ଏପ୍ରିଲ ୨ରେ ହେବ ବାଲ ବାଟିକା “ଖଡ଼ିଛୁଆଁ ” ଓ ପ୍ରବେଶ ଉତ୍ସବ: ନାମ ଲେଖାଇବେ …
ବରଗଡ଼, ୨୧।୩(ପ୍ରେମାନନ୍ଦ ଖମାରୀ) – ଆସନ୍ତା ଏପ୍ରିଲ ମାସ ୨ ତାରିଖ ରାଜ୍ୟର ପ୍ରତ୍ୟେକ ବିଦ୍ୟାଳୟରେ ବାଲ ବାଟିକା ପାଇଁ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଅନୁଷ୍ଠିତ ହେବ । ଏଥିପାଇଁ ପ୍ରତ୍ୟେକ ଜିଲାରେ ଜିଲାପାଳ ଆଦିତ୍ୟ ଗୋୟଲଙ୍କ ସମେତ ବିଭାଗୀୟ…
ବ୍ରହ୍ମପୁର ଏମ୍ପି ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଛତ୍ରପୁର ବ୍ଲକ ପ୍ରତିନିଧି ହେଲେ ଆର୍. ସନ୍ତୋଷ, କହିଲେ…
ଛତ୍ରପୁର,୨୧।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ଏମ୍ପି ଡ. ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଛତ୍ରପୁର ବ୍ଲକ ପ୍ରତିନିଧି ହେଲେ ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟର ଛାତ୍ର ସଂସଦର ପୂର୍ବତନ ସଭାପତି ଆର୍ ସନ୍ତୋଷ ରେଡ୍ଡୀ । ଏମ୍ପି ପ୍ରତିନିଧି ଭାବେ ଦାୟିତ୍ୱ ମିଳିବା ପରେ ରେଡ୍ଡୀ…
ବ୍ୟାଙ୍କ ଧର୍ମଘଟ ସ୍ଥଗିତ
ଭୁବନେଶ୍ୱର,୨୧।୩: ୯ ଦଫା ଦାବି ନେଇ ୟୁନାଇଟେଡ୍ ଫୋରମ୍ ଅଫ ବ୍ୟାଙ୍କ ୟୁନିୟନ୍ସ (ୟୁଏଫ୍ୟୁବି) ପକ୍ଷରୁ ଦିଆଯାଇଥିବା ୨ଦିନିଆ ବ୍ୟାଙ୍କ ଧର୍ମଘଟକୁ ଶୁକ୍ରବାର ସ୍ଥଗିତ କରି ଦିଆଯାଇଛି। ଆସନ୍ତା ୨୩ ତାରିଖ ମଧ୍ୟରାତ୍ରରୁ ୨୫ ମଧ୍ୟରାତ୍ରି ପର୍ଯ୍ୟନ୍ତ ୪୮ ଘଣ୍ଟା ପାଇଁ…
ଏହି ୬ ଅଭ୍ୟାସ କରିଦେବ ଦରିଦ୍ର
ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ ବଞ୍ଚିବାର କଳା ଶିଖାଇଥାଏ। ଏକ ଶ୍ଳୋକ ମାଧ୍ୟମରେ ଦରିଦ୍ର ନ ହେବା ପାଇଁ ଜଣଙ୍କୁ…
ଓଡ଼ିଶା ଛାଡିଦେବେ ପାଣ୍ଡିଆନ? ବିଦେଶରୁ ଆସିଛି ଅଫର୍!
ଭୁବନେଶ୍ୱର,୨୧।୩: ରାଜନୀତିରୁ ସନ୍ୟାସ ନେବା ପରେ ଏବେ ଭିକେ ପାଣ୍ଡିଆନଙ୍କୁ ନେଇ ଓଡ଼ିଶା ରାଜନୀତିରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି। କୁହାଯାଉଛି ସେ କୁଆଡେ ସବୁଦିନ ପାଇଁ ଓଡ଼ିଶା ଛାଡିଦେବେ। ବିଦେଶରୁ ଆସିଛି ଅଫର, ଚାକିରି ପାଇଁ ପାଣ୍ଡିଆନ ପଳାଇବେ ବୋଲି…
ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଝଟକା
କଟକ,୨୧।୩: ଝାରସୁଗୁଡ଼ା ବିଧାନସଭା ନିର୍ବାଚନୀ ମାମଲାରେ ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଝଟକା ଲାଗିଛି। ବିଧାୟକଙ୍କ ବିରୋଧରେ ମାମଲା ଚାଲିବ ବୋଲି ହାଇକୋର୍ଟ ଶୁକ୍ରବାର ସ୍ପଷ୍ଟ କରିଛନ୍ତି। ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ବିଧାୟକ ଟଙ୍କଧର ଯେଉଁ ଆବେଦନ କରିଥିଲେ ତାହାକୁ…
ଥାନାରେ ଅଗ୍ନିକାଣ୍ଡ: ପୋଡ଼ିଗଲା ଜବତ ୨ଟି କାର୍
ବୌଦ୍ଧ,୨୧।୩: ବୌଦ୍ଧ ଜିଲା ମନମୁଣ୍ଡା ଥାନା ପରିସରରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଥାନା ପରିସରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଜବତ ୨ଟି କାର୍ ପୋଡି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ମିଳିଥିବା ସୂଚନା ମୁତାବକ, କୌଣସି କାରଣରୁ…
ଆସନ୍ତାକାଲି ରାଜ୍ୟବ୍ୟାପୀ ବନ୍ଦ ଡାକରା, ବ୍ୟାଙ୍କ୍ ଠାରୁ ସ୍କୁଲ ପର୍ଯ୍ୟନ୍ତ ଜାଣନ୍ତୁ କ’ଣ ଖୋଲା ଓ ବନ୍ଦ
ନୂଆଦିଲ୍ଲୀ,୨୧।୩: ଆସନ୍ତାକାଲି ଚକ-ଅଖ ସବୁ ବନ୍ଦ । ଗତ ମାସରେ ସୀମାନ୍ତବର୍ତ୍ତୀ ଜିଲ୍ଲା ବେଲାଗାଭିରେ ମରାଠି ନ ଜାଣିବା କାରଣରୁ ଜଣେ ସରକାରୀ ବସ କଣ୍ଡକ୍ଟରଙ୍କ ଉପରେ ହୋଇଥିବା ଆକ୍ରମଣର ପ୍ରତିବାଦରେ, ବିଭିନ୍ନ କନ୍ନଡ ସମର୍ଥକ ଗୋଷ୍ଠୀର ପ୍ରତିନିଧିତ୍ୱ କରୁଥିବା ଏକ…
ଗଞ୍ଜେଇ ଜବତକରି ଫେରୁଥିଲେ, ପଛପଟୁ ମାଡ଼ିଆସି ଗ୍ରାମବାସୀ: ଢେଲା ପଥର ମାଡ଼ରେ ୨୬ ପୋଲିସ କର୍ମଚାରୀ ଆହତ
ମୋହନା,୨୧।୩:(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଯୁବ ପଞ୍ଚାୟତ ପିଡିଆରି ଗାଁରେରେ ଗୁରୁବାର ରାତିଅଧରେ ଏକ ଅଭାବନୀୟ ଘଟଣା ଘଟିଛି। ଗଞ୍ଜେଇ ଜବତ ବେଳେ ପୋଲିସ ଉପରକୁ ଅତର୍କିତ ଆକ୍ରମଣ କରିଛନ୍ତି ଗ୍ରାମବାସୀ। ପୋଲିସ ଗାଡି ଭଙ୍ଗାରୁଜା କରିବା ସହ…
ପଞ୍ଚାୟତର ୪୩ଲକ୍ଷ ଟଙ୍କା ହଡପ ଘଟଣା: ବନ୍ଧା ହୋଇ ଜେଲ ଗଲେ ପିଇଓ
ବ୍ରହ୍ମପୁର,୨୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତକୁ ବିଭିନ୍ନଭତ୍ତା ଓ ସରକାରୀ ଯୋଜନାରେ ଆସିଥିବା ୪୩ଲକ୍ଷ ୧ହଜାର ୬୪୦ ଟଙ୍କା ହଡପ ଅଭିଯୋଗରେ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ(ପିଇଓ) କ୍ଷେତ୍ରମୋହନ ନାୟକଙ୍କୁ ଭିଜିଲାନ୍ସ ବାନ୍ଧିଛି। ମାମଲା ନଂ ୩/୨୫…
ଏକା ଥରକେ ୩ କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିଲେ କେନ୍ଦୁଝର ଏମ୍ପି
ବଡ଼ବିଲ,୨୧।୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଠାକୁରାଣୀସ୍ଥିତ ଓଏମ୍ଡିସି (ଓଡ଼ିଶା ମିନେରାଲ୍ସ ଡେଭଲପମେଣ୍ଟ କମ୍ପାନୀ)ରେ କାର୍ଯ୍ୟରତ କର୍ମଚାରୀ ଏବଂ ଶ୍ରମିକଙ୍କୁ ଦୀର୍ଘ ୮ ମାସ ହେଲା ଦରମା ପ୍ରଦାନ କରାଯାଉ ନ ଥିବାରୁ ସେଠାରେ ଆନ୍ଦୋଳନ ଜାରି ରହିଛି।…
ଏଡାଉଛନ୍ତି କି ସକାଳ ଜଳଖିଆ, ଦେଖାଦେଇ ପାରେ…
ଅଧିକାଂଶ ମହିଳା ସକାଳ ଜଳଖିଆ ସ୍କିପ୍ କରୁଥିବା ଦେଖିବାକୁ ମିଳେ। ଅପରପକ୍ଷେ କାର୍ଯ୍ୟବ୍ୟସ୍ତତା ହେଉ ଅବା ଅନ୍ୟ କାରଣ ପାଇଁ ଏପରି ବଦଭ୍ୟାସ ଗ୍ୟାସ୍, ଏସିଡିଟିଠାରୁ ଆରମ୍ଭ କରି ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜିଥାଏ। ତେଣୁ ଦିନସାରା ଶରୀରକୁ ଏନର୍ଜେଟିକ୍…
Archives


