ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ
ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି ଚାକିରିରୁ ବହିଷ୍କୃତ ହୋଇଥିବା ଜଣେ କନିଷ୍ଠ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ ସ୍ଥାନୀୟ ଅଞ୍ଚଳରେ…
ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ
କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି। ଅନ୍ୟପକ୍ଷେ ବାଂଶପାଳ ବ୍ଲକ କଖାରୁଆ ନାଳରେ ପୋଲ ଭାଙ୍ଗିଯିବାରୁ ଉପର ବିରିକଳାରୁ ଲୁଙ୍ଗାଝର…
ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଅଭିଯୁକ୍ତ ଗିରଫ, ବହୁ ଜାଲିଆତି ସାମଗ୍ରୀ ଜବତ
ଛତ୍ରପୁର, ୧୮।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପ ଟ୍ଟନାୟକ): ବେକାର ଯୁବକ-ଯୁବତୀଙ୍କୁ ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ଜାଲିଆତି ଚକ୍ରର ପର୍ଦ୍ଦାଫାସ କରିଛି ଗଞ୍ଜାମ ପୋଲିସ। ଚାକିରି ଦେବା ନାଁରେ ଜଣେ ଯୁବକଙ୍କଠାରୁ ୫୦ ହଜାର ଟଙ୍କା…
ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ
ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି। କେଉଁଠି ରାସ୍ତାରେ ବଡ଼ ବଡ଼ ଖାଲଖମା ସୃଷ୍ଟି ହୋଇ ଗାଡ଼ିମୋଟର ଯାତାୟାତ ବାଧାପ୍ରାପ୍ତ…
ଷଣ୍ଢକୁ ଆକ୍ରମଣ କରି ଖାଇଲା କୁମ୍ଭୀର
ରାଜନଗର, ୧୮।୮ (ଭାସ୍କର ରାଉତରାୟ): ବନ୍ୟା ଆସିବା ଯୋଗୁ ଏବେ ବଉଳା କୁମ୍ଭୀରଙ୍କ ଆତଙ୍କ ବଢ଼ିଛି। ବନ୍ୟା ପ୍ରପୀଡ଼ିତ ଲୋକଙ୍କ ଆଖିରୁ ନିଦ ହଜିଯାଇଛି। ଭିତରକନିକା ଜାତୀୟ ଉଦ୍ୟାନ ସହିତ ବ୍ରାହ୍ମଣୀ ଓ ବୈତରଣୀ ନଦୀର ସଂଯୋଗ ରହିଥିବାରୁ କୁମ୍ଭୀରମାନେ ବନ୍ୟା…
ଇମ୍ରାନ ଖାନଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ
ଇସଲାମାବାଦ,୧୮।୮: ଜେଲରେ ବନ୍ଦୀ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ ପାକିସ୍ତାନ ସର୍ବୋଚ୍ଚ କୋର୍ଟ ମଙ୍ଗଳବାର ପାକ୍ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ସର୍ବୋଚ୍ଚ କୋର୍ଟ ଇମ୍ରାନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି। ଇମ୍ରାନଙ୍କୁ ୪୮…
୨୦୨୭ ନିର୍ବାଚନ ପାଇଁ ଭାଜପାର ମାଷ୍ଟରପ୍ଲାନ୍: ବିରୋଧୀ ମହଲରେ ହଟଚମଟ
ନୂଆଦିଲ୍ଲୀ, ୧୮।୮: ଭାଜପା ଉତ୍ତର ପ୍ରଦେଶରେ ସଂଗଠନର ଦାୟିତ୍ୱ ବରିଷ୍ଠ ନେତା ବିନୋଦ ତାୱଡେଙ୍କୁ ଦେଇଛି। ତାଙ୍କୁ ଉତ୍ତର ପ୍ରଦେଶର ପ୍ରଭାରୀ ନିଯୁକ୍ତ କରାଯାଇଛି। ଏଥିରୁ ସଙ୍କେତ ମିଳୁଛି ଯେ, ୨୦୨୭ର ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ ଦଳ ସଂଗଠନକୁ ମଜବୁତ…
ଶୁକ୍ର-ଶନିଙ୍କ ବଡ଼ ଯୋଗ: ଏହି ୪ ରାଶି ପାଇଁ ସୁବର୍ଣ୍ଣ ସୁଯୋଗ, ଘଟିବ ଏଭଳି ଯାହା କେବେ…
ଶୁକ୍ର ଗ୍ରହ ଏବଂ ଶନି ଗ୍ରହ ୨୧ ଅଗଷ୍ଟ ୨୦୨୬, ଶୁକ୍ରବାର ସନ୍ଧ୍ୟା ୬ଟା ୧୦ ମିନିଟରେ ପରସ୍ପର ୧୮୦ ଡିଗ୍ରୀରେ ଅବସ୍ଥାନ କରିବେ। ଏହି ସମୟରେ ପ୍ରତିଯୁତି ଯୋଗ ପ୍ରଭାବୀ ହେବ। ଆଗାମୀ କିଛି ଦିନ ପର୍ଯ୍ୟନ୍ତ ଏହି ଯୋଗର…
ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି
ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ ଜନନୀ ଯନ୍ତ୍ରଣାର ଏକ ଅଭାବନୀୟ ଚିତ୍ର ଦେଖିବାକୁ ମିଳିଛି। ରାସ୍ତା ଅତ୍ୟନ୍ତ ଶୋଚନୀୟ…
ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ
କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି ଝିପି ବର୍ଷା ଲାଗି ରହିଥିବା ସତ୍ତ୍ୱେ ଧାନ ରୁଆ କାମ ଚାଲିଛି। ସମଗ୍ର…
୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍
ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ…
ଏକାସାଙ୍ଗରେ ଗଠନ ହେବ ୬ ଗ୍ରହଙ୍କ ବିରଳ ମହାସଂଯୋଗ: ମାଲାମାଲ ହେବେ କର୍କଟ ସମେତ ଏହି ୬ ରାଶି
ଗ୍ରହ ଗୋଚର ଦୃଷ୍ଟିରୁ ସେପ୍ଟେମ୍ବର ମାସର ପ୍ରଥମ ତାରିଖ ଅତ୍ୟନ୍ତ ବିଶେଷ ଏବଂ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ଦିନ କେବଳ ଗୋଟିଏ କିମ୍ବା ଦୁଇଟି ନୁହେଁ, ବରଂ ୬ଟି ଗ୍ରହ ଯୋଗ-ସଂଯୋଗ ଗଠନ ହେବ। ଜ୍ୟୋତିଷ ଗଣନା ଅନୁଯାୟୀ, ୧ ସେପ୍ଟେମ୍ବର…

