Home Left

”ଅସ୍ତ୍ରବିରତି ଉଲ୍ଲଂଘନ କଲେ ଆମେ କ’ଣ କରିବୁ ପାକିସ୍ତାନ ଜାଣିଛି”: ନୌସେନା ଜେନେରାଲ

ନୂଆଦିଲ୍ଲୀ,୧୧ା୫: ଭାରତୀୟ ସଶସ୍ତ୍ର ବାହିନୀ ପାକିସ୍ତାନକୁ ଆଜି କିମ୍ବା ଭବିଷ୍ୟତରେ ଯେକୌଣସି ଅସ୍ତ୍ରବିରତି ଉଲ୍ଲଂଘନ ସମ୍ବନ୍ଧରେ କଡ଼ା ଚେତାବନୀ ଦେଇଛି। ଭାରତ ଓ ପାକିସ୍ତାନ ସୀମାରେ ଉତ୍ତେଜନା କମାଇବା ସମ୍ବନ୍ଧରେ ଦୁଇ ଦେଶ ଏକ ବୁଝାମଣାରେ ପହଞ୍ଚିବା ପରେ ସେନା ଏହି…

ପାକିସ୍ତାନ ଗସ୍ତକୁ ନେଇ ବାଂଲାଦେଶ ଚିନ୍ତିତ

ଢାକା,୧୧ା୫: ଆସନ୍ତା ୨୫ ତାରିଖରୁ ପାକିସ୍ତାନରେ ଆରମ୍ଭ ହେବାକୁ ଥିବା ବାଂଲାଦେଶ ବିପକ୍ଷ ଟି୨୦ ସିରିଜକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଭାରତ ଓ ପାକିସ୍ତାନ ମଧ୍ୟରେ ବୃଦ୍ଧି ପାଇଥିବା ଉତ୍ତେଜନା ଯୋଗୁ ଏହି ୫ ମ୍ୟାଚ୍‌ ବିଶିଷ୍ଟ ସିରିଜର ଭବିଷ୍ୟତକୁ ନେଇ…

ଟାଓ୍ବାର ଅଛି, ସେବା ନାହିଁ

ଦାରିଙ୍ଗବାଡି,୧୧ା୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଅଧିକାଂଶ ଗ୍ରାମରେ ମୋବାଇଲ ଟାୱାର ସ୍ଥାପନ କରାଯାଇଛି। ମାତ୍ର ଏ ପର୍ଯ୍ୟନ୍ତ ଏକାଧିକ ଗ୍ରାମରେ ନେଟୱର୍କ ସେବା ମିଳିନାହିଁ। ଫଳରେ ସେବା ପାଇବାରୁ ଅଞ୍ଚଳବାସୀ ବଞ୍ଚିତ ହୋଇଛନ୍ତି। ଉକ୍ତ ବ୍ଲକ ଝିଞ୍ଜିରିଗୁଡା…

ମା’, ପୁଅଙ୍କୁ ଆକ୍ରମଣ: ଥାନାରେ ମାମଲା

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ରାଜପୁର ଗ୍ରାମରେ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ଗ୍ରାମର ଜିନି ବିଷୋୟୀ ଏବଂ ତାଙ୍କ ପୁଅ ଲାବଣ୍ୟ ବିଷୋୟୀଙ୍କୁ ବବୁଲ ବିଷୋୟୀ ଓରଫ ରୁଦ୍ର ଆକ୍ରମଣ କରିଥିବା ଅଭିଯୋଗ…

ଶିବ ତାଣ୍ଡବ ଧ୍ୱନିରୁ ଆରମ୍ଭ ହୋଇଥିଲା DGMO ଖବରଦାତା ସମ୍ମିଳନୀ: ସେନା ବଖାଣିଲା ବିରତ୍ୱ ଗାଥା

ନୂଆଦିଲ୍ଲୀ,୧୧।୫: ଭାରତ-ପାକିସ୍ତାନ ଉତ୍ତେଜନା ଏବଂ ଅପରେଶନ ସିନ୍ଦୂର ଉପରେ ରବିବାର ସାରେ ଭାରତୀୟ ସେନା ପକ୍ଷରୁ ଖବରଦାତା ସମ୍ମିଳନୀ ହୋଇଥିଲା। ଶିବ ତାଣ୍ଡବ ଧ୍ୱନିରୁ ଆରମ୍ଭ ହୋଇଥିଲା DGMO ଖବରଦାତା ସମ୍ମିଳନୀ ସମ୍ମିଳନୀରେ ଭାରତୀୟ ସେନାର ୩ଟି ଶାଖା, ସ୍ଥଳସେନା, ବାୟୁସେନା…

ନୃସିଂହ ଉତ୍ସବରେ ଠାକୁରଙ୍କୁ ଦର୍ଶନ କଲେ ବିଧାୟକ

ଗଞ୍ଜାମ,୧୧।୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ଚାଲିଥିବା ନୃସିଂହ ଚତୁର୍ଦ୍ଧଶୀ ଉତ୍ସବରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଯୋଗଦେଇ ଠାକୁରଙ୍କ ଦର୍ଶନ କରିଥିଲେ l ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା, ଏନ୍‌ଏସି ଚେୟାରମ୍ୟାନ ପ୍ରତିନିଧି ବିନୋଦ ଚନ୍ଦ୍ର…

ଦିଲ୍ଲୀକୁ ଆସୁଥିବା ୯୭ଟି ବିମାନ ବାତିଲ: ସାମିଲ ଅଛି ଅନ୍ତର୍ଜାତୀୟ ବିମାନ

ନୂଆଦିଲ୍ଲୀ,୧୧।୫: ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଯୋଗୁ ଦିଲ୍ଲୀ ବିମାନବନ୍ଦରରେ ବିମାନ ଚଳାଚଳ ପ୍ରଭାବିତ ହୋଇଛି। ଯୁଦ୍ଧବିରତି ସତ୍ତ୍ୱେ, ରବିବାର ଦିଲ୍ଲୀ ବିମାନବନ୍ଦରରୁ ଅନେକ ବିମାନ ଉଡ଼ାଣ ବାତିଲ କରାଯାଇଥିଲା। ବିମାନବନ୍ଦର ଅଧିକାରୀଙ୍କ ସୂଚନା ଅନୁଯାୟୀ, ଦିଲ୍ଲୀ ବିମାନବନ୍ଦରରୁ ଉଡ଼ାଣ କରୁଥିବା…

ପାକିସ୍ତାନରେ କ୍ଷେପଣାସ୍ତ୍ର ଆକ୍ରମଣରୁ ଅଳ୍ପକେ ବର୍ତ୍ତିଗଲେ ଅଷ୍ଟ୍ରେଲୀୟ କ୍ରିକେଟର: ରିପୋର୍ଟ

ନୂଆଦିଲ୍ଲୀ,୧୧।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ପାକିସ୍ତାନର ନୁର ଖାନ ବାୟୁସେନା ଘାଟି ନିକଟରେ ଭାରତୀୟ କ୍ଷେପଣାସ୍ତ୍ର ଆକ୍ରମଣରୁ ଚାରି ଜଣ ଅଷ୍ଟ୍ରେଲୀୟ କ୍ରିକେଟର ଅଳ୍ପକେ ବର୍ତ୍ତି ଯାଇଥିବା…

ଆହୁରି ବଢ଼ିବ ଖରା: ୧୫ ଯାଏ ନାହିଁ ନିସ୍ତାର

ଭୁବନେଶ୍ୱର,୧୦ା୫: ଖରାରେ ଶିଝୁଛି ସାରା ଓଡ଼ିଶା। ଦିନ ସାଢେ ଦୁଇଟା ସୁଦ୍ଧା ସମ୍ବଲପୁର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ହୋଇଛି। ସମ୍ବଲପୁରରେ ସର୍ବାଧିକ ୪୩ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ତା ପଛକୁ ରହିଛି ରାଜଧାନୀ ଭୁବନେଶ୍ବର। ଭୁବନେଶ୍ବରରେ ଚଳିତ…

ଅଧାରେ ରହିଗଲା ମା’ଙ୍କୁ ଡାକ୍ତର ଦେଖାଇବା, ଦୁର୍ଘଟଣାରେ ଚାଲିଗଲା ଜୀବନ

ଆନନ୍ଦପୁର,୧୧ା୫(ସୁଶାନ୍ତ କୁମାର ସାହୁ): ମା’ଙ୍କୁ ଡାକ୍ତର ଦେଖାଇବାକୁ ବାହାରି ଥିଲେ ସପରିବାର। ହେଲେ ଦୁର୍ଘଟଣାରେ ଚାଲିଗଲା ମା’ଙ୍କ ଜୀବନ। ସେପଟେ ପୁଅ ଓ ନାତୁଣୀ ଗୁରୁତର ହୋଇଥିବା ବେଳେ ବୋହୂ ଓ ଝିଅ ଆହତ ହୋଇଛନ୍ତି। ହେଲେ ଦେଢ଼ବର୍ଷର ନାତି ଅଳ୍ପକେ…

‘ପାକିସ୍ତାନ ଗୁଳି ଚଲାଇଲେ, ପରିଣାମ ବିନାଶକାରୀ ହେବ: ଆମେରିକା ଉପରାଷ୍ଟ୍ରପତିଂକୁ ସିଧା ଶୁଣାଇଦେଲେ ମୋଦି

ନୂଆଦିଲ୍ଲୀ,୧୧।୫: ଅପରେଶନ ସିନ୍ଦୁର ଶେଷ ହୋଇନାହିଁ; ଯଦି ସେମାନେ ଗୁଳି ଚଳାନ୍ତି, ଆମେ ଗୋଲା ଚଳାଇବୁ, ଏବଂ ଯଦି ସେମାନେ ଆକ୍ରମଣ କରନ୍ତି, ଆମେ ପାଲଟା ଆକ୍ରମଣ କରିବୁ। ରିପୋର୍ଟ ଅନୁସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି: ‘ସେଠାରୁ…

ବିରାଟ କୋହଲିଙ୍କୁ ବୁଝାଇବାରେ ବିଫଳ BCCI, ଖୁବ୍ ଶୀଘ୍ର ନେବେ ଟେଷ୍ଟ ଅବସର: ରିପୋର୍ଟ

ନୂଆଦିଲ୍ଲୀ,୧୧।୫: ବିରାଟ କୋହଲି ଜୁନ୍ ମାସରେ ଭାରତର ଆଗାମୀ ଇଂଲଣ୍ଡ ଗସ୍ତ ପୂର୍ବରୁ ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ପ୍ରସ୍ତୁତ ଅଛନ୍ତି। ଟାଇମ୍ସ ଅଫ୍ ଇଣ୍ଡିଆ (TOI) ରିପୋର୍ଟ ଅନୁଯାୟୀ, ପୂର୍ବତନ ଭାରତୀୟ ଅଧିନାୟକ ବିସିସିଆଇ (ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ)କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri