Home Left

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ: ଶ୍ମଶାନ ପାଇଁ ସ୍ଥାନ ଚିହ୍ନଟ କଲା ପ୍ରଶାସନ

ଗଞ୍ଜାମ, ୧୮।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତର ବାଉଁଶିଆପଡ଼ା ଗ୍ରାମରେ ଶ୍ମଶାନକୁ ଯିବା ପାଇଁ ରାସ୍ତା ନଥିବାରୁ ଗ୍ରାମବାସୀ କେନାଲ ପାର ହୋଇ ମୃତଦେହ ଦାହ କରୁଥିଲେ। ଏ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରସାରଣ ପରେ…

ଭିକ୍ଷା ମାଗି ପାରିବେନି ପାକିସ୍ତାନୀ, ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ପାକିସ୍ତାନ ହଜ ଏବଂ ଉମରା ପାଇଁ ସାଉଦି ଆରବକୁ ଯାଉଥିବା ଏହାର ନାଗରିକମାନଙ୍କୁ ଏକ କଠୋର ଚେତାବନୀ ଜାରି କରିଛି। ପାକିସ୍ତାନୀ ଦୂତାବାସ ଭିକ୍ଷା ମାଗିବା, ଅନଧିକୃତ ପାଣ୍ଠି ସଂଗ୍ରହ ଏବଂ ଭିଜା ନିୟମ ଉଲ୍ଲଂଘନ ବିରୁଦ୍ଧରେ ସତର୍କ କରାଇ…

ଲିଭ୍‌ ଇନ୍‌ରେ ରହୁଥିବା ପାର୍ଟନରଙ୍କ ଗଳା ଚିପିଦେଲେ ଯୁବତୀ: ୧୮ ଘଣ୍ଟା ପର୍ଯ୍ୟନ୍ତ ଘରେ ରଖିବା ପରେ ଘଟିଲା..

ନାସିକ,୧୮।୮: ନାସିକରେ ଜଣେ ମହିଳା ତାଙ୍କ ଲିଭ-ଇନ ପାର୍ଟନରଙ୍କ ଗଳା କାଟି ହତ୍ୟା କରି କସରା ଘାଟରେ ମୃତଦେହ ପକାଇ ଦେଇଛନ୍ତି। ଏହି ହତ୍ୟାକାଣ୍ଡରେ ପୋଲିସ ମହିଳା ଏବଂ ତାଙ୍କର ଦୁଇ ବନ୍ଧୁଙ୍କୁ ଗିରଫ କରିଛି। ନାସିକ କ୍ରାଇମ ବ୍ରାଞ୍ଚ ଏହି…

ଜମିରେ ଚାଷ କରୁଥିବା ବେଳେ କାମୁଡ଼ିଲା ସାପ, ପରେ….

ପାରଳାଖେମୁଣ୍ଡି, ୧୮।୮ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଥାନା ଅଧୀନ ଅଗରଖଣ୍ଡି ପଞ୍ଚାୟତର ଭିନ୍ନଳା ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସିଙ୍ଗିପୁର ବନମାଳୀ ଓରଫ ବନ (୪୮)। ସୋମବାର…

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା କରିଥିଲେ। ଯଦି ପଡିକ୍କଲ ନ ଥାଆନ୍ତେ, ତେବେ ରାହୁଲ ନିରାଶାରେ ପାଭିଲିୟନ ଫେରିଥାଆନ୍ତେ।…

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି ଘାଟରୁ ମିଳିଥିବା ୧୬ ବର୍ଷୀୟ କିଶୋରଙ୍କ ମୃତଦେହ ମାମଲା ୧୧ ଦିନ ମଧ୍ୟରେ…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା କଡ଼ରେ ଘଟିଛି। ଏହି ଘଟଣା ଅଶୋକା ଗାର୍ଡେନ ପୋଲିସ ଷ୍ଟେଶନ ଅଧୀନରେ ଘଟିଥିଲା।…

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ପୁଣିଥରେ ଉତ୍ତର…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ ଏବଂ ଗୁଜରାଟ ପାଇଁ ନୂତନ ରାଜ୍ୟ ପ୍ରଭାରୀ ଏବଂ ସହ-ପ୍ରଭାରୀ ନିଯୁକ୍ତ କରାଯାଇଛି।…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ ଏଲ୍ପିଜି (LPG) ସିଲିଣ୍ଡରର ଚାହିଦା ହଠାତ୍‌ ଅନେକ ଗୁଣ ବଢ଼ିଯାଏ। କିନ୍ତୁ ଏଥର…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ କରାଯାଇଥିବା ଏକ ଉଲ୍ଲେଖର ପ୍ରତିକ୍ରିୟାରେ ସୋସିଆଲ ମିଡିଆରେ ‘ଦିମାଗି ନକ୍ସଲ ପାର୍ଟି’ (ବୌଦ୍ଧିକ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି କର୍ଦ୍ଧମାକ୍ତ ହେବା ସହ ବଡ଼ ବଡ଼ ପଥର ବାହାରି ରହିଛି। ସେହି ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?