ଦିନକ ପରେ ଥିଲା କାଶୀରାମଙ୍କ ତୃତୀୟ ବିବାହ ବାର୍ଷିକୀ: ଲିଭିଗଲା ଜୀବନଦୀପ
ଝାରସୁଗୁଡା/ ଲଖନପୁର,(ଆଶିଷ ରଞ୍ଜନ ଦାଶ /ଗୌତମ ସାହୁ/)୨୩।୨:ଜାତୀୟ ରାଜପଥ ୪୯ରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପାଞ୍ଚ ଜଣ ପୋଲିସ କର୍ମଚାରୀଙ୍କ ମଧ୍ୟରେ ରହିଛନ୍ତି ଲଖନପୁର ବ୍ଲକ ସରେଇପାଲି ଗ୍ରାମର କାଶୀରାମ ଭୋଇ। ବାପା ଟିକେଶ୍ୱର ଏବଂ ମାଁ…
୧୨୦୦ ଦିନ ପରେ ଭାଙ୍ଗିଲା ଭାରତର T20 ବିଶ୍ୱକପ ରେକର୍ଡ’, ଏବେ କେମିତି ସେମିଫାଇନାଲରେ ପହଞ୍ଚିବ ଟିମ ଇଣ୍ଡିଆ? ଜାଣନ୍ତୁ ସମୀକରଣ
ନୂଆଦିଲ୍ଲୀ,୨୩।୨: ICC T20 ବିଶ୍ୱକପ ୨୦୨୬ ର ପ୍ରଥମ ସୁପର ୮ମ୍ୟାଚ ରେ ଭାରତୀୟ ଦଳକୁ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହେବାକୁ ପଡିଲା। ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ଭାରତକୁ ୭୬ ରନରେ ପରାସ୍ତ କରିଥିଲା। ଏହି…
TMCର ହେଭିଓ୍ବେଟ ମୁକୁଲ ରାୟଙ୍କ ପରଲୋକ, ମମତାଙ୍କ ପରେ ନମ୍ବର ଦୁଇରେ ଥିଲେ
କୋଲକାତା,୨୩।୨: ପଶ୍ଚିମବଙ୍ଗ ରାଜନୀତିର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଏବଂ ପୂର୍ବତନ କେନ୍ଦ୍ର ରେଳ ମନ୍ତ୍ରୀ ମୁକୁଲ ରାୟଙ୍କ ପରଲୋକ ହୋଇଯାଇଛି। ତାଙ୍କୁ ୭୧ ବର୍ଷ ହୋଇଥିଲା। ତାଙ୍କ ପୁଅ ଶୁଭ୍ରାଂଶୁ ରାୟ ଏହି ଖବରକୁ ନିଶ୍ଚିତ କରିଛନ୍ତି। ରବିବାର ପ୍ରାୟ ୧ଟା…
ପ୍ରଦୂଷଣ ନିୟନ୍ତ୍ରଣ ନିୟମକୁ ମିଲର୍ସଙ୍କ ବେଖାତିର: ସପ୍ତାହକରେ ୬ମିଲର୍ସଙ୍କୁ ନୋଟିସ୍
ବରଗଡ଼,୨୩।୨(ପ୍ରେମାନନ୍ଦ ଖମାରୀ):ପରିବେଶ ପ୍ରଦୂଷଣ ବଢ଼ି ଚାଲିଛି। ସ୍ବାସ୍ଥ୍ୟହାନିର ଏହା ପ୍ରମୁଖ କାରଣ ସାଜିଛି। ଏହାକୁ ରାଜ୍ୟ ସରକାର ମଧ୍ୟ ଗୁରୁତ୍ୱର ସହିତ ନେଇଛନ୍ତି। ଏଥିପାଇଁ ସରକାର ନିୟମ କଡ଼ାକଡ଼ି କରିଛନ୍ତି। କ୍ରମବର୍ଦ୍ଧିଷ୍ଣୁ ପରିବେଶ ପ୍ରଦୂଷଣ ରୋକିବା ପାଇଁ ବାଇକ୍ଠାରୁ ଆରମ୍ଭ କରି…
ସାହାଜଲଥା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ସମସ୍ୟା: ୬ ଶ୍ରେଣୀ ପାଇଁ ଜଣେ ଶିକ୍ଷକ
ଅମରପାଲି,୨୩ା୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସାହାଜଲଥା ପ୍ରାଥମିକ ବିଦ୍ୟାଳୟରେ ଦେଖା ଦେଇଛି ଶିକ୍ଷକ ସମସ୍ୟା। ଏହି ସ୍କୁଲରେ ବାଲ ବାଟିକା ସହିତ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ସେମାନଙ୍କୁ ପଢ଼ାଇବା ପାଇଁ ପୂର୍ବରୁ ୨ଜଣ ଶିକ୍ଷକ…
କଂଗ୍ରେସ ଦୁଃସ୍ଥ ରାଜନୀତିକୁ ଓହ୍ଲାଇଛି: ମୋଦି
ନୂଆଦିଲ୍ଲୀ,୨୩ା୨: ଭାରତ ଏଆଇ ଇମ୍ପାକ୍ଟ ସମିଟ୍ରେ ଯୁବ କଂଗ୍ରେସ କର୍ମୀଙ୍କ ଅର୍ଦ୍ଧନଗ୍ନ ଶରୀରରେ ବିକ୍ଷୋଭ କରିବା ବିଷୟକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଉପରେ ବର୍ଷିଛନ୍ତି। ଏଆଇ ସମିଟ୍ ଭଳି ଏକ ବୈଶ୍ୱିକ ସମାବେଶରେ କଂଗ୍ରେସ କର୍ମୀମାନେ ଯେଭଳି ଆଚରଣ…
ଆତଙ୍କବାଦୀଙ୍କ ‘ଆଧାର’ ଅସ୍ତ୍ର
ନୂଆଦିଲ୍ଲୀ,୨୩ା୨: ଗତବର୍ଷ ନଭେମ୍ବର ୧୦ରେ ଦିଲ୍ଲୀର ଲାଲ୍କିଲ୍ଲା ନିକଟରେ ଆତଙ୍କବାଦୀ କାର୍ବୋମା ବିସ୍ଫୋରଣ ଘଟାଇବାରୁ ଅନୂ୍ୟନ ୧୫ ଜଣଙ୍କ ମୃତ୍ୟୁ ଘଟିବା ସହ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ। ଏହି ଘଟଣା ସାରା ଦେଶକୁ ସ୍ତମ୍ଭୀଭୂତ କରିଥିଲା। ଘଟଣାକୁ ୩ ମାସ ପରେ…
ଟ୍ରମ୍ପ୍ଙ୍କ ଟାରିଫ୍ : ୬୦% ଆମେରିକୀୟ ଅସନ୍ତୁଷ୍ଟ
ଓ୍ବାଶିଂଟନ୍,୨୩ା୨: ଡୋନାଲ୍ଡ ଟ୍ରମ୍ପ୍ ଦ୍ୱିତୀୟଥର ଆମେରିକାର ରାଷ୍ଟ୍ରପତି ଭାବେ ଦାୟିତ୍ୱ ନେବା ପରେ ‘ମାଗା’(ମେକ୍ ଆମେରିକା ଗ୍ରେଟ୍ ଏଗେନ୍) ସଙ୍କଳ୍ପକୁ ଅଗ୍ରାଧିକାର ଦେଇ ଦେଶର ଅର୍ଥନୀତିକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଆଗେଇଥିଲେ। ଏହି କ୍ରମରେ ସେ ବିଭିନ୍ନ ରାଷ୍ଟ୍ର ଉପରେ ଅଧିକ…
ଫ୍ରାଞ୍ଚାଇଜର ବଡ଼ ଘୋଷଣା: ଆଇପିଏଲ୍ରେ ଉପଲବ୍ଧ ରହିବେ ଧୋନୀ
ଅହମଦାବାଦ,୨୨ା୨: ପ୍ରତ୍ୟେକ ଥର ଭଳି ଏଥର ମଧ୍ୟ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ପୂର୍ବରୁ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଖେଳିବେ କି ନାହିଁ, ତାହା ଚର୍ଚ୍ଚାର ବିଷୟ ପାଲଟିଛି। ହେଲେ ଆସନ୍ତା ଜୁଲାଇରେ ୪୫ ବର୍ଷରେ ପାଦ…
ବିବାହ ଦିନ ଜୀବନ ହାରିଲେ ୨ ଭଉଣୀ
ଯୋଧପୁର,୨୨ା୨: ରାଜସ୍ଥାନର ଯୋଧପୁର ଅନ୍ତର୍ଗତ ମନାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ପରିବାର ୨ ଝିଅଙ୍କ ବିବାହ ଉତ୍ସବ ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ ବିବାହ ଦିନ ୨ ଭଉଣୀ ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଛନ୍ତି। ଏହି…
ଭାରତର ବିଜୟ ଧାରାରେ ଲାଗିଲା ବ୍ରେକ
ଅହମଦାବାଦ,୨୨ା୨: ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ଚଳିତ ଟି୨୦ ବିଶ୍ୱକପ୍ର ସୁପର-୮ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା ୭୬ ରନରେ ଭାରତକୁ ପରାସ୍ତ କରିଛି। ଏହି ପରାଜୟ ଯୋଗୁ ଗତ ସଂସ୍କରଣରୁ ଅପରାଜେୟ ଥିବା ଭାରତୀୟ ଦଳର ବିଜୟ…
ଆସାମ କଂଗ୍ରେସକୁ ବଡ଼ ଝଟ୍କା: ଭାଜପାରେ ଯୋଗ ଦେଲେ ଭୁପେନ
ଗୁଆହାଟୀ,୨୨ା୨: ଆସାମ କଂଗ୍ରେସର ପୂର୍ବତନ ସଭାପତି ଭୁପେନ କୁମାର ବୋରା ରବିବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଏକ ବଡ଼ ରାଜନୈତିକ ପଟ୍ଟ ପରିବର୍ତ୍ତନ ହୋଇଛି। ଗୁଆହାଟୀସ୍ଥିତ ଭଜାପା ରାଜ୍ୟ କାର୍ଯ୍ୟାଳୟ ବାଜପେୟୀ ଭବନରେ…
Archives


