Home Left

ନାତିର ଜନ୍ମଦିନରେ ମନ୍ଦିର ଯିବା ପାଇଁ ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ଜେଜେ-ନାତି

ପାଟଣା,୨୩ା୫(ବୀରକିଶୋର ଦାଶ): ନାତିର ଜନ୍ମଦିନ ପାଇଁ ମନ୍ଦିର ଯିବାକୁ ଶୁକ୍ରବାର ନଦୀକୁ ଗାଧୋଇବାକୁ ଯାଇ ନଦୀରେ ବୁଡ଼ି ଜେଜେବାପା ଓ ନାତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଜେଜେବାପା ବାସୁଦେବ ମହାନ୍ତ ଏବଂ ୯ ବର୍ଷର ନାତି ଦିବ୍ୟାଂଶୁ । କେନ୍ଦୁଝର…

ମସ୍କୋ ବିମାନ ବନ୍ଦରରେ ଡ୍ରୋନ ଆକ୍ରମଣ, ଆକାଶରେ ଚକ୍କର କାଟିଲା ଭାରତୀୟ ଏମ୍‌ପିଙ୍କ ବିମାନ

ମସ୍କୋ,୨୩।୫: ରୁଷିଆର ମସ୍କୋ ବିମାନବନ୍ଦର ଉପରେ ଏକ ବଡ଼ ଧରଣର ଆକ୍ରମଣ ହୋଇଛି। ମସ୍କୋ ବିମାନବନ୍ଦରରେ ୟୁକ୍ରେନରୁ ହୋଇଥିବା ଡ୍ରୋନ ଆକ୍ରମଣ ହଇଚଇ ସୃଷ୍ଟି କରିଥିଲା। ଆଶ୍ଚର୍ଯ୍ୟଜନକ ଭାବରେ, ମସ୍କୋ ବିମାନବନ୍ଦରରେ ଡ୍ରୋନ ଆକ୍ରମଣ ସେତେବେଳେ ଘଟିଥିଲା ଯେତେବେଳେ ଭାରତୀୟ ପ୍ରତିନିଧିମଣ୍ଡଳୀକୁ…

ପୁରୀ ଜଗନ୍ନାଥ ମନ୍ଦିରରେ ସୁରକ୍ଷା ପାଇଁ ଆଣ୍ଟି-ଡ୍ରୋନ ସିଷ୍ଟମ

ପୁରୀ, ୨୩।୫: ପୁରୀ ଜଗନ୍ନାଥ ମନ୍ଦିରରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣର ଆଶଙ୍କାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଏହି ୧୨ଶ ଶତାବ୍ଦୀର ହିନ୍ଦୁ ତୀର୍ଥସ୍ଥଳୀର ସୁରକ୍ଷା ପାଇଁ ଆଣ୍ଟି-ଡ୍ରୋନ ପ୍ରଯୁକ୍ତି ସ୍ଥାପନ ଉପରେ ବିଚାର କରୁଛନ୍ତି। ଏ ସମ୍ପର୍କରେ ଆଇନ ବିଭାଗ…

ଖୋଲିଲା ପାକିସ୍ତାନ ମିଛ ଦାବିର ବଡ଼ ଗୁମର, ସାଂସଦ କହିଲେ-ଭାରତରୁ ବୋମା କି ଲୋକ ପାକିସ୍ତାନ ଆକ୍ରମଣ ପାଇଁ ଆସୁନାହାଁନ୍ତି

ଇସଲାମାବାଦ,୨୩।୫: ଭାରତର ‘ଅପରେଶନ ସିନ୍ଦୂର’ ପରେ ପାକିସ୍ତାନ ସାଂସଦ ଉମର ଫାରୁକ ଦେଶର ସୁରକ୍ଷା ଏବଂ ଗୁଇନ୍ଦା ସଂସ୍ଥାଗୁଡ଼ିକ ଉପରେ ସାର୍ବଜନୀନ ଭାବରେ ବର୍ଷିଛନ୍ତି। ସେ ବେଲୁଚିସ୍ତାନ ସମ୍ପର୍କରେ ତାଙ୍କ ସରକାରର ପର୍ଦ୍ଦାଫାସ ମଧ୍ୟ କରିଥିଲେ। ସେ କହିଥିଲେ ଯେ ଭାରତରୁ…

ରାସ୍ତା ପ୍ରଶସ୍ତିକରଣ ପାଇଁ ପାଟଣା ବଜାରରୁ ଜବରଦଖଲ ଉଚ୍ଛେଦ

ପାଟଣା,୨୩ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା ପ୍ରଶସ୍ତିକରଣ ପାଇଁ ଶୁକ୍ରବାର ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ୨ଟି ଜେସିବି ସାହାଯ୍ୟରେ ବେଆଇନ ନିର୍ମାଣକୁ ଭଙ୍ଗା କାର୍ଯ୍ୟ ଚାଲିଛି। ମାଜିଷ୍ଟ୍ରେଟ ଭାବେ ସାହାରପଡ଼ା…

ପ୍ରିୟଙ୍କାଙ୍କ ସହ ଜ୍ୟୋତି ବୁଲିଥିଲେ କୋଣାର୍କ-ଚିଲିକା, କେଉଁ ହୋଟେଲରେ କାହା ସହ…

ପୁରୀ,୨୩ା୫(ଅଜିତ୍‌ କୁମାର ମହାନ୍ତି):  ପୁରୀ ଝିଅ ପ୍ରିୟଙ୍କା ସେନାପତିଙ୍କ ସହ ହରିୟାଣା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କ ଲିଙ୍କ୍‌ ଘଟଣାର ତଦନ୍ତ ଗୁରୁବାର ୬ଷ୍ଠଦିନରେ ପହଞ୍ଚତ୍ଛି। ଜ୍ୟୋତି ଓ ତାଙ୍କ ପରିବାର ସଦସ୍ୟଙ୍କ ବ୍ୟାଙ୍କ୍‌ ଆକାଉଣ୍ଟ ରହିଛି, ଆୟର ସୂତ୍ର, ବାହାରୁ କେଉଁଠୁ…

‘ମୁନିରଙ୍କୁ ରାଜା କରିଦିଅନ୍ତୁ, ସେ କେବଳ ଜଙ୍ଗଲର ରାଜା ହୋଇପାରିବେ’, ଫିଲ୍ଡ ମାର୍ଶାଲ ପଦୋନ୍ନତିକୁ ନେଇ କାହିଁକି ଏମିତି କହିଲେ ଇମ୍ରାନ, ଜାଣନ୍ତୁ…

ଇସଲାମାବାଦ,୨୩।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିରଙ୍କୁ କଟାକ୍ଷ କରି କହିଛନ୍ତି ଯେ ତାଙ୍କୁ ‘ଫିଲ୍ଡ ମାର୍ଶାଲ’ ବଦଳରେ ‘ରାଜା’ ଉପାଧି ଦେବା ଉଚିତ ଥିଲା କାରଣ ପାକିସ୍ତାନରେ ବର୍ତ୍ତମାନ ଜଙ୍ଗଲ ରାଜ ଚାଲିଛି…

ନିର୍ମଳା ସୀତାରାମଣଙ୍କ ବିରୋଧରେ ମାମଲା ରୁଜୁ କଲେ ଆପ ନେତାଙ୍କ ପତ୍ନୀ, କୋର୍ଟ ଜାରି କଲେ ନୋଟିସ

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ନେତା ସୋମନାଥ ଭାରତୀଙ୍କ ପତ୍ନୀ ଲିପିକା ମିତ୍ର ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବିରୋଧରେ ଫୌଜଦାରୀ ମାନହାନି ଅଭିଯୋଗ ଦାୟର କରିଛନ୍ତି। ଲିପିକା ମିତ୍ର ତାଙ୍କ ଅଭିଯୋଗରେ ଅଭିଯୋଗ କରିଛନ୍ତି…

ଖୁବ୍‌ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି

ଭୁବନେଶ୍ୱର,୨୩ା୫: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି। ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଜୁନ୍‌ ୧୫ରୁ ୨୬ ଭିତରେ ଏହି ନୂଆ ଆଇନ ଆସିବ। ବରିଷ୍ଠ ଅଧିକାରୀମାନେ ଏନେଇ ସମୀକ୍ଷା କରୁଛନ୍ତି। ଆନ୍ଧ୍ର ସମେତ ବିଭିନ୍ନ…

ଏଣିକି ବିମାନରେ କରିପାରିବେ ନାହିଁ ମୋବାଇଲ ବ୍ୟବହାର, DGCA ଜାରି କଲା ଆଡଭାଇଜରୀ

ନୂଆଦିଲ୍ଲୀ,୨୩।୫: ଦେଶର ସୁରକ୍ଷାକୁ ଦୃଷ୍ଟିରେ ରଖି ଭାରତୀୟ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (DGCA) ସମସ୍ତ ବିମାନ କମ୍ପାନୀ ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି। ଏବେଠାରୁ, ପ୍ରତିରକ୍ଷା ବିମାନବନ୍ଦରରୁ ଉଡ଼ାଣ କିମ୍ବା ଅବତରଣ କରୁଥିବା ସମସ୍ତ ବିମାନ ପାଇଁ ସ୍ବତନ୍ତ୍ର…

ଭତ୍ତା ଖାତାରେ ୧୪୦୦ ଟଙ୍କା, ହିତାଧିକାରୀଙ୍କୁ ମିଳିଛି ୧୨୦୦ ଟଙ୍କା, ପଚାରିବାରୁ…

ତୁମୁଡ଼ିବନ୍ଧ,୨୩ା୫(ଦୀପକ କୁମାର ପରାସେଠ୍‌): ଗ୍ରୀଷ୍ମ ପ୍ରଭାବରେ ଭତ୍ତା ହିତାଧିକାରୀଙ୍କ ସୁରକ୍ଷାକୁ ନେଇ ସରକାର ଚଳିତ ମାସ ଜୋତା ଓ ଛତା ପାଇଁ ୪୦୦ଟଙ୍କା ମିଶାଇ ଭତ୍ତା ବଣ୍ଟନ କରା ଯିବା ପାଇଁ ନିର୍ଦ୍ଦେଶ ରହି ଥିବାବେଳେ ଖାତାରେ ୧୪୦୦ ଟଙ୍କା ଲେଖାଯାିଛି।…

ବଡ଼ଧରଣର ଚୁକ୍ତିନାମା ବାତିଲ, ଭାରତ-ବାଂଲାଦେଶ ସମ୍ପର୍କରେ…

ନୂଆଦିଲ୍ଲୀ/ଢାକା,୨୩ା୫: ବିଗୁଡୁଛି ଭାରତ-ବାଂଲାଦେଶ କୂଟନୈତିକ ସମ୍ପର୍କ। ଯେଉଁଥିପାଇଁ ଏକ ବଡ଼ ଧରଣର ଚୁକ୍ତିନାମା ବାତିଲ କରିଦେଇଛି ବାଂଲାଦେଶ। ୧୭୯ କୋଟି ଟଙ୍କାର ଜାହାଜ ଚୁକ୍ତିନାମା ବାତିଲ ହୋଇଛି। କୋଲକାତାର GRSE କମ୍ପାନୀ ସହ ଏହି ଚୁକ୍ତି ହେବାକୁ ଥିବାବେଳେ ଏବେ ଏହାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri