ବେସାମରିକ ସୁରକ୍ଷାରେ ଯୋଗ ଦେବା ପାଇଁ ଯୁବ ସମାଜକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ
ଭୁବନେଶ୍ୱର,୧୧ା୫: ବେସାମରିକ ସୁରକ୍ଷାରେ ଯୋଗ ଦେବା ପାଇଁ ଯୁବ ସମାଜକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଏକ ବାର୍ତ୍ତାରେ କହିଛନ୍ତି, ଦେଶର ସାଧାରଣ ଲୋକଙ୍କ ଜନଜୀବନର ସୁରକ୍ଷା ଆମ ସମସ୍ତଙ୍କର କର୍ତ୍ତବ୍ୟ। ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ। ଏଥିପାଇଁ…
ଦିଗପହଣ୍ଡିରେ ବିଶ୍ୱଶାନ୍ତି ଶ୍ରୀ ନୃସିଂହ ମହାଯଜ୍ଞ : ଶ୍ରଦ୍ଧାଳୁଙ୍କ ଭିଡ
ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଗୁଡିଆଗଳିସ୍ଥିତ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ସମ୍ମୁଖରେ ବିଶ୍ୱଶାନ୍ତି ଶ୍ରୀ ନୃସିଂହ ମହାଯଜ୍ଞରେ ରବିବାର ନୃସିଂହ ଚତୁର୍ଦ୍ଦଶୀ ଉପଲକ୍ଷେ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ଶ୍ରୀ ଲକ୍ଷ୍ମୀ ନୃସିଂହ ମହାପ୍ରଭୁଙ୍କ ଚତୁର୍ଦ୍ଦଶୀ ଏବଂ ପବିତ୍ର…
ଗର୍ଭାଶୟରେ କ୍ୟାନସର ହୋଇଥିଲେ ଆରମ୍ଭରୁ ଦେଖାଦିଏ ଏହି ଲକ୍ଷଣ, ଜାଣି ରଖନ୍ତୁ ଥାର୍ଡ ଷ୍ଟେଜ୍ ପର୍ଯ୍ୟନ୍ତ ଚିକିତ୍ସା ସମ୍ଭବ
ଆଜିକାଲି ମହିଳାମାନଙ୍କ ମଧ୍ୟରେ ଗର୍ଭାଶୟ କ୍ୟାନସର ଦ୍ରୁତଗତିରେ ବୃଦ୍ଧି ପାଉଛି। ଏଥିରୁ ସୁରକ୍ଷା ପାଇଁ ସରକାରୀସ୍ତରରେ କିଶୋରୀ ଝିଅମାନଙ୍କୁ ମଧ୍ୟ ଟିକା ଦିଆଯାଉଛି। ଗର୍ଭାଶୟ କ୍ୟାନସର କାହିଁକି ହୁଏ ସେ ବିଷୟରେ ବର୍ତ୍ତମାନ ଗବେଷଣା ଚାଲିଛି। ତଥାପି ଏହା ନିଶ୍ଚିତ ଭାବରେ…
ପଦ୍ମଶ୍ରୀ ବିଜେତା ICARର ପୂର୍ବତନ ମୁଖ୍ୟ ଆୟପ୍ପନଙ୍କ ରହସ୍ୟଜନକ ମୃତ୍ୟୁ, କାବେରୀ ନଦୀରୁ ମିଳିଲା ମୃତଦେହ
ମହୀଶୂର, ୧୧।୫: ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନୀତ ଭାରତୀୟ କୃଷି ଗବେଷଣା ପରିଷଦ (ICAR)ର ମୁଖ୍ୟ ଥିବା ବୈଜ୍ଞାନିକ ସୁବନ୍ନା ଆୟପ୍ପାନ(୭୦)ଙ୍କ ରହସ୍ୟମୟ ପରିସ୍ଥିତିରେ ମୃତ୍ୟୁ। ଶନିବାର ମହୀଶୂରରୁ ପ୍ରାୟ ୨୦ କିଲୋମିଟର ଦୂର ମାଣ୍ଡ୍ୟାର ଶ୍ରୀରଙ୍ଗପାଟନା ନିକଟ କାବେରୀ ନଦୀରୁ ତାଙ୍କ…
ବନ୍ୟଜନ୍ତୁ ଶିକାରୀ ସୁରେଶ ଶବର ହତ୍ୟା ଘଟଣା: ୧୦ ଦିନ ପରେ ବି ପୋଲିସର ହାତ ଖାଲି
ଦେବଗଡ଼,୧୧।୫(ଶଶାଙ୍କ ଶେଖର ଝାଙ୍କର): ଏପ୍ରିଲ ୩୦ରେ ରାତିରେ ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ମର୍ହା ଗ୍ରାମରେ ଘଟିଥିବା ବହୁ ଚର୍ଚ୍ଚିତ ବନ୍ୟଜନ୍ତୁ ଶିକାରୀ ସୁରେଶ ଶବର(୫୯) ହତ୍ୟା ଘଟଣାର ଇତିମଧ୍ୟରେ ୯ ଦିନ ବିତିଯାଇଛି । ମାତ୍ର ଏବେ ବି…
ଆଉ କେବେ ଯିବିନି ପାକିସ୍ତାନ…ଏୟାରପୋର୍ଟରେ କାନ୍ଦିବାକୁ ଲାଗିଲେ ବାଂଲାଦେଶୀ କ୍ରିକେଟର
ଢାକା,୧୧।୫: ଭାରତ ଏବଂ ପାକିସ୍ତାନ ଉଭୟ ଯୁଦ୍ଧବିରତି (India Pakistan Ceasefire) ଉପରେ ସହମତ ହୋଇଛନ୍ତି। ପୂର୍ବରୁ ଉଭୟ ପାର୍ଶ୍ୱରୁ କ୍ଷେପଣାସ୍ତ୍ର ମାଡ କରାଯାଇଥିଲା ଏବଂ ପ୍ରବଳ ବୋମାମାଡ଼ ହୋଇଥିଲା, ଏହି ସମୟରେ ପାକିସ୍ତାନ କ୍ରିକେଟ ବୋର୍ଡ PSL 2025 ସ୍ଥଗିତ…
ମଣ୍ଡପରେ ବରଙ୍କୁ କନ୍ୟାଙ୍କ ସାଙ୍ଗ ପଚାରିଲେ ଏମିତି ଏକ ପ୍ରଶ୍ନ, ଉତ୍ତର ଶୁଣି ସିଧା ବାହାଘର ଭାଙ୍ଗିଦେଲେ କନ୍ୟା
ମଧ୍ୟପ୍ରଦେଶର ପ୍ରୟାଗରାଜରେ ଏକ ଅଜବ ଘଟଣା ଘଟିଛି। ବିବାହ ମଣ୍ଡପରେ ବରଯାତ୍ରୀଙ୍କ ସହ ପହଞ୍ଚିଥିଲେ ବର। କନ୍ୟାଙ୍କ ସହ ପରିବାର, ବନ୍ଧୁବାନ୍ଧବ ସମସ୍ତେ ବି ପହଞ୍ଚିଥିଲେ। ବିବାହ କାର୍ଯ୍ୟ ଆରମ୍ଭ ହୋଇଥିଲା। ଠିକ୍ ହସ୍ତଗଣ୍ଠି ପଡ଼ିବା ପୂର୍ବରୁ କନ୍ୟା ଏହି ବାହାଘର…
ରାତିରେ ଭାରତ କରିଛି କାଉଣ୍ଟର ଆଟାକ୍, ଏବେ ପାକିସ୍ତାନରେ କେମିତି ରହିଛି ସ୍ଥିତି? ଆସିଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ, ୧୧।୫: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ନାଗରିକଙ୍କର ମୃତ୍ୟୁ ଘଟିଥିଲା, ତା’ ପରେ ଭାରତ ଓ ପାକିସ୍ଥାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା। ଏହାର ଜବାବରେ ଭାରତ ମେ…
ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତିକୁ ନେଇ ୟୁନୁସ ସରକାରଙ୍କ ବଡ଼ ବୟାନ, କହିଲେ ମୋଦି…
ଢାକା,୧୧।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତିନାମା ଘୋଷଣା ହୋଇଛି। ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ସଚିବ ବିକ୍ରମ ମିଶ୍ରୀ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ଘୋଷଣା କରିଛନ୍ତି। ତେବେ ଏହାରି ଭିତରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ…
Imran Khan: ସତରେ ଜେଲ୍ରେ ମରିଯାଇଛନ୍ତି ଇମ୍ରାନ ଖାନ୍! ଶେହବାଜ ସରକାରଙ୍କ ବଡ଼ ଘୋଷଣା
ଇସଲାମବାଦ,୧୧।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ପାକ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଇମ୍ରାନ ଖାନଙ୍କ ମୃତ୍ୟୁ ଖବର ସୋସିଆଲ ମିଡିଆରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସୋସିଆଲ ମିଡିଆରେ ଏକ ପ୍ରେସ ରିଲିଜର ଏକ ଫଟୋ ଅଧିକ ଭାଇରାଲ ହେବାରେ ଲାଗିଛି,…
ନବଜାତକଙ୍କ ନାମ ‘ସିନ୍ଦୂର’ ରଖୁଛନ୍ତି ରାଜସ୍ଥାନୀ ମା’
ଜୟପୁର, ୧୧।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ଉତ୍ତେଜନାପୂର୍ଣ୍ଣ ସ୍ଥିତିରେ ଲୋକମାନେ ନିଜ ନିଜ ଦେଶପ୍ରେମକୁ ବିଭିନ୍ନ ଉପାୟରେ ପ୍ରକାଶ କରିଛନ୍ତି। ଆତଙ୍କବାଦ ବିରୋଧରେ ଭାରତ ସରକାରଙ୍କ ‘ଅପରେଶନ ସିନ୍ଦୂର’ରେ ଅନୁପ୍ରାଣିତ ହୋଇ ରାଜସ୍ଥାନର ଅନେକ ମା’ ସେମାନଙ୍କ…
ବିଶ୍ୱରେ କେତେବଡ଼ ଯୁଦ୍ଧାସ୍ତ୍ର ବେପାର? ଜାଣିଲେ ତାଜୁବ ହେବେ
ସାମ୍ପ୍ରତିକ ସ୍ଥିତିରେ ବିଭିନ୍ନ ଦେଶ ବିଶେଷକରି ପଡ଼ୋଶୀ ରାଷ୍ଟ୍ରଗୁଡ଼ିକ ମଧ୍ୟରେ ସୀମା ସଂଘର୍ଷ ଘଟି ଭୂରାଜନୈତିକ ତଥା ସାମରିକ ଉତ୍ତେଜନା ବଢ଼ିବାରେ ଲାଗିଛି। ୨୦୨୨ ଫେବୃଆରୀରୁ ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ଲାଗିରହିଥିବାବେଳେ ୨୦୨୩ ଅକ୍ଟୋବରରୁ ଇସ୍ରାଏଲ-ଗାଜା ସଂଘର୍ଷ ସ୍ଥିତିକୁ…
Archives


