Home Left

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର ଲିକ୍‌୍‌ହେବା ଘଟଣା ସାମ୍ନାକୁ ଆସିଛି। ଏହା ପରେ ଶନିବାର ହେବାକୁ ଥିବା ପରୀକ୍ଷାକୁ…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର ଜଳଧାରଣ କ୍ଷମତା ଶୀର୍ଷରେ ପହଞ୍ଚି ସାରିଥିବାରୁ ବନ୍ୟା ନିୟନ୍ତ୍ରଣ ଓ ଜଳାଶୟର ସୁରକ୍ଷା…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ ଏକ କନ୍ୟାରତ୍ନ ଆସିଛନ୍ତି। ନିଜର ଦ୍ୱିତୀୟ ସନ୍ତାନର ଆଗମନ ନେଇ ଦୀପିକା ଓ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ ହୋଇଛି । ପ୍ରତି ବର୍ଷ ଭଳି ମା’ ଙ୍କ ମନ୍ଦିର ବେଢ଼ାରେ ପୂଜାର୍ଚ୍ଚନା…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ ପାଣି ଜମି ରହୁଛି। ଡ୍ରେନେଜ ବ୍ୟବସ୍ଥାର ଅଭାବ ଏବଂ ରାସ୍ତା ମରାମତି ଅଭାବରୁ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର ପ୍ରଖର ସ୍ରୋତରେ ଭାସିଯାଇ ନିଖୋଜ ଥିବା ମହିଳାଙ୍କ ମୃତଦେହ ୪୩ ଘଣ୍ଟା ପରେ…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ ଟଙ୍କାର କ୍ଷତି ହୋଇଥିବା ଅନୁମାନ କରାଯାଉଛି। ଅନ୍ୟପକ୍ଷେ ନିଆଁ ଲାଗିବାର ପ୍ରକୃତ କାରଣ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ ପେଟାଠାରେ ଅନ୍ତଃରାଷ୍ଟ୍ରୀୟ ତଟ ସ୍ବଚ୍ଛତା ଦିବସ ପାଳିତ ହୋଇଛି। ଏହି ଅବସରରେ ସାଗର…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର କାରଣ ପାଲଟିଛି। ଉଚ୍ଚଶବ୍ଦରେ ଦୀର୍ଘ ସମୟ ଧରି ଡିଜେ ବାଜିବା ଯୋଗୁଁ ବୟସ୍କ,…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ଡିଏଫ୍‌ଓ ଶନି ଖୋଖୋରଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବେଳାଭୂମିକୁ ସ୍ୱଚ୍ଛ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ ଆସିଛି। ପ୍ରାରମ୍ଭରେ, ରବିଉଲ କହିଥିଲେ ଯେ ସେ ନିର୍ବାଚନ ଲଢ଼ିବେ ନାହିଁ ଏବଂ…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି ଠାରେ ପଶ୍ଚିମବଙ୍ଗ ରୁ ଆସିଥିବା ଏକ ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ। ୩୫ରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?