କଟକ SCB ହସ୍ପିଟାଲରେ ଶିଶୁ ଅଦଳବଦଳ: ଜବାବ ମାଗିଲେ ଓଡ଼ିଶା ହାଇକୋର୍ଟ
କଟକ,୨୫ା୩: ସରକାରୀ ସ୍ୱାସ୍ଥ୍ୟ ପ୍ରତିଷ୍ଠାନରେ ସମ୍ପ୍ରତି ଏକ ଶିଶୁ ଅଦଳବଦଳ ଅଭିଯୋଗ ସମ୍ପର୍କରେ କଟକ ସହରର SCB ମେଡିକାଲ କଲେଜ ଏବଂ ହସ୍ପିଟାଲ (SCBMCH)ର ଅଧୀକ୍ଷକଙ୍କୁ ସୋମବାର ଏପ୍ରିଲ ୨, ୨୦୨୫ କିମ୍ବା ତା ପୂର୍ବରୁ ଉତ୍ତର ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।…
ନ୍ୟୁଜିଲାଣ୍ଡରେ ଶକ୍ତିଶାଳୀ ଭୂମିକମ୍ପ: ଭୟରେ ଲୋକେ ଦୌଡ଼ିଲେ
ଅକଲାଣ୍ଡ,୨୫।୩: ନ୍ୟୁଜିଲାଣ୍ଡର ରିଭରଟନ ଉପକୂଳରେ ମଙ୍ଗଳବାର ୭ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଯୁକ୍ତରାଷ୍ଟ୍ର ଭୂତତ୍ତ୍ୱ ସର୍ବେକ୍ଷଣ (USGS) ଏକ ପୋଷ୍ଟ ମାଧ୍ୟମରେ ଭୂମିକମ୍ପ ବିଷୟରେ ସୂଚନା ଶେୟାର କରିଛି। ରିଭରଟନର ପଶ୍ଚିମ-ଦକ୍ଷିଣପଶ୍ଚିମ (WSW) ୧୫୯ କିଲୋମିଟର ଦୂରରେ…
ରଥ ନିର୍ମାଣ ପାଇଁ ବରଗଡ଼ରୁ ପୁରୀ ଯିବ କାଠ: ଆଜିଠାରୁ ପଦ୍ମପୁରରେ କାଠ ପାଇଁ ସର୍ଭେ କାର୍ଯ୍ୟ
ବରଗଡ଼, ୨୫।୩(ପ୍ରେମାନନ୍ଦ ଖମାରୀ): ପୁରୀ ରଥଯାତ୍ରାର ରଥ ନିର୍ମାଣ ପାଇଁ ଏଥର ବରଗଡ଼ରୁ ପୁରୀକୁ କାଠ ଯିବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରକ୍ରିୟା ଆରମ୍ଭ କରିଛି। ଏହି କ୍ରମରେ ଶ୍ରୀମନ୍ଦିର ପ୍ରଶାସନର ଏକ ୪ଛଣିଆ ଟିମ୍ ବରଗଡ଼ ଅଭିମୁଖେ ଆସୁଛନ୍ତି। ମଙ୍ଗଳବାର…
ମା’ ତାରାତାରିଣୀଙ୍କ ଦ୍ୱିତୀୟପାଳି ଚୈତ୍ର ମଙ୍ଗଳବାର ଯାତ୍ରା: ମହାଲକ୍ଷ୍ମୀ ବେଶରେ ଦର୍ଶନ ଦେଉଛନ୍ତି ଦୁଇ ଭଉଣୀ
ପୁରୁଷୋତ୍ତମପୁର,୫।୩(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛିି। ସମଗ୍ର ରତ୍ନଗିରି ପାହାଡ ଚତୁପାର୍ଶ୍ୱ ଲୋକାରଣ୍ୟ ହୋଇପଡିଛି॥ ଏହି ପାଳିରେ ରାତି ୧୨ ଟା ୩୦ରୁ ମନ୍ଦିର…
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମହାସ୍ନାନ
ପୁରୀ,୨୫ା୩: ଶ୍ରୀମନ୍ଦିରରେ ମଙ୍ଗଳବାର ମହାପ୍ରଭୁଙ୍କ ମହାସ୍ନାନ ହୋଇଛି। ପାଳିଆ ସେବକଙ୍କୁ ସେବାୟତ ଛୁଇଁ ଦେବାରୁ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଛି। ମଇଲମ ଚାଲିଥିବା ବେଳେ ସେବାୟତ ଛୁଇଁ ଦେଇଥିଲେ। ମହାସ୍ନାନ ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି। ସୂଚନା ଯୋଗ୍ୟ, ଶନିବାର…
ବ୍ୟବସାୟରେ ରାତାରାତି ସଫଳତା ନାହିଁ
ରାଜ୍ୟର ଅଗ୍ରଣୀ ଧୂପକାଠି ଉପତ୍ାଦନକାରୀ ସଂସ୍ଥା ସୋମେନ ଅଗରବତି। ଏହାର ପ୍ରୋପାଇଟର ପ୍ରହଲ୍ଲାଦ ପଲାଇ ଦିନେ ଘରର ଆର୍ଥିକ ସ୍ଥିତି ସୁଧାରିବାକୁ ଆରମ୍ଭ କରିଥିଲେ ଧୂପକାଠି ବ୍ୟବସାୟ। ପ୍ରଥମେ ମେନେକା ଅଗରବତି ଓ ପରେ ସୋମେନ ଅଗରବତି ନାମରେ ବ୍ୟବସାୟ କରି…
କବାଡି ଖେଳାଳିଙ୍କ ପାଇଁ ବଡ଼ ଆଶ୍ୱସ୍ତି
ନୂଆଦିଲ୍ଲୀ,୨୫ା୩: ଭାରତୀୟ କବାଡି ଖେଳାଳିଙ୍କୁ ଖୁବ୍ଶୀଘ୍ର ଏକ ବଡ଼ ଆଶ୍ୱସ୍ତି ମିଳିବାକୁ ଯାଉଛି। ଭାରତୀୟ ଆମେଚର କବାଡି ମହାସଂଘ(ଏକେଏଫ୍ଆଇ) ଉପରୁ ଅନ୍ତର୍ଜାତୀୟ କବାଡି ମହାସଂଘ (ଆଇକେଏଫ୍) ଆସନ୍ତା ଜୁଲାଇରେ ବ୍ୟାନ ହଟାଇବ। ଏ ନେଇ ଆଇକେଏଫ୍ ସଭାପତି ବିନୋଦ କୁମାର ତିଓ୍ବାରୀ…
୩ ଦିନରେ ୧.୨୦ ଲକ୍ଷ ଅଲିଭରିଡ୍ଲେଙ୍କ ଗଣ ଅଣ୍ଡାଦାନ
ବ୍ରହ୍ମପୁର,୨୫ା୩(ଅଶୋକ କୁମାର ସାହୁ): ଗଞ୍ଜାମ ଜିଲା ଋଷିକୁଲ୍ୟା ମୁହାଣ ସାମୁଦ୍ରିକ ବେଳାଭୂମିରେ ପୁଣି ଅଲିଭ ରିଡ୍ଲେ କଇଁଛଙ୍କ ଦ୍ୱିତୀୟ ପର୍ଯ୍ୟାୟ ଗଣ ଅଣ୍ଡାଦାନ ଆରମ୍ଭ ହୋଇଛି। ଆଜକୁ ୩ ଦିନ ହେଲା କଇଁଛମାନେ ଅଣ୍ଡାଦେବାରେ ଲାଗିଛନ୍ତି। ୩ ଦିନ ଭିତରେ ୧…
ବ୍ୟବସାୟୀଙ୍କଠୁ ଲୁଟିନେଲେ ୫ ଲକ୍ଷ
କଟକ, ୨୫ା୩(ଶିଳ୍ପା ପ୍ରିୟଦର୍ଶିନୀ)- କଟକ ବାଦାମବାଡ଼ିସ୍ଥିତ ବିକାଶ ନଗର ଅଞ୍ଚଳରେ ଜଣେ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ମାଡ଼ ମାରିବା ସହ ଦୁର୍ବୃତ୍ତମାନେ ୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଲୁଟ୍ର ଶିକାର ହୋଇଛନ୍ତି ମାଲଗୋଦାମର ମସଲା ବ୍ୟବସାୟୀ ନିରଞ୍ଜନ ଗୋଏଙ୍କା। ତାଙ୍କ…
ଆଜି ଭାରତ-ବାଂଲାଦେଶ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ
ଶିଲଂ,୨୫ା୩: ଆଜି ଭାରତୀୟ ଦଳ ୨୦୨୭ ଏଏଫ୍ସି ଏସିଆନ କପ୍ କ୍ୱାଲିଫାଇଂ ରାଉଣ୍ଡର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ବାଂଲାଦେଶକୁ ଭେଟିବ। ଗତ ୧୯ ତାରିଖରେ ଭାରତୀୟ ଦଳ ୩-୦ ଗୋଲରେ ମାଳଡିଭ୍ସକୁ ହରାଇଥିଲା। ଏହା ମାନୋଲୋ ମାର୍କ୍ୟୁଜଙ୍କ ମାର୍ଗଦର୍ଶନରେ ଦଳର ପ୍ରଥମ…
ବଳାତ୍କାରରୁ ବର୍ତ୍ତିବା ପାଇଁ ଟ୍ରେନ୍ରୁ ଡେଇଁଲେ
ହାଇଦ୍ରାବାଦ, ୨୫ା୩: ହାଇଦ୍ରାବାଦରେ ଜଣେ ଯୁବତୀ (୨୩) ବଳାତ୍କାରରୁ ବର୍ତ୍ତିବା ପାଇଁ ଚଳନ୍ତା ଟ୍ରେନ୍ରୁ ଡେଇଁ ପଡ଼ିଛନ୍ତି। ତାଙ୍କୁ ଆହତ ଅବସ୍ଥାରେ ହାଇଦ୍ରାବାଦର ରାହୋଗିରୋସ୍ଥିତ ଏକ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଟ୍ରେନ୍ ମଧ୍ୟରେ ଜଣେ ଯୁବକ ତାଙ୍କୁ ବଳାତ୍କାର କରିବାକୁ…
ବର୍ଷା ପାଇଁ ୧୩ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୨୫ା୩(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ପ୍ରଭାବରେ ବର୍ଷା ହେଉଛି। ସୋମବାର ଗୋପାଳପୁରରେ ସର୍ବାଧିକ ୩୦.୮ ମି.ମି. ବର୍ଷା ହୋଇଥିବାବେଳେ କୋରାପୁଟରେ ୨୯, ରାୟଗଡ଼ାରେ ୨୮.୨ ମିମି ରେକର୍ଡ କରାଯାଇଛି। ସେହିଭଳି କେନ୍ଦୁଝର, କଟକ, ଭୁବନେଶ୍ୱର, ବଲାଙ୍ଗୀର ସହ…
Archives


