ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…
ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି ଗ୍ରହ ଡିସେମ୍ବର ୧୧ ତାରିଖରେ ମୀନ ରାଶିରେ ବକ୍ରୀରୁ ମାର୍ଗୀ ହେବେ। ଦୀପାବଳି…
ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…
ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍ ଜଙ୍ଗଲରୁ ଏକ ହେଟା ବାଘ ଆସି ତାଙ୍କୁ ନେଇଯିବାକୁ ଉଦ୍ୟମ କରିଥିଲା। ଶିଶୁର…
ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ
କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ ଅନୁଯାୟୀ, ଏହି ଯୋଜନା ଅଧୀନରେ ପ୍ରାୟ ୧.୪୫ କୋଟି ଯୋଗ୍ୟ ମହିଳା…
ଜନସାଧାରଣଙ୍କ ପାଇଁ ଚିନ୍ତାଜନକ ଖବର: ପେଟ୍ରୋଲ-ଡିଜେଲ ଦାମ୍…
ନୂଆଦିଲ୍ଲୀ, ୧୮।୮: ଜନସାଧାରଣଙ୍କ ପାଇଁ ଅନ୍ତର୍ଜାତୀୟ ବଜାରରୁ ଏକ ନୂଆ ଚିନ୍ତାଜନକ ଖବର ଆସୁଛି। Crude Oil ଦରରେ ଲଗାତାର ତୃତୀୟ ଦିନ ପାଇଁ ବୃଦ୍ଧି ଦେଖିବାକୁ ମିଳିଛି। ଗ୍ଲୋବାଲ ବେଞ୍ଚମାର୍କ ବ୍ରେଣ୍ଟ କ୍ରୁଡ (Brent Crude)ର ଦର ପ୍ରତି ବ୍ୟାରେଲ…
ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ
କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ ଘଟଣା ଘଟିଛି। ବାର୍ଦ୍ଧକ୍ୟଭତ୍ତା ପାଇଁ କୂଳସରିଚୁଆଁ ପଞ୍ଚାୟତ ବରାଳ ଗ୍ରାମର କୈଳାସ ଚନ୍ଦ୍ର…
ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ
ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର ସକାଳେ ଦକ୍ଷିଣ ଫିଲିପାଇନ୍ସର ଜାମ୍ବୋଆଙ୍ଗା ସହରର ଏକ ହାଇସ୍କୁଲରେ ଜଣେ ବନ୍ଧୁକଧାରୀ ଗୁଳି…
ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି
ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦ ତମ ସ୍ବାଧୀନତା ଦିବସ ଅବସରରେ ଶନିବାର ଏହି ପ୍ରତିମୂର୍ତ୍ତି ଉନ୍ମୋଚନ ପାଇଁ କାର୍ଯ୍ୟକ୍ରମ…
ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ
ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି। ପଞ୍ଜୀକରଣରେ ଏଗ୍ରିଷ୍ଟାକ୍ ଆଇଡିକୁ ନେଇ ଆରମ୍ଭରୁ ଅସନ୍ତୋଷ ତେଜି ଉଠିଥିଲା ଏବଂ ଆନ୍ଦୋଳନ…
୩୨୬ ଏମ୍ପି, ୧୪ ମୁଖ୍ୟମନ୍ତ୍ରୀଙ୍କ ନାମରେ ଆପରାଧିକ ମାମଲା
ନୂଆଦିଲ୍ଲୀ,୧୮ା୮(ପି.ଟି.): ଲୋକ ସଭାର ୫୪୩ ସଦସ୍ୟଙ୍କ ମଧ୍ୟରୁ ୨୫୧ ଜଣ ଏବଂ ରାଜ୍ୟ ସଭାର ୨୩୩ ସଦସ୍ୟଙ୍କ ମଧ୍ୟରୁ ୭୫ ଜଣଙ୍କ ନାମରେ ଆପରାଧିକ ମାମଲା ରହିଥିବା ସୁପ୍ରିମକୋର୍ଟରେ ଦାଖଲ ରାଜନୀତିରେ ଅପରାଧୀକରଣ ରିପୋର୍ଟରୁ ଜଣାପଡ଼ିଛି। ବରିଷ୍ଠ ଆଇନଜୀବୀ ବିଜୟ ହଂସରିଆ…
ଯୋବ୍ରା ଆନିକଟ ବ୍ରିଜ୍ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…
କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ ଭାସୁଥିବାର ଦେଖିବାକୁ ପାଇଥିଲେ ସ୍ଥାନୀୟ ଲୋକେ । ଏହାପରେ ସଙ୍ଗେସଙ୍ଗେ ଅଗ୍ନିଶମ ଟିମ…
ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି
ଭୁବନେଶ୍ୱର,୧୮।୮(ସୁନିତ୍ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା। ସୁପ୍ରିମକୋର୍ଟ ଏହି ବିଷୟରେ ୧୮ ତାରିଖରେ ଶୁଣାଣି କରିବା ପାଇଁ ପୁନର୍ବାର ତାରିଖ…
ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ଆକ୍ରମଣ: ୨ ମୃତ
ଲଣ୍ଡନ, ୧୮।୮: ୟୁକ୍ରେନ୍ସ୍ଥିତ ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୩ଜଣ ଆହତ ହୋଇଛନ୍ତି। ଭାରତୀୟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ମାଲିକାନାରେ ଦେଶର ସର୍ବବୃହତ୍ ଷ୍ଟିଲ୍ କାରଖାନା ଉପରେ ରବିବାର ରାତିରେ ହୋଇଥିବା ଆକ୍ରମଣରେ ଶକ୍ତି…

