SC, ST ଇଞ୍ଜିନିୟରଙ୍କ ଅଣସଂରକ୍ଷିତ ପଦବୀରେ ପଦୋନ୍ନତି ସ୍ଥଗିତ
କଟକ,୨୧ା୩: ସାଧାରଣ ବର୍ଗର ଇଞ୍ଜିନିୟରମାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରି, ଓଡ଼ିଶା ହାଇକୋର୍ଟ ସହକାରୀ କାର୍ଯ୍ୟନିର୍ବାହୀ ଇଞ୍ଜିନିୟର ପଦବୀରେ ପଦୋନ୍ନତି ପ୍ରଦାନ ପାଇଁ ପୂର୍ତ୍ତ ବିଭାଗର ବିଭାଗୀୟ ପଦୋନ୍ନତି କମିଟି (ଡିପିସି) ସୁପାରିଶ କ୍ରମେ ପ୍ରସ୍ତୁତ ଚୟନ ତାଲିକାର କାର୍ଯ୍ୟକୁ…
ସାଙ୍ଗଙ୍କୁ ଠେଙ୍ଗାରେ ପିଟି ହତ୍ୟା କଲେ ସାଙ୍ଗ
ଖପ୍ରାଖୋଲ,୨୧।୩: ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ଅଧୀନ ପୁଟୁଳାମହୁଲ ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାଙ୍ଗଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରିଛନ୍ତି ସାଙ୍ଗ । ଟଙ୍କା ନେଣଦେଣକୁ ନେଇ ବଚସା ପରେ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି।…
ଜଙ୍ଗଲ ବିନା ପ୍ରାଣୀ ଜଗତ ଅସମ୍ଭବ: ବର୍ତ୍ତମାନର ପିଢି ଆଗାମୀ ପିଢି କଥା ଚିନ୍ତା କରିବାକୁ ପଡିବ
ଭଞ୍ଜନଗର,୨୧୩(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ଶୁକ୍ରବାର ଲାଲସିଂ ନର୍ସରୀ ପରିସରରେ ବନଖଣ୍ଡସ୍ତରୀୟ ବିଶ୍ବ ବନ ଦିବସ ପାଳିତ ହୋଇଯାଇଛି। ଏସିଏଫ ରଶ୍ମି ରଞ୍ଜନ ସାଇଁ ଏଥିରେ ଅଧ୍ୟକ୍ଷତା କରିଥିଲେ। ସଭାରେ ବନ ଏବଂ ଖାଦ୍ୟ…
କୋଲ୍ଡ ଡ୍ରିଙ୍କ୍ସ ବୋତଲରେ ଦେଶୀ ମଦ ଚାଲାଣ, ମାଡ଼ିବସିଲା ଅବକାରୀ ବିଭାଗ
ଭୁବନେଶ୍ୱର,୨୧ା୩: ରାଜଧାନୀ ଭୁବନେଶ୍ୱରରେ କୋଲ୍ଡ ଡ୍ରିଙ୍କ୍ସ ବୋତଲରେ ଦେଶୀ ମଦ। ଅବୈଧ ମଦ ଚୋରା ଚାଲାଣର ଏକ ନୂତନ ଉପାୟରେ ଚୋରା ମଦ ବ୍ୟବସାୟୀମାନେ ଥଣ୍ଡା ପାନୀୟ ବୋତଲରେ ଦେଶୀ ମଦ ବିକ୍ରି କରୁଥିବାର ଧରାପଡ଼ିଛି। ପ୍ରଶାସନ ଆଖିରେ ଧୂଳି ଦେଇ…
ନିଜ ପୁଅକୁ ମୁଖ୍ୟମନ୍ତ୍ରୀ ବସାନ୍ତୁ ନୀତୀଶ କୁମାର: କାହିଁକି ଏମିତି ଦାବି କଲେ ରାବ୍ରି ଦେବୀ
ପାଟନା,୨୧।୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀଙ୍କ ମଧ୍ୟରେ ବାକଯୁଦ୍ଧ ତୀବ୍ର ହୋଇଛି। ନୀତିଶ କୁମାର ରାବ୍ରିଙ୍କୁ ମୁଖ୍ୟମନ୍ତ୍ରୀ ହେବା ନେଇ ଟାର୍ଗେଟ କରିଥିଲେ। ତେଣୁ ଏବେ ରାବ୍ରୀ ଦେବୀ ମୁଖ୍ୟମନ୍ତ୍ରୀ ନୀତୀଶଙ୍କ ମାନସିକ…
ଜିଲାସ୍ତରୀୟ ନିଯୁକ୍ତି ମେଳାରେ ୫ ହଜାର ଆଶାୟୀ
ଛତ୍ରପୁର,୨୧ା୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ସ୍ପୋଟର୍ସ ଷ୍ଟାଡିଅମରେ ଶୁକ୍ରବାର ଗଞ୍ଜାମ ଜିଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଥିଲା। ଏଥିରେ ୫ ହଜାର ଆଶାୟୀ ବେକାର ଯୁବତୀଯୁବକମାନେ ପଞ୍ଜୀକରଣ କରିଥିଲେ। ଏହାକୁ ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା ଉଦ୍ଘାଟନ…
ସୀମା ପୁନଃ ନିର୍ଦ୍ଧାରଣ ବୈଠକ: ଚେନ୍ନାଇ ଗଲେନି ନବୀନ, ପଠାଇଲେ ପ୍ରତିନିଧି
ଭୁବନେଶ୍ୱର,୨୧ା୩: ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର (୨୨ ମାର୍ଚ୍ଚ) ଚେନ୍ନାଇରେ ହେବାକୁ ଥିବା ସୀମା ପୁନଃ ନିର୍ଦ୍ଧାରଣ ସମ୍ପର୍କିତ ବୈଠକ ପାଇଁ ଦଳର ଦୁଇ ବରିଷ୍ଠ ନେତା ଅମର ପଟ୍ଟନାୟକ ଏବଂ ସଞ୍ଜୟ ଦାସବର୍ମାଙ୍କୁ ପ୍ରତିନିଧିତ୍ୱ…
୩୦ ଲକ୍ଷ ଟଙ୍କା ହଡ଼ପ କରି ବନ୍ଧା ହେଲେ ସରପଞ୍ଚ
ପରଜଙ୍ଗ,୨୧ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କିଳି ପଞ୍ଚାୟତର ସରପଞ୍ଚ ମକର ଚାନ୍ଦ ସାହୁ ପଞ୍ଚାୟତର ସିଏଫ୍ସି ଫଣ୍ଡ୍ ଟଙ୍କା ହଡ଼ପ ଅଭିଯୋଗରେ ବାନ୍ଧିଛି ପରଜଙ୍ଗ ପୋଲିସ। ୭ଟି ଚେକ୍ରେ ୩୦ ଲକ୍ଷ ଟଙ୍କା ସମ୍ପୂର୍ଣ୍ଣ ଚଳୁ କରି ଦେଇଛନ୍ତି…
୩୦ ଘଣ୍ଟାରୁ ଅଧିକ ସମୟ ହେଲାଣି ୨ ବିଶିଷ୍ଠ ବ୍ୟବସାୟୀ ଘରେ ଚାଲିଛି ଆୟକର ଚଢାଉ
ଗଜପତି,୨୧।୩(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରର ଦୁଇ ବିଶିଷ୍ଠ ବ୍ୟବସାୟୀ ଭାଇଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ପାରଳାଖେମୁଣ୍ଡିର ଦୁଇ ବ୍ୟବସାୟୀ ହେଲେ ତିରୁପତି ସାହୁକାର ଓ ଲୋକେଶ୍ୱର ସାହୁକାର। ଉଭୟଙ୍କ ଘରେ ଗତ ୩୦…
ମଦ ବ୍ୟବସାୟୀଙ୍କ ଘରେ ଜାରି ରହିଛି ଚଢ଼ାଉ: ମିଳୁଛି ପୁଳାପୁଳା ଟଙ୍କା
ଅନୁଗୋଳ,୨୧ା୩: ଅନୁଗୋଳର ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ଘରେ ଆୟକର ବିଭାଗର ବଡ଼ ଧରଣର ରେଡ୍ ଜାରି ରହିଛି। ଶୁକ୍ରବାର ଦ୍ବିତୀୟ ଦିନରେ ଚଢ଼ାଉ ବେଳେ ଆୟକର ବିଭାଗର ଅଧିକାରୀମାନେ ବିଭିନ୍ନ ସ୍ଥାନରୁ ପୁଳାପୁଳା ଟଙ୍କା ଜବତ କରିଥିବା ସୂଚନା ମିଳିଛି।…
୧୩୦ ବର୍ଷର ଇତିହାସରେ ପ୍ରଥମଥର, IOC ମହିଳା ଅଧ୍ୟକ୍ଷ ହେଲେ କ୍ରିଷ୍ଟି କୋଭେଣ୍ଟ୍ରି, ଶୁଭକାମନା ଜଣାଇଲେ ଜୟ ଶାହା
ନୂଆଦିଲ୍ଲୀ,୨୧।୩: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ସଭାପତି ଜୟ ଶାହ ଆନ୍ତର୍ଜାତୀୟ ଅଲିମ୍ପିକ କମିଟି (IOC)ର ନବନିର୍ବାଚିତ ସଭାପତି କ୍ରିଷ୍ଟି କୋଭେଣ୍ଟ୍ରିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କ୍ରିଷ୍ଟି କୋଭେଣ୍ଟ୍ରି ପ୍ରଥମ ମହିଳା ଯିଏ ଅନ୍ତର୍ଜାତୀୟ ଅଲିମ୍ପିକ କମିଟିର ସଭାପତି ହୋଇଛନ୍ତି। ଏହା ବ୍ୟତୀତ…
IPL 2025: ଘୋଷଣା ହେଲା ଅମ୍ପାୟାର୍ସଙ୍କ ଟିମ୍, ୭ ଜଣ ନୂଆ ବ୍ୟକ୍ତିଙ୍କୁ ମିଳିଲା ସ୍ଥାନ
ନୂଆଦିଲ୍ଲୀ,୨୧।୩: BCCI IPL ୨୦୨୫ ପାଇଁ ଅମ୍ପାୟାରଙ୍କ ଦଳ ଘୋଷଣା କରିଛି। ଏହି ଦଳରେ ସାତ ଜଣ ନୂଆ ଭାରତୀୟ ଅମ୍ପାୟାରଙ୍କୁ ସାମିଲ କରାଯାଇଛି, ଯେଉଁମାନେ ପ୍ରଥମ ଥର ପାଇଁ ଆଇପିଏଲରେ ଅମ୍ପାୟାରିଂ କରୁଥିବାର ଦେଖାଯିବେ। ସେହିପରି ଅଭିଜ୍ଞ ଅମ୍ପାୟାର କୁମାର…
Archives


