ଫ୍ରିଜ୍ କମ୍ପ୍ରେସର ଫାଟି ଘରେ ଅଗ୍ନିକାଣ୍ଡ
ରାଉରକେଲା,୨୦।୩(ସଙ୍ଗୀତା ଜେନା): ରାଉରକେଲା ମଧୁସୂଦନପାଲୀରେ ଗୁରୁବାର ଅପରାହ୍ନରେ ଜଣେ ବ୍ୟକ୍ତିଙ୍କ ଫ୍ରିଜ କମ୍ପ୍ରେସର ଫାଟି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଘରର ଲକ୍ଷାଧିକ ଟଙ୍କାର ସମସ୍ତ ଆସବାବପତ୍ର ଜଳିପୋଡି ନଷ୍ଟ ହୋଇଯାଇଛି। ଘଟଣାସ୍ଥଳରେ ସ୍ଥାନୀୟ ଯୁବକମାନଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ନିଆଁକୁ ଆୟତ୍ତ…
ଯୁବକଙ୍କୁ ହତ୍ୟା ମାମଲା: ୫ ଅଭିଯୁକ୍ତ ଗିରଫ
ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ବରଗଡ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜମୁର୍ଡା ଗ୍ରାମର ପିଙ୍କୁ ଓରଫ ସୁଧାଂଶୁ ପ୍ରଧାନ(୨୫)ଙ୍କୁ ପିଟିପିଟି ହତ୍ୟା ମାମଲାରେ ପୋଲିସ ୫ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ, ଜମୁର୍ଡା ଗ୍ରାମର ସଞ୍ଜୀବ ପ୍ରଧାନ(୩୭), ବାଙ୍କ ପାଣ୍ଡେ(୩୫), ଗଣେଶ ସାହୁ(୧୯), ଲବରୁ ବରିହା(୪୦)…
୨ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ାଉ: ବହୁ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ଜବତ
ପାରଳାଖେମୁଣ୍ଡି,୨୦ା୩(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ଦୁଇ ପ୍ରତିଷ୍ଠିତ ବ୍ୟବସାୟୀ ତିରୁପତି ସାହୁକାର ଓ ଲୋକେଶ୍ୱର ସାହୁକରଙ୍କ ଘରେ ଗୁରୁବାର ଆୟକର ବିଭାଗ ଚଢ଼ାଉ କରିଛି। ଉଭୟେ ଆୟକର ଫାଙ୍କୁଥିବା ସନ୍ଦେହରେ ବିଭାଗର ୭ଜଣିଆ ଦୁଇଟି ଟିମ୍ ଉଭୟ ବ୍ୟବସାୟୀଙ୍କ ପାରଳାଖେମୁଣ୍ଡି ସହରର ଶୁଣ୍ଡିସାହିସ୍ଥିତ…
ସମବାୟ ସମିତି ବୋର୍ଡ ସଦସ୍ୟଙ୍କ ଆମରଣ ଅନଶନ: ଦାବି ଶୁଣୁନି ପ୍ରଶାସନ
ଦାରିଙ୍ଗବାଡି, ୨୦।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବୃହଦଗାର ସମବାୟ ସମିତି ଲିଃର ବୋର୍ଡ ସଦସ୍ୟ ମାନେ ବିଭିନ୍ନ ଦାବି ନେଇ ସମିତି କାର୍ଯ୍ୟାଳୟ ସମ୍ମୁଖ ରେ ସକାଳ ଠାରୁ ଅନଶନରେ ବସିଛନ୍ତି ବିଳମ୍ବିତ ରାତି ପର୍ଯ୍ୟନ୍ତ ସେଠାରେ…
ଆସିଲା ବିଶ୍ୱ ଖୁସି ତାଲିକା: ଜାଣନ୍ତୁ ଭାରତର ସ୍ଥାନ କେଉଁଠି
ଲଣ୍ଡନ,୨୦ା୩: ବିଶ୍ୱ ଖୁସି ତାଲିକାର ୧୧୮ତମ ସ୍ଥାନରେ ଭାରତ ରହିଛି। ଗତବର୍ଷ ଭାରତ ୧୨୬ତମ ସ୍ଥାନରେ ରହିଥିବା ବେଳେ ଗୁରୁବାର ଅନ୍ତର୍ଜାତୀୟ ବିଶ୍ୱ ଖୁସି ଦିବସରେ ପ୍ରକାଶିତ ଚଳିତ ବର୍ଷର ଖୁସି ରିପୋର୍ଟରେ କିଛିଟା ଉନ୍ନତି ଦେଖାଦେଇଛି। ତଥାପି ତାଲିକାରେ ନେପାଳ,…
ନାବାଳକ ଛାତ୍ର ମୃତ୍ୟୁ ଘଟଣାରେ ଚାଞ୍ଚଲ୍ୟକର ଖୁଲାସା: ମୋବାଇଲ ପାଇଁ…
ବରଗଡ଼, ୨୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ ପଣ୍ଡରିତରାଇ ଜଙ୍ଗଲ ଭିତରୁ ଗତ ସୋମବାର ନାବାଳକ ଛାତ୍ର ସମୀର ପ୍ରଧାନ(୧୪) ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାସ ହୋଇଛି। ଏକ ମୋବାଇଲ ପାଇଁ ତାଙ୍କ ନାବାଳକ ସହପାଠୀ ସମୀରଙ୍କୁ ହତ୍ୟା…
ଓଡ଼ିଶାର ଜୀବନ୍ତ ପରିଚୟ ହେଉଛି ସମ୍ବଲପୁରୀ ଶାଢ଼ୀ: ଦାସ ବେନୁହୁର୍
ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ): ସମ୍ବଲପୁରୀ ବସ୍ତ୍ରାଳୟ ସାରା ଭାରତବର୍ଷରେ ଏକ ଅଲୌକିକ ସଂସ୍ଥା। ଓଡ଼ିଶାର ଜୀବନ୍ତ ପରିଚୟ ହେଉଛି ସମ୍ବଲପୁରୀ ଶାଢ଼ୀ। ପ୍ରତ୍ୟେକ ବୁଣାକାର ହେଉଛନ୍ତି ଜଣେ ଜଣେ ଉତ୍କର୍ଷ ପ୍ରତିନିଧି। ଆଜି ବିଶ୍ୱ ଦରବାର ସମ୍ବଲପୁରୀ ବସ୍ତ୍ର ଓ ବୁଣାକାରଙ୍କୁ ଆଦର…
୩୮ଲକ୍ଷ ଟଙ୍କା ହେର୍ଫେର: ପିଇଓଙ୍କୁ ଉଠାଇନେଲା ଭିଜିଲାନ୍ସ
ବ୍ରହ୍ମପୁର/ଦିଗପହଣ୍ଡି,୨୦।୩(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତକୁ ଆସିଥିବା ସରକାରୀ ଟଙ୍କା ହେରଫେର୍ ଅଭିଯୋଗ ହୋଇଛି। ସରପଞ୍ଚଙ୍କ ଅଜାଣତରେ ପ୍ରାୟ ୩୮ଲକ୍ଷ ଟଙ୍କା ଉଠା ଯାଇଥିବା ନେଇ ପିଇଓଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଏହି…
ବକ୍ସିଂ ମହାସଂଘ: ଅନୁରାଗଙ୍କ ନିର୍ବାଚନ ଲଢ଼ିବା ଲାଗି ପଥ ପରିଷ୍କାର
ଶିମ୍ଳା,୨୦ା୩: ହିମାଚଳ ପ୍ରଦେଶ ହାଇକୋର୍ଟଙ୍କ ରହିତାଦେଶ ପରେ ପୂର୍ବତନ କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ଭାରତ ବକ୍ସିଂ ମହାସଂଘ (ବିଏଫ୍ଆଇ) ସଭାପତି ପାଇଁ ନିର୍ବାଚନ ଲଢ଼ିବା ଲାଗି ପଥ ପରିଷ୍କାର ହୋଇଛି। କୋର୍ଟ ଆହୁରି ମଧ୍ୟ ପ୍ରାର୍ଥିପତ୍ର ଦାଖଲ ସମୟସୀମା ବୃଦ୍ଧି କରିବା…
ଖୁସି ଖବର: ଝାଡ଼ଖଣ୍ଡର ସରକାରୀ ହସ୍ପିଟାଲରେ ୧୦ ଟଙ୍କାରେ ହେବ ୧୦ ପରୀକ୍ଷା
ରାଞ୍ଚି,୨୦।୩: ବିଧାନସଭାର ବଜେଟ ଅଧିବେଶନରେ ଗୁରୁବାର ସ୍ବାସ୍ଥ୍ୟ ଚିକିତ୍ସା ଶିକ୍ଷା ଏବଂ ପରିବାର କଲ୍ୟାଣ ବିଭାଗ ପାଇଁ ୭୪ ବିଲିୟନ ୭୦ କୋଟି ୫୦ ଲକ୍ଷ ୮୬ ହଜାର ଟଙ୍କାର ଅନୁଦାନ ଦାବି ଆଲୋଚନା ପରେ ଅନୁମୋଦନ କରାଯାଇଛି। ସରକାରଙ୍କ ଉତ୍ତରରେ…
ମୋଦିଙ୍କୁ ଭେଟିବାକୁ ବ୍ୟସ୍ତ ହୋଇ ପଡ଼ିଲେଣି ୟୁନୁସ! କାହିଁକି ବୈଠକ ପାଇଁ ରାଜି ହେଉନାହିଁ ଭାରତ, ଜାଣନ୍ତୁ
ନୂଆଦିଲ୍ଲୀ/ଢାକା,୨୦।୩: ବାଂଲାଦେଶ ପୁଣିଥରେ ଇଚ୍ଛା ପ୍ରକାଶ କରିଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ମାସରେ ଅନ୍ତରୀଣ ସରକାରଙ୍କ ମୁଖ୍ୟ ମହମ୍ମଦ ୟୁନୁସଙ୍କୁ ଭେଟିବା ଉଚିତ କିନ୍ତୁ ଭାରତ ଏ ସମ୍ପର୍କରେ କୌଣସି ଉତ୍ସାହ ଦେଖାଇ ନାହିଁ। ଦୁଇ ନେତା ୩-୪…
ଭାରତରେ ହେବ ଏସିଆନ ସୁଇମିଂ ଚାମ୍ପିୟନଶିପ୍
ନୂଆଦିଲ୍ଲୀ,୨୦ା୩: ଖୁସି ଖବର। ଭାରତ ଏସିଆନ ସୁଇମିଂ ଚାମ୍ପିୟନଶିପ୍ର ୧୧ଶ ସଂସ୍କରଣର ଆୟୋଜକ ହୋଇଛି। ଏହି ଇଭେଣ୍ଟ ଅହମ୍ମଦାବାଦସ୍ଥିତ ନାରଣପୁର ସ୍ପୋଟର୍ସ କମ୍ପ୍ଲେକ୍ସଠାରେ ଅକ୍ଟୋବର ୧ରୁ ୧୫ ପର୍ଯ୍ୟନ୍ତ ହେବ। ଜାତୀୟ ମହାସଂଘ ତରଫରୁ ଗୁରୁବାର ଏହା ଘୋଷଣା କରାଯାଇଛି। ଦେଶରେ…
Archives


