ମୋଦି କ୍ୟାବିନେଟ୍ରେ ବଡ଼ ଅଦଳବଦଳ ଚର୍ଚ୍ଚା! ଧର୍ମେନ୍ଦ୍ରଙ୍କ ସମେତ ଏହି ସବୁ ନେତାଙ୍କୁ ମିଳିବ ଦାୟିତ୍ୱ! ମିଳିଲା ଏହି ସଙ୍କେତ
ନୂଆଦିଲ୍ଲୀ, ୧୯।୮: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମ ଘୋଷଣା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ବଡ଼ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି। ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି ଯେ, ଭାଜପାର ସଂଗଠନରେ ହୋଇଥିବା…
୨୦ରୁ ଇଣ୍ଟିଗ୍ରେଟେଡ୍ ବି.ଏଡ୍, ଏମ୍.ଏଡ୍ ନାମଲେଖା ଆବେଦନ: ଜାଣନ୍ତୁ କେମିତି କରିବେ ଆବେଦନ
ଭୁବନେଶ୍ୱର,୧୯ା୮(ସୁଚିସ୍ମିତା ସାହୁ):ଉଚ୍ଚଶିକ୍ଷା ବିଭାଗ ଅଧୀନରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ୩ ବର୍ଷିଆ ଇଣ୍ଟିଗ୍ରେଟେଡ୍ ବି.ଏଡ୍-ଏମ୍.ଏଡ୍. ପାଠ୍ୟକ୍ରମରେ ନାମଲେଖା ପାଇଁ ଆସନ୍ତା ୨୦ ତାରିଖ ଅପରାହ୍ନ ୨ଟାରୁ ଆବେଦନ ଆରମ୍ଭ ହେବ। ଛାତ୍ରୀଛାତ୍ର ସାମ୍ସ ପୋର୍ଟାଲ ମାଧ୍ୟମରେ କମନ ଆପ୍ଲିକେଶନ ଫର୍ମ ପୂରଣ…
କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ
ନୂଆଦିଲ୍ଲୀ,୧୯ା୮: ଅଭିଯୁକ୍ତଙ୍କ ପରିଚୟ ପ୍ରକାଶ କରିବା କିମ୍ବା ସେମାନଙ୍କୁ ଅମାନବୀୟ ଢଙ୍ଗରେ ଚିତ୍ରଣ କରିବା ଭଳି ବିଷୟବସ୍ତୁ ଅନ୍ଲାଇନରେ ପୋଷ୍ଟ କରିବାରୁ ପୋଲିସ ସଂଗଠନକୁ ରୋକିବା ପାଇଁ ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍) ଦାଏର ହୋଇଥିଲା। ସର୍ବୋଚ୍ଚ…
ସରକାରଙ୍କ ଘୋଷଣା: ୩ୟ ସନ୍ତାନ ପାଇଁ ସରକାରୀ କର୍ମଚାରୀଙ୍କୁ ବର୍ଷେ ମାତୃତ୍ୱ ଛୁଟି
ଚେନ୍ନାଇ, ୧୯।୮: ସରକାରୀ ମହିଳା କର୍ମଚାରୀମାନେ ଏବେ ୩ୟ ସନ୍ତାନ ପାଇଁ ମଧ୍ୟ ପୂର୍ବର ୧୨ ସପ୍ତାହ ବଦଳରେ ପୂରା ୩୬୫ ଦିନ ବା ୧ବର୍ଷର ମାତୃତ୍ୱ ଛୁଟି ନେଇପାରିବେ ବୋଲି ତାମିଲନାଡ଼ୁ ସରକାର ମଙ୍ଗଳବାର ଘୋଷଣା କରିଛନ୍ତି। ବିଧାନସଭାରେ ବିଭାଗୀୟ…
୩୦୦ କୋଟି ଟଙ୍କାର ଡ୍ରଗ୍ସ ଜବତ
ମୁମ୍ବାଇ,୧୮ା୮: ମୁମ୍ବାଇର ଜବାହରଲାଲ ନେହେରୁ ବନ୍ଦର ନିକଟ କଣ୍ଟେନର ଫ୍ରେଇଟ୍ ଷ୍ଟେଶନରେ ମକା ଚାଲାଣ ଭିତରୁ ୫୫ କେ.ଜି. ମେଥାମ୍ଫେଟାମାଇନ୍ ଜବତ ହୋଇଛି। ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ (ଡିଆର୍ଆଇ) ଜବତ କରିଥିବା ଏହି ଡ୍ରଗ୍ସର ମୂଲ୍ୟ ପ୍ରାୟ ୩୦୦ କୋଟି ଟଙ୍କା।…
ଶାହରୁଖଙ୍କ ଘରେ ସାପ
ମୁମ୍ବାଇ,୧୮ା୮: ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନ୍ଙ୍କ ମୁମ୍ବାଇ ବାସଭବନ ମାନତ୍ରୁ ସୋମବାର ରାତିରେ ୨ଟି ସାପ ଦେଖିବାକୁ ମିଳିଥିଲା। ବାସଭବନ ବଗିଚାର ଏକ ସେଡ୍ ତଳେ ସାପ ରହିଥିଲେ। ପ୍ରଥମେ ସାପ ଧରାଳି ବିକି ଦୁବେଙ୍କୁ ବାନ୍ଦ୍ରା ଓ୍ବେଷ୍ଟସ୍ଥିତ ବଙ୍ଗଳାକୁ ଡକାଯାଇଥିବାବେଳେ…
ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ
ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ କରି ବଲିଉଡ ପର୍ଯ୍ୟନ୍ତ ସେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…
ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ
ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଜିଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ…
ମହିଳା ହକି ବିଶ୍ୱକପ୍ରେ ଭାରତର ବଡ଼ ବିଜୟ
ଆମଷ୍ଟେଲଭିନ୍,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍ଆଇଏଚ୍ ମହିଳା ହକି ବିଶ୍ୱକପ୍ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍ ମ୍ୟାଚ୍ରେ ଭାରତ ୬-୧ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ମହିଳା ବିଶ୍ୱକପ୍ ଇତିହାସରେ ଏହା ଭାରତ ପାଇଁ ସର୍ବବୃହତ୍…
କାର୍ଯ୍ୟବନ୍ଦ ଚେତାବନୀ ଦେଲେ ହସ୍ପିଟାଲ କର୍ମଚାରୀ
ନବରଙ୍ଗପୁର,୧୮।୮(ସଦାଶିବ ପ୍ରହରାଜ): ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ଅଲ୍ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଂଘ ନବରଙ୍ଗପୁର ଜିଲା ଶାଖା। ମଙ୍ଗଳବାର ଭାରତୀୟ ମଜଦୁର ସଂଘ ତତ୍ତ୍ୱାବଧାନରେ ଜିଲା ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ…
୨୦୨୫ ପାଇଁ ଖେଳରତ୍ନ ପୁରସ୍କାର ନାହିଁ, ତେଜସ୍ବିନ, ଦିବ୍ୟା, ଗାୟତ୍ରୀଙ୍କୁ ଅର୍ଜୁନ ପୁରସ୍କାର
ନୂଆଦିଲ୍ଲୀ, ୧୮ା୮- ୨୦୨୫ ବର୍ଷ ଲାଗି କୌଣସି ଆଥଲେଟ୍ଙ୍କୁ ସମାନ୍ଜନକ ଧ୍ୟାନ୍ ଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ନାହିଁ। ଏ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ମଙ୍ଗଳବାର ନିଷ୍ପତ୍ତି ନେଇଛି। ଏଥିସହିତ ଚୟନ କମିଟି ଦ୍ୱାରା କରାଯାଇଥିବା ସୁପାରିସ୍ର ଅପ୍ରତ୍ୟାଶିତ ପୁନଃ ମୂଲ୍ୟାଙ୍କନ…
ଜେଲ୍ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…
ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ ନେତା ଆଜାଦ ଓରଫ ଡନା କେଶବ ରାଓ। ଆଜି ଏକ ସ୍ୱତନ୍ତ୍ର କୋର୍ଟର…

