗ ବନ୍ଦ କରିବାର ଘୋଷଣା କରି NOTAM ଜାରି କରିଛି। ଏହି NOTAM ୨୩ ଏବଂ ୨୪ ମଇ ସକାଳ ୭ଟାରୁ ୧୦ଟା ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ। ଏହି ଅଞ୍ଚଳଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri