Home Left

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ତାଙ୍କ ଅବସର ପରେ ବ୍ଲକ୍‌ ଶିକ୍ଷା ବିଭାଗରେ ଅଧିକାରୀ ପଦବୀ ଶୂନ୍ୟ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଅଭିଜିତ ଦୀପକେଙ୍କର ବଡ ଘୋଷଣା, ‘ଆମେ ଜନ୍ତର ମନ୍ତ୍ରରେ ବସିବୁ ଏବଂ …’

ନୂଆଦିଲ୍ଲୀ,୧।୨୬: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାର ଏବଂ SIR କୁ ନେଇ ଚାଲିଥିବା ବିବାଦ ମଧ୍ୟରେ, Cockroach Janata Party (CJP) ଶୁକ୍ରବାର ମୁମ୍ବାଇରେ ଏକ ପ୍ରତିବାଦ ଆରମ୍ଭ କରିବ। ଗୁରୁବାର, CJP ପ୍ରତିଷ୍ଠାତା ଅଭିଜିତ ଦୀପକେ ମୁମ୍ବାଇରେ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ପୂର୍ବତନ ସରପଞ୍ଚ ପୀତାମ୍ବର ଗୌଡ଼ଙ୍କ ନେତୃତ୍ୱରେ ଏକ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ ସେ ତାଗିଦ କରିଛନ୍ତି । ହିଞ୍ଜିଳି ଏବଂ ଶେରଗଡ଼ରେ କିଛି ବିଶୃଙ୍ଖଳାକାରୀ ନେତା…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଅଖିଳ ଭାରତ ରାଜ୍ୟ…

ପାଇଲଟ ସ୍ମିତଙ୍କୁ ମିଳିବ ବିଶିଷ୍ଟ ଗୁଜରାଟ ଗରିମା ସମ୍ମାନ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗାନ୍ଧିନଗର,୧।୧୦: ଗୁଜରାଟ ସରକାର ସାହସୀ ପାଇଲଟ ସ୍ମିତ ମଚ୍ଛାରଙ୍କ ପାଇଁ ରାଜ୍ୟ ପୁରସ୍କାର ଘୋଷଣା କରିଛନ୍ତି। ତାଙ୍କ ଶୀଘ୍ର ଆରୋଗ୍ୟ ପାଇଁ ସୋମନାଥ ମନ୍ଦିରରେ ବିଶେଷ ପ୍ରାର୍ଥନା କରାଯାଇଥିଲା। ରାଜ୍ୟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଘୋଷଣା କରିଥିବା ମଚ୍ଛାରଙ୍କୁ ମର୍ଯ୍ୟାଦାଜନକ ଗୁଜରାଟ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା ଥିବା ସ୍ଥାନଗୁଡ଼ିକରେ ଏନ୍‌ଏସ୍‌ସି କର୍ମଚାରୀ ଓ ଜନପ୍ରତିନିଧିମାନେ ଝାଡ଼ୁ ଧରି ସଫେଇର ପ୍ରଚାର…

୧୦୦ ବର୍ଷ ପରେ ନବରାତ୍ରିରେ ଗଜକେସରୀ ଯୋଗ: ସିଂହ, ମକର ସମେତ ଏହି ୭ ରାଶିଙ୍କର ଚାଲିବ ଗୋଲଡେନ୍‌ ଟାଇମ, ପ୍ରବଳ ଧନ ଯୋଗ ସହ…

ଭୁବନେଶ୍ୱର: ହିନ୍ଦୁ ଧର୍ମରେ ଶାରଦୀୟ ନବରାତ୍ରିକୁ ମା’ ଦୁର୍ଗାଙ୍କ ଆରାଧନାର ଅନ୍ୟତମ ପ୍ରମୁଖ ପର୍ବ ଭାବେ ଗ୍ରହଣ କରାଯାଏ। ଏହି ୯ ଦିନ ଧରି ଭକ୍ତମାନେ ମା’ ଦୁର୍ଗାଙ୍କ ନବରୂପଙ୍କୁ ପୂଜା କରିବା ସହ ଉପବାସ, ଜପ, ପାଠ ଓ ବିଭିନ୍ନ…

ଭାରତ ନା ପାକିସ୍ତାନ କିଏ ଜିତିବ ସ୍ବର୍ଣ୍ଣ ପଦକ? 2026 ଏସୀୟ କ୍ରୀଡାର ଫାଇନାଲରେ ମୁହାଁମୁହିଁ ହେବେ ଏମାନେ, ବୁଝନ୍ତୁ ଗଣିତ

ନୂଆଦିଲ୍ଲୀ,୧।୧୦: ୨୦୨୬ ଏସୀୟ କ୍ରୀଡ଼ାର ଫାଇନାଲ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଯାଉଛି। କ୍ରିକେଟ ପଡ଼ିଆରେ ପୁଣିଥରେ ପରସ୍ପରର ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହେବେ। ସ୍ବର୍ଣ୍ଣ ପଦକ ପାଇଁ ଏହି ଦୁଇ ଦଳ ମଧ୍ୟରେ ଫାଇନାଲ…

ଏସିଆନ ଗେମ୍ସରେ ପ୍ରଥମ ଥର ପାଇଁ ଘଟିବ ଏମିତି, ଗୋଲ୍ଡ ମେଡାଲ ପାଇଁ ମହାଲଢେଇ, ଜାଣନ୍ତୁ କେବେ…

ନୂଆଦିଲ୍ଲୀ, ୧।୧୦: ଜାପାନର ଆଇଚି-ନାଗୋୟାରେ ଚାଲିଥିବା ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବେ। ଉଭୟ ଦଳ ନିଜ ନିଜ ସେମିଫାଇନାଲରେ ବିଜୟୀ ହୋଇ ଗୋଲ୍ଡ ମେଡାଲ ମ୍ୟାଚରେ ଟିକେଟ ହାସଲ କରିଛନ୍ତି। ଏବେ…

ତୃତୀୟ ଦିନିକିଆ ପୂର୍ବରୁ ଟିମ୍ ଇଣ୍ଡିଆକୁ ଝଟକା, ସିରିଜରୁ ବାଦ୍ ପଡ଼ିଲେ…

ନୂଆଦିଲ୍ଲୀ,୩୦ା୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦୁଇଟି ମ୍ୟାଚ୍ ଶେଷ ହୋଇଛି । ପ୍ରଥମ ଦୁଇଟି ମ୍ୟାଚ୍ ଜିତି ଟିମ୍ ଇଣ୍ଡିଆ ସିରିଜ୍‌କୁ ନିଜ ନାମରେ କରିସାରିଛି । ଏବେ ଅକ୍ଟୋବର ୩ରେ ଖେଳାଯିବ ସିରିଜର ତୃତୀୟ…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ। ସମ୍ପତ୍ତି ଲୋଭରେ ପୁଅ, ଝିଅ ଓ ବୋହୂମାନେ ପରିଣତ ବୟସରେ ମା’-ବାପାଙ୍କୁ ଅବହେଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?