ବାଲୋଚିସ୍ତାନ ପରି ବାଂଲାଦେଶରୁ ଅଲଗା ହୋଇଯିବ ଚିଟାଗଙ୍ଗ, ଭାରତକୁ ମାଗିଲା ସାହାଯ୍ୟ!
ନୂଆଦିଲ୍ଲୀ, ୧୬।୫: ପାକିସ୍ତାନ ପରି ପୁଣି ବାଂଲାଦେଶରେ ବଡ଼ ବିଭାଜନ ଆଶଙ୍କା ଦେଖାଦେଇଛି। ୧୯୭୧ ମସିହାରେ ଭାରତ ସହାୟତାରେ ପୂର୍ବ ପାକିସ୍ତାନ ବାଂଲାଦେଶ ଭାବେ ସ୍ବଧୀନ ହୋଇଥିଲା। ବର୍ତ୍ତମାନ ପାକିସ୍ତାନର ବାଲୋଚିସ୍ତାନ ସ୍ବାଧୀନ ହେବା ନେଇ ଦାବି କରୁଥିବାବେଳେ ସାରା ଦେଶରେ…
ସଡ଼କ ଦୁର୍ଘଟଣାରେ ଆଖି ବୁଜିଥିଲେ ୨ ଓଡ଼ିଆ ଶ୍ରମିକ, ଏମ୍ପି ଅନନ୍ତ ନାୟକଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ
ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ଖଜିରାପାଟ ପଞ୍ଚାୟତ ସୁରେନ୍ଦ୍ରପୁର ଗ୍ରାମର ୨ ଜଣ ଶ୍ରମିକ ବେଙ୍ଗାଲୁରୁର ଏକ କମ୍ପାନୀରେ କାମ କରୁଥିଲେ। ଗତ ମେ’ ୧୧ ତାରିଖରେ ସେଠାରେ ଏକ ସଡ଼କ ଦୁର୍ଘଟଣାରେ ଉଭୟଙ୍କର ମୃତ୍ୟୁ ଘଟିଥିଲା…
ବିକୁଥିଲେ ଅପମିଶ୍ରିତ ମଦ ପହଞ୍ଚିଗଲେ ଅବକାରୀ ଟିମ୍, ପରେ ଯାହା ହେଲା…
ଦିଗପହଣ୍ଡି,୧୬ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍ ବି.ତୁରୁବୁଡ଼ି ପଞ୍ଚାୟତ କିଞ୍ଚରଡ଼ା ଗ୍ରାମରେ ଶୁକ୍ରବାର ସକାଳେ ଚିକିଟି ଅବକାରୀ ରେଞ୍ଜ ଇନ୍ସପେକ୍ଟର ସଞ୍ଜୟ ପଣ୍ଡା ସଦଳବଳେ ଚଢାଉ କରିଥିଲେ। ଏହି ଚଢ଼ାଉରେ କାଳୁ ମଲ୍ଲିକଙ୍କ ନିକଟରୁ ୧୨୦ ଲିଟର ଅପମିଶ୍ରିତ ଦେଶୀମଦ ଜବତ…
ପାକିସ୍ତାନ ଟିମ୍ରେ ବଡ଼ ଭୂକମ୍ପ, ଅଧିନାୟକଙ୍କ…
ନୂଆଦିଲ୍ଲୀ,୧୬।୫: ପାକିସ୍ତାନ ଟିମ୍ରେ ବିଶୃଙ୍ଖଳା ଥମିବାର ନାଁ ନେଉନାହିଁ। ଦଳର ଅଧିନାୟକ ଶାନ ମାସୁଦଙ୍କ ପଦ ବିପଦରେ ଅଛି। ପାକିସ୍ତାନୀ ଗଣମାଧ୍ୟମ ରିପୋର୍ଟ ଅନୁସାରେ ମାସୁଦଙ୍କୁ ଅଧିନାୟକ ପଦରୁ ହଟାଇ ଦିଆଯାଇପାରେ ଏବଂ ତାଙ୍କ ସ୍ଥାନରେ ସୌଦ ଶକିଲଙ୍କୁ ଟେଷ୍ଟ ଅଧିନାୟକ…
ଗାଁ ଦାଣ୍ଡରେ ଖେଳୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା ୨ ପିଲାଙ୍କ ଜୀବନ…
ଧର୍ମଶାଳା,୧୬।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଞ୍ଜିରା ପଂଚାୟତର ବୁରୁସାହି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶୁକ୍ରବାର ଅପରାହ୍ନରେ ବଜ୍ରପାତରେ ଦୁଇଜଣ ପିଲାଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ, ଅପରାହ୍ନ ପ୍ରାୟ ୫ଟା ସମୟରେ ବୁରୁସାହି ଗ୍ରାମର…
IND vs PAK War: ମେ ୧୮ପରେ ପୁଣି ହେବ କି ଯୁଦ୍ଧ? ଥରିଲାଣି ପାକିସ୍ତାନ…
ନୂଆଦିଲ୍ଲୀ, ୧୬।୫: ଭାରତ ଓ ପାକିସ୍ତାନ ସୀମାରେ ଚାଲିଥିବା ଯୁଦ୍ଧବିରତିକୁ ଆସନ୍ତା ମେ ୧୮ରେ ସରୁଛି । କୁହାଯାଉଛି ଯେ, ଉଭୟ ଦେଶର ସାମରିକ ଅଧିକାରୀମାନେ ଏହି ଯୁଦ୍ଧବିରତିର ସୂକ୍ଷ୍ମ ବିବରଣୀ ଓ ଭବିଷ୍ୟତ ପଦକ୍ଷେପ ନେଇ ଶୀଘ୍ର ପୁନର୍ବାର ଆଲୋଚନା…
ଦିଗପହଣ୍ଡିରେ କାଳବୈଶାଖୀର ଭୀମ ତାଣ୍ଡବ: ଉପୁଡ଼ି ପଡ଼ିଲା ବଡ଼ ବଡ଼ ଗଛ, ଉଡ଼ିଲା ଟିଣ ଛପର
ଦିଗପହଣ୍ଡି,୧୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବିରାଟ ଗଛ, ବିଦ୍ୟୁତ ଖୁଣ୍ଟ ଉପୁଡ଼ି ପଡ଼ିବା ସହ କିଛି ଲୋକଙ୍କ ଘରର…
ବନ୍ଧା ହେବେ ୟୁଟ୍ୟୁବର ଲବ ହାଁସଦା! ପ୍ରେମିକାଙ୍କ ଆତ୍ମହତ୍ୟା…
ଭୁବନେଶ୍ୱର,୧୬ା୫: ବିବାଦରେ ବହୁ ଚର୍ଚ୍ଚିତ ୟୁଟ୍ୟୁର ଲବ ହାଁସଦା । ବେଙ୍ଗାଲୁରୁରେ ତାଙ୍କ ନାଁରେ ଏତଲା ହୋଇଛି । ଯାହାକୁ ନେଇ ଏବେ ବେଶ୍ ଚର୍ଚ୍ଚା। ବହୁଚର୍ଚ୍ଚିତ ଓଡ଼ିଆ ୟୁଟ୍ୟୁବର ଲବ ହାଁସଦାଙ୍କୁ ନେଇ ଏକ ଗୁରୁତର ବିବାଦ ସାମ୍ନାକୁ ଆସିଛି। ସୂଚନା…
ଚନ୍ଦ୍ରରେ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟ କରିବ ଚାଇନା-ଋଷିଆ, ଭାରତର ବଢିଲା ଟେନଶନ
ନୂଆଦିଲ୍ଲୀ,୧୬।୫: ଚାଇନା ଓ ରୁଷିଆ ମିଳିତ ଭାବେ ଚନ୍ଦ୍ରରେ ଏକ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟ ର୍ନିମାଣ କରିବାକୁ ଯୋଜନା କରିଛନ୍ତି, ଯାହା ୨୦୩୬ ସୁଦ୍ଧା ସମ୍ପୂର୍ଣ୍ଣ ହେବାର ଲକ୍ଷ୍ୟ ରହିଛି। ଏହି ମହତ୍ୱାକାଂକ୍ଷୀ ପ୍ରକଳ୍ପ ପାଇଁ ଉଭୟ ଦେଶ ମଧ୍ୟରେ ଏକ…
ଅପରେଶନ ସିନ୍ଦୂର ପରେ ଭାରତର କରିବ ବଡ଼ କୂଟନୈତିକ ଆକ୍ରମଣ: ବିଶ୍ୱ ମଞ୍ଚରେ…
ନୂଆଦିଲ୍ଲୀ,୧୬ା୫: ଆତଙ୍କବାଦ ବିରୋଧରେ ସାମରିକ ଅଭିଯାନ ଅପରେଶନ ସିନ୍ଦୂର ପରେ ଏକ ବଡ଼ କୂଟନୈତିକ ଆକ୍ରମଣ ସ୍ବରୂପ କେନ୍ଦ୍ର ସରକାର ବିଶ୍ୱ ମଞ୍ଚରେ ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦକୁ ପଦାରେ ପକାଇବା ପାଇଁ ଆସନ୍ତା ସପ୍ତାହରୁ ବିଭିନ୍ନ ଦେଶକୁ ଏକାଧିକ ସର୍ବଦଳୀୟ ପ୍ରତିନିଧି…
IPL 2025 restart: ଦିଲ୍ଲୀକୁ ବଡ଼ ଝଟକା, ଫେରିବେ ନାହିଁ ଏହି ବିଦେଶୀ ଖେଳାଳି
ନୂଆଦିଲ୍ଲୀ, ୧୬ା୫: ଭାରତ-ପାକିସ୍ତାନ ମଧ୍ୟରେ ସାମରିକ ଉତ୍ତେଜନା ଯୋଗୁ ସ୍ଥଗିତ ରଖାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଶନିବାରଠାରୁ ପୁଣି ଖେଳାଯିବ। ହେଲେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଟୁର୍ନାମେଣ୍ଟର ଅବଶିଷ୍ଟାଂଶ ଖେଳିବା ଲାଗି ଦିଲ୍ଲୀ କ୍ୟାପିଟାଲ୍ସର ମିଚେଲ ଷ୍ଟାର୍କ ଓ ଡୋନୋଭାନ…
ଗାଡ଼ିର ଚାଲାଣ କାଟିଦେଲା କି କ୍ୟାମେରା? ଘରେ ବସି ଏଭଳି କରିପାରିବେ ଯାଞ୍ଚ…
ନୂଆଦିଲ୍ଲୀ,୧୬।୫: ଆଜିକାଲି ସବୁକିଛି ଡିଜିଟାଲ ହୋଇଗଲାଣି। ଟ୍ରାଫିକ ଚାଲାଣ ମଧ୍ୟ ଅନ୍ଲାଇନ୍ରେ ଆସୁଛି। ରାସ୍ତାରେ ଲାଗିଥିବା ହାଇଟେକ କ୍ୟାମେରାଗୁଡ଼ିକ କେତେବେଳେ ଗାଡ଼ିର ଫଟୋ ଉଠାଇ ଦିଅନ୍ତି ଏବଂ ଚାଲାଣ ଜାରି କରନ୍ତି ତାହା ଜଣାପଡ଼େ ନାହିଁ। ପରେ ଯେତେବେଳେ ମୋବାଇଲକୁ ଏକ…
Archives


