ନାଗପୁର ହିଂସାର ମୁଖ୍ୟ ଅଭିଯୁକ୍ତଙ୍କ ଘର ଉପରେ ଚାଲିଲା ବୁଲଡୋଜର
ନାଗପୁର,୨୪।୩: ନାଗପୁର ହିଂସାର ମାଷ୍ଟରମାଇଣ୍ଡ ବୋଲି କୁହାଯାଉଥିବା ଫହୀମ ଖାନଙ୍କ ଘର ଉପରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପୋଲିସ ଏବଂ ପ୍ରଶାସନର ଉପସ୍ଥିତିରେ ଫହିମ ଖାନଙ୍କ ବେଆଇନ ନିର୍ମାଣ ଉପରେ ବୁଲଡୋଜର ଚଲାଯାଉଛି। ଘରଟି ଫହିମଙ୍କ ସ୍ତ୍ରୀଙ୍କ ନାମରେ ପଞ୍ଜିକୃତ।…
ଘରୁ ଯାଇ ଆଉ ଫେରି ନ ଥିଲେ ନାବାଳିକା, ଜଙ୍ଗଲରୁ ମିଳିଲା କ୍ଷତବିକ୍ଷତ ମୃତଦେହ
ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ଅଞ୍ଚଳରୁ ଗତ ୨୦ ତାରିଖରୁ ନିଖୋଜ ହୋଇଥିବା ନାବାଳିକା (୧୭ବର୍ଷ)ଙ୍କ ମୃତଦେହ ରବିବାର ବୁର୍ଲା ଥାନା ଅଶୋକ ନିବାସ ନିକଟ ଏକ ଜଙ୍ଗଲରୁ ପୋଲିସ ଜବତ କରିଛି। ପାରିପାର୍ଶ୍ୱିକ ସ୍ଥିତିରୁ ମୁଣ୍ଡରେ ଆଘାତ ଦେଇ…
ଟ୍ରକ୍କୁ ଧକ୍କା ଦେଲା ଟ୍ରକ୍, ଚାପି ହୋଇଗଲେ ଚାଳକ
ଦେବଗଡ଼,୨୪ା୩(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ବଲାଣି ଟୋଲ ପ୍ଲାଜା ନିକଟରେ ଏକ ଲୁହା ପଥର ବୋଝେଇ ଟ୍ରକ୍ ପଛପଟରେ ଆଉ ଏକ ଟ୍ରକ୍ ପିଟି ହେବାରୁ ଟ୍ରକ୍ରେ ଚାପି ହୋଇ ଚାଳକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାନୁଯାୟୀ, କୋଇଡ଼ା…
ଟ୍ରାକ୍ଟରକୁ ପଛପଟୁ ଧକ୍କାଦେଲା କଣ୍ଟେନର, ଜଣଙ୍କ ଜୀବନ ଗଲା, ଜଣେ ଆହତ
ଦେବଗଡ଼,୨୪ା୩(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ବାହାଡ଼ାପୋଶି ଓଭର ବ୍ରିଜ୍ ଉପରେ ଏକ ପାଇପ୍ ବୋଝେଇ ଟ୍ରାକ୍ଟରକୁ ଏକ କଣ୍ଟେନର ପଛପଟୁ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତକ…
ଅସ୍ଥିକୁ ଶକ୍ତ କରେ ଖଜୁରି
ଖଜୁରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ ଯଦି ଜଣେ ବ୍ୟକ୍ତି ନିୟମିତ ଖଜୁରି ଖାଆନ୍ତି ତେବେ ତାଙ୍କର ଅସ୍ଥି ପୂର୍ବାପେକ୍ଷା ମଜଭୁତ ରହିବ। ଟୋକିଓ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଖଜୁରି ଖାଇବା ଦ୍ୱାରା…
ଯକ୍ଷ୍ମାକୁ ନିର୍ମୂଳ କରିବା ସମ୍ଭବ
ଯକ୍ଷ୍ମା ରୋଗ ବା ଟ୍ୟୁବରକ୍ୟୁଲୋସିସ (ଟିବି) ଗୋଟିଏ ଅତି ସଂକ୍ରାମକ ରୋଗ। ପୃଥିବୀର ପ୍ରଥମ ୧୦ଟି ମାରକ ରୋଗ ମଧ୍ୟରେ ଯକ୍ଷ୍ମା ଅନ୍ୟତମ। ଏହି ରୋଗଟି ବିଶ୍ୱର ପ୍ରାୟ ସର୍ବତ୍ର ଦେଖାଯାଉଥିଲେ ମଧ୍ୟ ରୋଗାକ୍ରାନ୍ତ ବ୍ୟକ୍ତିମାନେ ମୁଖ୍ୟତଃ ବିଶ୍ୱର ଗରିବ ଦେଶଗୁଡ଼ିକର…
ଅରୁଣ ବୋଥ୍ରାଙ୍କ ପୋଷ୍ଟକୁ ନେଇ ଚର୍ଚ୍ଚା
ଭୁବନେଶ୍ୱର,୨୪ା୩(ସତ୍ୟଜିତ୍ ରାଉତ): ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ସହ ଜଡ଼ିତ ୨ଟି ମାମଲାକୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବନ୍ଦ କରିବାକୁ ନେଇ ଚାରିଆଡ଼େ ଚର୍ଚ୍ଚା ସୃଷ୍ଟି ହୋଇଛି। ଶନିବାର ମୁମ୍ବାଇସ୍ଥିତ ଏକ କୋର୍ଟରେ ସିବିଆଇ ପକ୍ଷରୁ…
କାଳବୈଶାଖୀର କରାଳ ରୂପ, ଉଜୁଡ଼ିଗଲା ଫସଲ
ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ରହିଛି। ଧାନ ଓ ପରିବା ଅଭାବୀ ବିକ୍ରି ସାଧାରଣରେ ପରିଣତ ହୋଇଛି। ଅନ୍ୟପଟେ କେତେବେଳେ ବର୍ଷାଭାବ…
ଆଧାରକାର୍ଡ ସାଜିଛି ବାଧକ: ସରକାରୀ ଯୋଜନାରୁ ବଞ୍ଚିତ ଅନେକ ପରିବାର
ଥୁଆମୂଳ ରାମପୁର,୨୪ା୩(ଦୁର୍ଗା କୀର୍ତ୍ତି): ସରକାରଙ୍କ ନିୟମ ଅନୁସାରେ ପ୍ରତ୍ୟେକ ଲୋକଙ୍କୁ ଆଧାର କାର୍ଡ କରିବା ନିହାତି ଭାବରେ ଆବଶ୍ୟକ କାହିଁକି ନା ଯେକୌଣସି ସରକାରୀ ଯୋଜନା ସରକାରଙ୍କ ବିଭିନ୍ନ ସୁବିଧା ସୁଯୋଗ ପାଇବାକୁ ହେଲେ ଆଧାର କାର୍ଡର ଆବଶ୍ୟକ ପଡୁଥିବା ବେଳେ…
ଆଜି ଆସୁଛନ୍ତି ରାଷ୍ଟ୍ରପତି
ଭୁବନେଶ୍ୱର,୨୪ା୩(ସୂର୍ଯ୍ୟକାନ୍ତ ବେହେରା): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାରଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲ୍ଲୀରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଛତିଶଗଡ ରାଜଧାନୀ ରାୟପୁରସ୍ଥିତ ସ୍ବାମୀ ବିବେକାନନ୍ଦ ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସେ ବାହାରି ଅପରାହ୍ନ ସାଢେ ୧ଟାରେ ଭୁବନେଶ୍ୱର…
ସରକାରୀ କର୍ମଚାରୀଙ୍କ ପାଇଁ ସ୍ବାସ୍ଥ୍ୟବୀମା ଲାଗୁ ଦାବି
ଭୁବନେଶ୍ୱର,୨୪।୩(ବନ୍ଦନା ସେଠୀ): ରାଜ୍ୟ ସରକାର ଓଡ଼ିଶାରେ ଆୟୁଷ୍ମାନ୍ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ଲାଗୁ କରିବାକୁ ଯାଉଛନ୍ତି। ରାଜ୍ୟର ୩ କୋଟି ୪୬ ଲକ୍ଷ ଲୋକ ଦେଶର ୨୯ ହଜାର ଘରୋଇ ଓ ସରକାରୀ ହସ୍ପିଟାଲରେ ଚିକିତ୍ସା ସୁବିଧା…
ଭୂତଳ ଜଳପତ୍ତନ ଖସୁଛି
ଭୁବନେଶ୍ୱର,୨୪।୩(ରବିନାରାୟଣ ଜେନା): ରାଜ୍ୟରେ ଭୂତଳ ଜଳପତ୍ତନ ଦିନକୁ ଦିନ ଖସିବାରେ ଲାଗିଛି। ଏମିତିକି ଗତ ୫ବର୍ଷ ମଧ୍ୟରେ ୦.୫୩ ମିଟର ତଥା ଦେଢ଼ଫୁଟରୁ ଊର୍ଦ୍ଧ୍ୱ ଖସିଲାଣି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହକୁ କହିଛନ୍ତି। ରାଜ୍ୟରେ ଭୂତଳ ଜଳର ବ୍ୟବହାର…
Archives


