‘ମଦ ପିଇ ସ୍କୁଲ ଆସୁଥିଲେ ପ୍ରଧାନଶିକ୍ଷକ’, ଅଭିଜିତ ଦୀପକେଙ୍କ ଚେତାବନୀ ପରେ…
ନୂଆଦିଲ୍ଲୀ, ୧୮।୮: କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ‘ସ୍କୁଲ ଠିକ କର’ ଅଭିଯାନ ଚଳାଉଛି। ଏହି ମଧ୍ୟରେ ମହାରାଷ୍ଟ୍ରର ହିଙ୍ଗୋଲି ଜିଲାର ଏକ ସ୍କୁଲରେ ମଦ୍ୟପାନ କରି ସ୍କୁଲ ଆସୁଥିବା ପ୍ରଧାନଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି। ତାଙ୍କୁ ନିଲମ୍ବିତ…
ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା
କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ରେଳବାଇର…
‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ
ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ମୁଁ କହିବାକୁ ଚାହୁଁଛି, ମୋତେ ଫାଶୀ ଦିଅ କିମ୍ବା…
ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…
ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା ୮୫୦୦ ଟଙ୍କା, ଅଣସେଚିତ ଜମି ପାଇଁ ହେକ୍ଟର ପିଛା ୮୫୦୦ ଟଙ୍କା, ଜଳସେଚିତ…
ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ
ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା ଗାଁ ନିକଟସ୍ଥ ଜଙ୍ଗଲରେ। ଅଡବା ପୋଲିସ ବିଶେଷ ସୂତ୍ରରୁ ଖବରପାଇ ଆଟାପଡ଼ା ଗାଁ…
ସୁପ୍ରିମକୋର୍ଟର ମଞ୍ଜୁରୀ ପରେ ‘ମହାପ୍ରଭୁ ଜଗନ୍ନାଥ’ର ରିଲିଜ୍ ତାରିଖ ଫାଇନାଲ, ଜାଣନ୍ତୁ କେବେ ଆସିବ ଫିଲ୍ମ
ନୂଆଦିଲ୍ଲୀ, ୧୮।୮: ଆନିମେଟେଡ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ ଜୁଲାଇ ୧୭ ତାରିଖରେ ସିନେମା ହଲ୍ରେ ରିଲିଜ ହେବାର ଥିଲା। କିନ୍ତୁ ଆଇନଗତ ବିବାଦରେ ଫସିବା ପରେ ଏହାର ରିଲିଜ ତାରିଖ ଘୁଞ୍ଚାଇ ଦିଆଯାଇଥିଲା। ଏବେ ସୁପ୍ରିମକୋର୍ଟରୁ ଗ୍ରୀନ ସିଗ୍ନାଲ ମିଳିବା ପରେ…
କଂଗ୍ରେସର ‘ବନ୍ଦେ ମାତରମ’ ଭିଡିଓକୁ ନେଇ ବର୍ଷିଲେ କଙ୍ଗନା, ପାକିସ୍ତାନ ସହ ତୁଳନା କରି କହିଲେ…
ନୂଆଦିଲ୍ଲୀ, ୧୮।୮: ହିମାଚଳ ପ୍ରଦେଶର ମଣ୍ଡିରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରଣାୱତ କଂଗ୍ରେସ ନେତୃତ୍ୱ ଉପରେ ବଡ଼ ବୟାନ ଦେଇଛନ୍ତି। ଅଗଷ୍ଟ ୧୫ ତାରିଖରେ କଂଗ୍ରେସର ଏକ କାର୍ଯ୍ୟକ୍ରମରେ ମଲ୍ଲିକାର୍ଜୁନ ଖାର୍ଗେ, ସୋନିଆ ଗାନ୍ଧୀ ଏବଂ ରାହୁଲ…
ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା
ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି ରଥ (୩୧) କୈଣସି କାରଣକୁ ନିଜ ବାପା ରାମଚନ୍ଦ୍ରଙ୍କୁ ମାଡ଼ ମାରିବା ସହ…
ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବର; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା ସମୟରେ ଆଘାତ ପାଇଥିଲେ, ଯାହା ଫଳରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାକୁ ପଡିଲା।…
ଜେପି ନଡ୍ଡାଙ୍କର ହେଲା ଆଞ୍ଜିୟପ୍ଲାଷ୍ଟି; ଜାଣନ୍ତୁ ଏବେ କେମିତି ଅଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୮।୮: ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଅଗଷ୍ଟ ୧୭ ରେ ଆଞ୍ଜିଆପ୍ଲାଷ୍ଟି ହୋଇଥିଲା। ଏମ୍ସ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏକ ଅପଡେଟ ପ୍ରଦାନ କରିଛି, ଯେଉଁଥିରେ କୁହାଯାଇଛି ଯେ ସେ ସ୍ଥିର ଅଛନ୍ତି ଏବଂ ବର୍ତ୍ତମାନ ଅବଜରଭେଶନରେ ଅଛନ୍ତି। ଉଲ୍ଲେଖନୀୟ ଯେ ଶ୍ରୀ…
ଚମ୍ପତ ରାୟଙ୍କୁ କ୍ଲିନ୍ଚିଟ୍: ପ୍ରସାଦ ଚୋରି ଘଟଣାରେ ଆସିଲା SIT ରିପୋର୍ଟ
ନୂଆଦିଲ୍ଲୀ,୧୮।୮: ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ଘଟଣାର ତଦନ୍ତ କରୁଥିବା ସ୍ବତନ୍ତ୍ର ତଦନ୍ତ ଦଳ (SIT)ର ଚୂଡ଼ାନ୍ତ ରିପୋର୍ଟ ପ୍ରକାଶ ପାଇଛି। ପୂର୍ବତନ ମହାସଚିବ ଚମ୍ପତ ରାୟ ଏବଂ ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ପୂର୍ବତନ ସଦସ୍ୟ…
କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ: ଶ୍ମଶାନ ପାଇଁ ସ୍ଥାନ ଚିହ୍ନଟ କଲା ପ୍ରଶାସନ
ଗଞ୍ଜାମ, ୧୮।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତର ବାଉଁଶିଆପଡ଼ା ଗ୍ରାମରେ ଶ୍ମଶାନକୁ ଯିବା ପାଇଁ ରାସ୍ତା ନଥିବାରୁ ଗ୍ରାମବାସୀ କେନାଲ ପାର ହୋଇ ମୃତଦେହ ଦାହ କରୁଥିଲେ। ଏ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରସାରଣ ପରେ…

