Home Left

ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ଭୁବନେଶ୍ୱର,୧୮।୮(ସୁନିତ୍‌ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା। ସୁପ୍ରିମକୋର୍ଟ ଏହି ବିଷୟରେ ୧୮ ତାରିଖରେ ଶୁଣାଣି କରିବା ପାଇଁ ପୁନର୍ବାର ତାରିଖ…

ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ଆକ୍ରମଣ: ୨ ମୃତ

ଲଣ୍ଡନ, ୧୮।୮: ୟୁକ୍ରେନ୍‌ସ୍ଥିତ ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୩ଜଣ ଆହତ ହୋଇଛନ୍ତି। ଭାରତୀୟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ମାଲିକାନାରେ ଦେଶର ସର୍ବବୃହତ୍‌ ଷ୍ଟିଲ୍‌ କାରଖାନା ଉପରେ ରବିବାର ରାତିରେ ହୋଇଥିବା ଆକ୍ରମଣରେ ଶକ୍ତି…

ପୁରୁଣା ଗାଡ଼ି ପାଇଁ ଫେରିପାରେ E10 ପେଟ୍ରୋଲ! ଚିନ୍ତା ଦୂର କରିବାକୁ ମୁଖ୍ୟ ଆର୍ଥିକ ପରାମର୍ଶଦାତାଙ୍କ ପ୍ରସ୍ତାବ

ନୂଆଦିଲ୍ଲୀ,୧୮।୮: ବର୍ତ୍ତମାନ ଫ୍ଲେକ୍ସ ଫ୍ୟୁଏଲ ବା ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ବିଭିନ୍ନ ସ୍ତରରେ ବିବାଦ ମୁଣ୍ଡ ଟେକିଛି। ଏହି କିସମର ଇନ୍ଧନ ବ୍ୟବହାର ଦ୍ୱାରା ମାଇଲେଜ୍‌ କମିବା ସହିତ ଗାଡି ଯନ୍ତ୍ରାଂଶ ଖରାପ ହେବା ବିଷୟକୁ ନେଇ ସରକାର, ଅଟୋମୋବାଇଲ…

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର ୧୬ ବର୍ଷ ବୟସରେ ଏହି ସଫଳତା ହାସଲ କରି ସେ ଗିନିଜ୍‌ ଓ୍ବାଲର୍‌ଡ…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ ଭିନ୍ନ ଏବଂ ଆଧୁନିକ ଅନୁଭୂତି ମିଳୁଛି। ଏହି ଢାବାରେ ଏବେ ଜଣେ ରୋବୋ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ସମ୍ମାନଜନକ ଶବ୍ଦ ବ୍ୟବହାର ନକରି ଉଲ୍ଲେଖ କରିବାରୁ ଗୃହରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା।…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି ବିଡ଼ିଓ ଜୀତେନ୍ଦ୍ର କୁମାର ମିଶ୍ରଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଜନଶୁଣାଣିରେ ଗଞ୍ଜାମ ଜିଲାପାଳ ଭି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ବସ୍‌ରେ ଥିବା ସମସ୍ତ ୪୦ ଯାତ୍ରୀଙ୍କ ମଧ୍ୟରୁ ୨୧ଜଣ ଆହତ…

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ କାର୍ଯ୍ୟଦକ୍ଷତାକୁ ସମର୍ଥନ କରିଛନ୍ତି, ଯେତେବେଳେ 64% ଏହାକୁ ସମର୍ଥନ କରିନାହାଁନ୍ତି। ଏହି ମାସର…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ ଆହ୍ବାନ ଦେବା ସମୟରେ, ଟ୍ରମ୍ପ ଭାରତର ନିର୍ବାଚନ ପ୍ରକ୍ରିୟାକୁ ପ୍ରଶଂସା କରିଛନ୍ତି। ତାଙ୍କ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ ବାହାଲ ଗ୍ରାମର ରୋହିତ ମାଝୀ (୫୦)ଙ୍କ ଘର ପାର୍ଶ୍ଵରେ ସୋମବାର ରାତ୍ର ୧୦ଘଣ୍ଟା…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି । ପ୍ରକାଶ ଯେ କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?