Home Left

ହୋମିଓପାଥି ଚିକିତ୍ସକଙ୍କ ପରଲୋକ

ଦିଗପହଣ୍ଡି, ୧୭ା୧୧(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ଶାସନ ସାହି ବାସିନ୍ଦା ତଥା ସହରର ଜଣାଶୁଣା ହୋମିଓପାଥି ଚିକିତ୍ସକ ଡ଼ା. ସୂର୍ଯ୍ୟ ନାରାୟଣ ନନ୍ଦଙ୍କ ୮୪ ବର୍ଷ ବୟସରେ ସୋମବାର ପରଲୋକ ହୋଇଯାଇଛି। ବୟସାଧିକ କାରଣରୁ ସେ ଗତ କିଛି ଦିନ...

ଗାଇଥିଲେ ‘ମଦରେ ତୁ ସାହାରା’, ଛାଡପତ୍ର ପରେ…

ଭୁବନେଶ୍ୱର,୧୭ା୧୧: ଓଡ଼ିଶାର ସୁନାମଧନ୍ୟ ଓ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱର ଏମ୍ସ (AIIMS) ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ଗତ କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା। ସେ ମୁଖ୍ୟତଃ ଲିଭର୍...

ଏହି ସବୁ ରୋଗରେ ପୀଡିତ ଥିଲେ ହ୍ୟୁମାନ, ଶେଷରେ ହସ୍ପିଟାଲରେ ଆଖି ବୁଜିଲେ…

ଭୁବନେଶ୍ୱର,୧୭।୧୧: ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟିଛି। ୩୪ ବର୍ଷ ବୟସରେ ଏମ୍ସ ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ହ୍ୟୁମାନଙ୍କର ‘ମଲ୍ଟି ଅର୍ଗାନ ଡିସଫଙ୍କସନ ସିଣ୍ଡ୍ରୋମ’ (MODS) ସହ ଏନସେଫାଲୋପାଥି (ମସ୍ତିଷ୍କ ସମସ୍ୟା), ଶ୍ୱାସକ୍ରିୟାରେ...

କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୭ା୧୧: ଓଡ଼ିଶାର ସୁନାମଧନ୍ୟ ତଥା ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ (AIIMS) ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ହ୍ୟୁମାନ ସାଗରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ...

ଦକ୍ଷିଣ ଓଡ଼ିଶା ପର୍ଯ୍ୟଟନର ମୁଖଶାଳା ହେବ ତପ୍ତପାଣି: ଉପ ମୁଖ୍ୟମନ୍ତ୍ରୀ

ଦିଗପହଣ୍ଡି,୧୭ା୧୧(ଅଶେଷ ନାଥ ମିଶ୍ର): ଜନଜାତି ସମ୍ପ୍ରଦାୟଙ୍କ ଆସ୍ଥା ବିଶ୍ୱାସ ଓ ପରମ୍ପରାର ପ୍ରତୀକ ତଥା ପ୍ରକୃତିଦତ ଆରୋଗ୍ୟ କ୍ଷେତ୍ର ତପ୍ତପାଣି ଉଷ୍ଣ ପ୍ରସବଣ ପର୍ଯ୍ୟଟନ କ୍ଷେତ୍ରର ପାରିପାଶର୍‌ବିକ ଭିତ୍ତିଭୂମିର ବିକାଶ ସହ ଜନଜାତି ଲୋକଙ୍କ ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ...

ଟ୍ରାକ୍ଟର ଧକ୍କାରେ କଲେଜ ଛାତ୍ରଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକୋ କଲେ ପରିବାରବର୍ଗ

ଜୁନାଗଡ଼,୧୭।୧୧(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚିଲିକପୁର ନିକଟରେ ରବିବାର ଅପରାହ୍ନରେ ଟ୍ରାକ୍ଟର ଧକ୍କାରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ ଗୁରୁତର ହୋଇଥିଲେ। ମୃତ ଛାତ୍ରଙ୍କ ନାମ ଲୋସନ ବେମାଲ(୧୮) ହୋଇଥିବାବେଳେ ଗୁରୁତର ଥିବା...

ଡ୍ରୋନ୍ ବ୍ୟବହାର କରି ‘ହମାସ ଭଳି’ ଆକ୍ରମଣ ପାଇଁ ଯୋଜନା କରିଥିଲେ ଆତଙ୍କବାଦୀ

ନୂଆଦିଲ୍ଲୀ, ୧୭।୧୧: ନିକଟରେ ଲାଲକିଲ୍ଲା ନିକଟରେ ହୋଇଥିବା ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ ପୂର୍ବରୁ ଆତଙ୍କବାଦୀ ମଡ୍ୟୁଲ୍ ଡ୍ରୋନ୍‌କୁ ଅସ୍ତ୍ରରେ ପରିଣତ କରି ଏବଂ ରକେଟ୍ ତିଆରି କରି ବଡ଼ଧରଣର ଆକ୍ରମଣ କରିବାକୁ ଯୋଜନା କରୁଥିଲେ ବୋଲି ତଦନ୍ତକାରୀମାନେ ପ୍ରକାଶ...

ଶୀତ, କାକରରେ ରାତି ସାରା ଚାଷୀଙ୍କ ଅଭିନବ ପ୍ରତିବାଦ, ଧାରଣାସ୍ଥଳରେ କୀର୍ତ୍ତନ ପରିବେଷଣ କରି…

ବରଗଡ଼,୧୭।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ବିକ୍ରି ପଞ୍ଜୀକରଣରେ ଚାଷୀଙ୍କ ପ୍ରତି କରାଯାଇଥିବା ଅବହେଳାକୁ ନେଇ ଦେଖାଯାଇଥିବା ଅସନ୍ତୋଷ ଥମିବାର ନାଁ ନେଉ ନାହିଁ। ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍‌ ପଡିଥିବା ଚାଷୀଙ୍କୁ ପଞ୍ଜୀକୃତ କରିବା ଦାବି ନେଇ ଗତ...

ଜିଲା ପାଇଁ ଖୁସିଖବର: ରେଳବାଇ ନେଲା ବଡ଼ ନିଷ୍ପତ୍ତି, ଏଣିକି ଏତିକି ଦିନ ଚାଲିବ ଅମୃତ ଭାରତ ଏକ୍ସପ୍ରେସ

କେସିଙ୍ଗା,୧୭।୧୧(ତୁମେଶ୍ୱର ସାହୁ):ଜନସାଧାରଣଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଏବଂ ଯାତ୍ରୀ ସୁବିଧା ବୃଦ୍ଧି କରିବା ପାଇଁ ରେଳ ମନ୍ତ୍ରଣାଳୟ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଭାରତୀୟ ରେଳବାଇ ଟ୍ରେନ ନମ୍ବର ୧୯୦୨୧-୧୯୦୨୨ ଉଧନା- ବ୍ରହ୍ମପୁର , ବ୍ରହ୍ମପୁର-ଉଧନା ଅମୃତ ଭାରତ ଏକ୍ସପ୍ରେସର...

ବାରହା ଶିକାର ପାଇଁ ଫାଶ ବସାଇଥିଲେ, ହେଲେ…

ଦିଗପହଣ୍ଡି,୧୭ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ନୂଆପଡ଼ା ସେକ୍ସନ ବାରିହାକଟା ଗ୍ରାମ ନିକଟ ଗାଇଡା ଜଙ୍ଗଲରୁ ଗତ ମାର୍ଚ୍ଚ ୨୧ରେ ଏକ ଗୁଳିବିଦ୍ଧ ବାରହାର ମୃତଦେହ ବନବିଭାଗ କର୍ମଚାରୀ ଜବତ କରିଥିଲେ। ବାରହା ଶିକାରରେ ସମ୍ପୃକ୍ତ ଜଣେ...

୧୮ ଅଭିଯୋଗ ଶୁଣିଲେ…

ଦିଗପହଣ୍ଡି,୧୭ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ କୁଶପଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ବ୍ଲକ୍‌ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଡ଼ିଓ ଅନାମିକା ପାଣ୍ଡେ, ଅତିରିକ୍ତ ବିଡିଓ ଉମେଶ ସେଠୀ, ସରପଞ୍ଚ ବନିତା...

ବିହାରର ନୂଆ ଏନଡିଏ ସରକାରରେ କିଏ ହେବେ ମୁଖ୍ୟମନ୍ତ୍ରୀ? ବଡ଼ ଖୁଲାସା କଲେ…

ପାଟନା,୧୭।୧୧: ରାଷ୍ଟ୍ରୀୟ ଲୋକମୋର୍ଚ୍ଚା ସଭାପତି ଏବଂ ରାଜ୍ୟସଭା ଏମ୍‌ପି ଉପେନ୍ଦ୍ର କୁଶୱାହା ଦାବି କରିଛନ୍ତି ଯେ ନୀତୀଶ କୁମାର ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ସେ ଏ ସମ୍ପର୍କରେ ଗଣମାଧ୍ୟମର ପ୍ରଶ୍ନକୁ “ଅର୍ଥହୀନ” ବୋଲି ଖାରଜ କରିଛନ୍ତି। ପାଟନାରେ ଗଣମାଧ୍ୟମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri