Home Left

ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ ଦୁର୍ଦ୍ଦଶା ଭୋଗି ଚାଲିଛନ୍ତି। ତିହିଡି଼ ବ୍ଲକ ଅଧୀନ ଜାମଯୋଡ଼ି ଓ ଅମୃତପୁର ସମବାୟ…

ପଡ଼ିଆରେ ଏମିତି କ’ଣ କଲେ ବିରାଟ ହସ ରୋକି ପାରିଲେନି ଅନୁଷ୍କା, କ୍ୟାମେରାରେ କଏଦ ହେଲା…

ନୂଆଦିଲ୍ଲୀ,୨୯।୩: କ୍ରିକେଟ ପଡ଼ିଆରେ ବିରାଟ କୋହଲିଙ୍କ ଚପଳତା ଏବଂ ଫଇଲ୍ଡିଂ ଦକ୍ଷତାକୁ ପ୍ରାୟତଃ ମାନଦଣ୍ଡ ଭାବରେ ଉଦ୍ଧୃତ କରାଯାଏ; ତଥାପି, IPL 2026 ର ପ୍ରଥମ ମ୍ୟାଚରେ, ଠିକ ବିପରୀତ ପରିସ୍ଥିତି ସୃଷ୍ଟି ହୋଇଥିଲା। ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମୁକାବିଲା ସମୟରେ,…

ବିମାନବନ୍ଦରରେ କେମିତି ପାଇବେ ଚାକିରି? ଜାଣନ୍ତୁ କ’ଣ ପଢ଼ିଲେ ମିଳିବ ଏହି ସୁଯୋଗ, କେତେ ପାଇବେ ଦରମା…

ନୂଆଦିଲ୍ଲୀ,୨୯ା୩: ବିମାନବନ୍ଦରରେ ଚାକିରି ପାଇବା ଅନେକ ଯୁବତୀ ଯୁବକଙ୍କ ସ୍ବପ୍ନ। ବିମାନବନ୍ଦରରେ କାମ କଲେ ଅନେକ ସୁବିଧା ମିଳିଥାଏ। ଯେଉଁଥିରେ ଭଲ ଦରମା, ବୃତ୍ତିଗତ ପରିବେଶ, ସ୍ମାର୍ଟ ଲାଇଫ୍‌ଷ୍ଟାଇଲ୍‌ ଏବଂ ଉତ୍କୃଷ୍ଟ କ୍ୟାରିଅର ଗଢ଼ିବାର ସୁଯୋଗ ମିଳିଥାଏ। ବିଶେଷକରି ପ୍ରମୁଖ ସହରଗୁଡ଼ିକରେ…

ଏକାବେଳେ ତିନି ତିନି ଜଣଙ୍କୁ ଆକ୍ରମଣ କଲା ଭାଲୁ, ଜଣଙ୍କ ପରେ ଜଣଙ୍କୁ….

ଉଦଳା,୨୯।୩:(ସନ୍ତୋଷ କୁମାର ବାଛିନୀ): ସକାଳୁ ଶୌଚ ପାଇଁ  ଯାଇଥିଲେ, ହେଲେ ଅଚାନକ ଆକ୍ରମଣ କଲା ଭାଲୁ। ଭାଲୁ ଆକ୍ରମଣରେ ୩ ଗୁରୁତର ହୋଇଛନ୍ତି॥ କପ୍ତିପଦା ବନାଞ୍ଚଳ ତାଳଗଡି ଗ୍ରାମରେ ଏଭଳି ଘଟଣା ଘଟିଛି । ସକାଳ ସମୟରେ ଏକ ବିରାଟକାୟ ଭାଲୁ …

ସକାଳୁ ସକାଳୁ ଭଞ୍ଜନଗରରେ ଘଟିଛି ଏମିତି କିଛି ଅଘଟଣ: ଜଣଙ୍କୁ ହାଣିଲେ, ଆଉ ଜଣଙ୍କୁ…

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ କୋକଲବା ନିକଟରେ ଜଣେ ଯୁବକଙ୍କୁ ରବିବାର ପ୍ରତ୍ୟୁଷରେ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି କରିଥିଲେ। ମେଡିକାଲରେ ଡାକ୍ତର ଯୁବକଙ୍କୁ ମୃତ ଘୋଷଣା କରିଛନ୍ତି।…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି ଅନେକ ସହରରେ ସିଲିଣ୍ଡରର ବିନା ପାଇପ୍‌ ମାଧ୍ୟମରେ ସିଧାସଳଖ ରୋଷେଇ ଘରେ ଗ୍ୟାସ୍‌…

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ ପରିବାର ଏହି ଖବରକୁ ନିଶ୍ଚିତ କରିଛନ୍ତି। ତାଙ୍କ ପୁଅ ଗୌତମ ସିଂଘାନିଆ –…

ଓକିଲ ସଂଘ ନିର୍ବାଚନ: ସଭାପତି ହେଲେ ନିର୍ବାଚନ କେଶରୀ ଭୋଇ…

ଜି.ଉଦୟଗିରି,୨୯।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): ସ୍ଥାନୀୟ ଜେଏମଏଫସି କୋର୍ଟ ପରିସରରେ ଶନିବାର ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଛି। ଆଇନଜୀବୀ ରାମାରାଓ ନାୟକ ନିର୍ବାଚନ ଅଧିକାରୀ ଭାବେ ନିର୍ବାଚନ ପରିଚାଳନା କରିଥିଲେ। ବରିଷ୍ଠ ଆଇନଜୀବୀ ନିର୍ବାଚନ କେଶରୀ…

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା ଧାଡ଼ିରେ ଠିଆ ହୋଇଥିବା ଦେଖାଯାଉଛି, ଯେତେବେଳେ ଅନ୍ୟମାନେ ଭବିଷ୍ୟତର ଆବଶ୍ୟକତାକୁ ଦୃଷ୍ଟିରେ ରଖି…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ ଗ୍ୟାସ ଘୋର ଅଭାବ ଦେଖାଦେଇଛି। ତେଣୁ ଉପଭୋକ୍ତାମାନେ ପୁଣି ଜାଳେଣି ପାଇଁ କାଠ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ, ପେଣ୍ଟାଗନ ଇରାନରେ ଏକ ସମ୍ଭାବ୍ୟ ସ୍ଥଳ ସାମରିକ ଅଭିଯାନ ଯୋଜନା କରୁଛି ଯାହା…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ ବିସ୍ପୋରଣ ଘଟି ଗୋଟିଏ ହାତରେ ଶକ୍ତ ଆଘାତ ଲାଗିବା ସହ ଶରୀରର ବିଭିନ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri